Breaking News

ନାବାଳିକା ମାନଙ୍କୁ ରେଳ ଲାଇନ ନିର୍ମାଣ କାର୍ଯ୍ୟରେ ନିୟୋଜିତ ହେଉଥିବା ଅଭିଯୋଗ |    (29-Nov-2026)       ||      ସୁଳୀ ପଦର ମା ମଙ୍ଗଳା ମନ୍ଦିର ପରିସରରେ ଜିଲ୍ଲା ସ୍ତରୀୟ ପୂଜାରୀ ମହାସଂଘ ରବୈଠକ ଓ ବନ୍ଧୁ ମିଳନ ||   (29-Nov-2026)       ||      ପୋଲସରା ଗୌରୀ ଆମ୍ମା ଯାତ୍ରାରେ ଛାତ୍ର ଛାତ୍ରୀଙ୍କ ସଚେତନତା କାର୍ଯ୍ୟକ୍ରମ ||   (29-Nov-2026)       ||      ଭାମଶିଆଳି ଉଚ୍ଚ ବିଦ୍ୟାଳୟ ରେ ବିଜ୍ଞାନ ମେଳା ଅନୁଷ୍ଠିତ |    (28-Nov-2026)       ||      ପରିବେଶ ସୁରକ୍ଷା ନିମନ୍ତେ ନୂଆଦିଲ୍ଲୀ ରେ ଜାତୀୟ ସମ୍ମିଳନୀ ରେ ସମ୍ମାନିତହେଲେ ବରଗଡ଼ ସାଂସଦ |   (28-Nov-2026)       ||      2026-27,ନିମନ୍ତେ ଜିଲ୍ଲା ସ୍ତରୀୟ ଖରିଫ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ |    (28-Nov-2026)       ||      କାଦୁଅ ପଡା ସରସ୍ବତୀ ଶିଶୁମନ୍ଦିର ର ପ୍ରିୟାଂଶି ପ୍ରିୟଦର୍ଶନୀ ତୃତୀୟ ଶ୍ରେଣୀ ମେଧା ବୃତ୍ତି ତାଲିକାରେ ସଫଳ |   (27-Nov-2026)       ||      ଦାଦନ ଖଟିବାକୁ ତାମିଲନାଡୁ ଯାଇ ସର୍ପା ଘାତ ରେ ଯୁବକ ମୃତ ||   (27-Nov-2026)       ||      ସମ୍ବର ଶିକାର ପାଈଁ ବିଦ୍ୟୁତ ଫାସ ପକାଇ ଦୁଇ ଅଭିଯୁକ୍ତ ଗିରଫ ||   (27-Nov-2026)       ||      ଗୌରୀ ଆମ୍ମା ଯାତ୍ରା ପାଈଁ ଶାନ୍ତି ଶୃଙ୍ଖଳା ଟ୍ରାଫିକ ପାଈଁ ଜନସାଧାରଣ ଙ୍କୁ ପୋଲିସ ର ନିବେଦନ |   (27-Nov-2026)       ||      ଛାୟା ସାମ୍ବାଦିକ ଙ୍କ ଯୋଗୁଁ ନିନ୍ଦିତ ହେଉଛନ୍ତି ପ୍ରକୃତ ସାମ୍ବାଦିକ ||   (26-Nov-2026)       ||      ବର୍ତ୍ତନୀ ଗ୍ରାମ ରେ ରାଜ୍ୟସ୍ତରୀୟ ତ୍ରୀ ଦିବସୀୟ କବାଡି ପ୍ରତିଯୋଗିତା ର ଶୁଭାରମ୍ଭ |    (26-Nov-2026)       ||      ପୂଜାରୀ ବମ୍ବୁ ଗ୍ରାମରେ ସଡକ ନିର୍ମାଣ କାର୍ଯ୍ୟ ଆରମ୍ଭ |   (25-Nov-2026)       ||      ଲିଙ୍ଗ ଭିତିକ ହିଂସା ବିରୋଧରେ 16ଦିନର ଅଭିଯାନ ର ଶୁଭାରମ୍ଭ |    (25-Nov-2026)       ||      ଦେବଗିରି ରେ ଜଗନ୍ନାଥ ମନ୍ଦିର ରେ ଭକ୍ତ ଙ୍କ ପ୍ରବଳ ଭିଡ଼ |    (25-Nov-2026)       ||      ଶୈବ ପୀଠ ଅମରେଶ୍ୱର ଠାରେ କାର୍ତ୍ତିକ ପୁର୍ଣିମା ରେ ଭକ୍ତ ଙ୍କ ପ୍ରବଳ ଜନ ସମାଗମ |    (25-Nov-2026)       ||      ମୁଖ୍ୟମନ୍ତ୍ରୀ ଙ୍କ ଦୟାରେ ଆନିକେଟ ହେଲେ ଉପକୃତ ହେବେ ପୁରୁଷୋତ୍ତମପୁର ଅଞ୍ଚଳ ବାସୀ ||   (24-Nov-2026)       ||      ବଙ୍ଗୋମୁଣ୍ଡା ଅଘଟଣ ପରେ ବରଗଡ଼ ଧନୁଯାତ୍ରା କୁ ହାତୀଚିନ୍ତା |    (24-Nov-2026)       ||      ପୋଖରୀ ପାହାଚ ରେ ଗୋଡ଼ ଖସି ଯିବାରୁ ଯୁବକ ମୃତ |    (24-Nov-2026)       ||      ଅଟୋ ଓଲଟି ବାରୁ 4ଜଣ ଙ୍କ ମଧ୍ୟରୁ ମେଡିକାଲ ରେ ଜଣେ ମୃତ |    (24-Nov-2026)       ||     

ପୋଲସରା ପ୍ରେସ କ୍ଳବ ପକ୍ଷରୁ 61 ତମ ଜାତୀୟ ପ୍ରେସ ଦିବସ ପାଳିତ |

16-Nov-2026

ପୋଲସରା ପ୍ରେସ୍ କ୍ଳବ୍ ପକ୍ଷରୁ ୬୧ ତମ ଜାତୀୟ ପ୍ରେସ୍‌ ଦିବସ ପାଳିତ ।

ଓଡ଼ିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା
  ତା ---୧୬/୧୧/୨୦୨୬:-----
ପୋଲସରା ପ୍ରେସ୍ କ୍ଳବ୍ ପକ୍ଷରୁ ଆଜି ଏଠାରେ ୬୧ ତମ ଜାତୀୟ ପ୍ରେସ ଦିବସ ପାଳନ କରାଯାଇଥିଲା । ସ୍ଥାନୀୟ ଜଗନ୍ନାଥ ସାହି ସ୍ଥିତ ସିମାଞ୍ଚଳ ସାହୁ ଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ଏହି ଉତ୍ସବରେ ହରିହର ପାତ୍ର ଅଧ୍ୟକ୍ଷତା କରିଥିଲେ । ବରିଷ୍ଠ ସାମ୍ବାଦିକ ଡ଼ . ଜ୍ୟୋତିର୍ମୟ ପଟ୍ଟନାୟକ ଉତ୍ସବରେ ରେ ମୂଖ୍ୟ ଅତିଥି ଭାବେ ଯୋଗ  ପରିବର୍ତ୍ତିତ ପରିସ୍ଥିତି ସହିତ ତାଳ ଦେଇ କାର୍ଯ୍ୟ ନକଲେ ସାମ୍ବାଦିକ ମାନେ ପଛରେ ପଡିଯିବେ କହିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ସନ୍ତୋଷ କୁମାର ପଣ୍ଡା , ଜ୍ୟୋତିର୍ମୟ ଆଚାରି , ସୁଶାନ୍ତ ମହାରଣା ଏବଂ ସିମାଞ୍ଚଳ ସାହୁ ପ୍ରମୁଖ ଜାତୀୟ ପ୍ରେସ ଦିବସ ସମ୍ପର୍କରେ ଆଲୋଚନା କରିବା ସହିତ ଭୟ ମୁକ୍ତ ପରିବେଶ ଓ ପ୍ରେସ ସ୍ବାଧୀନତା ହିଁ ଗଣତନ୍ତ୍ର ର ଚତୁର୍ଥ ସ୍ତମ୍ଭ କୁ ମଜବୁତ କରି ପାରିବ ବୋଲି ମତବ୍ୟକ୍ତ କରିଥିଲେ ।  ଶିବ ପ୍ରସାଦ ସାହୁ , ନାରାୟଣ  ସାହୁ , ସୁଧାଂଶୁ ଶେଖର ସାହୁ , ରୋହିତ ପ୍ରଧାନ , ଅକ୍ଷାନ୍ତ କୁମାର ମିଶ୍ର , ହୃଷୀକେଶ ନାୟକ , ସୁଶାନ୍ତ  ମହାରଣା, ଡି. ଜ୍ୟୋତି ରଞ୍ଜନ ଆଚାରୀ, ହୃଷିକେଶ ନାୟକ,ଟି ଶରତ କୁମାର ସୁବୁଦ୍ଧି ଏବଂ ସୁବ୍ରତ ବେହେରା ଉତ୍ସବରେ ସକ୍ରିୟ ଅଂଶଗ୍ରହଣ କରିଥିଲେ।

News Comment

You Might Also Like

BACK TO TOP