Breaking News

ପୁରୁଷୋତ୍ତମପୁର ଥାନା ସହ ସାରାରାଜ୍ୟରେ ଉଦଘାଟିତ ହେଲା "ଜୁଭେଣ୍ଟିକା `କାର୍ଯ୍ୟକ୍ରମ!|    (08-May-2026)       ||      ପୋଲସରା ଥାନାରେ " ଜୁଭେଣ୍ଟିନା ` କାର୍ଯ୍ୟକ୍ରମ ଅନୁଷ୍ଠିତ |    (08-May-2026)       ||      ସଡ଼କ ଦୁର୍ଘଟଣା ରେ ମୃତ ପରିବାର ଙ୍କୁ ଚେକ ପ୍ରଦାନ କଲେ ବ୍ରହ୍ମପୁର ବିଧାୟକ |    (08-May-2026)       ||      ପ୍ରଶାସନ ନ ଶୁଣିବାରୁ ଯୁବକ ମାନେ ନିଜେ କାଳୀ ମନ୍ଦିର କୁ ରାସ୍ତା ତିଆରି କଲେ |    (06-May-2026)       ||      ଦକ୍ଷିଣାଞ୍ଚଳ ରାଜସ୍ବ ପ୍ରଶାସନିକ ଶାସନ ସଂସ୍କାର ସମ୍ପର୍କିତ ବୈଠକ ||   (06-May-2026)       ||      ଅଟୋ ଧକ୍କାରେ ମୋଟର ସାଇକେଲ ଚାଳକ ମୃତ |    (06-May-2026)       ||      ହିଞ୍ଜିଳି ରେ ଧାରଣା ରତ ମହିଳା ଙ୍କୁ ହତ୍ୟା ଘଟଣା ରେ ତୁରନ୍ତ ଅଭିଯୁକ୍ତ କୁ ଗିରଫ ସହଶିଶୁଙ୍କୁ ସହାୟତା ପାଈଁ ମୁଖ୍ୟମନ୍ତ୍ରୀ ଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା |   (06-May-2026)       ||      ପୋଲସରା ବ୍ଳକ ଟପ୍ପର ଙ୍କୁ ଟ୍ର୍ରଷ୍ଟ ପକ୍ଷରୁ ସମ୍ବର୍ଦ୍ଧନା |    (06-May-2026)       ||      କନ୍ଧ ମାଳ ପୋଲିସ ଦ୍ଵାରା 4ମାସ ମଧ୍ୟରେ 68 ଟନ ଗଞ୍ଜେଇ ସହ 38 ଟି ଗାଡି ଓ 104 ଜଣ ଗିରଫ |    (06-May-2026)       ||      ଦେଶୀ ବନ୍ଧୁକ ତିଆରି କାରଖାନା ରେ ଚଢ଼ାଉକରି ତିନୋଟି ବନ୍ଧୁକ ସହ ଜଣକୁ ଗିରଫ କଲା ତୁମୁଡିବନ୍ଧ ପୋଲିସ |    (06-May-2026)       ||      ଉଦ୍ଭିଦ ବିଜ୍ଞାନସ୍ନାତ କୋତ୍ତର ବିଭାଗ ପକ୍ଷରୁ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ |    (06-May-2026)       ||      ପ୍ରେମିକ ବାରଣ୍ଡାରେ ଧାରଣା ରେ ବସିଥିବା ପ୍ରେମିକା କୁ ହତ୍ୟା |   (05-May-2026)       ||      କୋଦଳା ମେଡିକାଲ ସମସ୍ୟା କୁ ନେଇ ସ୍ୱାଭିମାନ ମଞ୍ଚ ପକ୍ଷରୁ ସତ୍ୟ ଗ୍ରହ |    (05-May-2026)       ||      `ମଧୁମେହ ସଚେତନତା ଓ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ `   (05-May-2026)       ||      ତାକରଡ଼ା କ୍ଲଷ୍ଟର ସ୍ତରୀୟ ଦ୍ଵିଦିବସୀୟ ଟି ଏଲ ଏମ କର୍ମଶାଳା ଅନୁଷ୍ଠିତ |    (04-May-2026)       ||      ତିନୋଟି ରାଜ୍ୟରେ ବିଜେପିର ବିପୁଳ ଜିତ ପରେ ପୁରୁଷୋତ୍ତମପୁର ବସ ଷ୍ଟାଣ୍ଡ ନିକଟରେ ବିଜୟ ଉତ୍ସବ ପାଳନ କଲେଯୁବ ବିଜେପି ଗୋଷ୍ଟି |    (04-May-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସଚେତନତା ଶିବିର ଅନୁଷ୍ଠିତ |    (04-May-2026)       ||      ପୋଲସରା ମେଟ୍ରିକ ପରୀକ୍ଷା ରେ ସରସ୍ବତୀ ଶିଶୁମନ୍ଦିର ର ଜଗଦୀଶ ପାଣିଗ୍ରାହୀ ବ୍ଳକ ଟପ୍ପର |    (04-May-2026)       ||      ଶିକାର କରିବାକୁ ଯୁବକ ଙ୍କୁ ଡ଼ାକିନେଇ ତାଙ୍କୁ ଗୁଲିକରି ହତ୍ୟା |    (04-May-2026)       ||      କୋଦଳା ପିଏମ ଶ୍ରୀ ନୋଡାଲ ଉଚ୍ଚ ବିଦ୍ୟାଳୟ ରେ 5 ମହାପୁରୁଷ ଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ |    (04-May-2026)       ||     

ସଯୁକ୍ତ କିଷାନ ମୋର୍ଚ୍ଚା ପକ୍ଷରୁ ରାଷ୍ଟ୍ରପତି ଙ୍କ ଉଦେଶ୍ୟରେ ଦାବିପତ୍ର ପ୍ରଦାନ |

25-Dec-2024

ସଂଯୁକ୍ତ କିଷାନ ମୋର୍ଚ୍ଚା ପକ୍ଷରୁ ମହାମହିମ ରାଷ୍ଟ୍ରପତିଙ୍କୁ ଦାବିପତ୍ର ପ୍ରଦାନ,

ଓଡିଶା  ଜନମତ  ବ୍ୟୁରୋ ,

ନୀଳଗିରି : ସଂଯୁକ୍ତ କିଷାନ ମୋର୍ଚ୍ଚା ନୀଳଗିରି ଆଂଚଳିକ କମିଟି ପକ୍ଷରୁ ଉପଜିଲ୍ଲାପାଳ ଙ୍କ ମାଧ୍ୟମରେ ମହାମହିମ ରାଷ୍ଟ୍ରପତି ଙ୍କୁ ଏକ ଦାବୀପତ୍ର ପ୍ରଦାନ କରାଯାଇଛି ।

ସଂଯୁକ୍ତ କିଷାନ ମୋର୍ଚ୍ଚା ପକ୍ଷରୁ ଦିଲ୍ଲୀରେ ଆନ୍ଦୋଳନ ଚାଲିଛି । କିଷାନ ମୋର୍ଚ୍ଚା ପକ୍ଷରୁ ବିଗତ ଆନ୍ଦୋଳନ କୁ ସଫଳ କରି, କେନ୍ଦ୍ର ସରକାର ଯେଉଁ କଥା କରିବା ପାଇଁ ପ୍ରତିଶୃତି ଦେଇଥିଲେ, ତାହା ଏବେ ଭୂଲି ପୁଣି ପୂର୍ବ ଆଇନ କୁ ପ୍ରଚଳନ କରିବା ପାଇଁ ଯୋଜନା କରୁଛନ୍ତି । ତା ସହିତ କୃଷକ ମାନଙ୍କ ଙ୍କ ବିରୁଦ୍ଧରେ ବିଭିନ୍ନ ମୋକଦ୍ଦମା ରୁଜୁ  କରୁଛନ୍ତି । ବହୁ କୃଷକ ଙ୍କୁ ଜେଲର ଚାରିକାନ୍ଥଭିତରେ ରଖୁଛନ୍ତି । ଯାଥା ଶୀଘ୍ର ସମସ୍ତ କୃଷକ ଙ୍କୁ ଜେଲରୁ ମୁକ୍ତ କରିବା ପାଇଁ ଦାବୀ କରା ଯାଇଛି । ତତସହିତ ଯଥା ଶୀଘ୍ର ଜାତୀୟ କୃଷି ଆଇନ୍ କୁ ବନ୍ଦ କରାଯିବା କୁ ଦାବୀ କରା ଯାଇଛି । ଉକ୍ତ ଦାବୀ ପତ୍ର ପ୍ରଦାନ ବେଳେ, କୃଷକ ସଙ୍ଗ ଠନ ପକ୍ଷରୁ ସିତାଂଶୁ ସେନା ପତି, ବିଜୟ କୁମାର ପାତ୍ର, ଜ୍ୟୋତିର୍ମୟ ରାଉତ, ସୁଶାନ୍ତ ଜେନା, ଅମରେନ୍ଦ୍ର ନାୟକ, ରାମଚନ୍ଦ୍ର ସିଂ, ନରୋତମ ମହାପାତ୍ର, ନାରାୟଣ ଧାମୁ ଡିଆ , ହେମେନ୍ଦ୍ର ସେଠୀ, ସତ୍ୟଜିତ ଦାସ, ଲକ୍ଷ୍ମୀଧର ସାହୁ, ମୃତ୍ୟୁଞ୍ଜୟ ନାୟକ ଙ୍କ ସମେତ ବହୁ ସାଥୀ ଉପସ୍ଥିତ ଥିଲେ ।

News Comment

You Might Also Like

BACK TO TOP