Breaking News

ସୁଳୀ ପଦର ମା ମଙ୍ଗଳା ମନ୍ଦିର ପରିସରରେ ଜିଲ୍ଲା ସ୍ତରୀୟ ପୂଜାରୀ ମହାସଂଘ ରବୈଠକ ଓ ବନ୍ଧୁ ମିଳନ ||   (29-Nov-2026)       ||      ପୋଲସରା ଗୌରୀ ଆମ୍ମା ଯାତ୍ରାରେ ଛାତ୍ର ଛାତ୍ରୀଙ୍କ ସଚେତନତା କାର୍ଯ୍ୟକ୍ରମ ||   (29-Nov-2026)       ||      ଭାମଶିଆଳି ଉଚ୍ଚ ବିଦ୍ୟାଳୟ ରେ ବିଜ୍ଞାନ ମେଳା ଅନୁଷ୍ଠିତ |    (28-Nov-2026)       ||      ପରିବେଶ ସୁରକ୍ଷା ନିମନ୍ତେ ନୂଆଦିଲ୍ଲୀ ରେ ଜାତୀୟ ସମ୍ମିଳନୀ ରେ ସମ୍ମାନିତହେଲେ ବରଗଡ଼ ସାଂସଦ |   (28-Nov-2026)       ||      2026-27,ନିମନ୍ତେ ଜିଲ୍ଲା ସ୍ତରୀୟ ଖରିଫ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ |    (28-Nov-2026)       ||      କାଦୁଅ ପଡା ସରସ୍ବତୀ ଶିଶୁମନ୍ଦିର ର ପ୍ରିୟାଂଶି ପ୍ରିୟଦର୍ଶନୀ ତୃତୀୟ ଶ୍ରେଣୀ ମେଧା ବୃତ୍ତି ତାଲିକାରେ ସଫଳ |   (27-Nov-2026)       ||      ଦାଦନ ଖଟିବାକୁ ତାମିଲନାଡୁ ଯାଇ ସର୍ପା ଘାତ ରେ ଯୁବକ ମୃତ ||   (27-Nov-2026)       ||      ସମ୍ବର ଶିକାର ପାଈଁ ବିଦ୍ୟୁତ ଫାସ ପକାଇ ଦୁଇ ଅଭିଯୁକ୍ତ ଗିରଫ ||   (27-Nov-2026)       ||      ଗୌରୀ ଆମ୍ମା ଯାତ୍ରା ପାଈଁ ଶାନ୍ତି ଶୃଙ୍ଖଳା ଟ୍ରାଫିକ ପାଈଁ ଜନସାଧାରଣ ଙ୍କୁ ପୋଲିସ ର ନିବେଦନ |   (27-Nov-2026)       ||      ଛାୟା ସାମ୍ବାଦିକ ଙ୍କ ଯୋଗୁଁ ନିନ୍ଦିତ ହେଉଛନ୍ତି ପ୍ରକୃତ ସାମ୍ବାଦିକ ||   (26-Nov-2026)       ||      ବର୍ତ୍ତନୀ ଗ୍ରାମ ରେ ରାଜ୍ୟସ୍ତରୀୟ ତ୍ରୀ ଦିବସୀୟ କବାଡି ପ୍ରତିଯୋଗିତା ର ଶୁଭାରମ୍ଭ |    (26-Nov-2026)       ||      ପୂଜାରୀ ବମ୍ବୁ ଗ୍ରାମରେ ସଡକ ନିର୍ମାଣ କାର୍ଯ୍ୟ ଆରମ୍ଭ |   (25-Nov-2026)       ||      ଲିଙ୍ଗ ଭିତିକ ହିଂସା ବିରୋଧରେ 16ଦିନର ଅଭିଯାନ ର ଶୁଭାରମ୍ଭ |    (25-Nov-2026)       ||      ଦେବଗିରି ରେ ଜଗନ୍ନାଥ ମନ୍ଦିର ରେ ଭକ୍ତ ଙ୍କ ପ୍ରବଳ ଭିଡ଼ |    (25-Nov-2026)       ||      ଶୈବ ପୀଠ ଅମରେଶ୍ୱର ଠାରେ କାର୍ତ୍ତିକ ପୁର୍ଣିମା ରେ ଭକ୍ତ ଙ୍କ ପ୍ରବଳ ଜନ ସମାଗମ |    (25-Nov-2026)       ||      ମୁଖ୍ୟମନ୍ତ୍ରୀ ଙ୍କ ଦୟାରେ ଆନିକେଟ ହେଲେ ଉପକୃତ ହେବେ ପୁରୁଷୋତ୍ତମପୁର ଅଞ୍ଚଳ ବାସୀ ||   (24-Nov-2026)       ||      ବଙ୍ଗୋମୁଣ୍ଡା ଅଘଟଣ ପରେ ବରଗଡ଼ ଧନୁଯାତ୍ରା କୁ ହାତୀଚିନ୍ତା |    (24-Nov-2026)       ||      ପୋଖରୀ ପାହାଚ ରେ ଗୋଡ଼ ଖସି ଯିବାରୁ ଯୁବକ ମୃତ |    (24-Nov-2026)       ||      ଅଟୋ ଓଲଟି ବାରୁ 4ଜଣ ଙ୍କ ମଧ୍ୟରୁ ମେଡିକାଲ ରେ ଜଣେ ମୃତ |    (24-Nov-2026)       ||      ଅର୍ଣ୍ଣବ ବର୍ଷା ରେ କ୍ଷତିଗ୍ରସ୍ତ ଚାଷୀଙ୍କ ଚାଷ ଜମିକୁ ଆଜି ବୁଲି ଦେଖିଲେ ||   (23-Nov-2026)       ||     

ଅର୍ଣ୍ଣବ ବର୍ଷା ରେ କ୍ଷତିଗ୍ରସ୍ତ ଚାଷୀଙ୍କ ଚାଷ ଜମିକୁ ଆଜି ବୁଲି ଦେଖିଲେ ||

23-Nov-2026

ମୁଖ୍ୟମନ୍ତ୍ରୀ ଙ୍କ ଗଞ୍ଜାମ ଜିଲ୍ଲା ଦୁଇ ବ୍ଲକର ଚାଷୀଙ୍କ କ୍ଷତି ଗ୍ରସ୍ତ ଜମି ଦେଖିଲେ |

ଓଡିଶା ଜନ ମତ,ପୁରୁଷୋତ୍ତମପୁର,ଶୁଭଙ୍କର ଦାଶ:-----

ବାତ୍ୟା ଓ ଲଗାଣ ବର୍ଷାରେ ଗଞ୍ଜାମ ଜିଲ୍ଲାରେ ହୋଇଥିବା କ୍ଷୟକ୍ଷତିର ସ୍ଥିତି ପରଖିବାକୁ ଗଞ୍ଜାମ ଗସ୍ତରେ ଆସିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କେବଳ ସମୀକ୍ଷା ବୈଠକରେ ସୀମିତ ନ ରହି, ସିଧାସଳଖ ଚାଷ ଜମିରେ ପହଞ୍ଚି କ୍ଷତିଗ୍ରସ୍ତ ଚାଷୀଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ। ପୁରୁଷୋତ୍ତମପୁର ବ୍ଲକ ହାଣ୍ଡିଘର ଗ୍ରାମରେ ପହଞ୍ଚି ବାତ୍ୟା ଓ ଲଗାଣ ବର୍ଷା ଯୋଗୁଁ ଚାଷ ଜମିରେ ହୋଇଥିବା କ୍ଷୟକ୍ଷତିର ସ୍ଥିତି ଅନୁଧ୍ୟାନ କରିଛନ୍ତି। ଚାଷୀଙ୍କ ସହ ସିଧାସଳଖ କଥା ହୋଇ ନଷ୍ଟ ହୋଇଥିବା ଫସଲ, ସେମାନଙ୍କ ସମସ୍ୟା ଓ ଦାବି ସମ୍ପର୍କରେ ପଚାରି ବୁଝିଛନ୍ତି। ବାତ୍ୟା ଓ ଲଗାଣ ବର୍ଷାର ପ୍ରଭାବରେ ଗଞ୍ଜାମ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଚାଷ ଜମି କ୍ଷତିଗ୍ରସ୍ତ ହୋଇଥିବାରୁ ଚାଷୀମାନେ ଚିନ୍ତାରେ ରହିଛନ୍ତି। ଏଭଳି ସ୍ଥିତିରେ ମୁଖ୍ୟମନ୍ତ୍ରୀଙ୍କ କ୍ଷେତ୍ର ପରିଦର୍ଶନ ଚାଷୀଙ୍କ ମନରେ ସହାୟତା ମିଳିବା ନେଇ ଆଶା ସଞ୍ଚାର କରିଛି। ଅନ୍ୟପଟେ, ଘଟଣାସ୍ଥଳରେ ଉପସ୍ଥିତ ଗଞ୍ଜାମ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନଙ୍କୁ ତୁରନ୍ତ କ୍ଷୟକ୍ଷତିର ସବିଶେଷ ରିପୋର୍ଟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଚାଷୀଙ୍କ କ୍ଷତିର ଠିକ୍ ଆକଳନ କରିବା ସହ ଆବଶ୍ୟକ ସହାୟତା ଓ ପରବର୍ତ୍ତୀ ପଦକ୍ଷେପ ନେବା ଉପରେ ଗୁରୁତ୍ୱ ଦେଇଛନ୍ତି। ତେବେ ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତ ପରେ କ୍ଷତିଗ୍ରସ୍ତ ଚାଷୀଙ୍କୁ କେବେ ଓ କିପରି ସରକାରୀ ସହାୟତା ମିଳିବ, ତାହା ଉପରେ ଏବେ ଚାଷୀଙ୍କ ସହ ସମଗ୍ର ଅଞ୍ଚଳବାସୀଙ୍କ ନଜର ରହିଛି।ଏହି କାର୍ଯ୍ୟକ୍ରମ ରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନସିଂହଦେଓ, ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀ ସୁରେଶ ପୂଜାରୀ,ମସ୍ତ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳା ନନ୍ଦ ମଲ୍ଲିକ ଓ ଖଣି ଓ ପରିବହନ ମନ୍ତ୍ରୀ  ବିଭୁତି ଜେନା,ଦୁଇ ସାଂସଦ ଡ଼ଃ ପ୍ରଦୀପ କୁମାର ପାଣିଗ୍ରାହୀ, ଅନିତା ଶୁଭ ଦର୍ଶିନୀ, ଖଲ୍ଲିକୋଟ ବିଧାୟକ ପୂର୍ଣ୍ଣ ଚନ୍ଦ୍ର ସେଠୀ,ଜିଲ୍ଲପାଳ ଭି କୀର୍ତ୍ତି ଭାସନ, ଗଞ୍ଜାମ ଏସପି ହରିଶ ବିଶି, ପିଡି ସମୀର କୁମାର ଜେନା, ଛତ୍ରପୁର ଉପଜିଲ୍ଲାପାଳ ଶିବାଶିଷ ବରାଳ, ଏସଡ଼ି ପିଓ ସୁଜିତ କୁମାର ନାୟକ, ଆଇ ଆଇସି  କୁଲମଣୀ ସେଠୀ, ଓ ଥାନା ଷ୍ଟାଫ, ବ୍ଲକ ଅଧକ୍ଷା ପିଙ୍କି ବେହେରା  ବିଡ଼ିଓ ଦେବାଶିଷ ସାମଲ, ତହସିଲଦାର ବିନୋଦ କୁମାର ବେହେରା, ଅତିରିକ୍ତ ତହସିଲଦାର କେ ଦେବାଶିଷ ମହାପାତ୍ର, ଆଶିଷ କୁମାର ସାହୁ,ଯେଇ  ଲୋକନାଥ ନାୟକ, ସମସ୍ତ ଲାଇନ ଭିଭାଗର ନିର୍ବାହୀ ଯନ୍ତ୍ରୀ ଏସଡ଼ିଓ, ଯେଇ ଓ ପୁରୁଷୋତ୍ତମପୁର ବ୍ଲକ ଏ ଈ ନାଗଭୁସଣ ଯାଦବ, ଜିପିଓ  ରାଜେନ୍ଦ୍ର ପ୍ରସାଦ ଗୁରୁ , ବିଏସ ଏସ ଓ କାହ୍ନୁ ଚରଣ ସୋରେନ  ଙ୍କ ସହ ବହୁ ନେତା କର୍ମୀ ଓ ଅଧିକାରୀ ମାନେ ଉପସ୍ଥିତ ଥିଲେ | ଏହା ସହ ରାଇପୁର ଗ୍ରାମରେ କୂଳ ହୁଡ଼ା ପାଈଁ ସରପଞ୍ଚ ନମିତା ବେହେରା ଓ  ଅନ୍ତିରୀ ଗାଁ ଠାରେ ଆନିକଟ ପାଈଁ  ଆତ୍ମାର ଅଧକ୍ଷ ଅରୁଣ ପଣ୍ଡା ଦାବିପତ୍ର ମୁଖ୍ୟମନ୍ତ୍ରୀ ଙ୍କୁ ପ୍ରଦାନ କରିଥିଲେ |

News Comment

You Might Also Like

BACK TO TOP