Breaking News

ନାବାଳିକା ମାନଙ୍କୁ ରେଳ ଲାଇନ ନିର୍ମାଣ କାର୍ଯ୍ୟରେ ନିୟୋଜିତ ହେଉଥିବା ଅଭିଯୋଗ |    (29-Nov-2026)       ||      ସୁଳୀ ପଦର ମା ମଙ୍ଗଳା ମନ୍ଦିର ପରିସରରେ ଜିଲ୍ଲା ସ୍ତରୀୟ ପୂଜାରୀ ମହାସଂଘ ରବୈଠକ ଓ ବନ୍ଧୁ ମିଳନ ||   (29-Nov-2026)       ||      ପୋଲସରା ଗୌରୀ ଆମ୍ମା ଯାତ୍ରାରେ ଛାତ୍ର ଛାତ୍ରୀଙ୍କ ସଚେତନତା କାର୍ଯ୍ୟକ୍ରମ ||   (29-Nov-2026)       ||      ଭାମଶିଆଳି ଉଚ୍ଚ ବିଦ୍ୟାଳୟ ରେ ବିଜ୍ଞାନ ମେଳା ଅନୁଷ୍ଠିତ |    (28-Nov-2026)       ||      ପରିବେଶ ସୁରକ୍ଷା ନିମନ୍ତେ ନୂଆଦିଲ୍ଲୀ ରେ ଜାତୀୟ ସମ୍ମିଳନୀ ରେ ସମ୍ମାନିତହେଲେ ବରଗଡ଼ ସାଂସଦ |   (28-Nov-2026)       ||      2026-27,ନିମନ୍ତେ ଜିଲ୍ଲା ସ୍ତରୀୟ ଖରିଫ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ |    (28-Nov-2026)       ||      କାଦୁଅ ପଡା ସରସ୍ବତୀ ଶିଶୁମନ୍ଦିର ର ପ୍ରିୟାଂଶି ପ୍ରିୟଦର୍ଶନୀ ତୃତୀୟ ଶ୍ରେଣୀ ମେଧା ବୃତ୍ତି ତାଲିକାରେ ସଫଳ |   (27-Nov-2026)       ||      ଦାଦନ ଖଟିବାକୁ ତାମିଲନାଡୁ ଯାଇ ସର୍ପା ଘାତ ରେ ଯୁବକ ମୃତ ||   (27-Nov-2026)       ||      ସମ୍ବର ଶିକାର ପାଈଁ ବିଦ୍ୟୁତ ଫାସ ପକାଇ ଦୁଇ ଅଭିଯୁକ୍ତ ଗିରଫ ||   (27-Nov-2026)       ||      ଗୌରୀ ଆମ୍ମା ଯାତ୍ରା ପାଈଁ ଶାନ୍ତି ଶୃଙ୍ଖଳା ଟ୍ରାଫିକ ପାଈଁ ଜନସାଧାରଣ ଙ୍କୁ ପୋଲିସ ର ନିବେଦନ |   (27-Nov-2026)       ||      ଛାୟା ସାମ୍ବାଦିକ ଙ୍କ ଯୋଗୁଁ ନିନ୍ଦିତ ହେଉଛନ୍ତି ପ୍ରକୃତ ସାମ୍ବାଦିକ ||   (26-Nov-2026)       ||      ବର୍ତ୍ତନୀ ଗ୍ରାମ ରେ ରାଜ୍ୟସ୍ତରୀୟ ତ୍ରୀ ଦିବସୀୟ କବାଡି ପ୍ରତିଯୋଗିତା ର ଶୁଭାରମ୍ଭ |    (26-Nov-2026)       ||      ପୂଜାରୀ ବମ୍ବୁ ଗ୍ରାମରେ ସଡକ ନିର୍ମାଣ କାର୍ଯ୍ୟ ଆରମ୍ଭ |   (25-Nov-2026)       ||      ଲିଙ୍ଗ ଭିତିକ ହିଂସା ବିରୋଧରେ 16ଦିନର ଅଭିଯାନ ର ଶୁଭାରମ୍ଭ |    (25-Nov-2026)       ||      ଦେବଗିରି ରେ ଜଗନ୍ନାଥ ମନ୍ଦିର ରେ ଭକ୍ତ ଙ୍କ ପ୍ରବଳ ଭିଡ଼ |    (25-Nov-2026)       ||      ଶୈବ ପୀଠ ଅମରେଶ୍ୱର ଠାରେ କାର୍ତ୍ତିକ ପୁର୍ଣିମା ରେ ଭକ୍ତ ଙ୍କ ପ୍ରବଳ ଜନ ସମାଗମ |    (25-Nov-2026)       ||      ମୁଖ୍ୟମନ୍ତ୍ରୀ ଙ୍କ ଦୟାରେ ଆନିକେଟ ହେଲେ ଉପକୃତ ହେବେ ପୁରୁଷୋତ୍ତମପୁର ଅଞ୍ଚଳ ବାସୀ ||   (24-Nov-2026)       ||      ବଙ୍ଗୋମୁଣ୍ଡା ଅଘଟଣ ପରେ ବରଗଡ଼ ଧନୁଯାତ୍ରା କୁ ହାତୀଚିନ୍ତା |    (24-Nov-2026)       ||      ପୋଖରୀ ପାହାଚ ରେ ଗୋଡ଼ ଖସି ଯିବାରୁ ଯୁବକ ମୃତ |    (24-Nov-2026)       ||      ଅଟୋ ଓଲଟି ବାରୁ 4ଜଣ ଙ୍କ ମଧ୍ୟରୁ ମେଡିକାଲ ରେ ଜଣେ ମୃତ |    (24-Nov-2026)       ||     

ସୁଳୀ ପଦର ମା ମଙ୍ଗଳା ମନ୍ଦିର ପରିସରରେ ଜିଲ୍ଲା ସ୍ତରୀୟ ପୂଜାରୀ ମହାସଂଘ ରବୈଠକ ଓ ବନ୍ଧୁ ମିଳନ ||

29-Nov-2026

ସୁଳିପଦର ମା’ ମଙ୍ଗଳା ମନ୍ଦିର ପରିସରରେ ଜିଲ୍ଲାସ୍ତରୀୟ ପୂଜାରୀ ମହାସଂଘର ବୈଠକ ଓ ବନ୍ଧୁମିଳନ

ଓଡିଶା ଜନମତ ରାୟଗଡା , ୨୯/୧୧,

କାମେଶ୍ୱର କରକରିଆ:- -----

ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ସୁଳିପଦରସ୍ଥିତ ମା’ ମଙ୍ଗଳା ମନ୍ଦିର ପରିସରରେ ଜିଲ୍ଲାସ୍ତରୀୟ ପୂଜାରୀ ମହାସଂଘର ବୈଠକ ଓ ବନ୍ଧୁମିଳନ କାର୍ଯ୍ୟକ୍ରମ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାର ବିଭିନ୍ନ ବ୍ଲକରୁ ଶତାଧିକ ପୂଜାରୀ ଏଥିରେ ଯୋଗଦେଇ ସାଂଗଠନିକ ଏକତା ଓ ଧର୍ମୀୟ ପରମ୍ପରାର ସୁରକ୍ଷା ନେଇ ଆଲୋଚନା କରିଥିଲେ। ବୈଠକରେ ହିନ୍ଦୁ ଧର୍ମର ପରମ୍ପରା, ସଂସ୍କୃତି, ପ୍ରାଚୀନ ରୀତିନୀତି ଓ ଧର୍ମୀୟ ମୂଲ୍ୟବୋଧକୁ ବଜାୟ ରଖିବା ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଥିଲା। ନିଜ ଧର୍ମ ଓ ସାଂସ୍କୃତିକ ଐତିହ୍ୟ ପ୍ରତି ସଚେତନ ରହିବା ସହ ଧର୍ମୀୟ ପ୍ରଲୋଭନଠାରୁ ଦୂରେଇ ରହି ପରମ୍ପରାର ସୁରକ୍ଷା ପାଇଁ ସମସ୍ତ ପୂଜାରୀ ଏକଜୁଟ ହେବାକୁ ଉପସ୍ଥିତ ଅତିଥିମାନେ ଆହ୍ୱାନ ଦେଇଥିଲେ। କାର୍ଯ୍ୟକ୍ରମରେ ରାଜପରିବାରର ସୁରେଶ ଚନ୍ଦ୍ର ଦେଓ ଓ ପ୍ରଦୀପ କୁମାର ସିଂଦେଓ ମଞ୍ଚାସୀନ ରହିଥିଲେ। ଏଥିରେ ଜିଲ୍ଲା ସଭାପତି ସୀମାଞ୍ଚଳ ଆଚାରୀ, ବ୍ଲକ ସଭାପତି ବିଷ୍ଣୁ ଚରଣ ସିଂହଦେଓ, ବ୍ଲକ ଉପସଭାପତି ବିଶ୍ୱନାଥ ରାଉତ ଓ ମହେନ୍ଦ୍ର ପ୍ରସ୍କା ପ୍ରମୁଖ ଉପସ୍ଥିତ ଥିଲେ। ମଧୁସୂଦନ କୌଶଲ୍ୟାଙ୍କ ପରିଚାଳନାରେ ଆୟୋଜିତ ଏହି ବୈଠକରେ ନବୀନ କାଡ୍ରାକା , ଉମାଶଙ୍କର ପୁରୁଷୋତ୍ତମ ଓ କୃଷ୍ଣଚନ୍ଦ୍ର ଦଣ୍ଡସେନା ପ୍ରମୁଖ ସହଯୋଗ କରିଥିଲେ। ବିଷମକଟକ, କଲ୍ୟାଣସିଂହପୁର, କଲନରା, ଚନ୍ଦ୍ରପୁର ଓ ମୁନିଗୁଡ଼ା ଅଞ୍ଚଳରୁ ଆସିଥିବା ଶତାଧିକ ପୂଜାରୀଙ୍କ ଯୋଗଦାନରେ କାର୍ଯ୍ୟକ୍ରମଟି ଏକ ସାଂଗଠନିକ ମିଳନର ରୂପ ନେଇଥିଲା। ଏହି ବନ୍ଧୁମିଳନ ଓ ବୈଠକ ମାଧ୍ୟମରେ ପୂଜାରୀମାନଙ୍କ ମଧ୍ୟରେ ପାରସ୍ପରିକ ସମ୍ପର୍କ, ଏକତା, ସମନ୍ୱୟ ଓ ସାଂଗଠନିକ ଭାବନା ଅଧିକ ମଜଭୁତ ହେବା ସହ ଧର୍ମୀୟ ଓ ସାଂସ୍କୃତିକ ପରମ୍ପରାର ସୁରକ୍ଷା ଦିଗରେ ଏହା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ବୋଲି ଉପସ୍ଥିତ ସଦସ୍ୟମାନେ ମତ ପ୍ରକାଶ କରିଥିଲେ।

News Comment

You Might Also Like

BACK TO TOP