Breaking News

ସୁଳୀ ପଦର ମା ମଙ୍ଗଳା ମନ୍ଦିର ପରିସରରେ ଜିଲ୍ଲା ସ୍ତରୀୟ ପୂଜାରୀ ମହାସଂଘ ରବୈଠକ ଓ ବନ୍ଧୁ ମିଳନ ||   (29-Nov-2026)       ||      ପୋଲସରା ଗୌରୀ ଆମ୍ମା ଯାତ୍ରାରେ ଛାତ୍ର ଛାତ୍ରୀଙ୍କ ସଚେତନତା କାର୍ଯ୍ୟକ୍ରମ ||   (29-Nov-2026)       ||      ଭାମଶିଆଳି ଉଚ୍ଚ ବିଦ୍ୟାଳୟ ରେ ବିଜ୍ଞାନ ମେଳା ଅନୁଷ୍ଠିତ |    (28-Nov-2026)       ||      ପରିବେଶ ସୁରକ୍ଷା ନିମନ୍ତେ ନୂଆଦିଲ୍ଲୀ ରେ ଜାତୀୟ ସମ୍ମିଳନୀ ରେ ସମ୍ମାନିତହେଲେ ବରଗଡ଼ ସାଂସଦ |   (28-Nov-2026)       ||      2026-27,ନିମନ୍ତେ ଜିଲ୍ଲା ସ୍ତରୀୟ ଖରିଫ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ |    (28-Nov-2026)       ||      କାଦୁଅ ପଡା ସରସ୍ବତୀ ଶିଶୁମନ୍ଦିର ର ପ୍ରିୟାଂଶି ପ୍ରିୟଦର୍ଶନୀ ତୃତୀୟ ଶ୍ରେଣୀ ମେଧା ବୃତ୍ତି ତାଲିକାରେ ସଫଳ |   (27-Nov-2026)       ||      ଦାଦନ ଖଟିବାକୁ ତାମିଲନାଡୁ ଯାଇ ସର୍ପା ଘାତ ରେ ଯୁବକ ମୃତ ||   (27-Nov-2026)       ||      ସମ୍ବର ଶିକାର ପାଈଁ ବିଦ୍ୟୁତ ଫାସ ପକାଇ ଦୁଇ ଅଭିଯୁକ୍ତ ଗିରଫ ||   (27-Nov-2026)       ||      ଗୌରୀ ଆମ୍ମା ଯାତ୍ରା ପାଈଁ ଶାନ୍ତି ଶୃଙ୍ଖଳା ଟ୍ରାଫିକ ପାଈଁ ଜନସାଧାରଣ ଙ୍କୁ ପୋଲିସ ର ନିବେଦନ |   (27-Nov-2026)       ||      ଛାୟା ସାମ୍ବାଦିକ ଙ୍କ ଯୋଗୁଁ ନିନ୍ଦିତ ହେଉଛନ୍ତି ପ୍ରକୃତ ସାମ୍ବାଦିକ ||   (26-Nov-2026)       ||      ବର୍ତ୍ତନୀ ଗ୍ରାମ ରେ ରାଜ୍ୟସ୍ତରୀୟ ତ୍ରୀ ଦିବସୀୟ କବାଡି ପ୍ରତିଯୋଗିତା ର ଶୁଭାରମ୍ଭ |    (26-Nov-2026)       ||      ପୂଜାରୀ ବମ୍ବୁ ଗ୍ରାମରେ ସଡକ ନିର୍ମାଣ କାର୍ଯ୍ୟ ଆରମ୍ଭ |   (25-Nov-2026)       ||      ଲିଙ୍ଗ ଭିତିକ ହିଂସା ବିରୋଧରେ 16ଦିନର ଅଭିଯାନ ର ଶୁଭାରମ୍ଭ |    (25-Nov-2026)       ||      ଦେବଗିରି ରେ ଜଗନ୍ନାଥ ମନ୍ଦିର ରେ ଭକ୍ତ ଙ୍କ ପ୍ରବଳ ଭିଡ଼ |    (25-Nov-2026)       ||      ଶୈବ ପୀଠ ଅମରେଶ୍ୱର ଠାରେ କାର୍ତ୍ତିକ ପୁର୍ଣିମା ରେ ଭକ୍ତ ଙ୍କ ପ୍ରବଳ ଜନ ସମାଗମ |    (25-Nov-2026)       ||      ମୁଖ୍ୟମନ୍ତ୍ରୀ ଙ୍କ ଦୟାରେ ଆନିକେଟ ହେଲେ ଉପକୃତ ହେବେ ପୁରୁଷୋତ୍ତମପୁର ଅଞ୍ଚଳ ବାସୀ ||   (24-Nov-2026)       ||      ବଙ୍ଗୋମୁଣ୍ଡା ଅଘଟଣ ପରେ ବରଗଡ଼ ଧନୁଯାତ୍ରା କୁ ହାତୀଚିନ୍ତା |    (24-Nov-2026)       ||      ପୋଖରୀ ପାହାଚ ରେ ଗୋଡ଼ ଖସି ଯିବାରୁ ଯୁବକ ମୃତ |    (24-Nov-2026)       ||      ଅଟୋ ଓଲଟି ବାରୁ 4ଜଣ ଙ୍କ ମଧ୍ୟରୁ ମେଡିକାଲ ରେ ଜଣେ ମୃତ |    (24-Nov-2026)       ||      ଅର୍ଣ୍ଣବ ବର୍ଷା ରେ କ୍ଷତିଗ୍ରସ୍ତ ଚାଷୀଙ୍କ ଚାଷ ଜମିକୁ ଆଜି ବୁଲି ଦେଖିଲେ ||   (23-Nov-2026)       ||     

ଦାଦନ ଖଟିବାକୁ ତାମିଲନାଡୁ ଯାଇ ସର୍ପା ଘାତ ରେ ଯୁବକ ମୃତ ||

27-Nov-2026

ତାମିଲନାଡୁରେ ସର୍ପାଘାତରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ : ବେସାହାରା ପରିବାର | 

ଓଡିଶା ଜନମତ, ବରଗଡ଼ - ମନୋହର ଦାଶ:-----
ବରଗଡ଼ ଜିଲ୍ଲା ପାଇକମାଲ ବ୍ଲକ ଜଗଦଲପୁର ଥାନା ବୁକୁରାମୁଣ୍ଡା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଦାଦନ ଶ୍ରମିକ ଭାବେ ତାମିଲନାଡୁରେ କାମ କରୁଥିବା ଗ୍ରାମର ୨୦ ବର୍ଷୀୟ ଯୁବକ ସିଦ୍ଧାନ୍ତ ଲୁହାରଙ୍କ ସର୍ପାଘାତରେ ମୃତ୍ୟୁ ହୋଇଛି । ଏକମାତ୍ର ରୋଜଗାରିଆ ପୁଅକୁ ହରାଇ ପରିବାର ଏବେ ଅସହାୟ ହୋଇପଡ଼ିଛି । ସୂଚନା ଅନୁଯାୟୀ, ବୁକୁରାମୁଣ୍ଡା ଗ୍ରାମର ସ୍ୱର୍ଗତ ଯହିତ ଲୁହାରଙ୍କ ଏକମାତ୍ର ପୁଅ ସିଦ୍ଧାନ୍ତ ନିଜ ପତ୍ନୀ ଅଞ୍ଜଳି ବଞ୍ଜାରେଙ୍କ ସହ ତାମିଲନାଡୁର କୋଏମ୍ବାଟୁର ଜିଲ୍ଲାର ଏକ କମ୍ପାନୀରେ ଶ୍ରମିକ ଭାବେ କାମ କରୁଥିଲେ । ଗତ ୨୨ ତାରିଖ ରାତିରେ ଶୋଇଥିବା ସମୟରେ ଏକ ବିଷାକ୍ତ ସାପ ତାଙ୍କୁ କାମୁଡ଼ି ଦେଇଥିଲା । ଏହାପରେ ସେ ଜଣେ ସହଯୋଗୀଙ୍କ ସହ ନିକଟସ୍ଥ ଡାକ୍ତରଖାନାକୁ ଚିକିତ୍ସା ପାଇଁ ଯାଇଥିଲେ । ମାତ୍ର ଚିକିତ୍ସାଧୀନ ଅବସ୍ଥାରେ କିଛି ସମୟ ପରେ ତାଙ୍କର ମୃତ୍ୟୁ ହୋଇଥିଲା । ଏନେଇ ମୃତକଙ୍କ ପତ୍ନୀ ଅଞ୍ଜଳି ଜଣେ ସହଯୋଗୀଙ୍କ ସହ ନିକଟସ୍ଥ ଥାନାରେ ଏତଲା ଦେଇଥିଲେ । ପୁଲିସ ଏତଲା ଗ୍ରହଣ କରି ମାମଲା ରୁଜୁ କରିବା ସହ ଶବ ବ୍ୟବଚ୍ଛେଦ କରାଇଥିଲା । ବ୍ୟବଚ୍ଛେଦ ପରେ କମ୍ପାନୀ ମାଲିକଙ୍କ ସହଯୋଗରେ ବିମାନ ଯୋଗେ ମୃତଦେହକୁ ଭୁବନେଶ୍ୱର ପଠାଯାଇଥିଲା । ସେଠାରୁ ଆମ୍ବୁଲାନ୍ସ ଯୋଗେ ମୃତଦେହକୁ ବୁକୁରାମୁଣ୍ଡା ଗ୍ରାମକୁ ଅଣାଯାଇଥିଲା । ପରେ ବନ୍ଧୁବାନ୍ଧବ ଓ ଗ୍ରାମବାସୀଙ୍କ ଉପସ୍ଥିତିରେ ଶେଷକୃତ୍ୟ ସମ୍ପନ୍ନ ହୋଇଥିଲା । ସିଦ୍ଧାନ୍ତଙ୍କ ମୃତ୍ୟୁରେ ସମଗ୍ର ଗ୍ରାମରେ ଶୋକର ଛାୟା ଖେଳିଯାଇଛି । ଏକ ଗରିବ ଓ ଅସହାୟ ପରିବାରର ଏକମାତ୍ର ରୋଜଗାରିଆ ପୁଅଙ୍କୁ ହରାଇ ତାଙ୍କ ମାଆ ଏବେ ବେସାହାରା ହୋଇପଡ଼ିଛନ୍ତି । ଅନ୍ୟପକ୍ଷରେ ସ୍ୱାମୀଙ୍କୁ ହରାଇ ପତ୍ନୀ ଅଞ୍ଜଳି ମଧ୍ୟ ଦୁଃଖରେ ଭାଙ୍ଗି ପଡ଼ିଛନ୍ତି । ଶାଶୁ ଓ ବୋହୂ ଉଭୟେ ଏବେ ଅସହାୟ ଅବସ୍ଥାରେ ଜୀବନ ଯାପନ କରିବା ନେଇ ଚିନ୍ତାରେ ରହିଛନ୍ତି । ଏଭଳି ଦୁଃଖଦ ପରିସ୍ଥିତିରେ ଜିଲ୍ଲା ଓ ବ୍ଲକ୍ ପ୍ରଶାସନ ତୁରନ୍ତ ଘଟଣାର ତଦନ୍ତ କରି ମୃତକଙ୍କ ପରିବାରକୁ ଉପଯୁକ୍ତ ସରକାରୀ ଆର୍ଥିକ ସହାୟତା ଓ ଅନ୍ୟାନ୍ୟ ସୁବିଧା ଯୋଗାଇଦେବାକୁ ପରିବାର ପକ୍ଷରୁ ନିବେଦନ କରାଯାଇଛି ।

News Comment

You Might Also Like

BACK TO TOP