Breaking News

ଦୁନ୍ଧୁଲି ଗ୍ରାମରେ ଧାନ ଜମିକୁ ନେଇ ଉତେଜନା ||   (29-Nov-2026)       ||      ନାବାଳିକା ମାନଙ୍କୁ ରେଳ ଲାଇନ ନିର୍ମାଣ କାର୍ଯ୍ୟରେ ନିୟୋଜିତ ହେଉଥିବା ଅଭିଯୋଗ |    (29-Nov-2026)       ||      ସୁଳୀ ପଦର ମା ମଙ୍ଗଳା ମନ୍ଦିର ପରିସରରେ ଜିଲ୍ଲା ସ୍ତରୀୟ ପୂଜାରୀ ମହାସଂଘ ରବୈଠକ ଓ ବନ୍ଧୁ ମିଳନ ||   (29-Nov-2026)       ||      ପୋଲସରା ଗୌରୀ ଆମ୍ମା ଯାତ୍ରାରେ ଛାତ୍ର ଛାତ୍ରୀଙ୍କ ସଚେତନତା କାର୍ଯ୍ୟକ୍ରମ ||   (29-Nov-2026)       ||      ଭାମଶିଆଳି ଉଚ୍ଚ ବିଦ୍ୟାଳୟ ରେ ବିଜ୍ଞାନ ମେଳା ଅନୁଷ୍ଠିତ |    (28-Nov-2026)       ||      ପରିବେଶ ସୁରକ୍ଷା ନିମନ୍ତେ ନୂଆଦିଲ୍ଲୀ ରେ ଜାତୀୟ ସମ୍ମିଳନୀ ରେ ସମ୍ମାନିତହେଲେ ବରଗଡ଼ ସାଂସଦ |   (28-Nov-2026)       ||      2026-27,ନିମନ୍ତେ ଜିଲ୍ଲା ସ୍ତରୀୟ ଖରିଫ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ |    (28-Nov-2026)       ||      କାଦୁଅ ପଡା ସରସ୍ବତୀ ଶିଶୁମନ୍ଦିର ର ପ୍ରିୟାଂଶି ପ୍ରିୟଦର୍ଶନୀ ତୃତୀୟ ଶ୍ରେଣୀ ମେଧା ବୃତ୍ତି ତାଲିକାରେ ସଫଳ |   (27-Nov-2026)       ||      ଦାଦନ ଖଟିବାକୁ ତାମିଲନାଡୁ ଯାଇ ସର୍ପା ଘାତ ରେ ଯୁବକ ମୃତ ||   (27-Nov-2026)       ||      ସମ୍ବର ଶିକାର ପାଈଁ ବିଦ୍ୟୁତ ଫାସ ପକାଇ ଦୁଇ ଅଭିଯୁକ୍ତ ଗିରଫ ||   (27-Nov-2026)       ||      ଗୌରୀ ଆମ୍ମା ଯାତ୍ରା ପାଈଁ ଶାନ୍ତି ଶୃଙ୍ଖଳା ଟ୍ରାଫିକ ପାଈଁ ଜନସାଧାରଣ ଙ୍କୁ ପୋଲିସ ର ନିବେଦନ |   (27-Nov-2026)       ||      ଛାୟା ସାମ୍ବାଦିକ ଙ୍କ ଯୋଗୁଁ ନିନ୍ଦିତ ହେଉଛନ୍ତି ପ୍ରକୃତ ସାମ୍ବାଦିକ ||   (26-Nov-2026)       ||      ବର୍ତ୍ତନୀ ଗ୍ରାମ ରେ ରାଜ୍ୟସ୍ତରୀୟ ତ୍ରୀ ଦିବସୀୟ କବାଡି ପ୍ରତିଯୋଗିତା ର ଶୁଭାରମ୍ଭ |    (26-Nov-2026)       ||      ପୂଜାରୀ ବମ୍ବୁ ଗ୍ରାମରେ ସଡକ ନିର୍ମାଣ କାର୍ଯ୍ୟ ଆରମ୍ଭ |   (25-Nov-2026)       ||      ଲିଙ୍ଗ ଭିତିକ ହିଂସା ବିରୋଧରେ 16ଦିନର ଅଭିଯାନ ର ଶୁଭାରମ୍ଭ |    (25-Nov-2026)       ||      ଦେବଗିରି ରେ ଜଗନ୍ନାଥ ମନ୍ଦିର ରେ ଭକ୍ତ ଙ୍କ ପ୍ରବଳ ଭିଡ଼ |    (25-Nov-2026)       ||      ଶୈବ ପୀଠ ଅମରେଶ୍ୱର ଠାରେ କାର୍ତ୍ତିକ ପୁର୍ଣିମା ରେ ଭକ୍ତ ଙ୍କ ପ୍ରବଳ ଜନ ସମାଗମ |    (25-Nov-2026)       ||      ମୁଖ୍ୟମନ୍ତ୍ରୀ ଙ୍କ ଦୟାରେ ଆନିକେଟ ହେଲେ ଉପକୃତ ହେବେ ପୁରୁଷୋତ୍ତମପୁର ଅଞ୍ଚଳ ବାସୀ ||   (24-Nov-2026)       ||      ବଙ୍ଗୋମୁଣ୍ଡା ଅଘଟଣ ପରେ ବରଗଡ଼ ଧନୁଯାତ୍ରା କୁ ହାତୀଚିନ୍ତା |    (24-Nov-2026)       ||      ପୋଖରୀ ପାହାଚ ରେ ଗୋଡ଼ ଖସି ଯିବାରୁ ଯୁବକ ମୃତ |    (24-Nov-2026)       ||     

ଜିଲ୍ଲା ଆଇନ ସେବା ପ୍ରାଧିକରଣ ରାୟଗଡା ଦ୍ୱାରା ରାଷ୍ଟ୍ରୀୟ ଆଇନସେବା ଦିବସ ପାକିତ |

09-Nov-2026

ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ରାୟଗଡ ଦ୍ୱାରା ରାଷ୍ଟ୍ରିୟ ଆଇନ ସେବା  ଦିବସ ପାଳନ
     
ଓଡିଶା ଜନମତ ରାୟଗଡ,୦୯/୧୧,

କାମେଶ୍ୱର କରକରିଆ):----

 ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ଅଧ୍ୟକ୍ଷ ତଥା ଜିଲ୍ଳା ଦୌରା ଜଜ୍ ଶ୍ରୀ ଦାମୋଦର ରଥ ଙ୍କ ପରାମର୍ଶ କ୍ରମେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ଆନୁକୁଲ୍ୟରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ଙ୍କ ଅଧ୍ୟକ୍ଷତାରେ  ଅଦ୍ୟ ତା ୦୯.୧୧.୨୦୨୬ ରିଖ ସୋମବାର ଦିନ ସକାଳ ସମୟ ଘ.୯.୩୦ମି ରେ ସ୍ଥାନୀୟ ଶ୍ରୀ ଚୌତନ୍ୟ ଟେକନୋ ସ୍କୁଲ, ରାୟଗଡ ପରିସରରେ “ରାଷ୍ଟ୍ରିୟ ଆଇନ ସେବା ଦିବସ” ପାଳିତ ହୋଇଯାଇଛି I ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ବିଚାର ବିଭାଗୀୟ ଦଣ୍ଡାଧିକାରୀ ଶ୍ରୀମତି ଅପର୍ନା ମହାପାତ୍ର, ଜେ.ଏମ୍.ଏସ୍.ସି ପାୟଲ ଅତା, ରାୟଗଡ ଜିଲ୍ଲା ଆଇନ ସେବା ପ୍ରାଧିକରଣର ପାନେଲ ଓକିଲ ଶ୍ରୀ ସୀତାରାମ ପଣ୍ଡା, ଶ୍ରୀ ଚୋଇତନ୍ୟ ଟେକନୋ ସ୍କୁଲ ର ଅଧ୍ୟକ୍ଷ ଓ ଶିକ୍ଷକ, କର୍ମଚାରୀ, ଛାତ୍ର ଓ ଛାତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ I ଉପସ୍ଥିତ ଥିବା ମୁଖ୍ୟ ବିଚାର ବିଭାଗୀୟ ଦଣ୍ଡାଧିକାରୀ ଶ୍ରୀମତି ଅପର୍ନା ମହାପାତ୍ର ନିଜର ବକ୍ତବ୍ୟରେ ୧୯୮୭ ମସିହାରେ ପ୍ରଣିତ ଆଇନ ସେବା ପ୍ରାଧିକରଣ ଆଇନ ୧୯୯୫ ମସିହା ନଭେମ୍ବର ୯ ତାରିଖରୁ କାର୍ଯ୍ୟକାରୀ ହୋଇଥିଲା I ଏହାକୁ ସ୍ମରଣ କରି ପ୍ରତିବର୍ଷ ନଭେମ୍ବର ୯ ତାରିଖରେ ଏହି ଦିବସ ପାଳନ କରାଯାଏ ବୋଲି କହିଥିଲେ I ସେହିପରି ଉପସ୍ଥିତ ଥିବା ଅନ୍ୟ ଅତିଥିମାନେ ନିଜ ନିଜର ବକ୍ତବ୍ୟରେ ସମାଜର ଗରିବ, ଅସହାୟ ଓ ଆର୍ଥିକ ଦୁର୍ବଳ ବର୍ଗର ଲୋକଙ୍କୁ ମାଗଣା ଆଇନଗତ ସହାୟତା ପ୍ରଦାନ ଏବଂ ସମସ୍ତଙ୍କୁ ପାଇ ନ୍ୟାୟ ସୁନିଶ୍ଚିତ କରିବା ଏହି ଦିବସର ମୁଖ୍ୟ ଉଦ୍ଦେଶ୍ୟ୍ ବୋଲି କହିଥିଲେ I   ସର୍ବୋପରି ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିବା ସମସ୍ତ ଛାତ୍ରଛାତ୍ରୀ ଓ ମାନ୍ୟବର ଅତିଥି ମାନଙ୍କର ଉପସ୍ଥିତି ଏବଂ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ଙ୍କ ର ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏହି କାର୍ଯ୍ୟକ୍ରମଟି ସଫଳତାର ସହିତ ଶେସ ହୋଇଛି I

News Comment

You Might Also Like

BACK TO TOP