Breaking News

ସୁଳୀ ପଦର ମା ମଙ୍ଗଳା ମନ୍ଦିର ପରିସରରେ ଜିଲ୍ଲା ସ୍ତରୀୟ ପୂଜାରୀ ମହାସଂଘ ରବୈଠକ ଓ ବନ୍ଧୁ ମିଳନ ||   (29-Nov-2026)       ||      ପୋଲସରା ଗୌରୀ ଆମ୍ମା ଯାତ୍ରାରେ ଛାତ୍ର ଛାତ୍ରୀଙ୍କ ସଚେତନତା କାର୍ଯ୍ୟକ୍ରମ ||   (29-Nov-2026)       ||      ଭାମଶିଆଳି ଉଚ୍ଚ ବିଦ୍ୟାଳୟ ରେ ବିଜ୍ଞାନ ମେଳା ଅନୁଷ୍ଠିତ |    (28-Nov-2026)       ||      ପରିବେଶ ସୁରକ୍ଷା ନିମନ୍ତେ ନୂଆଦିଲ୍ଲୀ ରେ ଜାତୀୟ ସମ୍ମିଳନୀ ରେ ସମ୍ମାନିତହେଲେ ବରଗଡ଼ ସାଂସଦ |   (28-Nov-2026)       ||      2026-27,ନିମନ୍ତେ ଜିଲ୍ଲା ସ୍ତରୀୟ ଖରିଫ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ |    (28-Nov-2026)       ||      କାଦୁଅ ପଡା ସରସ୍ବତୀ ଶିଶୁମନ୍ଦିର ର ପ୍ରିୟାଂଶି ପ୍ରିୟଦର୍ଶନୀ ତୃତୀୟ ଶ୍ରେଣୀ ମେଧା ବୃତ୍ତି ତାଲିକାରେ ସଫଳ |   (27-Nov-2026)       ||      ଦାଦନ ଖଟିବାକୁ ତାମିଲନାଡୁ ଯାଇ ସର୍ପା ଘାତ ରେ ଯୁବକ ମୃତ ||   (27-Nov-2026)       ||      ସମ୍ବର ଶିକାର ପାଈଁ ବିଦ୍ୟୁତ ଫାସ ପକାଇ ଦୁଇ ଅଭିଯୁକ୍ତ ଗିରଫ ||   (27-Nov-2026)       ||      ଗୌରୀ ଆମ୍ମା ଯାତ୍ରା ପାଈଁ ଶାନ୍ତି ଶୃଙ୍ଖଳା ଟ୍ରାଫିକ ପାଈଁ ଜନସାଧାରଣ ଙ୍କୁ ପୋଲିସ ର ନିବେଦନ |   (27-Nov-2026)       ||      ଛାୟା ସାମ୍ବାଦିକ ଙ୍କ ଯୋଗୁଁ ନିନ୍ଦିତ ହେଉଛନ୍ତି ପ୍ରକୃତ ସାମ୍ବାଦିକ ||   (26-Nov-2026)       ||      ବର୍ତ୍ତନୀ ଗ୍ରାମ ରେ ରାଜ୍ୟସ୍ତରୀୟ ତ୍ରୀ ଦିବସୀୟ କବାଡି ପ୍ରତିଯୋଗିତା ର ଶୁଭାରମ୍ଭ |    (26-Nov-2026)       ||      ପୂଜାରୀ ବମ୍ବୁ ଗ୍ରାମରେ ସଡକ ନିର୍ମାଣ କାର୍ଯ୍ୟ ଆରମ୍ଭ |   (25-Nov-2026)       ||      ଲିଙ୍ଗ ଭିତିକ ହିଂସା ବିରୋଧରେ 16ଦିନର ଅଭିଯାନ ର ଶୁଭାରମ୍ଭ |    (25-Nov-2026)       ||      ଦେବଗିରି ରେ ଜଗନ୍ନାଥ ମନ୍ଦିର ରେ ଭକ୍ତ ଙ୍କ ପ୍ରବଳ ଭିଡ଼ |    (25-Nov-2026)       ||      ଶୈବ ପୀଠ ଅମରେଶ୍ୱର ଠାରେ କାର୍ତ୍ତିକ ପୁର୍ଣିମା ରେ ଭକ୍ତ ଙ୍କ ପ୍ରବଳ ଜନ ସମାଗମ |    (25-Nov-2026)       ||      ମୁଖ୍ୟମନ୍ତ୍ରୀ ଙ୍କ ଦୟାରେ ଆନିକେଟ ହେଲେ ଉପକୃତ ହେବେ ପୁରୁଷୋତ୍ତମପୁର ଅଞ୍ଚଳ ବାସୀ ||   (24-Nov-2026)       ||      ବଙ୍ଗୋମୁଣ୍ଡା ଅଘଟଣ ପରେ ବରଗଡ଼ ଧନୁଯାତ୍ରା କୁ ହାତୀଚିନ୍ତା |    (24-Nov-2026)       ||      ପୋଖରୀ ପାହାଚ ରେ ଗୋଡ଼ ଖସି ଯିବାରୁ ଯୁବକ ମୃତ |    (24-Nov-2026)       ||      ଅଟୋ ଓଲଟି ବାରୁ 4ଜଣ ଙ୍କ ମଧ୍ୟରୁ ମେଡିକାଲ ରେ ଜଣେ ମୃତ |    (24-Nov-2026)       ||      ଅର୍ଣ୍ଣବ ବର୍ଷା ରେ କ୍ଷତିଗ୍ରସ୍ତ ଚାଷୀଙ୍କ ଚାଷ ଜମିକୁ ଆଜି ବୁଲି ଦେଖିଲେ ||   (23-Nov-2026)       ||     

ଭାମଶିଆଳି ଉଚ୍ଚ ବିଦ୍ୟାଳୟ ରେ ବିଜ୍ଞାନ ମେଳା ଅନୁଷ୍ଠିତ |

28-Nov-2026

ଭାମଶିଆଳି ଉଚ୍ଚ ବିଦ୍ୟାଳୟରେ ବିଜ୍ଞାନ ମେଳା  ଅନୁଷ୍ଠିତ ||

ଓଡିଶା ଜନ ମତ, ବୁଗୁଡ଼ା, ଡ.କୁମୁଦ ଚନ୍ଦ୍ର ବେହେରା:-----

ବୁଗୁଡ଼ା ବ୍ଲକ ଅନ୍ତର୍ଗତ ଭାମଶିଆଳି ଉଚ୍ଚ ବିଦ୍ୟାଳୟରେ ଶନିବାର ଦିନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଜି ନାଗେଶ୍ଵର ରାଓଙ୍କ ତତ୍ତ୍ବାବଧାନ ରେ ଆୟୋଜିତ ଏହି 
ମେଳାରେ ମୋଟ ୨୦ ଟି ବିଭିନ୍ନ ପ୍ରକଳ୍ପ ସ୍ଥାନ ପାଇଥିଲା। ବିଜ୍ଞାନ ମେଳାରେ ବିଚାରକ ଭାବେ ବସୁଦାସ ପ୍ରଧାନ, କୃଷ୍ଣଚନ୍ଦ୍ର ସେଠୀ, ପିତବାସ ସାହୁ     ପ୍ରମୁଖ ଶିକ୍ଷକ ଦାୟିତ୍ବ ନିର୍ବାହ କରିଥିବା ବେଳେ ଗାଇଡ୍ ଶିକ୍ଷୟିତ୍ରୀ ଭାବେ ପ୍ରିୟ ଦର୍ଶିନୀ ପ୍ରଧାନ ଓ 
ସରିତା ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ। ଉକ୍ତ ବିଜ୍ଞାନ ମେଳାରେ ଜୁନିୟର ଗୃପରୁ ଝିଲ୍ଲି ଗୌଡ ଓ ଲଚିକା ସାହୁ ଏବଂ ସିନିୟର ଗୃପରୁ ହିମାଂଶୁ ଶେଖର ପଣ୍ଡା,ସୋନ୍ମୟୀ ପାଢୀ, ଶ୍ରବଣ କୁମାର ସ୍ବାଇଁ 
ପ୍ରମୁଖ ଛାତ୍ର ଛାତ୍ରୀଙ୍କୁ ବୁଗୁଡ଼ାରେ ଅନୁଷ୍ଠିତ ହେବାକୁ ଥିବା
ବ୍ଲକ ସ୍ତରୀୟ ବିଜ୍ଞାନ ମେଳାରେ ଯୋଗ ଦେବାପାଇଁ ଚୟନ କରାଯିବା ସହ ସେମାନଙ୍କୁ ବିଦ୍ୟାଳୟ ତରଫରୁ ପ୍ରଧାନ ଶିକ୍ଷକଙ୍କ ଦ୍ବାରା ପୁରସ୍କୃତ କରାଯାଇ ଥିଲା।ଉକ୍ତ ମେଳା ପରିଚାଳନାରେ ବିଦ୍ୟାଳୟର ବରିଷ୍ଠ ଶିକ୍ଷୟିତ୍ରୀ ଗୀତାଞ୍ଜଳି ପାତ୍ରଙ୍କ ସମେତ ଅନ୍ୟ ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ସହଯୋଗ କରିଥିଲେ।

News Comment

You Might Also Like

BACK TO TOP