Breaking News

କଟକ ବନ ଖଣ୍ଡ ଭିଜିଲାନ୍ସ ଦ୍ଵାରା ସଫା ଗ୍ରାମରେ ଚଢ଼ାଉ କରି ଲକ୍ଷଧିକ ଟଙ୍କାର ମୂଲ୍ୟବାନ କାଠ ଜବତ ||   (09-May-2026)       ||      ଏମ୍ବିକେ ଙ୍କୁ ଚାକିରି ରୁ ଛଟେଇ ପ୍ରତିବାଦ ରେ ଛତ୍ରପୁର ବ୍ଳକ ଆଗରେ ମହିଳାଙ୍କ ଆତ୍ମହତ୍ୟା ଚେତାବନୀ |    (09-May-2026)       ||      ବୁଗୁଡ଼ା ପିପୁଲ୍ସ କଲେଜ ରେ ବିଶ୍ୱ ରେଡ଼ କ୍ରସ ଦିବସ ପାଳିତ |    (09-May-2026)       ||      ସିବିଏସ ପରୀକ୍ଷା ରେ ବ୍ଳକ ଟପ୍ପର ଛାତ୍ରୀ ଙ୍କୁ ଟ୍ରଷ୍ଟ ପକ୍ଷରୁ ସମ୍ବର୍ଦ୍ଧନା |    (09-May-2026)       ||      ବସ, ଟ୍ରକ ମୁହାଁମୁହିଁ ଧକ୍କା, 15 ଆହାତ ଜଣେ ମୃତ ||   (09-May-2026)       ||      କୋଦଳା ଥାନା ପକ୍ଷରୁ "ଜୁଭେଣ୍ଟିକା ` କାର୍ଯ୍ୟକ୍ରମ ଅନୁଷ୍ଠିତ |   (09-May-2026)       ||      ପୁରୁଷୋତ୍ତମପୁର ଥାନା ସହ ସାରାରାଜ୍ୟରେ ଉଦଘାଟିତ ହେଲା "ଜୁଭେଣ୍ଟିକା `କାର୍ଯ୍ୟକ୍ରମ!|    (08-May-2026)       ||      ପୋଲସରା ଥାନାରେ " ଜୁଭେଣ୍ଟିନା ` କାର୍ଯ୍ୟକ୍ରମ ଅନୁଷ୍ଠିତ |    (08-May-2026)       ||      ସଡ଼କ ଦୁର୍ଘଟଣା ରେ ମୃତ ପରିବାର ଙ୍କୁ ଚେକ ପ୍ରଦାନ କଲେ ବ୍ରହ୍ମପୁର ବିଧାୟକ |    (08-May-2026)       ||      ପ୍ରଶାସନ ନ ଶୁଣିବାରୁ ଯୁବକ ମାନେ ନିଜେ କାଳୀ ମନ୍ଦିର କୁ ରାସ୍ତା ତିଆରି କଲେ |    (06-May-2026)       ||      ଦକ୍ଷିଣାଞ୍ଚଳ ରାଜସ୍ବ ପ୍ରଶାସନିକ ଶାସନ ସଂସ୍କାର ସମ୍ପର୍କିତ ବୈଠକ ||   (06-May-2026)       ||      ଅଟୋ ଧକ୍କାରେ ମୋଟର ସାଇକେଲ ଚାଳକ ମୃତ |    (06-May-2026)       ||      ହିଞ୍ଜିଳି ରେ ଧାରଣା ରତ ମହିଳା ଙ୍କୁ ହତ୍ୟା ଘଟଣା ରେ ତୁରନ୍ତ ଅଭିଯୁକ୍ତ କୁ ଗିରଫ ସହଶିଶୁଙ୍କୁ ସହାୟତା ପାଈଁ ମୁଖ୍ୟମନ୍ତ୍ରୀ ଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା |   (06-May-2026)       ||      ପୋଲସରା ବ୍ଳକ ଟପ୍ପର ଙ୍କୁ ଟ୍ର୍ରଷ୍ଟ ପକ୍ଷରୁ ସମ୍ବର୍ଦ୍ଧନା |    (06-May-2026)       ||      କନ୍ଧ ମାଳ ପୋଲିସ ଦ୍ଵାରା 4ମାସ ମଧ୍ୟରେ 68 ଟନ ଗଞ୍ଜେଇ ସହ 38 ଟି ଗାଡି ଓ 104 ଜଣ ଗିରଫ |    (06-May-2026)       ||      ଦେଶୀ ବନ୍ଧୁକ ତିଆରି କାରଖାନା ରେ ଚଢ଼ାଉକରି ତିନୋଟି ବନ୍ଧୁକ ସହ ଜଣକୁ ଗିରଫ କଲା ତୁମୁଡିବନ୍ଧ ପୋଲିସ |    (06-May-2026)       ||      ଉଦ୍ଭିଦ ବିଜ୍ଞାନସ୍ନାତ କୋତ୍ତର ବିଭାଗ ପକ୍ଷରୁ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ |    (06-May-2026)       ||      ପ୍ରେମିକ ବାରଣ୍ଡାରେ ଧାରଣା ରେ ବସିଥିବା ପ୍ରେମିକା କୁ ହତ୍ୟା |   (05-May-2026)       ||      କୋଦଳା ମେଡିକାଲ ସମସ୍ୟା କୁ ନେଇ ସ୍ୱାଭିମାନ ମଞ୍ଚ ପକ୍ଷରୁ ସତ୍ୟ ଗ୍ରହ |    (05-May-2026)       ||      `ମଧୁମେହ ସଚେତନତା ଓ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ `   (05-May-2026)       ||     

ପାଣିପାଗ ତଥ୍ୟ ତୁରନ୍ତ ଜାଣିବା ପାଈଁ ଓଡ଼ିଶାରେ ଏବେ ଲାଗିବ 3ଗୋଟି ରାଡାର |

24-Dec-2024

ପ୍ରାକୃତିକ ବିପର୍ଯ୍ୟୟ ଖବର ର ଆକଳନ ପାଈଁ ରାଜ୍ୟରେ ବସିବ ୩ ନୂଆ ଡପଲାର ରାଡାର,

ଓଡିଶା ଜନମତ  ବ୍ୟୁରୋ ,

ଭୁବନେଶ୍ୱର: ଆହୁରି ସଠିକ ହେବ ପ୍ରାକୃତିକ ବିପର୍ଯ୍ୟୟ ଆକଳନ । ରାଜ୍ୟରେ ବସିବ ୩ ନୂଆ ଡପଲାର ରାଡାର । ସମ୍ବଲପୁର, ବାଲେଶ୍ଵର ଓ ଭୁବନେଶ୍ଵରରେ ବସିବ ରାଡାର । ଭୁବନେଶ୍ୱର ପାଇଁ ସ୍ବତନ୍ତ୍ର ରାଡାର ଯାହା କୃତ୍ରିମ ବନ୍ୟା ବା ସହରୀ ବନ୍ୟା ପାଇଁ ସଠିକ୍ ତଥ୍ୟ ଯୋଗାଇବ । ଏହାସହ ଏୟାର କ୍ଵାଲିଟି ନେଇ ସଠିକ୍ ତଥ୍ୟ ଯୋଗା ଇଦେବ । ସାରା ଦେଶରେ ୨୦୨୬ ପହିଲା ସୁଦ୍ଧା ୧୨୬ ଟି ରାଡାର ଲାଗିବ । ବର୍ତମାନ ୭୩ ଟି ରାଡାର କାମକରୁଥିବା ବେଳେ ନୂଆ ୫୩ଟି ରାଡାର ଲାଗିବ । ସେପଟେ ଅଦିନିଆ ବର୍ଷାକୁ ନେଇ ସତର୍କ କଲେ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଆସନ୍ତାକାଲିଠୁ ରାଜ୍ୟରେ ପୁଣି ହେବ ବର୍ଷା । ବଙ୍ଗୋପସାଗରରେ ଲଘୁଚାପ ଯୋଗୁଁ ୨୪ ଓ ୨୫ରେ ବର୍ଷା ହେବ । ଆବଶ୍ୟକୀୟ ପଦକ୍ଷେପ ନେବାଲାଗି ଚାଷୀଙ୍କୁ ସତର୍କ କରାଇଛି ପାଣିପାଗ ବିଭାଗ । ତେବେ ଭାରତୀୟ ପାଣିପାଗ ବିଭାଗକୁ ପୂରିବାକୁ ଯାଉଛି ୧୫୦ ବର୍ଷ । ଏହି ଅବସରରେ ଲୋକସେବା ଭବନରେ ଆୟୋଜିତ ସ୍ୱତନ୍ତ୍ର ସଭାରେ ଯୋଗ ଦେଇ ମନ୍ତ୍ରୀ କହିଛନ୍ତି, ରାଜ୍ୟତଥା ଦେଶରେ ଆଇ ଇଏମଡି ଏବଂଏବଂଆଂଚଳିକ ପାଣିପାଗ ବିଭାଗ ଦ୍ଵାରାବିଭିନ୍ନ ବିପର୍ଯ୍ୟୟର ପୂର୍ବାନୁମାନ କରାଯାଇ ସଫଳ ମୁକାବିଲା କରାଯାଉ ପାରୁଛି । ଓଡିଶା ରେ ଦୁଇଟି ଡପଲର ରାଡାର ରହିଛି । ପାରାଦୀପ, ଗୋପାଳପୁରରେ ଡପଲର ରାଡାର ଲାଗିଥିବା ବେଳେ ଝୁବ ଶୀଘ୍ର ଭୁବନେଶ୍ଵର, ବାଲେଶ୍ଵର, ଓ ସମ୍ବଲପୁରରେ ଲାଗିବ। ଏହାଦ୍ଵାରା ପ୍ରାକୃତିକ ବିପର୍ଯ୍ୟୟ ଆକଳନ ଆହୁରି ସଠିକ ହୋଇ ପାରିବ | ଏବେ ଦେଶରେ ୭୩ଟି ରାଡାର ରହିଛି । ୨୦୨୬ ସୁଦ୍ଧା ଏହାକୁ ୧୨୬ କରିବାକୁ ଲକ୍ଷ୍ୟ ରାଖା ଯାଇଛି  |

News Comment

You Might Also Like

BACK TO TOP