Breaking News

ନାବାଳିକା ମାନଙ୍କୁ ରେଳ ଲାଇନ ନିର୍ମାଣ କାର୍ଯ୍ୟରେ ନିୟୋଜିତ ହେଉଥିବା ଅଭିଯୋଗ |    (29-Nov-2026)       ||      ସୁଳୀ ପଦର ମା ମଙ୍ଗଳା ମନ୍ଦିର ପରିସରରେ ଜିଲ୍ଲା ସ୍ତରୀୟ ପୂଜାରୀ ମହାସଂଘ ରବୈଠକ ଓ ବନ୍ଧୁ ମିଳନ ||   (29-Nov-2026)       ||      ପୋଲସରା ଗୌରୀ ଆମ୍ମା ଯାତ୍ରାରେ ଛାତ୍ର ଛାତ୍ରୀଙ୍କ ସଚେତନତା କାର୍ଯ୍ୟକ୍ରମ ||   (29-Nov-2026)       ||      ଭାମଶିଆଳି ଉଚ୍ଚ ବିଦ୍ୟାଳୟ ରେ ବିଜ୍ଞାନ ମେଳା ଅନୁଷ୍ଠିତ |    (28-Nov-2026)       ||      ପରିବେଶ ସୁରକ୍ଷା ନିମନ୍ତେ ନୂଆଦିଲ୍ଲୀ ରେ ଜାତୀୟ ସମ୍ମିଳନୀ ରେ ସମ୍ମାନିତହେଲେ ବରଗଡ଼ ସାଂସଦ |   (28-Nov-2026)       ||      2026-27,ନିମନ୍ତେ ଜିଲ୍ଲା ସ୍ତରୀୟ ଖରିଫ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ |    (28-Nov-2026)       ||      କାଦୁଅ ପଡା ସରସ୍ବତୀ ଶିଶୁମନ୍ଦିର ର ପ୍ରିୟାଂଶି ପ୍ରିୟଦର୍ଶନୀ ତୃତୀୟ ଶ୍ରେଣୀ ମେଧା ବୃତ୍ତି ତାଲିକାରେ ସଫଳ |   (27-Nov-2026)       ||      ଦାଦନ ଖଟିବାକୁ ତାମିଲନାଡୁ ଯାଇ ସର୍ପା ଘାତ ରେ ଯୁବକ ମୃତ ||   (27-Nov-2026)       ||      ସମ୍ବର ଶିକାର ପାଈଁ ବିଦ୍ୟୁତ ଫାସ ପକାଇ ଦୁଇ ଅଭିଯୁକ୍ତ ଗିରଫ ||   (27-Nov-2026)       ||      ଗୌରୀ ଆମ୍ମା ଯାତ୍ରା ପାଈଁ ଶାନ୍ତି ଶୃଙ୍ଖଳା ଟ୍ରାଫିକ ପାଈଁ ଜନସାଧାରଣ ଙ୍କୁ ପୋଲିସ ର ନିବେଦନ |   (27-Nov-2026)       ||      ଛାୟା ସାମ୍ବାଦିକ ଙ୍କ ଯୋଗୁଁ ନିନ୍ଦିତ ହେଉଛନ୍ତି ପ୍ରକୃତ ସାମ୍ବାଦିକ ||   (26-Nov-2026)       ||      ବର୍ତ୍ତନୀ ଗ୍ରାମ ରେ ରାଜ୍ୟସ୍ତରୀୟ ତ୍ରୀ ଦିବସୀୟ କବାଡି ପ୍ରତିଯୋଗିତା ର ଶୁଭାରମ୍ଭ |    (26-Nov-2026)       ||      ପୂଜାରୀ ବମ୍ବୁ ଗ୍ରାମରେ ସଡକ ନିର୍ମାଣ କାର୍ଯ୍ୟ ଆରମ୍ଭ |   (25-Nov-2026)       ||      ଲିଙ୍ଗ ଭିତିକ ହିଂସା ବିରୋଧରେ 16ଦିନର ଅଭିଯାନ ର ଶୁଭାରମ୍ଭ |    (25-Nov-2026)       ||      ଦେବଗିରି ରେ ଜଗନ୍ନାଥ ମନ୍ଦିର ରେ ଭକ୍ତ ଙ୍କ ପ୍ରବଳ ଭିଡ଼ |    (25-Nov-2026)       ||      ଶୈବ ପୀଠ ଅମରେଶ୍ୱର ଠାରେ କାର୍ତ୍ତିକ ପୁର୍ଣିମା ରେ ଭକ୍ତ ଙ୍କ ପ୍ରବଳ ଜନ ସମାଗମ |    (25-Nov-2026)       ||      ମୁଖ୍ୟମନ୍ତ୍ରୀ ଙ୍କ ଦୟାରେ ଆନିକେଟ ହେଲେ ଉପକୃତ ହେବେ ପୁରୁଷୋତ୍ତମପୁର ଅଞ୍ଚଳ ବାସୀ ||   (24-Nov-2026)       ||      ବଙ୍ଗୋମୁଣ୍ଡା ଅଘଟଣ ପରେ ବରଗଡ଼ ଧନୁଯାତ୍ରା କୁ ହାତୀଚିନ୍ତା |    (24-Nov-2026)       ||      ପୋଖରୀ ପାହାଚ ରେ ଗୋଡ଼ ଖସି ଯିବାରୁ ଯୁବକ ମୃତ |    (24-Nov-2026)       ||      ଅଟୋ ଓଲଟି ବାରୁ 4ଜଣ ଙ୍କ ମଧ୍ୟରୁ ମେଡିକାଲ ରେ ଜଣେ ମୃତ |    (24-Nov-2026)       ||     

ଅଜଣା ଗାଡି ଧକ୍କାରେ ଦୁଇ ବାଇକ ଆରୋହୀ ଗୁରୁତର ||

09-Nov-2026

ଅଜଣା ଗାଡ଼ି ଧକ୍କାରେ ୨ ବାଇକ୍ ଆରୋହୀ ଗୁରୁତର: ହୋମଗାର୍ଡଙ୍କ ସମେତ ଉଭୟେ ରାୟଗଡ଼ା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର

ଓଡିଶା ଜନମତ ରାୟଗଡା, ୯।୧୧,

କାମେଶ୍ୱର କରକରିଆ:------

ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଆଡବାଡି ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ଦୁଇ ଜଣ ଯୁବକ ଗୁରୁତର ଆହତ ହୋଇଛନ୍ତି। ଆହତମାନେ ହେଲେ ପାର୍ସଲି ପଞ୍ଚାୟତ କାଡ୍ରାକା ବାଣ୍ଡେଲି ଗ୍ରାମର ସାମ କାଡ୍ରାକା ଏବଂ ପଞ୍ଚକଡ଼ି ଗ୍ରାମର ବସ୍କ କାଡ୍ରାକା। ଆହତ ସାମ କାଡ୍ରାକା ସ୍ଥାନୀୟ ଥାନାରେ ହୋମଗାର୍ଡ ଭାବେ କାର୍ଯ୍ୟରତ ଥିବା ଜଣାପଡ଼ିଛି।
ସୂଚନା ଅନୁଯାୟୀ, ଉଭୟ କୌଣସି ଜରୁରୀ କାର୍ଯ୍ୟରେ ବୁଡ଼ୁନି ଗ୍ରାମସ୍ଥିତ ସରପଞ୍ଚଙ୍କ ବାସଭବନକୁ ଯାଇଥିଲେ। ସେଠାରୁ ବାଇକ୍ ଯୋଗେ ଫେରୁଥିବା ବେଳେ ଢେପାଗୁଡ଼ା ଓ ଅଡ଼ାବଡ଼ି ମଝିରେ ଥିବା ଏକ ତୀକ୍ଷ୍ଣ ବୁଲାଣି ନିକଟରେ ବିପରୀତ ଦିଗରୁ ଆସୁଥିବା ଏକ ଅଜଣା ଗାଡ଼ି ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଧକ୍କା ଏତେ ଜୋରଦାର ଥିଲା ଯେ ଉଭୟ ଛିଟିକି ପଡ଼ି ରକ୍ତାକ୍ତ ଅବସ୍ଥାରେ ରାସ୍ତା କଡ଼ରେ ପଡ଼ି ରହିଥିଲେ।
ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ତୁରନ୍ତ ପହଞ୍ଚି ଏକ ଘରୋଇ କାର୍ ଯୋଗେ ଉଭୟଙ୍କୁ କଲ୍ୟାଣସିଂହପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ସଙ୍କଟାପନ୍ନ ଥିବାରୁ ଉଭୟଙ୍କୁ ରାୟଗଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।

News Comment

You Might Also Like

BACK TO TOP