Breaking News

ସୁଳୀ ପଦର ମା ମଙ୍ଗଳା ମନ୍ଦିର ପରିସରରେ ଜିଲ୍ଲା ସ୍ତରୀୟ ପୂଜାରୀ ମହାସଂଘ ରବୈଠକ ଓ ବନ୍ଧୁ ମିଳନ ||   (29-Nov-2026)       ||      ପୋଲସରା ଗୌରୀ ଆମ୍ମା ଯାତ୍ରାରେ ଛାତ୍ର ଛାତ୍ରୀଙ୍କ ସଚେତନତା କାର୍ଯ୍ୟକ୍ରମ ||   (29-Nov-2026)       ||      ଭାମଶିଆଳି ଉଚ୍ଚ ବିଦ୍ୟାଳୟ ରେ ବିଜ୍ଞାନ ମେଳା ଅନୁଷ୍ଠିତ |    (28-Nov-2026)       ||      ପରିବେଶ ସୁରକ୍ଷା ନିମନ୍ତେ ନୂଆଦିଲ୍ଲୀ ରେ ଜାତୀୟ ସମ୍ମିଳନୀ ରେ ସମ୍ମାନିତହେଲେ ବରଗଡ଼ ସାଂସଦ |   (28-Nov-2026)       ||      2026-27,ନିମନ୍ତେ ଜିଲ୍ଲା ସ୍ତରୀୟ ଖରିଫ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ |    (28-Nov-2026)       ||      କାଦୁଅ ପଡା ସରସ୍ବତୀ ଶିଶୁମନ୍ଦିର ର ପ୍ରିୟାଂଶି ପ୍ରିୟଦର୍ଶନୀ ତୃତୀୟ ଶ୍ରେଣୀ ମେଧା ବୃତ୍ତି ତାଲିକାରେ ସଫଳ |   (27-Nov-2026)       ||      ଦାଦନ ଖଟିବାକୁ ତାମିଲନାଡୁ ଯାଇ ସର୍ପା ଘାତ ରେ ଯୁବକ ମୃତ ||   (27-Nov-2026)       ||      ସମ୍ବର ଶିକାର ପାଈଁ ବିଦ୍ୟୁତ ଫାସ ପକାଇ ଦୁଇ ଅଭିଯୁକ୍ତ ଗିରଫ ||   (27-Nov-2026)       ||      ଗୌରୀ ଆମ୍ମା ଯାତ୍ରା ପାଈଁ ଶାନ୍ତି ଶୃଙ୍ଖଳା ଟ୍ରାଫିକ ପାଈଁ ଜନସାଧାରଣ ଙ୍କୁ ପୋଲିସ ର ନିବେଦନ |   (27-Nov-2026)       ||      ଛାୟା ସାମ୍ବାଦିକ ଙ୍କ ଯୋଗୁଁ ନିନ୍ଦିତ ହେଉଛନ୍ତି ପ୍ରକୃତ ସାମ୍ବାଦିକ ||   (26-Nov-2026)       ||      ବର୍ତ୍ତନୀ ଗ୍ରାମ ରେ ରାଜ୍ୟସ୍ତରୀୟ ତ୍ରୀ ଦିବସୀୟ କବାଡି ପ୍ରତିଯୋଗିତା ର ଶୁଭାରମ୍ଭ |    (26-Nov-2026)       ||      ପୂଜାରୀ ବମ୍ବୁ ଗ୍ରାମରେ ସଡକ ନିର୍ମାଣ କାର୍ଯ୍ୟ ଆରମ୍ଭ |   (25-Nov-2026)       ||      ଲିଙ୍ଗ ଭିତିକ ହିଂସା ବିରୋଧରେ 16ଦିନର ଅଭିଯାନ ର ଶୁଭାରମ୍ଭ |    (25-Nov-2026)       ||      ଦେବଗିରି ରେ ଜଗନ୍ନାଥ ମନ୍ଦିର ରେ ଭକ୍ତ ଙ୍କ ପ୍ରବଳ ଭିଡ଼ |    (25-Nov-2026)       ||      ଶୈବ ପୀଠ ଅମରେଶ୍ୱର ଠାରେ କାର୍ତ୍ତିକ ପୁର୍ଣିମା ରେ ଭକ୍ତ ଙ୍କ ପ୍ରବଳ ଜନ ସମାଗମ |    (25-Nov-2026)       ||      ମୁଖ୍ୟମନ୍ତ୍ରୀ ଙ୍କ ଦୟାରେ ଆନିକେଟ ହେଲେ ଉପକୃତ ହେବେ ପୁରୁଷୋତ୍ତମପୁର ଅଞ୍ଚଳ ବାସୀ ||   (24-Nov-2026)       ||      ବଙ୍ଗୋମୁଣ୍ଡା ଅଘଟଣ ପରେ ବରଗଡ଼ ଧନୁଯାତ୍ରା କୁ ହାତୀଚିନ୍ତା |    (24-Nov-2026)       ||      ପୋଖରୀ ପାହାଚ ରେ ଗୋଡ଼ ଖସି ଯିବାରୁ ଯୁବକ ମୃତ |    (24-Nov-2026)       ||      ଅଟୋ ଓଲଟି ବାରୁ 4ଜଣ ଙ୍କ ମଧ୍ୟରୁ ମେଡିକାଲ ରେ ଜଣେ ମୃତ |    (24-Nov-2026)       ||      ଅର୍ଣ୍ଣବ ବର୍ଷା ରେ କ୍ଷତିଗ୍ରସ୍ତ ଚାଷୀଙ୍କ ଚାଷ ଜମିକୁ ଆଜି ବୁଲି ଦେଖିଲେ ||   (23-Nov-2026)       ||     

କାଦୁଅ ପଡା ସରସ୍ବତୀ ଶିଶୁମନ୍ଦିର ର ପ୍ରିୟାଂଶି ପ୍ରିୟଦର୍ଶନୀ ତୃତୀୟ ଶ୍ରେଣୀ ମେଧା ବୃତ୍ତି ତାଲିକାରେ ସଫଳ |

27-Nov-2026

ତୃତୀୟ ଶ୍ରେଣୀ ମେଧାବୃତ୍ତି ତଲିକାରେ  କାଦୁଅପଡା ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ପ୍ରିୟାଂଶି ପ୍ରିୟଦର୍ଶିନୀ ପରିଡାଙ୍କ ସଫଳତା l
ଓଡିଶା ଜନମତ, ଜଗତସିଂହପୁର 
ଜ୍ୟୋତିରଞ୍ଜନ ପଟ୍ଟନାୟକ,

ମଣ୍ଡଳ ଶିକ୍ଷା କାର୍ଯ୍ୟାଳୟ, ଜଗତସିଂହପୁର ତରଫରୁ  ତୃତୀୟ ଶ୍ରେଣୀ (୨୦୨୬ ମସିହା) ପାଇଁ ଆୟଭିତ୍ତିକ ମେଧାବୃତ୍ତି ପାଇଁ ଯୋଗ୍ୟ ବିବେଚିତ ଛାତ୍ରଛାତ୍ରୀମାନଙ୍କର ତାଲିକା ପ୍ରକାଶ ପାଇଛି । ମଣ୍ଡଳ ଶିକ୍ଷା କାର୍ଯ୍ୟାଳୟ ତରଫରୁ ଏକ ବିଜ୍ଞପ୍ତି ମାଧ୍ୟମରେ ଏହି ସୂଚନା ପ୍ରଦାନ କରାଯାଇଛି । ମିଳିତ ସୂଚନା ଅନୁଯାୟୀ, ଜଗତସିଂହପୁର ବ୍ଲକ ଅଧୀନରେ ଥିବା ବିଭିନ୍ନ ବିଦ୍ୟାଳୟରୁ ମୋଟ ୭ ଜଣ ଛାତ୍ରଛାତ୍ରୀ ଏହି ମେଧାବୃତ୍ତି ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି । ଏହି ତାଲିକାରେ ସ୍ଥାନ ପାଇଥିବା ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର, କାଦୁଅପଡା ର ଛାତ୍ରୀ ପ୍ରିୟାଂଶି ପ୍ରିୟଦର୍ଶିନୀ ପରିଡା ଦ୍ୱିତୀୟ ସ୍ଥାନ ଅଧିକାର କରି କୃତିତ୍ୱ ଅର୍ଜନ କରିଥିବାରୁ ବିଦ୍ୟାଳୟ ତଥା ସମଗ୍ର ବ୍ଲକ ପାଇଁ ଏହା ଏକ ଗୌରବର ବିଷୟ ହୋଇପାରିଛି । ପ୍ରିୟାଂଶି ଜଗତସିଂହପୁର ଜିଲ୍ଲାର ବରିଷ୍ଠ ସାମ୍ବାଦିକ  ଜ୍ୟୋତି ରଞ୍ଜନ ପରିଡା ଓ ସଞ୍ଜୁକ୍ତା ପରିଡାଙ୍କର ଝିଅ ଅଟନ୍ତି ।  ପ୍ରିୟାଂଶିଙ୍କର ଏହି ସଫଳତା ପଛରେ ତାଙ୍କର ବନ୍ଧୁବାନ୍ଧବ, ଶୁଭେଛୁ ଏବଂ ସର୍ବୋପରି ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କର ନିରନ୍ତର ପ୍ରୟାସ ଯୋଗୁଁ ସମ୍ଭବ ହୋଇପାରିଛି ବୋଲି ସେ ପ୍ରକାଶ କରିଛନ୍ତି ।
ଏହି ମେଧାବୃତ୍ତି ଅଧୀନରେ ପ୍ରତ୍ୟେକ ମନୋନୀତ ଛାତ୍ରଛାତ୍ରୀ ମାସିକ  ବୃତ୍ତି ରାଶି ଦୁଇ ବର୍ଷ ପାଇଁ ପାଇବେ । ଏହି ମେଧାବୃତ୍ତି ପାଇଁ ମନୋନୀତ ହୋଇଥିବା ଛାତ୍ରଛାତ୍ରୀମାନଙ୍କୁ ସେମାନଙ୍କର ନିରନ୍ତର ପାଠପଢା, ନିୟମିତ ଉପସ୍ଥାନ ଏବଂ ଉତ୍ତମ ଆଚରଣ ବଜାୟ ରଖିବାକୁ ପଡ଼ିବ । 
ସୂଚନାଯୋଗ୍ୟ ଯେ, ମନୋନୀତ ଛାତ୍ରଛାତ୍ରୀମାନଙ୍କର ଅଭିଭାବକ ମାନଙ୍କୁ ବିଦ୍ୟାଳୟ ମୁଖ୍ୟଙ୍କ ମାଧ୍ୟମରେ ବ୍ୟାଙ୍କ ପାସ ବୁକ୍ ଏବଂ ଆବଶ୍ୟକୀୟ ଡକ୍ୟୁମେଣ୍ଟ ସହିତ ୫ ଦିନ ମଧ୍ୟରେ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ଜମା କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ସେହିପରି 
ଜଗତସିଂହପୁର ଶିକ୍ଷା ଜ଼ିଲ୍ଲା ଅନ୍ତର୍ଗତ ସିଦ୍ଧଳ ସରକାରୀ ଉଚ୍ଚ ବିଦ୍ୟାଳୟର ଚତୁର୍ଥ ଶ୍ରେଣୀର ଛାତ୍ରୀ ଶୁଭଲକ୍ଷ୍ମୀ ବେହେରା  ତୃତୀୟ ଶ୍ରେଣୀ ମେଧାବୃତ୍ତି ପରୀକ୍ଷାରେ ଉତ୍ତିର୍ଣ୍ଣ ହୋଇ ବିଦ୍ୟାଳୟକୁ ଗୌରବାନ୍ବିତ କରିଛନ୍ତି | ଏହି ପରିପ୍ରେକ୍ଷୀରେ ସିଦ୍ଧଳ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଏକ ସମ୍ବର୍ଦ୍ଧନା ସଭାର ଆୟୋଜନ କରାଯାଇଥିଲା | ବିଦ୍ୟାଳୟ ର ପ୍ରଧାନଶିକ୍ଷକ ସୁକାନ୍ତ କୁମାର ସାହୁ ଙ୍କ ଅଧକ୍ଷତା ରେ ଶିକ୍ଷକ ପରମେଶ୍ ପ୍ରସାଦ ପଣ୍ଡା, ହେମଲତା ମିଶ୍ର, ରାକେଶ କୁମାର ପତି, ବ୍ରହ୍ମମୟୀ ମିଶ୍ର, ଲକ୍ଷ୍ମୀ ପ୍ରିୟା ବାରିକ, ମଧୁସ୍ମିତା ଦାସ, ଡକ୍ଟର ମୁର୍ମୁ, ରାଜଶ୍ରୀ ଭୋଇ. ପ୍ଲାବନ କୁମାର ତ୍ରିପାଠୀ ପ୍ରମୁଖ  କୃତି ଛାତ୍ରୀ  ଶୁଭଲକ୍ଷ୍ମୀ କୁ ପୁଷ୍ପଗୁଛ, ଉତ୍ତରୀୟ ଦେଇ ସମ୍ବର୍ଦ୍ଧନା ଜ୍ଞାପନ କରିବା ସହିତ ଉତ୍ତରୋତ୍ତର ଉନ୍ନତି କାମନା କରିଛନ୍ତି |

News Comment

You Might Also Like

BACK TO TOP