Breaking News

ନାବାଳିକା ମାନଙ୍କୁ ରେଳ ଲାଇନ ନିର୍ମାଣ କାର୍ଯ୍ୟରେ ନିୟୋଜିତ ହେଉଥିବା ଅଭିଯୋଗ |    (29-Nov-2026)       ||      ସୁଳୀ ପଦର ମା ମଙ୍ଗଳା ମନ୍ଦିର ପରିସରରେ ଜିଲ୍ଲା ସ୍ତରୀୟ ପୂଜାରୀ ମହାସଂଘ ରବୈଠକ ଓ ବନ୍ଧୁ ମିଳନ ||   (29-Nov-2026)       ||      ପୋଲସରା ଗୌରୀ ଆମ୍ମା ଯାତ୍ରାରେ ଛାତ୍ର ଛାତ୍ରୀଙ୍କ ସଚେତନତା କାର୍ଯ୍ୟକ୍ରମ ||   (29-Nov-2026)       ||      ଭାମଶିଆଳି ଉଚ୍ଚ ବିଦ୍ୟାଳୟ ରେ ବିଜ୍ଞାନ ମେଳା ଅନୁଷ୍ଠିତ |    (28-Nov-2026)       ||      ପରିବେଶ ସୁରକ୍ଷା ନିମନ୍ତେ ନୂଆଦିଲ୍ଲୀ ରେ ଜାତୀୟ ସମ୍ମିଳନୀ ରେ ସମ୍ମାନିତହେଲେ ବରଗଡ଼ ସାଂସଦ |   (28-Nov-2026)       ||      2026-27,ନିମନ୍ତେ ଜିଲ୍ଲା ସ୍ତରୀୟ ଖରିଫ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ |    (28-Nov-2026)       ||      କାଦୁଅ ପଡା ସରସ୍ବତୀ ଶିଶୁମନ୍ଦିର ର ପ୍ରିୟାଂଶି ପ୍ରିୟଦର୍ଶନୀ ତୃତୀୟ ଶ୍ରେଣୀ ମେଧା ବୃତ୍ତି ତାଲିକାରେ ସଫଳ |   (27-Nov-2026)       ||      ଦାଦନ ଖଟିବାକୁ ତାମିଲନାଡୁ ଯାଇ ସର୍ପା ଘାତ ରେ ଯୁବକ ମୃତ ||   (27-Nov-2026)       ||      ସମ୍ବର ଶିକାର ପାଈଁ ବିଦ୍ୟୁତ ଫାସ ପକାଇ ଦୁଇ ଅଭିଯୁକ୍ତ ଗିରଫ ||   (27-Nov-2026)       ||      ଗୌରୀ ଆମ୍ମା ଯାତ୍ରା ପାଈଁ ଶାନ୍ତି ଶୃଙ୍ଖଳା ଟ୍ରାଫିକ ପାଈଁ ଜନସାଧାରଣ ଙ୍କୁ ପୋଲିସ ର ନିବେଦନ |   (27-Nov-2026)       ||      ଛାୟା ସାମ୍ବାଦିକ ଙ୍କ ଯୋଗୁଁ ନିନ୍ଦିତ ହେଉଛନ୍ତି ପ୍ରକୃତ ସାମ୍ବାଦିକ ||   (26-Nov-2026)       ||      ବର୍ତ୍ତନୀ ଗ୍ରାମ ରେ ରାଜ୍ୟସ୍ତରୀୟ ତ୍ରୀ ଦିବସୀୟ କବାଡି ପ୍ରତିଯୋଗିତା ର ଶୁଭାରମ୍ଭ |    (26-Nov-2026)       ||      ପୂଜାରୀ ବମ୍ବୁ ଗ୍ରାମରେ ସଡକ ନିର୍ମାଣ କାର୍ଯ୍ୟ ଆରମ୍ଭ |   (25-Nov-2026)       ||      ଲିଙ୍ଗ ଭିତିକ ହିଂସା ବିରୋଧରେ 16ଦିନର ଅଭିଯାନ ର ଶୁଭାରମ୍ଭ |    (25-Nov-2026)       ||      ଦେବଗିରି ରେ ଜଗନ୍ନାଥ ମନ୍ଦିର ରେ ଭକ୍ତ ଙ୍କ ପ୍ରବଳ ଭିଡ଼ |    (25-Nov-2026)       ||      ଶୈବ ପୀଠ ଅମରେଶ୍ୱର ଠାରେ କାର୍ତ୍ତିକ ପୁର୍ଣିମା ରେ ଭକ୍ତ ଙ୍କ ପ୍ରବଳ ଜନ ସମାଗମ |    (25-Nov-2026)       ||      ମୁଖ୍ୟମନ୍ତ୍ରୀ ଙ୍କ ଦୟାରେ ଆନିକେଟ ହେଲେ ଉପକୃତ ହେବେ ପୁରୁଷୋତ୍ତମପୁର ଅଞ୍ଚଳ ବାସୀ ||   (24-Nov-2026)       ||      ବଙ୍ଗୋମୁଣ୍ଡା ଅଘଟଣ ପରେ ବରଗଡ଼ ଧନୁଯାତ୍ରା କୁ ହାତୀଚିନ୍ତା |    (24-Nov-2026)       ||      ପୋଖରୀ ପାହାଚ ରେ ଗୋଡ଼ ଖସି ଯିବାରୁ ଯୁବକ ମୃତ |    (24-Nov-2026)       ||      ଅଟୋ ଓଲଟି ବାରୁ 4ଜଣ ଙ୍କ ମଧ୍ୟରୁ ମେଡିକାଲ ରେ ଜଣେ ମୃତ |    (24-Nov-2026)       ||     

ଝାରବନ୍ଧ ସାମ୍ବାଦିକ ସଙ୍ଘ ତରଫରୁ ଜାତୀୟ ପ୍ରେସ ଦିବସ ପାଳିତ ||

16-Nov-2026

ଜାତୀୟ ପ୍ରେସ ଦିବସ ପାଳିତ,

ଓଡିଶା  ଜନ ମତ, ବରଗଡ଼, ମନୋହର ଦାଶ :---

ଝାରବନ୍ଧ ସାମ୍ବାଦିକ ସଂଘ ତରଫରୁ ସାମ୍ବାଦିକ ଭବନ ଠାରେ ଜାତୀୟ ପ୍ରେସ ଦିବସ ପାଳିତ ହୋଇଯାଇଛି l ସଂଘ ର ସଭାପତି ଶ୍ରୀଯୁକ୍ତ ଦେବେନ୍ଦ୍ର ସାହୁଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ କୁ  ସଂଘ ର ସଂପାଦକ ଶ୍ରୀଯୁକ୍ତ ଜହନ କୁମ୍ଭାର ପରିଚାଳନା କରିଥିଲେ l ଏହି କାର୍ଯ୍ୟକ୍ରମ ରେ ସାମ୍ବାଦିକ ମାନଙ୍କ ସମାଜ ପ୍ରତି କର୍ତ୍ତବ୍ୟ ଏବଂ ଏହାର ଉପକାରିତା ଦିଗରେ ସମ୍ପାଦକ ଆଲୋକପାତ କରିଥିବା ବେଲେ ନିର୍ଭିକ ସମ୍ବାଦ ପରିବେଷଣ ଉପରେ ଗୁରୁତ୍ୱାରୋପ କରିଥିଲେ ଏବଂ ସମ୍ବାଦ ପରିବେଷଣ କରିବା ପୂର୍ବରୁ ଝାରବନ୍ଧ ଅଞ୍ଚଳର ସମସ୍ୟା କୁ କିପରି ପ୍ରଶାସନ ଓ ଶାସନ ଗୁରୁତ୍ୱ ଦେଇ ସମାଧାନ କରିବ ତାହା ଦୃଷ୍ଟି ଦେବାକୁ ପରାମର୍ଶ ଦେଇଥିଲେ l ଏହି କାର୍ଯ୍ୟକ୍ରମ ରେ ଅନ୍ୟ ସାମ୍ବାଦିକ ମାନଙ୍କ ମଧ୍ୟରୁ ଶ୍ରୀଯୁକ୍ତ ବଂଶୀଧର ନାୟକ, ପ୍ରଦୀପ ପ୍ରଧାନ, ଶିବପ୍ରସାଦ ପଟେଲ, ଆଶିଷ କୁମାର ବାରିକ, ଦୀପକ ସାହୁ ପ୍ରମୁଖ ଯୋଗଦାନ କରିଥିଲେ l

News Comment

You Might Also Like

BACK TO TOP