Breaking News

କଟକ ବନ ଖଣ୍ଡ ଭିଜିଲାନ୍ସ ଦ୍ଵାରା ସଫା ଗ୍ରାମରେ ଚଢ଼ାଉ କରି ଲକ୍ଷଧିକ ଟଙ୍କାର ମୂଲ୍ୟବାନ କାଠ ଜବତ ||   (09-May-2026)       ||      ଏମ୍ବିକେ ଙ୍କୁ ଚାକିରି ରୁ ଛଟେଇ ପ୍ରତିବାଦ ରେ ଛତ୍ରପୁର ବ୍ଳକ ଆଗରେ ମହିଳାଙ୍କ ଆତ୍ମହତ୍ୟା ଚେତାବନୀ |    (09-May-2026)       ||      ବୁଗୁଡ଼ା ପିପୁଲ୍ସ କଲେଜ ରେ ବିଶ୍ୱ ରେଡ଼ କ୍ରସ ଦିବସ ପାଳିତ |    (09-May-2026)       ||      ସିବିଏସ ପରୀକ୍ଷା ରେ ବ୍ଳକ ଟପ୍ପର ଛାତ୍ରୀ ଙ୍କୁ ଟ୍ରଷ୍ଟ ପକ୍ଷରୁ ସମ୍ବର୍ଦ୍ଧନା |    (09-May-2026)       ||      ବସ, ଟ୍ରକ ମୁହାଁମୁହିଁ ଧକ୍କା, 15 ଆହାତ ଜଣେ ମୃତ ||   (09-May-2026)       ||      କୋଦଳା ଥାନା ପକ୍ଷରୁ "ଜୁଭେଣ୍ଟିକା ` କାର୍ଯ୍ୟକ୍ରମ ଅନୁଷ୍ଠିତ |   (09-May-2026)       ||      ପୁରୁଷୋତ୍ତମପୁର ଥାନା ସହ ସାରାରାଜ୍ୟରେ ଉଦଘାଟିତ ହେଲା "ଜୁଭେଣ୍ଟିକା `କାର୍ଯ୍ୟକ୍ରମ!|    (08-May-2026)       ||      ପୋଲସରା ଥାନାରେ " ଜୁଭେଣ୍ଟିନା ` କାର୍ଯ୍ୟକ୍ରମ ଅନୁଷ୍ଠିତ |    (08-May-2026)       ||      ସଡ଼କ ଦୁର୍ଘଟଣା ରେ ମୃତ ପରିବାର ଙ୍କୁ ଚେକ ପ୍ରଦାନ କଲେ ବ୍ରହ୍ମପୁର ବିଧାୟକ |    (08-May-2026)       ||      ପ୍ରଶାସନ ନ ଶୁଣିବାରୁ ଯୁବକ ମାନେ ନିଜେ କାଳୀ ମନ୍ଦିର କୁ ରାସ୍ତା ତିଆରି କଲେ |    (06-May-2026)       ||      ଦକ୍ଷିଣାଞ୍ଚଳ ରାଜସ୍ବ ପ୍ରଶାସନିକ ଶାସନ ସଂସ୍କାର ସମ୍ପର୍କିତ ବୈଠକ ||   (06-May-2026)       ||      ଅଟୋ ଧକ୍କାରେ ମୋଟର ସାଇକେଲ ଚାଳକ ମୃତ |    (06-May-2026)       ||      ହିଞ୍ଜିଳି ରେ ଧାରଣା ରତ ମହିଳା ଙ୍କୁ ହତ୍ୟା ଘଟଣା ରେ ତୁରନ୍ତ ଅଭିଯୁକ୍ତ କୁ ଗିରଫ ସହଶିଶୁଙ୍କୁ ସହାୟତା ପାଈଁ ମୁଖ୍ୟମନ୍ତ୍ରୀ ଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା |   (06-May-2026)       ||      ପୋଲସରା ବ୍ଳକ ଟପ୍ପର ଙ୍କୁ ଟ୍ର୍ରଷ୍ଟ ପକ୍ଷରୁ ସମ୍ବର୍ଦ୍ଧନା |    (06-May-2026)       ||      କନ୍ଧ ମାଳ ପୋଲିସ ଦ୍ଵାରା 4ମାସ ମଧ୍ୟରେ 68 ଟନ ଗଞ୍ଜେଇ ସହ 38 ଟି ଗାଡି ଓ 104 ଜଣ ଗିରଫ |    (06-May-2026)       ||      ଦେଶୀ ବନ୍ଧୁକ ତିଆରି କାରଖାନା ରେ ଚଢ଼ାଉକରି ତିନୋଟି ବନ୍ଧୁକ ସହ ଜଣକୁ ଗିରଫ କଲା ତୁମୁଡିବନ୍ଧ ପୋଲିସ |    (06-May-2026)       ||      ଉଦ୍ଭିଦ ବିଜ୍ଞାନସ୍ନାତ କୋତ୍ତର ବିଭାଗ ପକ୍ଷରୁ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ |    (06-May-2026)       ||      ପ୍ରେମିକ ବାରଣ୍ଡାରେ ଧାରଣା ରେ ବସିଥିବା ପ୍ରେମିକା କୁ ହତ୍ୟା |   (05-May-2026)       ||      କୋଦଳା ମେଡିକାଲ ସମସ୍ୟା କୁ ନେଇ ସ୍ୱାଭିମାନ ମଞ୍ଚ ପକ୍ଷରୁ ସତ୍ୟ ଗ୍ରହ |    (05-May-2026)       ||      `ମଧୁମେହ ସଚେତନତା ଓ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ `   (05-May-2026)       ||     

ପୋଲସରା ହାତୀଓଟ ଆଦର୍ଶ ବିଦ୍ୟାଳୟ ର 3ୟ ବାର୍ଷିକ ଉତ୍ସବ ଅନୁଷ୍ଠିତ |

23-Dec-2024

ହାତୀଓଟ ଓଡିଶା ଆଦର୍ଶ ବିଦ୍ୟାଳୟର ୩ୟ ବାର୍ଷିକ ଉତ୍ସବ "ଉଲ୍ଲାସବୋଧ" (EUPHORIA)

                  ଓଡିଶା   ଜନମତ   ବ୍ୟୁରୋ,

ପୋଲସରା, ୨୩/୧୨/୨୪ : ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ପୋଲସରା ବ୍ଳକର ହାତୀଓଟ ଗ୍ରାମର ଓଡିଶା ଆଦର୍ଶ ବିଦ୍ୟାଳୟ(OAV)ର ୨୦୨୪ ବାର୍ଷିକ ଉତ୍ସବ ଉଲ୍ଲାସବୋଧ (EUPHORIA) ଡିସେମ୍ବର ୨୩ ତାରିଖ ଦିନ ବିଦ୍ୟାଳୟର ପ୍ରିନ୍ସପାଲ ତ୍ରିଲୋଚନ ଷଡ଼ଙ୍ଗୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ଏବଂ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗର ମାନ୍ୟବର ରାଷ୍ଟ୍ରମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଯୋଗଦେଇ ପ୍ରଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମ ଉଦଘାଟନ କରିଥିଲେ। ମୁଖ୍ୟ ବକ୍ତା ଭାବେ ପୋଲସରା ବିଡ଼ିଓ କୁରେଶ ଚନ୍ଦ୍ର ଜାନୀ ଏବଂ ସମ୍ମାନୀତ ଅତିଥି ଭାବେ ତହସିଲଦାର ଦୀପ୍ତିମୟୀ ପାତ୍ର, ସରପଞ୍ଚ ପ୍ରତିନିଧି ତଥା ଆଇନଜୀବୀ ସୁଶାନ୍ତ କୁମାର ସାହୁ, ସମିତି ସଭ୍ୟ କାହ୍ନୁଚରଣ ସାହୁ ଯୋଗ ଦେଇଥିଲେ। ମୁଖ୍ୟ ଅତିଥି ମନ୍ତ୍ରୀ ଶ୍ରୀ ମଲ୍ଲିକ, ଶିକ୍ଷାକୁ ମାପକାଠି କରି ପିତାମାତା ଓ ଗୁରୁଜନମାନଙ୍କୁ ଭକ୍ତିକରି ଚାଲିରେ ଜୀବନ ସାର୍ଥକ ହୋଇପାରିବ ବୋଲି ମତ ପ୍ରକାଶ କରିଥିଲେ। ସେହିପରି ଆଇନଜୀବୀ ଶ୍ରୀ ସାହୁ ହାତୀଓଟରେ ପ୍ରାଥମିକ, ମାଧ୍ୟମିକ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଓଡିଶା ଆଦର୍ଶ ବିଦ୍ୟାଳୟ ଏବଂ ମହାବିଦ୍ୟାଳୟ ପ୍ରତିଷ୍ଠିତ ହୋଇ ଶିକ୍ଷା କ୍ଷେତ୍ରରେ ଏକ ମାଇଲି ଖୁଣ୍ଟ ହୋଇ ଛିଡା ହୋଇଛି ବୋଲି ପ୍ରକାଶ କରିଥିଲେ। ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ବ ହାସଲ କରିଥିବା ୪୩ ଜଣ ଛାତ୍ରଛାତ୍ରୀଙ୍କୁ ଅତିଥି ବୃନ୍ଦ ଟ୍ରଫି ସହ ପ୍ରମାଣ ପତ୍ର ପ୍ରଦାନ କରିଥିଲେ। ବରିଷ୍ଠ ଇଂରାଜୀ ଶିକ୍ଷୟତ୍ରୀ ଉର୍ମିଳା ସାହୁଙ୍କ ଏକ କବିତା ପୁସ୍ତିକା ଉନ୍ମୋଚିତ ହୋଇଥିବା ବେଳେ କମ୍ପୁଟର ଶିକ୍ଷକ ସନ୍ତୋଷ କୁମାର ସାହୁ ଓ ସହକାରୀ ଶିକ୍ଷୟିତ୍ରୀ ଶ୍ରାବଣୀ ଦାସ ସଂଯୋଜନା କରିଥିବା ବେଳେ ସହକାରୀ ଶିକ୍ଷୟିତ୍ରୀ ଗାୟତ୍ରୀ ନାୟକ ଧନ୍ୟବାଦ ଅର୍ପଣ କରିଥିଲେ।

News Comment

You Might Also Like

BACK TO TOP