Breaking News

ନାବାଳିକା ମାନଙ୍କୁ ରେଳ ଲାଇନ ନିର୍ମାଣ କାର୍ଯ୍ୟରେ ନିୟୋଜିତ ହେଉଥିବା ଅଭିଯୋଗ |    (29-Nov-2026)       ||      ସୁଳୀ ପଦର ମା ମଙ୍ଗଳା ମନ୍ଦିର ପରିସରରେ ଜିଲ୍ଲା ସ୍ତରୀୟ ପୂଜାରୀ ମହାସଂଘ ରବୈଠକ ଓ ବନ୍ଧୁ ମିଳନ ||   (29-Nov-2026)       ||      ପୋଲସରା ଗୌରୀ ଆମ୍ମା ଯାତ୍ରାରେ ଛାତ୍ର ଛାତ୍ରୀଙ୍କ ସଚେତନତା କାର୍ଯ୍ୟକ୍ରମ ||   (29-Nov-2026)       ||      ଭାମଶିଆଳି ଉଚ୍ଚ ବିଦ୍ୟାଳୟ ରେ ବିଜ୍ଞାନ ମେଳା ଅନୁଷ୍ଠିତ |    (28-Nov-2026)       ||      ପରିବେଶ ସୁରକ୍ଷା ନିମନ୍ତେ ନୂଆଦିଲ୍ଲୀ ରେ ଜାତୀୟ ସମ୍ମିଳନୀ ରେ ସମ୍ମାନିତହେଲେ ବରଗଡ଼ ସାଂସଦ |   (28-Nov-2026)       ||      2026-27,ନିମନ୍ତେ ଜିଲ୍ଲା ସ୍ତରୀୟ ଖରିଫ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ |    (28-Nov-2026)       ||      କାଦୁଅ ପଡା ସରସ୍ବତୀ ଶିଶୁମନ୍ଦିର ର ପ୍ରିୟାଂଶି ପ୍ରିୟଦର୍ଶନୀ ତୃତୀୟ ଶ୍ରେଣୀ ମେଧା ବୃତ୍ତି ତାଲିକାରେ ସଫଳ |   (27-Nov-2026)       ||      ଦାଦନ ଖଟିବାକୁ ତାମିଲନାଡୁ ଯାଇ ସର୍ପା ଘାତ ରେ ଯୁବକ ମୃତ ||   (27-Nov-2026)       ||      ସମ୍ବର ଶିକାର ପାଈଁ ବିଦ୍ୟୁତ ଫାସ ପକାଇ ଦୁଇ ଅଭିଯୁକ୍ତ ଗିରଫ ||   (27-Nov-2026)       ||      ଗୌରୀ ଆମ୍ମା ଯାତ୍ରା ପାଈଁ ଶାନ୍ତି ଶୃଙ୍ଖଳା ଟ୍ରାଫିକ ପାଈଁ ଜନସାଧାରଣ ଙ୍କୁ ପୋଲିସ ର ନିବେଦନ |   (27-Nov-2026)       ||      ଛାୟା ସାମ୍ବାଦିକ ଙ୍କ ଯୋଗୁଁ ନିନ୍ଦିତ ହେଉଛନ୍ତି ପ୍ରକୃତ ସାମ୍ବାଦିକ ||   (26-Nov-2026)       ||      ବର୍ତ୍ତନୀ ଗ୍ରାମ ରେ ରାଜ୍ୟସ୍ତରୀୟ ତ୍ରୀ ଦିବସୀୟ କବାଡି ପ୍ରତିଯୋଗିତା ର ଶୁଭାରମ୍ଭ |    (26-Nov-2026)       ||      ପୂଜାରୀ ବମ୍ବୁ ଗ୍ରାମରେ ସଡକ ନିର୍ମାଣ କାର୍ଯ୍ୟ ଆରମ୍ଭ |   (25-Nov-2026)       ||      ଲିଙ୍ଗ ଭିତିକ ହିଂସା ବିରୋଧରେ 16ଦିନର ଅଭିଯାନ ର ଶୁଭାରମ୍ଭ |    (25-Nov-2026)       ||      ଦେବଗିରି ରେ ଜଗନ୍ନାଥ ମନ୍ଦିର ରେ ଭକ୍ତ ଙ୍କ ପ୍ରବଳ ଭିଡ଼ |    (25-Nov-2026)       ||      ଶୈବ ପୀଠ ଅମରେଶ୍ୱର ଠାରେ କାର୍ତ୍ତିକ ପୁର୍ଣିମା ରେ ଭକ୍ତ ଙ୍କ ପ୍ରବଳ ଜନ ସମାଗମ |    (25-Nov-2026)       ||      ମୁଖ୍ୟମନ୍ତ୍ରୀ ଙ୍କ ଦୟାରେ ଆନିକେଟ ହେଲେ ଉପକୃତ ହେବେ ପୁରୁଷୋତ୍ତମପୁର ଅଞ୍ଚଳ ବାସୀ ||   (24-Nov-2026)       ||      ବଙ୍ଗୋମୁଣ୍ଡା ଅଘଟଣ ପରେ ବରଗଡ଼ ଧନୁଯାତ୍ରା କୁ ହାତୀଚିନ୍ତା |    (24-Nov-2026)       ||      ପୋଖରୀ ପାହାଚ ରେ ଗୋଡ଼ ଖସି ଯିବାରୁ ଯୁବକ ମୃତ |    (24-Nov-2026)       ||      ଅଟୋ ଓଲଟି ବାରୁ 4ଜଣ ଙ୍କ ମଧ୍ୟରୁ ମେଡିକାଲ ରେ ଜଣେ ମୃତ |    (24-Nov-2026)       ||     

ଜୟ କିଶାନ ମଲ୍ଟି ପର୍ପସ ସୋସାଇଟି ର ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ |

10-Nov-2026

ଜୟ କିଶାନ ମଲ୍ଟିପର୍ପସ ସୋସାଇଟି ର ପ୍ରତିଷ୍ଠା ଉତ୍ସବ l
ଓଡିଶା ଜନମତ,ଜଗତସିଂହପୁର 
ଜ୍ୟୋତିରଞ୍ଜନ ପଟ୍ଟନାୟକ....
ଜଗତସିଂହପୁର ଜିଲ୍ଲା ରଘୁନାଥପୁର ବ୍ଲକ ଅନ୍ତର୍ଗତ ତାରପୁର ପୁରୁଣା  ବଜାର ନିକଟ ରେ ଥିବା ଜୟ କିଶାନ ମଲ୍ଟିପର୍ପସ ସୋସାଇଟି ତାର ୧୬ ତମ ପ୍ରତିଷ୍ଠା ଦିବସ ଓ ଷଷ୍ଠ କୋ ଅପେରଟିଭ ପୁରସ୍କାର  ଉତ୍ସବ ପାଳନ ହୋଇସାରିଛି  l ଏହି ଉତ୍ସବଟି ସଭାପତି ଚଣ୍ଡୀ ପ୍ରସାଦ ସିଂହ ଅଧକ୍ଷତାରେ ଅନୁଷ୍ଠିତ ହୋଇଥିବା ବେଳେ ଏଥିରେ ମୁଖ୍ୟ ଅତିଥି ଭାବେ ଅବସର ପ୍ରାପ୍ତ ଡ଼ି. ଆର. ସି.ଏସ ଲଳିତ କୁମାର ବିଶ୍ୱାଳ, ମୁଖ୍ୟବକ୍ତା ଭାବେ ଅବସରପ୍ରାପ୍ତ ଜିଲ୍ଲା କୃଷି ଅଧିକାରୀ ରମେଶ ଚନ୍ଦ୍ର ଦାସ, ସମ୍ମାନିତ ଅତିଥି ଭାବେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ସୁରେଶ ଚନ୍ଦ୍ର ରାଉତ, ବିଷ୍ଣୁ ପ୍ରିୟା ବଳ ଓ ଶଶୀ ଶେଖର ରଥ ପ୍ରମୁଖ ଯୋଗଦେଇ କୋ ଅପେରଟିଭ ସଂସ୍ଥାର ଲକ୍ଷ ଓ ସଞ୍ଚୟ ନିବେଶ ସମ୍ପର୍କ ରେ ବୁଝାଇଥିଲେ l ଅନ୍ୟ ରାଜ୍ୟରେ ସମବାୟ ସମିତି କିପରି ଜାତୀୟ କରଣ ବ୍ୟାଙ୍କ ଠାରୁ ଅଧିକ କାମ କରିପାରୁଛି ସେ ସମ୍ପର୍କ ରେ ବି  କହିଥିଲେ l ସେହିପରି ଜୟ କିଷାନ ସୋସାଇଟି ଖୁବ କମ ଦିନରେ ତାର ଗ୍ରାହକ ମାନଙ୍କୁ ତ୍ୱରିତ ସେବା ପ୍ରଦାନ କରି ନିକଟତର ହୋଇପାରିଛି ଓ ଲୋକ ମାନଙ୍କୁ ରୋଜଗାର କ୍ଷମ କରିପାରିଛି ସେ ସମ୍ପର୍କରେ ସମସ୍ତେ ନିହାତି ଜାଣିବା ଦରକାର l ଏହି କାର୍ଯ୍ୟକ୍ରମ ରେ ନାରାୟଣ ଚନ୍ଦ୍ର ଗିରି ସମ୍ପାଦକ ବିବରଣୀ ପାଠ କରିଥିବା ବେଳେ ସଭା ପରିଚାଳନା କାର୍ଯ୍ୟରେ କ୍ରିଷ୍ଣାନନ୍ଦପୁର ବ୍ରାଞ୍ଚ ମୁଖ୍ୟ ଲକ୍ଷ୍ମଣ କୁମାର ଦାସ, ମନୋଜ କୁମାର ସ୍ୱାଇଁ ଓ ହିମାଂଶୁ ଶେଖର ପଟ୍ଟନାୟକ ପ୍ରମୁଖ ସହଯୋଗ କରିଥିଲେ l ଏହି ଉତ୍ସବ ଶେଷରେ ୧୦୦ ରୁ ଉର୍ଦ୍ଧ ସଦସ୍ୟ ଓ ୧୬ ଜଣ ଛାତ୍ରଛାତ୍ରୀ ମାନଙ୍କୁ ଉତ୍ତରୀୟ,  ମାନପତ୍ର ଏବଂ ଅନ୍ୟାନ୍ୟ ପୁରସ୍କାର ଦିଆଯାଇ ସମ୍ବର୍ଦ୍ଧିତ କରାଯାଇଥିଲା l କାର୍ଯ୍ୟକ୍ରମ ଶେଷରେ ଅଭିଜିତ ସିଂହ ଧନ୍ୟବାଦ ଜଣାଇ ସଭାସାଙ୍ଗ କରିଥଲେ l

News Comment

You Might Also Like

BACK TO TOP