Breaking News

କଟକ ବନ ଖଣ୍ଡ ଭିଜିଲାନ୍ସ ଦ୍ଵାରା ସଫା ଗ୍ରାମରେ ଚଢ଼ାଉ କରି ଲକ୍ଷଧିକ ଟଙ୍କାର ମୂଲ୍ୟବାନ କାଠ ଜବତ ||   (09-May-2026)       ||      ଏମ୍ବିକେ ଙ୍କୁ ଚାକିରି ରୁ ଛଟେଇ ପ୍ରତିବାଦ ରେ ଛତ୍ରପୁର ବ୍ଳକ ଆଗରେ ମହିଳାଙ୍କ ଆତ୍ମହତ୍ୟା ଚେତାବନୀ |    (09-May-2026)       ||      ବୁଗୁଡ଼ା ପିପୁଲ୍ସ କଲେଜ ରେ ବିଶ୍ୱ ରେଡ଼ କ୍ରସ ଦିବସ ପାଳିତ |    (09-May-2026)       ||      ସିବିଏସ ପରୀକ୍ଷା ରେ ବ୍ଳକ ଟପ୍ପର ଛାତ୍ରୀ ଙ୍କୁ ଟ୍ରଷ୍ଟ ପକ୍ଷରୁ ସମ୍ବର୍ଦ୍ଧନା |    (09-May-2026)       ||      ବସ, ଟ୍ରକ ମୁହାଁମୁହିଁ ଧକ୍କା, 15 ଆହାତ ଜଣେ ମୃତ ||   (09-May-2026)       ||      କୋଦଳା ଥାନା ପକ୍ଷରୁ "ଜୁଭେଣ୍ଟିକା ` କାର୍ଯ୍ୟକ୍ରମ ଅନୁଷ୍ଠିତ |   (09-May-2026)       ||      ପୁରୁଷୋତ୍ତମପୁର ଥାନା ସହ ସାରାରାଜ୍ୟରେ ଉଦଘାଟିତ ହେଲା "ଜୁଭେଣ୍ଟିକା `କାର୍ଯ୍ୟକ୍ରମ!|    (08-May-2026)       ||      ପୋଲସରା ଥାନାରେ " ଜୁଭେଣ୍ଟିନା ` କାର୍ଯ୍ୟକ୍ରମ ଅନୁଷ୍ଠିତ |    (08-May-2026)       ||      ସଡ଼କ ଦୁର୍ଘଟଣା ରେ ମୃତ ପରିବାର ଙ୍କୁ ଚେକ ପ୍ରଦାନ କଲେ ବ୍ରହ୍ମପୁର ବିଧାୟକ |    (08-May-2026)       ||      ପ୍ରଶାସନ ନ ଶୁଣିବାରୁ ଯୁବକ ମାନେ ନିଜେ କାଳୀ ମନ୍ଦିର କୁ ରାସ୍ତା ତିଆରି କଲେ |    (06-May-2026)       ||      ଦକ୍ଷିଣାଞ୍ଚଳ ରାଜସ୍ବ ପ୍ରଶାସନିକ ଶାସନ ସଂସ୍କାର ସମ୍ପର୍କିତ ବୈଠକ ||   (06-May-2026)       ||      ଅଟୋ ଧକ୍କାରେ ମୋଟର ସାଇକେଲ ଚାଳକ ମୃତ |    (06-May-2026)       ||      ହିଞ୍ଜିଳି ରେ ଧାରଣା ରତ ମହିଳା ଙ୍କୁ ହତ୍ୟା ଘଟଣା ରେ ତୁରନ୍ତ ଅଭିଯୁକ୍ତ କୁ ଗିରଫ ସହଶିଶୁଙ୍କୁ ସହାୟତା ପାଈଁ ମୁଖ୍ୟମନ୍ତ୍ରୀ ଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା |   (06-May-2026)       ||      ପୋଲସରା ବ୍ଳକ ଟପ୍ପର ଙ୍କୁ ଟ୍ର୍ରଷ୍ଟ ପକ୍ଷରୁ ସମ୍ବର୍ଦ୍ଧନା |    (06-May-2026)       ||      କନ୍ଧ ମାଳ ପୋଲିସ ଦ୍ଵାରା 4ମାସ ମଧ୍ୟରେ 68 ଟନ ଗଞ୍ଜେଇ ସହ 38 ଟି ଗାଡି ଓ 104 ଜଣ ଗିରଫ |    (06-May-2026)       ||      ଦେଶୀ ବନ୍ଧୁକ ତିଆରି କାରଖାନା ରେ ଚଢ଼ାଉକରି ତିନୋଟି ବନ୍ଧୁକ ସହ ଜଣକୁ ଗିରଫ କଲା ତୁମୁଡିବନ୍ଧ ପୋଲିସ |    (06-May-2026)       ||      ଉଦ୍ଭିଦ ବିଜ୍ଞାନସ୍ନାତ କୋତ୍ତର ବିଭାଗ ପକ୍ଷରୁ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ |    (06-May-2026)       ||      ପ୍ରେମିକ ବାରଣ୍ଡାରେ ଧାରଣା ରେ ବସିଥିବା ପ୍ରେମିକା କୁ ହତ୍ୟା |   (05-May-2026)       ||      କୋଦଳା ମେଡିକାଲ ସମସ୍ୟା କୁ ନେଇ ସ୍ୱାଭିମାନ ମଞ୍ଚ ପକ୍ଷରୁ ସତ୍ୟ ଗ୍ରହ |    (05-May-2026)       ||      `ମଧୁମେହ ସଚେତନତା ଓ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ `   (05-May-2026)       ||     

ନୂଆଁ ବର୍ଷରୁ ମାସିକିଆ ମିଳିବ ରାସନ ||

23-Dec-2024

ଯୋଗାଣ ମନ୍ତ୍ରୀ ଙ୍କ ବଡ଼ ସୂଚନା ନୂଆବର୍ଷ ରୁ ପ୍ରତିମାସ ରେ ମିଳିବ ପିଡିଏସ୍ ରାସନ,

            ଓଡିଶା ଜନମତ ବ୍ୟୁରୋ ,

ଭୁବନେଶ୍ୱର, ୨୧।୧୨ : ଖାଦ୍ୟ ସୁରକ୍ଷା ଅଧିନରେ ଥିବା
ହିତାଧିକାରୀମାନଙ୍କୁ ସାଧାରଣ ବଣ୍ଟନ ବ୍ୟବସ୍ଥାରେଜାନୁୟାରୀ ୨୦୨୫ଠାରୁ ମାସିକିଆରାସନ ପ୍ରଦାନ କରାଯିବ।ଏଥିନିମନ୍ତେ ରାଜ୍ୟ ସରକାର ସରକାରୀ ଗୋଦାମରୁନିର୍ଦ୍ଧାରିତ ସମୟ ରେ ପିଡିଏସ୍ ସାମଗ୍ରୀ ଉଠାଣ ଓ ବଣ୍ଟନ ବ୍ୟବସ୍ଥା କରିବା ପାଇଁ ଯୋଗାଣ ମନ୍ତ୍ରୀ ସମସ୍ତ ଜିଲାର ଜିଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।ଏହି ମର୍ମରେ ଗତ ୬ ତାରିଖରୁ ସରକାରୀ ଗୋଦାମଗୁଡ଼ିକରେ ଡିଲରମାନେ ଚାଉଳ ଉଠାଣ ଜାରି ରଖୁଛନ୍ତି। ଗତ ୧୪ ଦିନ ମଧ୍ୟରେ ଉଭୟ ନବରଙ୍ଗପୁର ଏବଂ ଦେବଗଡ଼ ଜିଲାର ଜିଲାପାଳମାନେ ସେମାନଙ୍କ ଜିଲା ପାଇଁ ଧାର୍ଯ୍ୟ ଚାଉଳ ଉଠାଣ  ଶୁକ୍ରବାର ସୁଦ୍ଧା ଶେଷ କରି ସାରିଛନ୍ତି। ଅନ୍ୟ ଜିଲା ଗୁଡ଼ିକରେ ଶନିବାର ସୁଦ୍ଧା ସେମାନଙ୍କ ନିମନ୍ତେ ଧାର୍ଯ୍ୟ ପିଡିଏସ୍ ଚାଉଳ ଉଠାଣ ଶେଷ କରିବେ। ଏଥି ସହ ରାଜ୍ୟର ଅନେକ ସ୍ଥାନରେ ଡିଲରମାନେ ସରକାରୀ ସୁଲଭ ମୂଲ୍ୟ ଦୋକାନ ତଥା ଡିଲର ପଏଣ୍ଟଠାରେ ହିତା ଧିକାରୀମାନଙ୍କୁ  ବଣ୍ଟନ ପ୍ରକ୍ରିୟା ଜାରି ରଖୁଛନ୍ତି। ବାକିଥିବାଅନ୍ୟ ଡିଲର ପଏଣ୍ଟଠାରେ ଆସନ୍ତା ୨୫ ତାରିଖ ସୁଦ୍ଧା ଏହି ବଣ୍ଟନ ପ୍ରକ୍ରିୟା ଶେଷ ହେବା ନେଇ ସମସ୍ତ ଜିଲାପାଳଙ୍କୁ ପରାମର୍ଶ ଦିଆଯାଇଛି। ଯୋଗ୍ୟ ହିତାଧୂକାରୀମାନେ ସେମାନଙ୍କ ଡିଲର ପଏଣ୍ଟଗୁଡ଼ିକରୁ ଚାଉଳ ନେଇପାରିବେ । ହିତାଧୂକାରୀ ମାନଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖ୍ ସେମାନଙ୍କୁ ମାସିକିଆ ରାସନ ପ୍ରଦାନ କରାଯାଉଛି। ଏହି ମର୍ମରେ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଏବଂ ବିଭାଗୀୟ ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହଙ୍କ ଉପସ୍ଥିତିରେ ବିଭାଗର ବରିଷ୍ଠ ଅଧୂକାରୀ ମାନଙ୍କୁ ନେଇଅନୁଷ୍ଠିତବୈଠକ ରେ ମାସିକିଆ ରାସନ ପ୍ରଦାନ ସଂକ୍ରାନ୍ତରେନିଷ୍ପତ୍ତିନିଆଯାଇଛି। ଏପରିକି ଏଥିପାଇଁ ଆବଶ୍ୟ କୀୟ ପଦକ୍ଷେପ ଗ୍ରହଣ କରିବାକୁ ସମସ୍ତ ଜିଲ୍ଲାପାଳ ଏବଂ ଜିଲା ମୁଖ୍ୟ ଯୋଗାଣ ଅଧୂକାରୀମାନଙ୍କୁ ପରାମର୍ଶ ଦିଆଯାଇଛି। ଏତଦ୍ ବ୍ୟତୀତ ହିତାଧୁକାରୀମାନଙ୍କଇ-କେୱା ସି ପ୍ରକ୍ରିୟାକୁ ଆହୁରି ତ୍ବରାନ୍ବିତ କରି ଆସନ୍ତା ମାସ ସୁଦ୍ଧା ଶେଷ କରିବାକୁ ଜିଲ୍ଲା ପାଳମାନଙ୍କୁ କୁହାଯାଇଛି।

News Comment

You Might Also Like

BACK TO TOP