Breaking News

ସୁଳୀ ପଦର ମା ମଙ୍ଗଳା ମନ୍ଦିର ପରିସରରେ ଜିଲ୍ଲା ସ୍ତରୀୟ ପୂଜାରୀ ମହାସଂଘ ରବୈଠକ ଓ ବନ୍ଧୁ ମିଳନ ||   (29-Nov-2026)       ||      ପୋଲସରା ଗୌରୀ ଆମ୍ମା ଯାତ୍ରାରେ ଛାତ୍ର ଛାତ୍ରୀଙ୍କ ସଚେତନତା କାର୍ଯ୍ୟକ୍ରମ ||   (29-Nov-2026)       ||      ଭାମଶିଆଳି ଉଚ୍ଚ ବିଦ୍ୟାଳୟ ରେ ବିଜ୍ଞାନ ମେଳା ଅନୁଷ୍ଠିତ |    (28-Nov-2026)       ||      ପରିବେଶ ସୁରକ୍ଷା ନିମନ୍ତେ ନୂଆଦିଲ୍ଲୀ ରେ ଜାତୀୟ ସମ୍ମିଳନୀ ରେ ସମ୍ମାନିତହେଲେ ବରଗଡ଼ ସାଂସଦ |   (28-Nov-2026)       ||      2026-27,ନିମନ୍ତେ ଜିଲ୍ଲା ସ୍ତରୀୟ ଖରିଫ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ |    (28-Nov-2026)       ||      କାଦୁଅ ପଡା ସରସ୍ବତୀ ଶିଶୁମନ୍ଦିର ର ପ୍ରିୟାଂଶି ପ୍ରିୟଦର୍ଶନୀ ତୃତୀୟ ଶ୍ରେଣୀ ମେଧା ବୃତ୍ତି ତାଲିକାରେ ସଫଳ |   (27-Nov-2026)       ||      ଦାଦନ ଖଟିବାକୁ ତାମିଲନାଡୁ ଯାଇ ସର୍ପା ଘାତ ରେ ଯୁବକ ମୃତ ||   (27-Nov-2026)       ||      ସମ୍ବର ଶିକାର ପାଈଁ ବିଦ୍ୟୁତ ଫାସ ପକାଇ ଦୁଇ ଅଭିଯୁକ୍ତ ଗିରଫ ||   (27-Nov-2026)       ||      ଗୌରୀ ଆମ୍ମା ଯାତ୍ରା ପାଈଁ ଶାନ୍ତି ଶୃଙ୍ଖଳା ଟ୍ରାଫିକ ପାଈଁ ଜନସାଧାରଣ ଙ୍କୁ ପୋଲିସ ର ନିବେଦନ |   (27-Nov-2026)       ||      ଛାୟା ସାମ୍ବାଦିକ ଙ୍କ ଯୋଗୁଁ ନିନ୍ଦିତ ହେଉଛନ୍ତି ପ୍ରକୃତ ସାମ୍ବାଦିକ ||   (26-Nov-2026)       ||      ବର୍ତ୍ତନୀ ଗ୍ରାମ ରେ ରାଜ୍ୟସ୍ତରୀୟ ତ୍ରୀ ଦିବସୀୟ କବାଡି ପ୍ରତିଯୋଗିତା ର ଶୁଭାରମ୍ଭ |    (26-Nov-2026)       ||      ପୂଜାରୀ ବମ୍ବୁ ଗ୍ରାମରେ ସଡକ ନିର୍ମାଣ କାର୍ଯ୍ୟ ଆରମ୍ଭ |   (25-Nov-2026)       ||      ଲିଙ୍ଗ ଭିତିକ ହିଂସା ବିରୋଧରେ 16ଦିନର ଅଭିଯାନ ର ଶୁଭାରମ୍ଭ |    (25-Nov-2026)       ||      ଦେବଗିରି ରେ ଜଗନ୍ନାଥ ମନ୍ଦିର ରେ ଭକ୍ତ ଙ୍କ ପ୍ରବଳ ଭିଡ଼ |    (25-Nov-2026)       ||      ଶୈବ ପୀଠ ଅମରେଶ୍ୱର ଠାରେ କାର୍ତ୍ତିକ ପୁର୍ଣିମା ରେ ଭକ୍ତ ଙ୍କ ପ୍ରବଳ ଜନ ସମାଗମ |    (25-Nov-2026)       ||      ମୁଖ୍ୟମନ୍ତ୍ରୀ ଙ୍କ ଦୟାରେ ଆନିକେଟ ହେଲେ ଉପକୃତ ହେବେ ପୁରୁଷୋତ୍ତମପୁର ଅଞ୍ଚଳ ବାସୀ ||   (24-Nov-2026)       ||      ବଙ୍ଗୋମୁଣ୍ଡା ଅଘଟଣ ପରେ ବରଗଡ଼ ଧନୁଯାତ୍ରା କୁ ହାତୀଚିନ୍ତା |    (24-Nov-2026)       ||      ପୋଖରୀ ପାହାଚ ରେ ଗୋଡ଼ ଖସି ଯିବାରୁ ଯୁବକ ମୃତ |    (24-Nov-2026)       ||      ଅଟୋ ଓଲଟି ବାରୁ 4ଜଣ ଙ୍କ ମଧ୍ୟରୁ ମେଡିକାଲ ରେ ଜଣେ ମୃତ |    (24-Nov-2026)       ||      ଅର୍ଣ୍ଣବ ବର୍ଷା ରେ କ୍ଷତିଗ୍ରସ୍ତ ଚାଷୀଙ୍କ ଚାଷ ଜମିକୁ ଆଜି ବୁଲି ଦେଖିଲେ ||   (23-Nov-2026)       ||     

ବଙ୍ଗୋମୁଣ୍ଡା ଅଘଟଣ ପରେ ବରଗଡ଼ ଧନୁଯାତ୍ରା କୁ ହାତୀଚିନ୍ତା |

24-Nov-2026

ବଙ୍ଗୋମୁଣ୍ଡା ଅଘଟଣ ପରେ ବରଗଡ଼ ଧନୁଯାତ୍ରାକୁ ହାତୀ ଚିନ୍ତା

ମାଲିକଙ୍କ ଜୀବନ ନେଲା ହାତୀ, କଂସ ମହାରାଜଙ୍କ ନଗର ପରିକ୍ରମା ପାଇଁ ଏବେ ବିକଳ୍ପ ଖୋଜିବାକୁ ପଡ଼ିବ କି?

ବରଗଡ଼: ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାରେ କଂସ ମହାରାଜଙ୍କ ନଗର ପରିକ୍ରମାର ଏକ ପ୍ରମୁଖ ଆକର୍ଷଣ ହେଉଛି ହାତୀ। ହେଲେ ଚଳିତବର୍ଷ ଧନୁଯାତ୍ରା ପୂର୍ବରୁ ଏହି ହାତୀକୁ ନେଇ ଅନିଶ୍ଚିତତା ଦେଖାଦେଇଛି। ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ଧନୁଯାତ୍ରାରେ ଘଟିଥିବା ଏକ ମର୍ମନ୍ତୁଦ ଅଘଟଣ ଏବେ ବରଗଡ଼ ଧନୁଯାତ୍ରା ଆୟୋଜକଙ୍କ ଚିନ୍ତା ବଢ଼ାଇଛି।ସୂଚନା ଅନୁସାରେ, ବଙ୍ଗୋମୁଣ୍ଡା ଧନୁଯାତ୍ରାକୁ ଆସିଥିବା ଏକ ହାତୀ ତା`ର ମାଲିକଙ୍କୁ ଦଳି ଦେଇଥିଲା। ଗୁରୁତର ଅବସ୍ଥାରେ ମାଲିକଙ୍କୁ ଚିକିତ୍ସା ପାଇଁ ନିଆଯାଇଥିଲେ ମଧ୍ୟ ତାଙ୍କର ମୃତ୍ୟୁ ହୋଇଛି। ମୃତକ ଉତ୍ତରପ୍ରଦେଶର କଳ୍ପନାଥ ଦୁବେ ବୋଲି ଜଣାପଡ଼ିଛି। ଘଟଣା ପରେ ପୁଲିସ ଓ ବନ ବିଭାଗ ହାତୀ ଉପରେ କଡ଼ା ନଜର ରଖିବା ସହ ତଦନ୍ତ ଚଳାଇଛନ୍ତି।ଏନେଇ ବରଗଡ ଧନୁଯାତ୍ରା ମହୋତ୍ସବ ପରିଚାଳନା କମିଟି ସମ୍ପାଦକ ସୁରେଶ୍ୱର ଶତପଥୀ କହିଛନ୍ତି ଯେ, ବଙ୍ଗୋମୁଣ୍ଡାରେ ଅଘଟଣ ଘଟାଇଥିବା ହାତୀଟି ହିଁ ବରଗଡ଼ ଧନୁଯାତ୍ରାରେ ସାମିଲ ହୋଇଥାଏ। ବରଗଡ଼ ଆସିବା ପୂର୍ବରୁ ଏହି ହାତୀ ଓଡ଼ିଶାର ବିଭିନ୍ନ ସ୍ଥାନରେ ହେଉଥିବା ଧନୁଯାତ୍ରାରେ ଭାଗ ନେଇଥାଏ। କରୋନା ପୂର୍ବରୁ ଉତ୍ତରପ୍ରଦେଶରୁ ହାତୀ ଆସୁଥିଲେ। ପରେ ସେଠାରୁ ହାତୀ ଆସିବା ବନ୍ଦ ହେବାରୁ ଝାଡ଼ଖଣ୍ଡରେ ରହୁଥିବା ଏହି ହାତୀ ବରଗଡ଼ ଧନୁଯାତ୍ରାରେ ସାମିଲ ହୋଇଆସୁଛି।
ବଙ୍ଗୋମୁଣ୍ଡା ଘଟଣା ନିଶ୍ଚିତ ଭାବେ ଚିନ୍ତାଜନକ। ଏ ସମ୍ପର୍କରେ ପ୍ରଶାସନ ସହ ଆଲୋଚନା କରାଯିବ ବୋଲି ଶ୍ରୀ ଶତପଥୀ କହିଛନ୍ତି।ଧନୁଯାତ୍ରା ଭଳି ଏକ ବିଶାଳ ଲୋକ ମହୋତ୍ସବରେ ପରମ୍ପରା ଓ ଆକର୍ଷଣ ଯେତିକି ଗୁରୁତ୍ୱପୂର୍ଣ୍ଣ, ଜନସାଧାରଣଙ୍କ ସୁରକ୍ଷା ମଧ୍ୟ ସେତିକି ଜରୁରୀ। ତେଣୁ ବନ ବିଭାଗର ଅନୁମତି, ହାତୀର ସ୍ୱାସ୍ଥ୍ୟ ଓ ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶାସନ କି ପଦକ୍ଷେପ ନେଉଛି, ତାହା ଏବେ ଅପେକ୍ଷାର ବିଷୟ।

News Comment

You Might Also Like

BACK TO TOP