Breaking News

କଟକ ବନ ଖଣ୍ଡ ଭିଜିଲାନ୍ସ ଦ୍ଵାରା ସଫା ଗ୍ରାମରେ ଚଢ଼ାଉ କରି ଲକ୍ଷଧିକ ଟଙ୍କାର ମୂଲ୍ୟବାନ କାଠ ଜବତ ||   (09-May-2026)       ||      ଏମ୍ବିକେ ଙ୍କୁ ଚାକିରି ରୁ ଛଟେଇ ପ୍ରତିବାଦ ରେ ଛତ୍ରପୁର ବ୍ଳକ ଆଗରେ ମହିଳାଙ୍କ ଆତ୍ମହତ୍ୟା ଚେତାବନୀ |    (09-May-2026)       ||      ବୁଗୁଡ଼ା ପିପୁଲ୍ସ କଲେଜ ରେ ବିଶ୍ୱ ରେଡ଼ କ୍ରସ ଦିବସ ପାଳିତ |    (09-May-2026)       ||      ସିବିଏସ ପରୀକ୍ଷା ରେ ବ୍ଳକ ଟପ୍ପର ଛାତ୍ରୀ ଙ୍କୁ ଟ୍ରଷ୍ଟ ପକ୍ଷରୁ ସମ୍ବର୍ଦ୍ଧନା |    (09-May-2026)       ||      ବସ, ଟ୍ରକ ମୁହାଁମୁହିଁ ଧକ୍କା, 15 ଆହାତ ଜଣେ ମୃତ ||   (09-May-2026)       ||      କୋଦଳା ଥାନା ପକ୍ଷରୁ "ଜୁଭେଣ୍ଟିକା ` କାର୍ଯ୍ୟକ୍ରମ ଅନୁଷ୍ଠିତ |   (09-May-2026)       ||      ପୁରୁଷୋତ୍ତମପୁର ଥାନା ସହ ସାରାରାଜ୍ୟରେ ଉଦଘାଟିତ ହେଲା "ଜୁଭେଣ୍ଟିକା `କାର୍ଯ୍ୟକ୍ରମ!|    (08-May-2026)       ||      ପୋଲସରା ଥାନାରେ " ଜୁଭେଣ୍ଟିନା ` କାର୍ଯ୍ୟକ୍ରମ ଅନୁଷ୍ଠିତ |    (08-May-2026)       ||      ସଡ଼କ ଦୁର୍ଘଟଣା ରେ ମୃତ ପରିବାର ଙ୍କୁ ଚେକ ପ୍ରଦାନ କଲେ ବ୍ରହ୍ମପୁର ବିଧାୟକ |    (08-May-2026)       ||      ପ୍ରଶାସନ ନ ଶୁଣିବାରୁ ଯୁବକ ମାନେ ନିଜେ କାଳୀ ମନ୍ଦିର କୁ ରାସ୍ତା ତିଆରି କଲେ |    (06-May-2026)       ||      ଦକ୍ଷିଣାଞ୍ଚଳ ରାଜସ୍ବ ପ୍ରଶାସନିକ ଶାସନ ସଂସ୍କାର ସମ୍ପର୍କିତ ବୈଠକ ||   (06-May-2026)       ||      ଅଟୋ ଧକ୍କାରେ ମୋଟର ସାଇକେଲ ଚାଳକ ମୃତ |    (06-May-2026)       ||      ହିଞ୍ଜିଳି ରେ ଧାରଣା ରତ ମହିଳା ଙ୍କୁ ହତ୍ୟା ଘଟଣା ରେ ତୁରନ୍ତ ଅଭିଯୁକ୍ତ କୁ ଗିରଫ ସହଶିଶୁଙ୍କୁ ସହାୟତା ପାଈଁ ମୁଖ୍ୟମନ୍ତ୍ରୀ ଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା |   (06-May-2026)       ||      ପୋଲସରା ବ୍ଳକ ଟପ୍ପର ଙ୍କୁ ଟ୍ର୍ରଷ୍ଟ ପକ୍ଷରୁ ସମ୍ବର୍ଦ୍ଧନା |    (06-May-2026)       ||      କନ୍ଧ ମାଳ ପୋଲିସ ଦ୍ଵାରା 4ମାସ ମଧ୍ୟରେ 68 ଟନ ଗଞ୍ଜେଇ ସହ 38 ଟି ଗାଡି ଓ 104 ଜଣ ଗିରଫ |    (06-May-2026)       ||      ଦେଶୀ ବନ୍ଧୁକ ତିଆରି କାରଖାନା ରେ ଚଢ଼ାଉକରି ତିନୋଟି ବନ୍ଧୁକ ସହ ଜଣକୁ ଗିରଫ କଲା ତୁମୁଡିବନ୍ଧ ପୋଲିସ |    (06-May-2026)       ||      ଉଦ୍ଭିଦ ବିଜ୍ଞାନସ୍ନାତ କୋତ୍ତର ବିଭାଗ ପକ୍ଷରୁ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ |    (06-May-2026)       ||      ପ୍ରେମିକ ବାରଣ୍ଡାରେ ଧାରଣା ରେ ବସିଥିବା ପ୍ରେମିକା କୁ ହତ୍ୟା |   (05-May-2026)       ||      କୋଦଳା ମେଡିକାଲ ସମସ୍ୟା କୁ ନେଇ ସ୍ୱାଭିମାନ ମଞ୍ଚ ପକ୍ଷରୁ ସତ୍ୟ ଗ୍ରହ |    (05-May-2026)       ||      `ମଧୁମେହ ସଚେତନତା ଓ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ `   (05-May-2026)       ||     

ଶିକ୍ଷା ନୀତିରେ କେନ୍ଦ୍ର ସରକାର ଙ୍କ ବଡ଼ ପରିବର୍ତ୍ତନ |

24-Dec-2024

କେନ୍ଦ୍ର ସରକାର ଶିକ୍ଷା ନିତି ରେ କଲେ ବଡ଼ ପରିବର୍ତ୍ତନ ,

(ଏଣିକି  ପଞ୍ଚମ ଓ ଅଷ୍ଟମ ପରୀକ୍ଷାରେ ଫେଲ୍ ହେଲେ ଫେଲ୍  |

                    ଓଡିଶା ଜନମତ ବ୍ୟୁରୋ,

ନୂଆଦିଲ୍ଲୀ ୨୩/୧୨ : ସ୍କୁଲ ଶିକ୍ଷାରେ ବଡ଼ ପରିବର୍ତ୍ତନ କରିଛନ୍ତି କେନ୍ଦ୍ର ସରକାର । ୫ମ ଓ ୮ମ ଶ୍ରେଣୀରେ ରହିଥ‌ିବା ଫେଲ୍ ନ ହେବା କଟକଣାକୁ ଆଜି ସରକାର ହଟାଇ ଦେଇଛନ୍ତି । ଯେଉଁ ପିଲାମାନେ ବାର୍ଷିକ ପରୀକ୍ଷା ରେ ପାସ୍‌ କରିପାରିବେ ନାହିଁ, ସେମାନଙ୍କୁ ସ୍କୁଲ ପକ୍ଷରୁ ଫେଲ ଘୋଷଣା କରାଯାଇ ପାରିବ। ସେହିପରି ସେମାନେ ପରବର୍ତ୍ତୀ କ୍ଲାସକୁ ମଧ୍ଯ ଯାଇ ପାରିବେ ନାହିଁ । ତେବେ ୫ମ ଓ ୮ମ ଶ୍ରେଣୀରେ ଫେଲ ହେଉଥିବା ପିଲାମାନଙ୍କୁ ଆଉ ଗୋଟିଏ ସୁଯୋଗ ଦିଆଯିବ।  ସେମାନେ ୨ ମାସ ମଧ୍ୟରେ ପୁଣି ପରୀକ୍ଷାର ସୁଯୋଗ ପାଇ ପାରିବେ । ଉକ୍ତ ଟେଷ୍ଟରେ କୃତ୍ତକାର୍ଯ୍ୟହେଲେ,ସେମାନେ ପରବର୍ତ୍ତୀ ଶ୍ରେଣୀକୁ ଯାଇ ପାରିବେ । କେନ୍ଦ୍ର ସରକାରଙ୍କ ଦ୍ୱାରା ପରିଚାଳିତ ସ୍କୁଲ ଗୁଡ଼ିକରେ ଏହି ନିୟମ ଲାଗୁ ହେବ।
ଏନେଇ କେନ୍ଦ୍ର ଶିକ୍ଷା ସଚିବ ସଞ୍ଜୟ କୁମାର ସୂଚନା ଦେଇଛନ୍ତି। । ଶିକ୍ଷା ଅଧିକାରୀ ଆଇନ ୨୦୧୯ରେ ସଂଶୋ ଧନ କରି ଦଶ ରାଜ୍ୟ ଓ ୨ କେନ୍ଦ୍ର  ଶାସିତ ଅଞ୍ଚଳର ସ୍କୁଲ ଗୁଡ଼ିକ ଫେଲ୍ ନ ହେବା କଟ କଣାକୁ ହଟାଇ ଦେଇଛନ୍ତି । ସେମାନେ ମଧ୍ୟ ୫ମ ଓ ଅଷ୍ଟମ ଶ୍ରେଣୀ ପାଇଁ ଏହି ନିୟମ ଲାଗୁ  କରିଛନ୍ତି । ସରକାରୀ ବିଜ୍ଞପ୍ତିରେ କୁହ କୁହାଯାଇଛି ଯେ ଯଦି କୌଣସି ଶିକ୍ଷାର୍ଥୀ ବାର୍ଷିକ ପରୀକ୍ଷାରେ କୃତ୍ତ କାର୍ଯ୍ୟ ହୋଇ ପାରୁ ନାହାନ୍ତି, ତା’ହେଲେ ସେମାନଙ୍କୁ ତାଙ୍କୁ ରେଜଲ୍ଡ ବାହାରିବାର ୨ ମାସ ମଧ୍ୟରେ ଅତିରିକ୍ତ କୋଚିଂ ଓ ପୁନଃ ପରୀକ୍ଷା ଦେବାର ସୁଯୋଗ ମିଳିବ । କିନ୍ତୁ ପୁନଃ ପରୀକ୍ଷାରେ ଶିକ୍ଷାର୍ଥୀ ଜଣଙ୍କ ବା ଶିକ୍ଷାର୍ଥୀମାନେ ପାସ୍‌ କରିପାରିଲେ ନାହିଁ, ତା`ହେଲେ ତାଙ୍କୁ ପୁଣି
୫ମ କିମ୍ବା ୮ମ ଶ୍ରେଣୀରେ ରହିବାକୁ ପଡ଼ିବ । ଏହି ସମୟରେ ଶ୍ରେଣୀ ଶିକ୍ଷକ କିମ୍ବା ଶ୍ରେଣୀ ଶିକ୍ଷୟିତ୍ରୀ ପିଲାଟି କେମିତି ପାସ୍‌ କରିବ, ସେନେଇ ଉଦ୍ୟମ କରିବେ। ତାଙ୍କୁ ଆବଶ୍ୟକ କୋଚିଂ ମଧ୍ୟ ଯୋଗାଇ ଦେବେ । ତେବେ ଶିକ୍ଷା ସମାପ୍ତ ନ ହେବା ଯାଏ କୌଣସି ସ୍କୁଲ ପକ୍ଷରୁ ପିଲାଙ୍କୁ ବହିଷ୍କୃତ କରାଯାଇ ପାରିବ ନାହିଁ ବୋଲି ସରକାର ସ୍ପଷ୍ଟ ଭାବେ କ‌ହିଛନ୍ତି । ଶିକ୍ଷା  ଅଧିକାରୀଙ୍କ କହିବା କଥା ଯେ ଏହି ନି ନିୟମ କେନ୍ଦ୍ରୀୟ ବିଦ୍ୟାଳୟ, ନବୋଦୟ ବିଦ୍ୟାଳୟ ଓ ସୈନିକ ସ୍କୁଲ ସମେତ କେନ୍ଦ୍ର ଦ୍ବାରା ପରିଚାଳିତ ପ୍ରାୟ ୩ ହଜାର ସ୍କୁଲରେ କାର୍ଯ୍ୟକାରୀ ହେବ। ଶିକ୍ଷା ରାଜ୍ୟର ବ୍ୟାପାର ହୋଇ ଥ‌ିବାରୁ ରାଜ୍ୟଗୁଡ଼ିକ ସେମାନଙ୍କ ହିସାବରେ  ଅନ୍ୟ ସ୍କୁଲରେ ଏହି ନିୟମ ଲାଗୁ କରିପାରିବେ |

<

News Comment

You Might Also Like

BACK TO TOP