Breaking News

ଓଡ଼ିଆ କାବ୍ୟ ପୁରାଣ ନୃସିଂହବତାର ଉନ୍ମୋଚନ |   (01-May-2026)       ||      କନ୍ଧମାଳ ଜିଲ୍ଲା ବାଲିଗୁଡା ରେ କାଳ ବୈଶାଖୀ ର ତାଣ୍ଡବ, ବର୍ଷା ପବନ ରେ ବିପୁଳ କ୍ଷୟ କ୍ଷତି ||   (01-May-2026)       ||      ବୋଲରା ଗାଡି ରେ 22କିଲୋ ଗଞ୍ଜେଇ ସହ ଅଭିଯୁକ୍ତ କୁ ଗିରଫ କଲା ଅବକାରୀ ଗୁଇନ୍ଦା ବିଭାଗ |    (01-May-2026)       ||      ଗଙ୍ଗାଧର ସାହୁ ବିଜ୍ଞାନ ମହା ବିଦ୍ୟାଳୟ ର ପ୍ରତିଷ୍ଠାତା ଙ୍କ ଦେହାନ୍ତ ||   (30-Apr-2026)       ||      କେଶପୁର ସ୍ନାତକ ମହାବିଦ୍ୟାଳୟ ଠାରେ ଏକ ଦିବସୀୟ ପାଠ ଚକ୍ର ଅନୁଷ୍ଠିତ |    (30-Apr-2026)       ||      ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ଅବସର କାଳୀନ ସଭା ଅନୁଷ୍ଠିତ |    (30-Apr-2026)       ||      ପୋଲସରା ପିଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ ରେ ଅବସର କାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ |   (30-Apr-2026)       ||      ଖଲ୍ଲିକୋଟ ର ବିଭିନ୍ନ ସ୍ଥାନରେ 4ଗୋଟି ପ୍କକଳ୍ପ ର ଭିତ୍ତିପ୍ରସ୍ତର ସ୍ଥାପନ କଲେ ଯୋଜନା ବୋର୍ଡ ଅଧକ୍ଷ ପୂର୍ଣ୍ଣିଚନ୍ଦ୍ର ସେଠୀ ||   (30-Apr-2026)       ||      ଖଲ୍ଲିକୋଟ ଡି ଆଇ ଇ ଟି ରେ ଉତ୍କର୍ଷ କେନ୍ଦ୍ର ନିମନ୍ତେ ଭିତ୍ତିପ୍ରସ୍ତର ସ୍ଥାପନ କଲେ ବିଧାୟକ ଓ ଜିଲ୍ଲପାଳ |    (30-Apr-2026)       ||      ଖଲ୍ଲିକୋଟ କୋର୍ଟ ପରିଷର ରେ ଆଇନ ଜୀବି ଙ୍କୁ ଆକ୍ରମଣ |    (30-Apr-2026)       ||      କୋଦଳା ସ୍ନାତକ ମହା ବିଦ୍ୟାଳୟ ରେ ଶିକ୍ଷା ବିଭାଗୀୟ ପାଠଚକ୍ର ଓବିଦାୟ କାଳୀନ ସଭା ଅନୁଷ୍ଠିତ |    (30-Apr-2026)       ||      ପୋଲସରା ଆକାଶ ଜେନା ହତ୍ୟା ଘଟଣା ରେ ଆଉ ପାଞ୍ଚ ଜଣ ଗିରଫ ସହ ବାଇକ ଓଖଣ୍ଡା ଜବତ କଲା ପୋଲିସ |    (29-Apr-2026)       ||      କନ୍ଧମାଳ ଜିଲ୍ଳାରେ ସାମ୍ୱାଦିକ ସୁରକ୍ଷା ଓ ସହାୟତା ଦାବିରେ ତାତିଲେ ସାମ୍ବାଦିକମାନେ |    (29-Apr-2026)       ||      ପର୍ଯ୍ୟଟନ ସଚିବ ବଳବନ୍ତ ସିଂ ଶରଣ ଶ୍ରୀକ୍ଷେତ୍ର ମାରଦା ମନ୍ଦିର ପରିଦର୍ଶନ କଲେ |    (29-Apr-2026)       ||      ବାଲିଘାଇ ଆକାଶ ଜେନା ମୃତ୍ୟୁ ଘଟଣା ରେ ଆଉଜଣେ ଗିରଫ |   (28-Apr-2026)       ||      ମାଲତେନ୍ତୁଳିଆ ଗ୍ରାମର ରାଜଦୀପ ହତ୍ୟା ଘଟଣାରେ ଆଉଜଣେ ଗିରଫ |   (28-Apr-2026)       ||      ଓକିଲ ସଙ୍ଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ |   (28-Apr-2026)       ||      ବିଦ୍ୟୁତ ଆଘାତ ରେ ମୃତ ପରିବାର କୁ ରେଡ଼କ୍ରସ ପାଣ୍ଠିରୁ ସହାୟତା ପ୍ରଦାନ |    (28-Apr-2026)       ||      ବ୍ରାହ୍ମଣୀ ଗାଁ ବନାଞ୍ଚଳ ରେ ହାତୀପଲ, ବନ ବିଭାଗ ପକ୍ଷରୁ ଏଥିପାଇଁ ସଚେତନତା ଜାରି |   (28-Apr-2026)       ||      ଖାଜିପଲି ଗ୍ରାମରେ ସମସ୍ତଙ୍କ ସହଯୋଗ ରେ ସ୍ୱଚ୍ଛ ସେବାକାର୍ଯ୍ୟ ଆରମ୍ଭ    (28-Apr-2026)       ||     

ମୁଖ୍ୟମନ୍ତ୍ରୀ ଙ୍କ ଦିନିକିୟା ଗଜପତି ଜିଲ୍ଲା ଗ୍ରସ୍ତ |

29-Dec-2024

ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦିନିକିଆ ଗଜପତି ଜିଲ୍ଲା ଗ୍ରସ୍ତ,, 

                       ଓଡିଶା  ଜନମତ ବ୍ୟୁରୋ,

ଗଜପତି:  ୨୯/୧୨/୨୪    ପାରଳାଖେମୁଣ୍ଡି,ଆଜି ଦିନିକିଆ ଗଜପତି ଜିଲ୍ଲା ରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ଏବଂ ମାନ୍ୟବର ମନ୍ତ୍ରୀ ରାଜସ୍ବ ଏବଂ ବିପର୍ଯ୍ୟୟ ପରିଚାଳନା ଶ୍ରୀଯୁକ୍ତ ସୁରେଶ ପୂଜାରୀ ଗଜପତି ଜିଲ୍ଲାର ଗୋଷାଣୀ ବ୍ଲକ୍ ଅନ୍ତର୍ଗତ ଉପଲଡା ଗ୍ରାମ ଓ ଗୁରାଣ୍ଡି ଗ୍ରାମ ଚାଷୀଙ୍କ ସହ ଭେଟି ଅଦିନିଆ ବର୍ଷାରେ ନଷ୍ଟ ହୋଇଥିବା ଫସଲ ସଂପର୍କରେ ଆଲୋଚନା କରିବା ସହ କ୍ଷୟ କ୍ଷତି ଆଖଳନ କରିଥିଲେ। ଫସଲ ବୀମା ଯୋଜନାରେ ଲୋକମାନଙ୍କୁ ପଞ୍ଜିକରଣ କରିବା ପାଇଁ ଅନୁରୋଧ କରିଥିଲେ । ଜିଲ୍ଲାର କ୍ଷତିଗ୍ରସ୍ତ ଚାଷୀଙ୍କୁ ଭେଟି କ୍ଷୟ କ୍ଷତି ତଥ୍ୟ ପଞ୍ଚାୟତ, ବ୍ଲକ୍, ଜିଲ୍ଲା କୃଷି ଅଧିକାରୀ,ତହସିଲଦାର, ସ୍ଥାନୀୟ ଆର.ଆଈ,ପ୍ରଭୃତିଙ୍କୁ ଫସଲ ନଷ୍ଟ ବିଷୟରେ ଦରଖାସ୍ତ କରିପାରିବେ ଏବଂ କୃଷି ରକ୍ଷକ ପୋର୍ଟାଲରେ କ୍ଷୟ କ୍ଷତି ପଞ୍ଜିକରଣ କରିବା ପାଇଁ ଚାଷୀ ଭାଇମାନଙ୍କୁ ଅନୁରୋଧ କରିଥିଲେ । ସରକାର ଲୋକମାନଙ୍କ ସହିତ ରହିଛନ୍ତି ସବୁବେଳେ ଲୋକମାନଙ୍କୁ ସହଯୋଗ କରିବେ । ଏହି ଗ୍ରସ୍ତ ସମୟରେ ସ୍ଥାନୀୟ ପାରଳାଖେମୁଣ୍ଡି ବିଧାୟକ ଶ୍ରୀଯୁକ୍ତ ରୁପେଶ କୁମାର ପାଣିଗ୍ରାହି , ଶ୍ରୀଯୁକ୍ତ ଦାଶରଥି ଗମାଙ୍ଗ,ମାନ୍ୟବର ବିଧାୟକ ମୋହନା, ଶ୍ରୀଯୁକ୍ତ ବିଜୟ କୁମାର ଦାଶ, ଜିଲ୍ଲାପାଳ ଗଜପତି,ଶ୍ରୀଯୁକ୍ତ ଯତୀନ୍ଦ୍ର କୁମାର ପଣ୍ଡା, ଆରକ୍ଷୀ ଅଧିକ୍ଷକ ଗଜପତି , ଶ୍ରୀ ରାଜେନ୍ଦ୍ର ମିଞ୍ଜ ଅତିରିକ୍ତ ଜିଲ୍ଲାପାଳ ଓ ଡ଼.ଗୁଣନିଧି ନାୟକ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଗଜପତି ଓ ସ୍ଥାନୀୟ ଜନପ୍ରତିନିଧି ପ୍ରମୁଖ   ଉପସ୍ଥିତ ଥିଲେ ।

News Comment

You Might Also Like

BACK TO TOP