Breaking News

କଟକ ବନ ଖଣ୍ଡ ଭିଜିଲାନ୍ସ ଦ୍ଵାରା ସଫା ଗ୍ରାମରେ ଚଢ଼ାଉ କରି ଲକ୍ଷଧିକ ଟଙ୍କାର ମୂଲ୍ୟବାନ କାଠ ଜବତ ||   (09-May-2026)       ||      ଏମ୍ବିକେ ଙ୍କୁ ଚାକିରି ରୁ ଛଟେଇ ପ୍ରତିବାଦ ରେ ଛତ୍ରପୁର ବ୍ଳକ ଆଗରେ ମହିଳାଙ୍କ ଆତ୍ମହତ୍ୟା ଚେତାବନୀ |    (09-May-2026)       ||      ବୁଗୁଡ଼ା ପିପୁଲ୍ସ କଲେଜ ରେ ବିଶ୍ୱ ରେଡ଼ କ୍ରସ ଦିବସ ପାଳିତ |    (09-May-2026)       ||      ସିବିଏସ ପରୀକ୍ଷା ରେ ବ୍ଳକ ଟପ୍ପର ଛାତ୍ରୀ ଙ୍କୁ ଟ୍ରଷ୍ଟ ପକ୍ଷରୁ ସମ୍ବର୍ଦ୍ଧନା |    (09-May-2026)       ||      ବସ, ଟ୍ରକ ମୁହାଁମୁହିଁ ଧକ୍କା, 15 ଆହାତ ଜଣେ ମୃତ ||   (09-May-2026)       ||      କୋଦଳା ଥାନା ପକ୍ଷରୁ "ଜୁଭେଣ୍ଟିକା ` କାର୍ଯ୍ୟକ୍ରମ ଅନୁଷ୍ଠିତ |   (09-May-2026)       ||      ପୁରୁଷୋତ୍ତମପୁର ଥାନା ସହ ସାରାରାଜ୍ୟରେ ଉଦଘାଟିତ ହେଲା "ଜୁଭେଣ୍ଟିକା `କାର୍ଯ୍ୟକ୍ରମ!|    (08-May-2026)       ||      ପୋଲସରା ଥାନାରେ " ଜୁଭେଣ୍ଟିନା ` କାର୍ଯ୍ୟକ୍ରମ ଅନୁଷ୍ଠିତ |    (08-May-2026)       ||      ସଡ଼କ ଦୁର୍ଘଟଣା ରେ ମୃତ ପରିବାର ଙ୍କୁ ଚେକ ପ୍ରଦାନ କଲେ ବ୍ରହ୍ମପୁର ବିଧାୟକ |    (08-May-2026)       ||      ପ୍ରଶାସନ ନ ଶୁଣିବାରୁ ଯୁବକ ମାନେ ନିଜେ କାଳୀ ମନ୍ଦିର କୁ ରାସ୍ତା ତିଆରି କଲେ |    (06-May-2026)       ||      ଦକ୍ଷିଣାଞ୍ଚଳ ରାଜସ୍ବ ପ୍ରଶାସନିକ ଶାସନ ସଂସ୍କାର ସମ୍ପର୍କିତ ବୈଠକ ||   (06-May-2026)       ||      ଅଟୋ ଧକ୍କାରେ ମୋଟର ସାଇକେଲ ଚାଳକ ମୃତ |    (06-May-2026)       ||      ହିଞ୍ଜିଳି ରେ ଧାରଣା ରତ ମହିଳା ଙ୍କୁ ହତ୍ୟା ଘଟଣା ରେ ତୁରନ୍ତ ଅଭିଯୁକ୍ତ କୁ ଗିରଫ ସହଶିଶୁଙ୍କୁ ସହାୟତା ପାଈଁ ମୁଖ୍ୟମନ୍ତ୍ରୀ ଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା |   (06-May-2026)       ||      ପୋଲସରା ବ୍ଳକ ଟପ୍ପର ଙ୍କୁ ଟ୍ର୍ରଷ୍ଟ ପକ୍ଷରୁ ସମ୍ବର୍ଦ୍ଧନା |    (06-May-2026)       ||      କନ୍ଧ ମାଳ ପୋଲିସ ଦ୍ଵାରା 4ମାସ ମଧ୍ୟରେ 68 ଟନ ଗଞ୍ଜେଇ ସହ 38 ଟି ଗାଡି ଓ 104 ଜଣ ଗିରଫ |    (06-May-2026)       ||      ଦେଶୀ ବନ୍ଧୁକ ତିଆରି କାରଖାନା ରେ ଚଢ଼ାଉକରି ତିନୋଟି ବନ୍ଧୁକ ସହ ଜଣକୁ ଗିରଫ କଲା ତୁମୁଡିବନ୍ଧ ପୋଲିସ |    (06-May-2026)       ||      ଉଦ୍ଭିଦ ବିଜ୍ଞାନସ୍ନାତ କୋତ୍ତର ବିଭାଗ ପକ୍ଷରୁ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ |    (06-May-2026)       ||      ପ୍ରେମିକ ବାରଣ୍ଡାରେ ଧାରଣା ରେ ବସିଥିବା ପ୍ରେମିକା କୁ ହତ୍ୟା |   (05-May-2026)       ||      କୋଦଳା ମେଡିକାଲ ସମସ୍ୟା କୁ ନେଇ ସ୍ୱାଭିମାନ ମଞ୍ଚ ପକ୍ଷରୁ ସତ୍ୟ ଗ୍ରହ |    (05-May-2026)       ||      `ମଧୁମେହ ସଚେତନତା ଓ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ `   (05-May-2026)       ||     

କରଚୁଲି ଶିଶୁମନ୍ଦିର ର ବାର୍ଷିକ ଉତ୍ସବ ଅନୁଷ୍ଠିତ |

23-Dec-2024

କରଚୁଲି ସରସ୍ବତୀ ଶିଶୁ ମନ୍ଦିରର ବାର୍ଷିକୋତ୍ସବ,

          ଓଡିଶା  ଜନମତ   ବ୍ୟୁରୋ,

ବୁଗୁଡା : ତା ୨୩/୧୨/୨୪ : ବୁଗୁଡା ବ୍ଲକ କରଚୁଲି ଗ୍ରାମସ୍ଥ ସରସ୍ବତୀ ଶିଶୁ ମନ୍ଦିରର ୨୮ତମ ବାର୍ଷିକ ଉତ୍ସବ ସ୍ବପରିସରରେ ଅନୁଷ୍ଠିତ ହୋଇଯାଇଛି। ଶିଶୁ ମନ୍ଦିର ପରିଚାଳନା ସମିତି ସଭାପତି ହିମାଂଶୁ ଶେଖର ପଟ୍ଟନାୟକଙ୍କ ପୌରହିତ୍ୟରେ ଅନୁଷ୍ଠିତ ଉକ୍ତ ଉତ୍ସବରେ ମୁଖ୍ଯ ଅତିଥି ଭାବେ ମତ୍ସ୍ୟ ଓ ପଶୁସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ମୁଖ୍ୟ ବକ୍ତା ଭାବେ ଖଲିକୋଟ କଲେଜର ପ୍ରାକ୍ତନ ଅଧ୍ୟାପକ ପ୍ରକାଶ ଚନ୍ଦ୍ର ପାଣିଗ୍ରାହୀ, ସମ୍ମାନିତ ଅତିଥି ଭାବେ ବୁଗୁଡା ବିଇଓ ଚିନ୍ମୟ ମହାପାତ୍ର ପ୍ରମୁଖ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ମାର୍ଗ ଦର୍ଶନ କରିଥିଲେ। ଏ ଅବସରରେ ପୂର୍ବରୁ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର କୃତି ଛାତ୍ରଛାତ୍ରୀଙ୍କୁ ଅତିଥିମାନଙ୍କ ଦ୍ବାରା ପୁରସ୍କୃତ କରାଯାଇଥିଲା। ଏଥି ସହ ଛାତ୍ରଛାତ୍ରୀମାନଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।  ଉକ୍ତ ଉତ୍ସବର ପ୍ରାରମ୍ଭରେ ପରିଚାଳନା ସମିତି ସମ୍ପାଦକ ପୂର୍ଣ୍ଣଚନ୍ଦ୍ର ବେହରା ସ୍ବାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ପ୍ରଧାନାଚାର୍ଯ୍ଯ ସୁଶାନ୍ତ ପ୍ରଧାନ ବାର୍ଷିକ ବିବରଣୀ ପଠନ ଏବଂ ପରିଶେଷରେ ସମିତି ଉପସଭାପତି ବାବାଜୀ ନାୟକ ଧନ୍ୟବାଦ ଅର୍ପଣ କରିଥିଲେ।

News Comment

You Might Also Like

BACK TO TOP