Breaking
News
Breaking
News
25-Dec-2024
ରଘୁବର ଦାସ ହଟିଲେ, ଓଡ଼ିଶାର ନୂଆ ରାଜ୍ୟପାଳ ଡଃ ହରିବାବୁ କମ୍ଭାମପତି
ଭୁବନେଶ୍ୱର ନଶ୍ୱର:ଓଡ଼ିଶାର :ଓଡ଼ି ରାଜ୍ୟପାଳ ରଘୁବର ଦାସଙ୍କ ସ୍ଥାନରେ ନୂଆ ରାଜ୍ୟପାଳ ହେବେ ଡଃ ହରିବାବୁ କମ୍ଭାମପତି । ମିଜେରାମର ରାଜ୍ୟପାଳ ଭା ଭାବେ କାର୍ଯ୍ୟରତ ଡଃ କମ୍ଭାମପତିଙ୍କୁ ଆଜି ଓଡ଼ିଶାର ରାଜ୍ୟପାଳ ଭାବେ ନିଯୁକ୍ତି ମିଳିଛି । ଏନେଇ ରାଷ୍ଟ୍ରପତି ଭବନ ପକ୍ଷରୁ ସୂଚନା ମିଳି ମିଳିଛି । ପୁଅଙ୍କ ବିବାଦୀୟ କାର୍ଯ୍ୟ ପାଇଁ ରଘୁବର ବିବାଦଘେରକୁ ଆସିଥିଲେ । ଗତବର୍ଷ ଅକ୍ଟୋବର ୧୮ତାରିଖରେ ର ଘ ବ ର ରାଜ୍ୟପାଳ ଭାବେ ସୂଚନା ଅନୁସାରେ, ରାଜ୍ୟପାଳ ଡଃ ଓଡ଼ିଶାର ରାଜ୍ୟପାଳ ศิดิลิ । 68 ୨୦୨୧ ଜୁଲାଇ ศิ6 ଜୋ ର ମ ର ଅଛନ୍ତି । ଛାତ୍ର ନିଜର କ୍ୟାରିୟର ଓ ଡ. ଶ 1 ର ନିଯୁକ୍ତି ମିଳିଥିଲା । ମି ଜୋରାମର କମ୍ଭାମପତି ଙ୍କୁ ଭାବେ ନିଯୁକ୍ତି କମ୍ଭ | ମ ପର୍ତ ୧୯ ତାରିଖରୁ ରାଜନୀତି ରୁ ଆରମ୍ଭ କରିଥିବା ଡଃ କମ୍ଭାମପତି ୧୯୭୪-୭୫ ମସିହାରେ ଜୟପ୍ରକାଶ ନାରାୟଣ ଆନ୍ଦୋଳନବେଳେ ଗିରଫ ହୋଇ ୬ମାସ ଜେଲ୍ ଯାଇଥିଲେ । ସେ ୧୯୯୯ ମସିହାରେ ବିଶାଖାପାଟଣାର ବିଧାୟକ ଭାବେ ଆନ୍ଧ୍ରପ୍ରଦେଶ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ପରେ ୨୦୧୪ ବିଶାଖାପାଟଣା ଲୋକସଭା ଆସନରୁ ସଂସଦକୁ ନିର୍ବାଚିତ ହୋଇଥିଲେ ।
୧୯୫୩ ମସିହା ଜୁନ୍ ୧୫ ତାରିଖରେ ଆନ୍ଧ୍ରପ୍ରଦେଶର ପ୍ରକାଶମ୍ ଜିଲ୍ଲାର ଟିମାସମୁଦ୍ରମ ଗାଁରେ ଜନ୍ମିତ କମ୍ଭାମପତି ଆନ୍ଧ୍ରପ୍ରଦେଶ ବିଶ୍ବବିଦ୍ୟାଳୟରୁ ଇଲେକ୍ଟ୍ରିକାଲ ଆଣ୍ଡ କଂଟ୍ରୋଲ ସିଷ୍ଟମରେ ମାଷ୍ଟର ଡିଗ୍ରୀ ଓ କଂଟ୍ରୋଲ ସିଷ୍ଟମରେ ଡକ୍ଟରେଟ ଡିଗ୍ରୀ ହାସଲ କରିଛନ୍ତି । ସେ ଆନ୍ଧ୍ରପ୍ରଦେଶ ୟୁନିର୍ଭସିଟି ଇଞ୍ଜିନିୟରିଂ କଲେଜରେ ୨୪ ବର୍ଷ ଧରି ଆସୋସିଏଟ୍ ପ୍ରଫେସର ଭାବେ କାର୍ଯ୍ୟ କରିଥିଲେ ।
ଅନ୍ୟପକ୍ଷରେ, ଝାଡ଼ଖଣ୍ଡର ବିଜେପି ନେତା ରଘୁବର ଦାସଙ୍କୁ ରାଜ୍ୟପାଳ ପଦରୁ ହଟାଇ ଦିଆଯାଇଛି । ତାଙ୍କୁ ଅନ୍ୟ କୌଣସି ସ୍ଥାନରେ ନିଯୁକ୍ତି ମିଳିନାହିଁ । ଝାଡ଼ଖଣ୍ଡରେ ବିଜେପିର ପରାଜୟ ପଛରେ ରଘୁବର ଦାସ ଓ ଅନ୍ୟ ଗୋଷ୍ଠୀ ମଧ୍ୟରେ ଛକାପଞ୍ଝା ମୂଳକାରଣ ବୋଲି ଚର୍ଚ୍ଚା ହେଉଛି । ତା’ଛଡ଼ା ଜଣେ ଓଡ଼ିଆ ଏଏସଓଙ୍କ ପ୍ରତି ରାଜ୍ୟପାଳଙ୍କ ପୁଅର ଅମାନବୀୟ ଆଚରଣକୁ ନେଇ ରାଜ୍ୟର ବିଜେପି ସରକାରକୁ ମଧ୍ଯ ବଦନାମ ମୁଣ୍ଡାଇବାକୁ ପଡ଼ିଥିଲା ।
BACK TO TOP