Breaking News

ନାବାଳିକା ମାନଙ୍କୁ ରେଳ ଲାଇନ ନିର୍ମାଣ କାର୍ଯ୍ୟରେ ନିୟୋଜିତ ହେଉଥିବା ଅଭିଯୋଗ |    (29-Nov-2026)       ||      ସୁଳୀ ପଦର ମା ମଙ୍ଗଳା ମନ୍ଦିର ପରିସରରେ ଜିଲ୍ଲା ସ୍ତରୀୟ ପୂଜାରୀ ମହାସଂଘ ରବୈଠକ ଓ ବନ୍ଧୁ ମିଳନ ||   (29-Nov-2026)       ||      ପୋଲସରା ଗୌରୀ ଆମ୍ମା ଯାତ୍ରାରେ ଛାତ୍ର ଛାତ୍ରୀଙ୍କ ସଚେତନତା କାର୍ଯ୍ୟକ୍ରମ ||   (29-Nov-2026)       ||      ଭାମଶିଆଳି ଉଚ୍ଚ ବିଦ୍ୟାଳୟ ରେ ବିଜ୍ଞାନ ମେଳା ଅନୁଷ୍ଠିତ |    (28-Nov-2026)       ||      ପରିବେଶ ସୁରକ୍ଷା ନିମନ୍ତେ ନୂଆଦିଲ୍ଲୀ ରେ ଜାତୀୟ ସମ୍ମିଳନୀ ରେ ସମ୍ମାନିତହେଲେ ବରଗଡ଼ ସାଂସଦ |   (28-Nov-2026)       ||      2026-27,ନିମନ୍ତେ ଜିଲ୍ଲା ସ୍ତରୀୟ ଖରିଫ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ |    (28-Nov-2026)       ||      କାଦୁଅ ପଡା ସରସ୍ବତୀ ଶିଶୁମନ୍ଦିର ର ପ୍ରିୟାଂଶି ପ୍ରିୟଦର୍ଶନୀ ତୃତୀୟ ଶ୍ରେଣୀ ମେଧା ବୃତ୍ତି ତାଲିକାରେ ସଫଳ |   (27-Nov-2026)       ||      ଦାଦନ ଖଟିବାକୁ ତାମିଲନାଡୁ ଯାଇ ସର୍ପା ଘାତ ରେ ଯୁବକ ମୃତ ||   (27-Nov-2026)       ||      ସମ୍ବର ଶିକାର ପାଈଁ ବିଦ୍ୟୁତ ଫାସ ପକାଇ ଦୁଇ ଅଭିଯୁକ୍ତ ଗିରଫ ||   (27-Nov-2026)       ||      ଗୌରୀ ଆମ୍ମା ଯାତ୍ରା ପାଈଁ ଶାନ୍ତି ଶୃଙ୍ଖଳା ଟ୍ରାଫିକ ପାଈଁ ଜନସାଧାରଣ ଙ୍କୁ ପୋଲିସ ର ନିବେଦନ |   (27-Nov-2026)       ||      ଛାୟା ସାମ୍ବାଦିକ ଙ୍କ ଯୋଗୁଁ ନିନ୍ଦିତ ହେଉଛନ୍ତି ପ୍ରକୃତ ସାମ୍ବାଦିକ ||   (26-Nov-2026)       ||      ବର୍ତ୍ତନୀ ଗ୍ରାମ ରେ ରାଜ୍ୟସ୍ତରୀୟ ତ୍ରୀ ଦିବସୀୟ କବାଡି ପ୍ରତିଯୋଗିତା ର ଶୁଭାରମ୍ଭ |    (26-Nov-2026)       ||      ପୂଜାରୀ ବମ୍ବୁ ଗ୍ରାମରେ ସଡକ ନିର୍ମାଣ କାର୍ଯ୍ୟ ଆରମ୍ଭ |   (25-Nov-2026)       ||      ଲିଙ୍ଗ ଭିତିକ ହିଂସା ବିରୋଧରେ 16ଦିନର ଅଭିଯାନ ର ଶୁଭାରମ୍ଭ |    (25-Nov-2026)       ||      ଦେବଗିରି ରେ ଜଗନ୍ନାଥ ମନ୍ଦିର ରେ ଭକ୍ତ ଙ୍କ ପ୍ରବଳ ଭିଡ଼ |    (25-Nov-2026)       ||      ଶୈବ ପୀଠ ଅମରେଶ୍ୱର ଠାରେ କାର୍ତ୍ତିକ ପୁର୍ଣିମା ରେ ଭକ୍ତ ଙ୍କ ପ୍ରବଳ ଜନ ସମାଗମ |    (25-Nov-2026)       ||      ମୁଖ୍ୟମନ୍ତ୍ରୀ ଙ୍କ ଦୟାରେ ଆନିକେଟ ହେଲେ ଉପକୃତ ହେବେ ପୁରୁଷୋତ୍ତମପୁର ଅଞ୍ଚଳ ବାସୀ ||   (24-Nov-2026)       ||      ବଙ୍ଗୋମୁଣ୍ଡା ଅଘଟଣ ପରେ ବରଗଡ଼ ଧନୁଯାତ୍ରା କୁ ହାତୀଚିନ୍ତା |    (24-Nov-2026)       ||      ପୋଖରୀ ପାହାଚ ରେ ଗୋଡ଼ ଖସି ଯିବାରୁ ଯୁବକ ମୃତ |    (24-Nov-2026)       ||      ଅଟୋ ଓଲଟି ବାରୁ 4ଜଣ ଙ୍କ ମଧ୍ୟରୁ ମେଡିକାଲ ରେ ଜଣେ ମୃତ |    (24-Nov-2026)       ||     

କଲ୍ୟାଣ ସିଂହ ପୁର ରେ ଧୁମ ଧାମ ରେ ପାଳିତ ହେଲା ଶିଶୁ ଦିବସ ||

15-Nov-2026

କଲ୍ୟାଣସିଂହପୁରରେ ଧୁମ୍‌ଧାମରେ ପାଳିତ ହେଲା ଶିଶୁ ଦିବସ
ନେହେରୁଙ୍କ ଜୟନ୍ତୀରେ କଂଗ୍ରେସ ପକ୍ଷରୁ ଶ୍ରଦ୍ଧାଞ୍ଜଳି, ବିଭିନ୍ନ ବିଦ୍ୟାଳୟରେ ଉତ୍ସବ

ଓଡିଶା ଜନମତ ରାୟଗଡା, କାମେଶ୍ୱର କରକରିଆ: ----

ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକରେ ଶନିବାର ଉତ୍ସାହ ଓ ଉଦ୍ଦୀପନାର ସହିତ ଶିଶୁ ଦିବସ ପାଳିତ ହୋଇଯାଇଛି। ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ତଥା ଆଧୁନିକ ଭାରତର ନିର୍ମାତା ଭାବେ ପରିଚିତ ପଣ୍ଡିତ ଜବାହରଲାଲ ନେହେରୁଙ୍କ ୧୩୭ତମ ଜୟନ୍ତୀ ଅବସରରେ ଏହି ଦିବସକୁ ଶିଶୁ ଦିବସ ଭାବେ ପାଳନ କରାଯାଇଥିଲା। ଏହି ଅବସରରେ କଲ୍ୟାଣସିଂହପୁର କଂଗ୍ରେସ ଭବନଠାରେ ବ୍ଲକ କଂଗ୍ରେସ ପକ୍ଷରୁ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। କଂଗ୍ରେସ ନେତା ଓ କର୍ମୀମାନେ ପଣ୍ଡିତ ନେହେରୁଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରି ତାଙ୍କ ପ୍ରତି ଗଭୀର ଶ୍ରଦ୍ଧା ଓ ସମ୍ମାନ ଜଣାଇଥିଲେ। ଏଥିରେ ମୁଖ୍ୟଅତିଥି ଭାବେ ବିଷମକଟକ ବିଧାନସଭା ନିର୍ବାଚନମଣ୍ଡଳୀର ବିଧାୟକ ନୀଳମାଧବ ହିକକା ଯୋଗଦେଇ ନେହେରୁଙ୍କ ଜୀବନୀ, ସ୍ୱାଧୀନତା ସଂଗ୍ରାମରେ ତାଙ୍କ ଅବଦାନ ଓ ଦେଶ ଗଠନରେ ତାଙ୍କ ଦୂରଦର୍ଶୀ ଚିନ୍ତାଧାରା ସମ୍ପର୍କରେ ସ୍ମୃତିଚାରଣ କରିଥିଲେ। କାର୍ଯ୍ୟକ୍ରମରେ ବ୍ଲକ କଂଗ୍ରେସ ସଭାପତି ସି.ଏଚ୍. ନାଗେଶ୍ୱର ରାଓ, ସରପଞ୍ଚ ଗୌତମ ବାର୍ଲି, ସାଂସଦ ପ୍ରତିନିଧି କୁମାର ସ୍ୱାମୀ କୌଶଲ୍ୟା, ବିଧାୟକ ପ୍ରତିନିଧି ବାଲାରାଓ ବିଡ଼ିକା, ପ୍ରଶାନ୍ତ ନନ୍ଦ କୌଶଲ୍ୟା, ଆପୁଲୁ ସ୍ୱାମୀ କୌଶଲ୍ୟା, ଲଇଛନ କରକରିଆ, ଜୟଶଙ୍କର କୌଶଲ୍ୟା, ଗୁଡୁଲ୍ଲା ପ୍ରସାଦ ରାଓଙ୍କ ସମେତ ବହୁ ଦଳୀୟ ନେତା ଓ କର୍ମୀ ଉପସ୍ଥିତ ଥିଲେ। ଅନ୍ୟପକ୍ଷରେ ବ୍ଲକର ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟରେ ମଧ୍ୟ ଶିଶୁ ଦିବସ ପାଳନ କରାଯାଇଥିଲା। ଏହି ଦିନରେ ଶିଶୁମାନଙ୍କ ଅଧିକାର, ଶିକ୍ଷା, ସୁରକ୍ଷା ଓ ସାମଗ୍ରିକ ବିକାଶ ଉପରେ ଗୁରୁତ୍ୱ ଦିଆଯାଇଥିଲା। ଶିଶୁମାନଙ୍କ ମଧ୍ୟରେ ଖୁସି ଓ ଉତ୍ସାହର ପରିବେଶ ଦେଖିବାକୁ ମିଳିଥିଲା।

News Comment

You Might Also Like

BACK TO TOP