Breaking News

ବେଗୁନିଆପଡା ବ୍ଲକରେ ଏ ୱାନ ରେ 7 ଜଣପାସ, କୀର୍ତ୍ତିକା ପ୍ରିୟ ଦର୍ଶିନୀ ସେନାପତି ବ୍ଳକ ଟପ୍ପର |   (03-May-2026)       ||      ବୁଗୁଡ଼ା ବ୍ଲକରେ 8ଜଣ ଏ ୱାନ, ସୋରଡ଼ ହାଇସ୍କୁଲ ଛାତ୍ରୀ ନିବେଦିତା ବେହେରା ବ୍ଳକ ଟପ୍ପର |   (03-May-2026)       ||      ଗଞ୍ଜାମ ଜିଲ୍ଲା ତାରାତାରିଣୀ ପୀଠରେ ରେଡ୍ଡୀ ମହାଜନ ସଙ୍ଘ ଘର ର ଶୀଳା ନ୍ୟାସ କଲେ ଦୁଇ ବିଧାୟକ |   (03-May-2026)       ||      ଗତ ଶ୍ରମିକ ଦିବସରେ ଓୟୁଜେ ସାମ୍ବାଦିକ ମାନଙ୍କ ତରଫରୁ ବିଭିନ୍ନ ଦାବିନେଇମୁଖ୍ୟମନ୍ତ୍ରୀ ଙ୍କୁ ସ୍ମାରକ ପତ୍ର ପ୍ରଦାନ |    (02-May-2026)       ||      ଖୋର୍ଦ୍ଧା ଜିଲ୍ଲା ପ୍ରେସ କ୍ଲବ ର ନିର୍ବାଚନ ତପନ କୁମାରନାୟକ ସଭାପତି, ଓ ପ୍ରକାଶ କୁମାର ହାତୀ ସମ୍ପାଦକ |   (02-May-2026)       ||      ଅଗ୍ନି କାଣ୍ଡ ଘଟି ବୃଦ୍ଧ ମା ଜୀବନ୍ତ ଦଗ୍ଧ ଓ ଦୁଇଭାଇ ଗୁରୁତର ଏବଂ ଲକ୍ଷା ଧିକ ଟଙ୍କାର ସମ୍ପତି ପୋଡି ନଷ୍ଟ |    (02-May-2026)       ||      ବୁଗୁଡ଼ା ରେ"ଘୁମୁସର ସ୍ୱର ` ପକ୍ଷରୁ 161 ତମ ପୂର୍ଣ୍ଣିମା ସାହିତ୍ୟ ଆଲୋଚନାଚକ୍ର ଅନୁଷ୍ଠିତ |    (02-May-2026)       ||      ଓଡ଼ିଆ କାବ୍ୟ ପୁରାଣ ନୃସିଂହବତାର ଉନ୍ମୋଚନ |   (01-May-2026)       ||      କନ୍ଧମାଳ ଜିଲ୍ଲା ବାଲିଗୁଡା ରେ କାଳ ବୈଶାଖୀ ର ତାଣ୍ଡବ, ବର୍ଷା ପବନ ରେ ବିପୁଳ କ୍ଷୟ କ୍ଷତି ||   (01-May-2026)       ||      ବୋଲରା ଗାଡି ରେ 22କିଲୋ ଗଞ୍ଜେଇ ସହ ଅଭିଯୁକ୍ତ କୁ ଗିରଫ କଲା ଅବକାରୀ ଗୁଇନ୍ଦା ବିଭାଗ |    (01-May-2026)       ||      ଗଙ୍ଗାଧର ସାହୁ ବିଜ୍ଞାନ ମହା ବିଦ୍ୟାଳୟ ର ପ୍ରତିଷ୍ଠାତା ଙ୍କ ଦେହାନ୍ତ ||   (30-Apr-2026)       ||      କେଶପୁର ସ୍ନାତକ ମହାବିଦ୍ୟାଳୟ ଠାରେ ଏକ ଦିବସୀୟ ପାଠ ଚକ୍ର ଅନୁଷ୍ଠିତ |    (30-Apr-2026)       ||      ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ଅବସର କାଳୀନ ସଭା ଅନୁଷ୍ଠିତ |    (30-Apr-2026)       ||      ପୋଲସରା ପିଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ ରେ ଅବସର କାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ |   (30-Apr-2026)       ||      ଖଲ୍ଲିକୋଟ ର ବିଭିନ୍ନ ସ୍ଥାନରେ 4ଗୋଟି ପ୍କକଳ୍ପ ର ଭିତ୍ତିପ୍ରସ୍ତର ସ୍ଥାପନ କଲେ ଯୋଜନା ବୋର୍ଡ ଅଧକ୍ଷ ପୂର୍ଣ୍ଣିଚନ୍ଦ୍ର ସେଠୀ ||   (30-Apr-2026)       ||      ଖଲ୍ଲିକୋଟ ଡି ଆଇ ଇ ଟି ରେ ଉତ୍କର୍ଷ କେନ୍ଦ୍ର ନିମନ୍ତେ ଭିତ୍ତିପ୍ରସ୍ତର ସ୍ଥାପନ କଲେ ବିଧାୟକ ଓ ଜିଲ୍ଲପାଳ |    (30-Apr-2026)       ||      ଖଲ୍ଲିକୋଟ କୋର୍ଟ ପରିଷର ରେ ଆଇନ ଜୀବି ଙ୍କୁ ଆକ୍ରମଣ |    (30-Apr-2026)       ||      କୋଦଳା ସ୍ନାତକ ମହା ବିଦ୍ୟାଳୟ ରେ ଶିକ୍ଷା ବିଭାଗୀୟ ପାଠଚକ୍ର ଓବିଦାୟ କାଳୀନ ସଭା ଅନୁଷ୍ଠିତ |    (30-Apr-2026)       ||      ପୋଲସରା ଆକାଶ ଜେନା ହତ୍ୟା ଘଟଣା ରେ ଆଉ ପାଞ୍ଚ ଜଣ ଗିରଫ ସହ ବାଇକ ଓଖଣ୍ଡା ଜବତ କଲା ପୋଲିସ |    (29-Apr-2026)       ||      କନ୍ଧମାଳ ଜିଲ୍ଳାରେ ସାମ୍ୱାଦିକ ସୁରକ୍ଷା ଓ ସହାୟତା ଦାବିରେ ତାତିଲେ ସାମ୍ବାଦିକମାନେ |    (29-Apr-2026)       ||     

ଡକାୟତ ମାମଲା ରେ ଦୁଈ ଜଣଙ୍କୁ 5ବର୍ଷ ଜେଲ ଓ 10 ହଜାର ଟଙ୍କାଜୋରିମାନା |

27-Dec-2024

ଡକାୟତି ମାମଲା ରେ ଦୁଇ ଜଣଙ୍କୁ ୫ ବର୍ଷ ଜେଲ ୧୦ ହଜାର ଜୋରିମାନା,

                       ଓଡିଶା ଜନମତ  ବ୍ୟୁରୋ,

ବାଲିଗୁଡା,  ଜୁଲାଇ ୩୧ ତାରିଖ ସନ୍ଧ୍ୟା ସମୟରେ ଏକ ବ୍ୟବସାୟୀଙ୍କ ଘରେ ପଶି ୫ ଜଣ ଦୁର୍ବୁତ୍ତ ମାରଣାସ୍ତ୍ର ଦେଖାଇ ଘରୁ ସୁନା ,ରୂପା ଗହଣା ସାଙ୍ଗକୁ ଟଙ୍କା ଲୁଟିଦେବା ଘଟଣା ସହର ରେ ଚାଞ୍ଚଲ୍ୟ ଖେଳାଇ ଦେଇଥିଲା । ଏ ନେଇ କେ.ରାମକୃଷ୍ଣ ପାତ୍ର ବାଲିଗୁଡା ଥାନାରେ ଏକ ମାମଲା ରୁଜୁ କରିଥିଲେ । ୩୯୫ ଆଇପିସି ଆଧାର ରେ ଥାନା ଅଧିକାରୀ ଆଶୁତୋଷ ମିଶ୍ର ଏହାର ତଦନ୍ତ ଭାର ନେଇ ୪ ଜଣକୁ ଗିରଫ କରିଥିଲେ । ଡକାୟତି ଘଟଣା ର ସରକାରୀ ଏପିପି ସୁରେଶ କୁମାର ପଟ୍ଟନାୟକ ମାମଲା ଲଢୁଥିବା ବେଳେ ୧୦ ବର୍ଷ ପରେ ବାଲିଗୁଡା ସହକାରୀ ଦୌରାଜଜ ଅପୂର୍ବ କୁମାର ରାୟ ଦୁଇ ମୁଦାଲା ରାକେଶ@ ରୁଲୁ କୁମାର ନାୟକ ଓ ରଞ୍ଜିତ କୁମାର ନାୟକ ଙ୍କୁ ଡକାୟତି ମାମଲାରେ ସମ୍ପୃକ୍ତି ଥିବା ମାମଲା ରେ ୫ ବର୍ଷ ସଶ୍ରମ କାରାଦଣ୍ଡ ସହ ୧୦ ହଜାର ଟଙ୍କା ଜୋରିମାନା ଅନାଦେୟ ୨ ମାସ ଅଧିକ ସଜା ବିଧାନ ହେବ ବୋଲି ରାୟ ରେ ପ୍ରକାଶ କରିଛନ୍ତି । ଘଟଣା ରୁ ପ୍ରକାଶ ଯେ ବାଲିଗୁଡା ସହରର ହନୁମାନ ମନ୍ଦିର ନିକଟରେ ରହିଥିବା କେ.ରାମକୃଷ୍ଣ ପାତ୍ର ପାଟ୍ଟଖଣ୍ଡା ମିକଶ୍ଚର ମାଲିକ ଘରେ ନ ଥିବା ବେଳେ ସନ୍ଧ୍ୟା ସମୟରେ ପୁଅ ଝିଅ ଦୁହେଁ ଟ୍ୟୁସନ ଯାଇ ଘରକୁ ସନ୍ଧ୍ୟା ସମୟରେ ଫେରିଥିଲେ ଏହି ସମୟରେ ଝିପି ଝିପି ବର୍ଷା ହେଉଥିବାରୁ ଲୋକଙ୍କ ଗହଳି ନଥିଲା ଏହି ସମୟରେ ଘରେ ୫ ଜଣ ଦୁର୍ବୁତ୍ତ ମାରଣାସ୍ତ୍ର ଧରି ପଶି ଆଲମରୀ ଭାଙ୍ଗି ସୁନା ,ରୂପା ଅଳଙ୍କାର ଓ ଟଙ୍କା ଲୁଟି ନେଇଥିଲେ । ଏହା ସହର ରେ ଚାଞ୍ଚଲ୍ୟ ସୃଷ୍ଟି କରିଥିଲା l ଏହା ପରେ ପୁଲିସ ତଦନ୍ତ ପ୍ରକ୍ରିୟାକୁ ଜୋର ଦାର କରି ପ୍ରଥମେ ଦୁଇ ଜଣ ଓ ପରେ ଆଉ ଦୁଇ ଜଣଙ୍କୁ ଧରିବାରେ ସକ୍ଷମ ହୋଇଥିଲା ।

News Comment

You Might Also Like

BACK TO TOP