Breaking News

ପୁରୁଷୋତ୍ତମପୁର ଥାନା ସହ ସାରାରାଜ୍ୟରେ ଉଦଘାଟିତ ହେଲା "ଜୁଭେଣ୍ଟିକା `କାର୍ଯ୍ୟକ୍ରମ!|    (08-May-2026)       ||      ପୋଲସରା ଥାନାରେ " ଜୁଭେଣ୍ଟିନା ` କାର୍ଯ୍ୟକ୍ରମ ଅନୁଷ୍ଠିତ |    (08-May-2026)       ||      ସଡ଼କ ଦୁର୍ଘଟଣା ରେ ମୃତ ପରିବାର ଙ୍କୁ ଚେକ ପ୍ରଦାନ କଲେ ବ୍ରହ୍ମପୁର ବିଧାୟକ |    (08-May-2026)       ||      ପ୍ରଶାସନ ନ ଶୁଣିବାରୁ ଯୁବକ ମାନେ ନିଜେ କାଳୀ ମନ୍ଦିର କୁ ରାସ୍ତା ତିଆରି କଲେ |    (06-May-2026)       ||      ଦକ୍ଷିଣାଞ୍ଚଳ ରାଜସ୍ବ ପ୍ରଶାସନିକ ଶାସନ ସଂସ୍କାର ସମ୍ପର୍କିତ ବୈଠକ ||   (06-May-2026)       ||      ଅଟୋ ଧକ୍କାରେ ମୋଟର ସାଇକେଲ ଚାଳକ ମୃତ |    (06-May-2026)       ||      ହିଞ୍ଜିଳି ରେ ଧାରଣା ରତ ମହିଳା ଙ୍କୁ ହତ୍ୟା ଘଟଣା ରେ ତୁରନ୍ତ ଅଭିଯୁକ୍ତ କୁ ଗିରଫ ସହଶିଶୁଙ୍କୁ ସହାୟତା ପାଈଁ ମୁଖ୍ୟମନ୍ତ୍ରୀ ଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା |   (06-May-2026)       ||      ପୋଲସରା ବ୍ଳକ ଟପ୍ପର ଙ୍କୁ ଟ୍ର୍ରଷ୍ଟ ପକ୍ଷରୁ ସମ୍ବର୍ଦ୍ଧନା |    (06-May-2026)       ||      କନ୍ଧ ମାଳ ପୋଲିସ ଦ୍ଵାରା 4ମାସ ମଧ୍ୟରେ 68 ଟନ ଗଞ୍ଜେଇ ସହ 38 ଟି ଗାଡି ଓ 104 ଜଣ ଗିରଫ |    (06-May-2026)       ||      ଦେଶୀ ବନ୍ଧୁକ ତିଆରି କାରଖାନା ରେ ଚଢ଼ାଉକରି ତିନୋଟି ବନ୍ଧୁକ ସହ ଜଣକୁ ଗିରଫ କଲା ତୁମୁଡିବନ୍ଧ ପୋଲିସ |    (06-May-2026)       ||      ଉଦ୍ଭିଦ ବିଜ୍ଞାନସ୍ନାତ କୋତ୍ତର ବିଭାଗ ପକ୍ଷରୁ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ |    (06-May-2026)       ||      ପ୍ରେମିକ ବାରଣ୍ଡାରେ ଧାରଣା ରେ ବସିଥିବା ପ୍ରେମିକା କୁ ହତ୍ୟା |   (05-May-2026)       ||      କୋଦଳା ମେଡିକାଲ ସମସ୍ୟା କୁ ନେଇ ସ୍ୱାଭିମାନ ମଞ୍ଚ ପକ୍ଷରୁ ସତ୍ୟ ଗ୍ରହ |    (05-May-2026)       ||      `ମଧୁମେହ ସଚେତନତା ଓ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ `   (05-May-2026)       ||      ତାକରଡ଼ା କ୍ଲଷ୍ଟର ସ୍ତରୀୟ ଦ୍ଵିଦିବସୀୟ ଟି ଏଲ ଏମ କର୍ମଶାଳା ଅନୁଷ୍ଠିତ |    (04-May-2026)       ||      ତିନୋଟି ରାଜ୍ୟରେ ବିଜେପିର ବିପୁଳ ଜିତ ପରେ ପୁରୁଷୋତ୍ତମପୁର ବସ ଷ୍ଟାଣ୍ଡ ନିକଟରେ ବିଜୟ ଉତ୍ସବ ପାଳନ କଲେଯୁବ ବିଜେପି ଗୋଷ୍ଟି |    (04-May-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସଚେତନତା ଶିବିର ଅନୁଷ୍ଠିତ |    (04-May-2026)       ||      ପୋଲସରା ମେଟ୍ରିକ ପରୀକ୍ଷା ରେ ସରସ୍ବତୀ ଶିଶୁମନ୍ଦିର ର ଜଗଦୀଶ ପାଣିଗ୍ରାହୀ ବ୍ଳକ ଟପ୍ପର |    (04-May-2026)       ||      ଶିକାର କରିବାକୁ ଯୁବକ ଙ୍କୁ ଡ଼ାକିନେଇ ତାଙ୍କୁ ଗୁଲିକରି ହତ୍ୟା |    (04-May-2026)       ||      କୋଦଳା ପିଏମ ଶ୍ରୀ ନୋଡାଲ ଉଚ୍ଚ ବିଦ୍ୟାଳୟ ରେ 5 ମହାପୁରୁଷ ଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ |    (04-May-2026)       ||     

ବିଜେଡି ର 28ତମ ପ୍ରତିଷ୍ଠା ଦିବସ ପାଳନ ପାଇଁ ତତ୍ପର |

25-Dec-2024

୨୮ତମ ପ୍ରତିଷ୍ଠା ଦିବସକୁ ପାଳନ କରିବ ବିଜେଡି,

                         ଓଡିଶା ଜନମତ ବ୍ୟୁରୋ,

ଭୁବନେଶ୍ୱର, ୨୫।୧୨;

ଆଜି  ୨୭ ବର୍ଷର ସେବା ଦେଇଥିବା ବିଜୁ ଜନତା ଦଳକୁ ପୂରିବାକୁ ଯାଉଛି ୨୮ ବର୍ଷ | ଦେଶର ଏକ ଶକ୍ତିଶାଳୀ ଆଞ୍ଚଳିକ ଦଳ ଭାବେ ବିଜେଡି ପାଳିବାକୁ ଯାଉଛି ୨୮ ତମ ପ୍ରତିଷ୍ଠା ଦିବସ । ସକାଳୁ ଏହି କାର୍ଯ୍ୟକ୍ରମ ଆରମ୍ଭ ହେବ। ଶଙ୍ଖ ଭବନରେ ଆୟୋଜିତ ହେବ ରାଜ୍ୟସ୍ତରୀୟ କାର୍ଯ୍ୟକ୍ର ମ। ଯେଉଁଥିରେ ବିଜେଡି ସଭାପତି ନବୀନ ପଟ୍ଟ ଟ୍ଟନାୟକ ସକାଳ ୧୧ଟାରେ ଯୋଗ ଦେଇ  ଉଦବୋଧନ ଦେବେ। ତାଙ୍କ ଦବୋଧନକୁ ଉତ୍ସାହ ସହ ଅପେକ୍ଷା କରିଛନ୍ତି ବିଜେଡି ନେତା ଓ କର୍ମୀ । ଶଙ୍ଖ ଭବନ ସହ ରାଜ୍ୟର ସମସ୍ତ  ନିର୍ବାଚନ ମଣ୍ଡଳୀରେ ବି ପ୍ରତିଷ୍ଠା ଦିବସ ପାଳନ କରାଯିବ। ନବୀନଙ୍କ ନେତୃତ୍ୱରେ ଗତ ୨୭ ବର୍ଷ ଧରି ଉତ୍ସର୍ଗୀକୃତ ମନୋଭାବ ନେଇ ନିଷ୍ଠାପର ଭାବେ ଜନସେବା ଯୋଗାଇ ଆସୁଛି ବିଜେଡି। ପ୍ରବାଦ ପୁରୁଷ ବିଜୁ
ପଟ୍ଟନାୟକ  ଙ୍କ ବିକଶିତ ଓଡ଼ିଶା ର ସ୍ଵପ୍ନକୁ ସାକାର କରିବାରେ ନବୀନଙ୍କ ରହିଛି ବଡ଼ ଉଦ୍ୟମ। ଯାହା ବିଜେଡି କୁ ଏକ ଶକ୍ତିଶାଳୀ ଆଞ୍ଚଳିକ ଦଳ ସହ ସାମାଜିକ ଆନ୍ଦୋଳନରେ ପରିଣତ କରିଛି । ବିକାଶର ଏଜେଣ୍ଡା ନେଇ ନବୀନ ଓଡ଼ିଶାକୁ ଆସିଥିଲେ। ଯାହା ପୂରଣ କରିବାକୁ ସେ ଦିନରାତି ଏକ କରି ଦେଇଥିଲେ ।  ହେଲେ ନୂଆ ସରକାର ଙ୍କ ବିପର୍ଯ୍ୟସ୍ତ ଆଇନ ନ ଶୃଙ୍ଖଳା ପରିସ୍ଥିତି, ଦରଦାମ ବୃଦ୍ଧି, ଅନାହାର ମୃତ୍ୟୁ ପରି କଳଙ୍କ ପୁଣି ଥରେ ଓଡ଼ିଶାକୁ ଫେରୁଥିବା ଅଭି ଯୋଗ ଉଠୁଛି। ସରକାରଙ୍କ ଏହି ବିଫଳତା ସହ ନବୀନ ସରକାର ସମୟର ସଫଳତା ନେଇ ଜନସଚେତନତା ସୃଷ୍ଟି କରିବାକୁ ଲକ୍ଷ୍ୟ ରଖୁଛି ବିଜୁ ଜନତା ଦଳ ।

News Comment

You Might Also Like

BACK TO TOP