Breaking News

ଓଡ଼ିଆ କାବ୍ୟ ପୁରାଣ ନୃସିଂହବତାର ଉନ୍ମୋଚନ |   (01-May-2026)       ||      କନ୍ଧମାଳ ଜିଲ୍ଲା ବାଲିଗୁଡା ରେ କାଳ ବୈଶାଖୀ ର ତାଣ୍ଡବ, ବର୍ଷା ପବନ ରେ ବିପୁଳ କ୍ଷୟ କ୍ଷତି ||   (01-May-2026)       ||      ବୋଲରା ଗାଡି ରେ 22କିଲୋ ଗଞ୍ଜେଇ ସହ ଅଭିଯୁକ୍ତ କୁ ଗିରଫ କଲା ଅବକାରୀ ଗୁଇନ୍ଦା ବିଭାଗ |    (01-May-2026)       ||      ଗଙ୍ଗାଧର ସାହୁ ବିଜ୍ଞାନ ମହା ବିଦ୍ୟାଳୟ ର ପ୍ରତିଷ୍ଠାତା ଙ୍କ ଦେହାନ୍ତ ||   (30-Apr-2026)       ||      କେଶପୁର ସ୍ନାତକ ମହାବିଦ୍ୟାଳୟ ଠାରେ ଏକ ଦିବସୀୟ ପାଠ ଚକ୍ର ଅନୁଷ୍ଠିତ |    (30-Apr-2026)       ||      ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ଅବସର କାଳୀନ ସଭା ଅନୁଷ୍ଠିତ |    (30-Apr-2026)       ||      ପୋଲସରା ପିଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ ରେ ଅବସର କାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ |   (30-Apr-2026)       ||      ଖଲ୍ଲିକୋଟ ର ବିଭିନ୍ନ ସ୍ଥାନରେ 4ଗୋଟି ପ୍କକଳ୍ପ ର ଭିତ୍ତିପ୍ରସ୍ତର ସ୍ଥାପନ କଲେ ଯୋଜନା ବୋର୍ଡ ଅଧକ୍ଷ ପୂର୍ଣ୍ଣିଚନ୍ଦ୍ର ସେଠୀ ||   (30-Apr-2026)       ||      ଖଲ୍ଲିକୋଟ ଡି ଆଇ ଇ ଟି ରେ ଉତ୍କର୍ଷ କେନ୍ଦ୍ର ନିମନ୍ତେ ଭିତ୍ତିପ୍ରସ୍ତର ସ୍ଥାପନ କଲେ ବିଧାୟକ ଓ ଜିଲ୍ଲପାଳ |    (30-Apr-2026)       ||      ଖଲ୍ଲିକୋଟ କୋର୍ଟ ପରିଷର ରେ ଆଇନ ଜୀବି ଙ୍କୁ ଆକ୍ରମଣ |    (30-Apr-2026)       ||      କୋଦଳା ସ୍ନାତକ ମହା ବିଦ୍ୟାଳୟ ରେ ଶିକ୍ଷା ବିଭାଗୀୟ ପାଠଚକ୍ର ଓବିଦାୟ କାଳୀନ ସଭା ଅନୁଷ୍ଠିତ |    (30-Apr-2026)       ||      ପୋଲସରା ଆକାଶ ଜେନା ହତ୍ୟା ଘଟଣା ରେ ଆଉ ପାଞ୍ଚ ଜଣ ଗିରଫ ସହ ବାଇକ ଓଖଣ୍ଡା ଜବତ କଲା ପୋଲିସ |    (29-Apr-2026)       ||      କନ୍ଧମାଳ ଜିଲ୍ଳାରେ ସାମ୍ୱାଦିକ ସୁରକ୍ଷା ଓ ସହାୟତା ଦାବିରେ ତାତିଲେ ସାମ୍ବାଦିକମାନେ |    (29-Apr-2026)       ||      ପର୍ଯ୍ୟଟନ ସଚିବ ବଳବନ୍ତ ସିଂ ଶରଣ ଶ୍ରୀକ୍ଷେତ୍ର ମାରଦା ମନ୍ଦିର ପରିଦର୍ଶନ କଲେ |    (29-Apr-2026)       ||      ବାଲିଘାଇ ଆକାଶ ଜେନା ମୃତ୍ୟୁ ଘଟଣା ରେ ଆଉଜଣେ ଗିରଫ |   (28-Apr-2026)       ||      ମାଲତେନ୍ତୁଳିଆ ଗ୍ରାମର ରାଜଦୀପ ହତ୍ୟା ଘଟଣାରେ ଆଉଜଣେ ଗିରଫ |   (28-Apr-2026)       ||      ଓକିଲ ସଙ୍ଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ |   (28-Apr-2026)       ||      ବିଦ୍ୟୁତ ଆଘାତ ରେ ମୃତ ପରିବାର କୁ ରେଡ଼କ୍ରସ ପାଣ୍ଠିରୁ ସହାୟତା ପ୍ରଦାନ |    (28-Apr-2026)       ||      ବ୍ରାହ୍ମଣୀ ଗାଁ ବନାଞ୍ଚଳ ରେ ହାତୀପଲ, ବନ ବିଭାଗ ପକ୍ଷରୁ ଏଥିପାଇଁ ସଚେତନତା ଜାରି |   (28-Apr-2026)       ||      ଖାଜିପଲି ଗ୍ରାମରେ ସମସ୍ତଙ୍କ ସହଯୋଗ ରେ ସ୍ୱଚ୍ଛ ସେବାକାର୍ଯ୍ୟ ଆରମ୍ଭ    (28-Apr-2026)       ||     

ଦେଶୀ ବିହନ ଆଦାନ ପ୍ରଦାନ ଓ ପାରମ୍ପରିକ ଖାଦ୍ୟ ପ୍ରଦର୍ଶନ |

29-Dec-2024

ଦେଶୀ ବିହନ ଆଦାନ ପ୍ରଦାନ ଓ ପାରମ୍ପରିକ ଖାଦ୍ୟ ପ୍ରଦର୍ଶନ,

               ଓଡିଶା  ଜନମତ  ବ୍ୟୁରୋ ,

ବାଲିଗୁଡା,୨୯/୧୨:  କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକ ବେଲଘର ପଞ୍ଚାୟତର ବୁର୍ଲାଙ୍ଗି ଗ୍ରାମରେ ମିଲେଟ୍‌‌ ମିଶନ ଏବଂ ନିର୍ମାଣ ଅନୁଷ୍ଠାନ ମାଧ୍ୟମରେ କନ୍ଧମାଳର ପାରମ୍ପରିକ ଖାଦ୍ୟ ଉପରେ ଅଞ୍ଚଳବାସୀଙ୍କୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମାଣ୍ଡିଆ, କୁଏରି, କାଙ୍ଗୁ ପରି ଖାଦ୍ୟ ବିହନ ବଣ୍ଟନ କରାଯାଇଛି। କାର୍ଯ୍ୟକ୍ରମକୁ ଡଃ ପ୍ରଶାନ୍ତ ମହାନ୍ତି ପରିଚାଳନା କରିଥିବା ବେଳେ ଏଥିରେ ଅତିଥି ଭାବେ ତୁମୁଡ଼ିବନ୍ଧ ଗୋଷ୍ଠି ଉନ୍ନୟନ ଅଧିକାରୀ ବନ ବିହାରୀ ହରିପାଲ, ଯୁବନେତା ନେତ୍ର ମାନସେଠ୍‌‌, ଉଦ୍ୟାନ ଅଧିକାରୀ ଦେବାଶିଷ୍‌‌ ମଲିକ, ଡ଼ିଜେଶ ଯୋଗୀ ପ୍ରମୁଖ ଯୋଗ ଦେଇ ବିଭିନ୍ନ ଦିଗ ଉପରେ ସଚେତନ କରିଥିଲେ।

News Comment

You Might Also Like

BACK TO TOP