Breaking News

ନାବାଳିକା ମାନଙ୍କୁ ରେଳ ଲାଇନ ନିର୍ମାଣ କାର୍ଯ୍ୟରେ ନିୟୋଜିତ ହେଉଥିବା ଅଭିଯୋଗ |    (29-Nov-2026)       ||      ସୁଳୀ ପଦର ମା ମଙ୍ଗଳା ମନ୍ଦିର ପରିସରରେ ଜିଲ୍ଲା ସ୍ତରୀୟ ପୂଜାରୀ ମହାସଂଘ ରବୈଠକ ଓ ବନ୍ଧୁ ମିଳନ ||   (29-Nov-2026)       ||      ପୋଲସରା ଗୌରୀ ଆମ୍ମା ଯାତ୍ରାରେ ଛାତ୍ର ଛାତ୍ରୀଙ୍କ ସଚେତନତା କାର୍ଯ୍ୟକ୍ରମ ||   (29-Nov-2026)       ||      ଭାମଶିଆଳି ଉଚ୍ଚ ବିଦ୍ୟାଳୟ ରେ ବିଜ୍ଞାନ ମେଳା ଅନୁଷ୍ଠିତ |    (28-Nov-2026)       ||      ପରିବେଶ ସୁରକ୍ଷା ନିମନ୍ତେ ନୂଆଦିଲ୍ଲୀ ରେ ଜାତୀୟ ସମ୍ମିଳନୀ ରେ ସମ୍ମାନିତହେଲେ ବରଗଡ଼ ସାଂସଦ |   (28-Nov-2026)       ||      2026-27,ନିମନ୍ତେ ଜିଲ୍ଲା ସ୍ତରୀୟ ଖରିଫ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ |    (28-Nov-2026)       ||      କାଦୁଅ ପଡା ସରସ୍ବତୀ ଶିଶୁମନ୍ଦିର ର ପ୍ରିୟାଂଶି ପ୍ରିୟଦର୍ଶନୀ ତୃତୀୟ ଶ୍ରେଣୀ ମେଧା ବୃତ୍ତି ତାଲିକାରେ ସଫଳ |   (27-Nov-2026)       ||      ଦାଦନ ଖଟିବାକୁ ତାମିଲନାଡୁ ଯାଇ ସର୍ପା ଘାତ ରେ ଯୁବକ ମୃତ ||   (27-Nov-2026)       ||      ସମ୍ବର ଶିକାର ପାଈଁ ବିଦ୍ୟୁତ ଫାସ ପକାଇ ଦୁଇ ଅଭିଯୁକ୍ତ ଗିରଫ ||   (27-Nov-2026)       ||      ଗୌରୀ ଆମ୍ମା ଯାତ୍ରା ପାଈଁ ଶାନ୍ତି ଶୃଙ୍ଖଳା ଟ୍ରାଫିକ ପାଈଁ ଜନସାଧାରଣ ଙ୍କୁ ପୋଲିସ ର ନିବେଦନ |   (27-Nov-2026)       ||      ଛାୟା ସାମ୍ବାଦିକ ଙ୍କ ଯୋଗୁଁ ନିନ୍ଦିତ ହେଉଛନ୍ତି ପ୍ରକୃତ ସାମ୍ବାଦିକ ||   (26-Nov-2026)       ||      ବର୍ତ୍ତନୀ ଗ୍ରାମ ରେ ରାଜ୍ୟସ୍ତରୀୟ ତ୍ରୀ ଦିବସୀୟ କବାଡି ପ୍ରତିଯୋଗିତା ର ଶୁଭାରମ୍ଭ |    (26-Nov-2026)       ||      ପୂଜାରୀ ବମ୍ବୁ ଗ୍ରାମରେ ସଡକ ନିର୍ମାଣ କାର୍ଯ୍ୟ ଆରମ୍ଭ |   (25-Nov-2026)       ||      ଲିଙ୍ଗ ଭିତିକ ହିଂସା ବିରୋଧରେ 16ଦିନର ଅଭିଯାନ ର ଶୁଭାରମ୍ଭ |    (25-Nov-2026)       ||      ଦେବଗିରି ରେ ଜଗନ୍ନାଥ ମନ୍ଦିର ରେ ଭକ୍ତ ଙ୍କ ପ୍ରବଳ ଭିଡ଼ |    (25-Nov-2026)       ||      ଶୈବ ପୀଠ ଅମରେଶ୍ୱର ଠାରେ କାର୍ତ୍ତିକ ପୁର୍ଣିମା ରେ ଭକ୍ତ ଙ୍କ ପ୍ରବଳ ଜନ ସମାଗମ |    (25-Nov-2026)       ||      ମୁଖ୍ୟମନ୍ତ୍ରୀ ଙ୍କ ଦୟାରେ ଆନିକେଟ ହେଲେ ଉପକୃତ ହେବେ ପୁରୁଷୋତ୍ତମପୁର ଅଞ୍ଚଳ ବାସୀ ||   (24-Nov-2026)       ||      ବଙ୍ଗୋମୁଣ୍ଡା ଅଘଟଣ ପରେ ବରଗଡ଼ ଧନୁଯାତ୍ରା କୁ ହାତୀଚିନ୍ତା |    (24-Nov-2026)       ||      ପୋଖରୀ ପାହାଚ ରେ ଗୋଡ଼ ଖସି ଯିବାରୁ ଯୁବକ ମୃତ |    (24-Nov-2026)       ||      ଅଟୋ ଓଲଟି ବାରୁ 4ଜଣ ଙ୍କ ମଧ୍ୟରୁ ମେଡିକାଲ ରେ ଜଣେ ମୃତ |    (24-Nov-2026)       ||     

କାଶୀପୁର ବ୍ଲକ ଠାରେ ଜିଲ୍ଲପାଳ ଙ୍କ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ |

16-Nov-2026

କାଶୀପୁର ବ୍ଲକ ଠାରେ ମିଳିତ ଅଭିଯୋଗ ଶୁଣାଣୀ 

ଓଡିଶା ଜନମତ ରାୟଗଡ,୧୬/୧୧,

କାମେଶ୍ୱର କରକରିଆ :------

 ରାୟଗଡ  ଜିଲ୍ଲା ପ୍ରଶାସନ ତରଫରୁ ପଞ୍ଚାୟତ ସମିତି କାର୍ଯ୍ୟାଳୟ କାଶୀପୁର ଠାରେ ରାୟଗଡ ଜିଲ୍ଲାପାଳ ଶ୍ରୀ ଆଶୁତୋଷ କୁଲକର୍ଣ୍ଣିଙ୍କର ଅଧକ୍ଷତାରେ ମିଳିତ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି। ଏହି ଅଭିଯୋଗ ଶୁଣାଣି ଶିବିରରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷ ନିହାରରଞ୍ଜନ ପ୍ରଧାନ , ଉପଜିଲ୍ଲାପାଳ ସୁଶ୍ରୀ ମୃଣାଳିକା ରାଠୋଡ଼, ଅତିରିକ୍ତ କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଶ୍ରୀମତୀ କ୍ଷୀରାବ୍ଦୀ ତନୟା ସାହୁ, ଜିଲ୍ଲା ମୁଖ୍ୟ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ବିଶ୍ୱମ୍ବର କୁମାର ବେହେରା ପ୍ରମୁଖ ଉପସ୍ଥିତ ଥିଲେ ଳ ଆଜି ମୋଟ ୨୦୪ଟି ଅଭିଯୋଗ  ଆସିଥିଲା ସେଥି ମଧ୍ୟରୁ ୧୦୯ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୯୫ ଗୋଟି ଗ୍ରାମବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା। ଏହି ଅଭିଯୋଗ ଶିବିରରେ ଜିଲ୍ଲାସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ  ଉପସ୍ଥିତ ରହି  ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ ।  ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ

News Comment

You Might Also Like

BACK TO TOP