Breaking News

ନାବାଳିକା ମାନଙ୍କୁ ରେଳ ଲାଇନ ନିର୍ମାଣ କାର୍ଯ୍ୟରେ ନିୟୋଜିତ ହେଉଥିବା ଅଭିଯୋଗ |    (29-Nov-2026)       ||      ସୁଳୀ ପଦର ମା ମଙ୍ଗଳା ମନ୍ଦିର ପରିସରରେ ଜିଲ୍ଲା ସ୍ତରୀୟ ପୂଜାରୀ ମହାସଂଘ ରବୈଠକ ଓ ବନ୍ଧୁ ମିଳନ ||   (29-Nov-2026)       ||      ପୋଲସରା ଗୌରୀ ଆମ୍ମା ଯାତ୍ରାରେ ଛାତ୍ର ଛାତ୍ରୀଙ୍କ ସଚେତନତା କାର୍ଯ୍ୟକ୍ରମ ||   (29-Nov-2026)       ||      ଭାମଶିଆଳି ଉଚ୍ଚ ବିଦ୍ୟାଳୟ ରେ ବିଜ୍ଞାନ ମେଳା ଅନୁଷ୍ଠିତ |    (28-Nov-2026)       ||      ପରିବେଶ ସୁରକ୍ଷା ନିମନ୍ତେ ନୂଆଦିଲ୍ଲୀ ରେ ଜାତୀୟ ସମ୍ମିଳନୀ ରେ ସମ୍ମାନିତହେଲେ ବରଗଡ଼ ସାଂସଦ |   (28-Nov-2026)       ||      2026-27,ନିମନ୍ତେ ଜିଲ୍ଲା ସ୍ତରୀୟ ଖରିଫ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ |    (28-Nov-2026)       ||      କାଦୁଅ ପଡା ସରସ୍ବତୀ ଶିଶୁମନ୍ଦିର ର ପ୍ରିୟାଂଶି ପ୍ରିୟଦର୍ଶନୀ ତୃତୀୟ ଶ୍ରେଣୀ ମେଧା ବୃତ୍ତି ତାଲିକାରେ ସଫଳ |   (27-Nov-2026)       ||      ଦାଦନ ଖଟିବାକୁ ତାମିଲନାଡୁ ଯାଇ ସର୍ପା ଘାତ ରେ ଯୁବକ ମୃତ ||   (27-Nov-2026)       ||      ସମ୍ବର ଶିକାର ପାଈଁ ବିଦ୍ୟୁତ ଫାସ ପକାଇ ଦୁଇ ଅଭିଯୁକ୍ତ ଗିରଫ ||   (27-Nov-2026)       ||      ଗୌରୀ ଆମ୍ମା ଯାତ୍ରା ପାଈଁ ଶାନ୍ତି ଶୃଙ୍ଖଳା ଟ୍ରାଫିକ ପାଈଁ ଜନସାଧାରଣ ଙ୍କୁ ପୋଲିସ ର ନିବେଦନ |   (27-Nov-2026)       ||      ଛାୟା ସାମ୍ବାଦିକ ଙ୍କ ଯୋଗୁଁ ନିନ୍ଦିତ ହେଉଛନ୍ତି ପ୍ରକୃତ ସାମ୍ବାଦିକ ||   (26-Nov-2026)       ||      ବର୍ତ୍ତନୀ ଗ୍ରାମ ରେ ରାଜ୍ୟସ୍ତରୀୟ ତ୍ରୀ ଦିବସୀୟ କବାଡି ପ୍ରତିଯୋଗିତା ର ଶୁଭାରମ୍ଭ |    (26-Nov-2026)       ||      ପୂଜାରୀ ବମ୍ବୁ ଗ୍ରାମରେ ସଡକ ନିର୍ମାଣ କାର୍ଯ୍ୟ ଆରମ୍ଭ |   (25-Nov-2026)       ||      ଲିଙ୍ଗ ଭିତିକ ହିଂସା ବିରୋଧରେ 16ଦିନର ଅଭିଯାନ ର ଶୁଭାରମ୍ଭ |    (25-Nov-2026)       ||      ଦେବଗିରି ରେ ଜଗନ୍ନାଥ ମନ୍ଦିର ରେ ଭକ୍ତ ଙ୍କ ପ୍ରବଳ ଭିଡ଼ |    (25-Nov-2026)       ||      ଶୈବ ପୀଠ ଅମରେଶ୍ୱର ଠାରେ କାର୍ତ୍ତିକ ପୁର୍ଣିମା ରେ ଭକ୍ତ ଙ୍କ ପ୍ରବଳ ଜନ ସମାଗମ |    (25-Nov-2026)       ||      ମୁଖ୍ୟମନ୍ତ୍ରୀ ଙ୍କ ଦୟାରେ ଆନିକେଟ ହେଲେ ଉପକୃତ ହେବେ ପୁରୁଷୋତ୍ତମପୁର ଅଞ୍ଚଳ ବାସୀ ||   (24-Nov-2026)       ||      ବଙ୍ଗୋମୁଣ୍ଡା ଅଘଟଣ ପରେ ବରଗଡ଼ ଧନୁଯାତ୍ରା କୁ ହାତୀଚିନ୍ତା |    (24-Nov-2026)       ||      ପୋଖରୀ ପାହାଚ ରେ ଗୋଡ଼ ଖସି ଯିବାରୁ ଯୁବକ ମୃତ |    (24-Nov-2026)       ||      ଅଟୋ ଓଲଟି ବାରୁ 4ଜଣ ଙ୍କ ମଧ୍ୟରୁ ମେଡିକାଲ ରେ ଜଣେ ମୃତ |    (24-Nov-2026)       ||     

ଡିସେମ୍ବର 6ରେ ହେବ ରାୟଗଡା ଟେଲେଣ୍ଟ ଆୱାର୍ଡ ସିଜନ 3 ସାଂସ୍କୃତିକ କାର୍ଯ୍ୟକ୍ରମ ||

07-Nov-2026

ଡିସେମ୍ବର ୬ ରେ ହେବ ରାୟଗଡ଼ା ଟେଲେଣ୍ଟ ଆୱାର୍ଡ଼ ସିଜନ୍ ତିନି ସାଂସ୍କୃତିକ କାର୍ଯ୍ୟକ୍ରମ

ଓଡିଶା ଜନମତରାୟଗଡ଼ା,୦୭/୧୧( କାମେଶ୍ୱର କରକରିଆ):- 
ମା ମଝିଘରିଆଣୀ ଏଣ୍ଟରଟେନମେଣ୍ଟ ଟ୍ରଷ୍ଟ ପକ୍ଷରୁ ଆୟୋଜିତ ରାୟଗଡ଼ା ଜିଲ୍ଲା କଳାକାର ମହସଂଘ ଓ ପିଡିସି ଗ୍ରାଫି ସହଯୋଗରେ ରାୟଗଡ଼ା ଟେଲେଣ୍ଟ ଆୱାର୍ଡ଼ ସିଜନ୍ ତିନି ୨୦୨୬ ଆୟୋଜନକୁ ନେଇ ରାୟଗଡ଼ା ଜିଲ୍ଲା କଳାକାର ମହାସଂଘ ଜିଲ୍ଲା କାର୍ଯ୍ୟାଳୟ ଠାରେ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଲଗାତାର ଦୁଇ ବର୍ଷ ସଫଳତା ସହ ଆୟୋଜନ ପରେ ଚଳିତ ବର୍ଷ ଆସନ୍ତା ଡିସେମ୍ବର ମାସ ୬ ତାରିଖ ରବିବାର ସକାଳ ୧୧ ଟା ସମୟରେ ରାୟଗଡାର ବିଜୁ ପଟ୍ଟନାୟକ ଅଡିଟୋରିଅମ୍ ଠାରେ ମହା ଧୁମ୍ ଧାମରେ ଅନୁଷ୍ଟିତ ହେବ ବୋଲି ସୂଚନା ଦେଇଥିଲେ। ଜିଲ୍ଲାର ବିଭିନ୍ନ କ୍ଷେତ୍ରରେ ସମାଜରେ ଉଲ୍ଲେଖନୀୟ ଅବଦାନ କରିଥିବା ବ୍ୟକ୍ତି ବିଶେଷଙ୍କୁ ସମ୍ବର୍ଧନା କରିବା ସହ ଜିଲ୍ଳାର ବିଭିନ୍ନ ସ୍ତରର ଯୋଗ୍ୟ କଳାକାର ମାନଙ୍କୁ ମାନପତ୍ର ସହ ପୁରସ୍କୃତ କରାଯିବ ଏଥିପାଇଁ କଳା କ୍ଷେତ୍ରରେ ଇଚ୍ଛୁକ କଳାକାର ମାନେ ନଭେମ୍ବର ୯ ତାରିଖ ରୁ ଡ଼ିସେମ୍ବର ୧ ତାରିଖ ଭିତରେ mmet.org.in ୱେବ୍ ସାଇଟ୍ ମାଧ୍ୟମରେ ପଞ୍ଜୀକରଣ କରି ପାରିବେ । ଜିଲ୍ଲାର କଳାକାର ମାନଙ୍କୁ ଉଚ୍ସାହିତ ଓ ପ୍ରସ୍ଚାହିତ କରିବା ସହ ଆଞ୍ଚଳିକ ଭାଷା କଳା ସଂସ୍କୃତି ର ପ୍ରଚାର ପ୍ରସାର ପାଇଁ ଏହି କାର୍ଯ୍ୟକ୍ରମ କରାଯିବାର ମୂଖ୍ୟ ଉଦ୍ଧେଶ୍ୟ ବୋଲି ମା ମଝିଘରିଆଣୀ ଏଣ୍ଟରଟେନମେଣ୍ଟ ଟ୍ରଷ୍ଟ ର ମେନେଜିଂ ଟ୍ରଷ୍ଟି ତଥା ରାୟଗଡ଼ା ଜିଲ୍ଲା କଳାକାର ମହାସଂଘର ସଭାପତି ଏବଂ ଓଡ଼ିଶା ଡ଼ିଜିଟାଲ୍ ମିଡ଼ିଆ ମହାସଂଘର ରାୟଗଡ଼ା ଜିଲ୍ଲା ସଭାପତି ସନ୍ତୋଷ କୁମାର ବଛା ଜଣାଇଛନ୍ତି। ଏହି ସାମ୍ବାଦିକ ସମ୍ମିଳନୀ ରେ ରାୟଗଡ଼ା ଜିଲ୍ଲା କଳାକାର ମହାସଂଘ ଉପ ସଭାପତି ଗୁପ୍ତେଶ୍ୱର ସିକା, ସମ୍ପାଦିକା ପ୍ରିୟଦର୍ଶନୀ ହୁଇକା, ଯୁଗ୍ନ ସମ୍ପାଦକ ଇ ଗୌରୀ ଶଙ୍କର ରାଓ ଓ କୋର୍ କମିଟି ସଦସ୍ୟ ଇନ୍ଦିରା ରାଜନ୍ ଉପସ୍ଥିତ ରହିଥିଲେ ।

News Comment

You Might Also Like

BACK TO TOP