Breaking News

ଗଙ୍ଗାଧର ସାହୁ ବିଜ୍ଞାନ ମହା ବିଦ୍ୟାଳୟ ର ପ୍ରତିଷ୍ଠାତା ଙ୍କ ଦେହାନ୍ତ ||   (30-Apr-2026)       ||      କେଶପୁର ସ୍ନାତକ ମହାବିଦ୍ୟାଳୟ ଠାରେ ଏକ ଦିବସୀୟ ପାଠ ଚକ୍ର ଅନୁଷ୍ଠିତ |    (30-Apr-2026)       ||      ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ଅବସର କାଳୀନ ସଭା ଅନୁଷ୍ଠିତ |    (30-Apr-2026)       ||      ପୋଲସରା ପିଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ ରେ ଅବସର କାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ |   (30-Apr-2026)       ||      ଖଲ୍ଲିକୋଟ ର ବିଭିନ୍ନ ସ୍ଥାନରେ 4ଗୋଟି ପ୍କକଳ୍ପ ର ଭିତ୍ତିପ୍ରସ୍ତର ସ୍ଥାପନ କଲେ ଯୋଜନା ବୋର୍ଡ ଅଧକ୍ଷ ପୂର୍ଣ୍ଣିଚନ୍ଦ୍ର ସେଠୀ ||   (30-Apr-2026)       ||      ଖଲ୍ଲିକୋଟ ଡି ଆଇ ଇ ଟି ରେ ନିମନ୍ତେ ଉତ୍କର୍ଷ କେନ୍ଦ୍ର ନିମନ୍ତେ ଭିତ୍ତିପ୍ରସ୍ତର ସ୍ଥାପନ କଲେ ବିଧାୟକ ଓ ଜିଲ୍ଲପାଳ |    (30-Apr-2026)       ||      ଖଲ୍ଲିକୋଟ କୋର୍ଟ ପରିଷର ରେ ଆଇନ ଜୀବି ଙ୍କୁ ଆକ୍ରମଣ |    (30-Apr-2026)       ||      କୋଦଳା ସ୍ନାତକ ମହା ବିଦ୍ୟାଳୟ ରେ ଶିକ୍ଷା ବିଭାଗୀୟ ପାଠଚକ୍ର ଓବିଦାୟ କାଳୀନ ସଭା ଅନୁଷ୍ଠିତ |    (30-Apr-2026)       ||      ପୋଲସରା ଆକାଶ ଜେନା ହତ୍ୟା ଘଟଣା ରେ ଆଉ ପାଞ୍ଚ ଜଣ ଗିରଫ ସହ ବାଇକ ଓଖଣ୍ଡା ଜବତ କଲା ପୋଲିସ |    (29-Apr-2026)       ||      କନ୍ଧମାଳ ଜିଲ୍ଳାରେ ସାମ୍ୱାଦିକ ସୁରକ୍ଷା ଓ ସହାୟତା ଦାବିରେ ତାତିଲେ ସାମ୍ବାଦିକମାନେ |    (29-Apr-2026)       ||      ପର୍ଯ୍ୟଟନ ସଚିବ ବଳବନ୍ତ ସିଂ ଶରଣ ଶ୍ରୀକ୍ଷେତ୍ର ମାରଦା ମନ୍ଦିର ପରିଦର୍ଶନ କଲେ |    (29-Apr-2026)       ||      ବାଲିଘାଇ ଆକାଶ ଜେନା ମୃତ୍ୟୁ ଘଟଣା ରେ ଆଉଜଣେ ଗିରଫ |   (28-Apr-2026)       ||      ମାଲତେନ୍ତୁଳିଆ ଗ୍ରାମର ରାଜଦୀପ ହତ୍ୟା ଘଟଣାରେ ଆଉଜଣେ ଗିରଫ |   (28-Apr-2026)       ||      ଓକିଲ ସଙ୍ଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ |   (28-Apr-2026)       ||      ବିଦ୍ୟୁତ ଆଘାତ ରେ ମୃତ ପରିବାର କୁ ରେଡ଼କ୍ରସ ପାଣ୍ଠିରୁ ସହାୟତା ପ୍ରଦାନ |    (28-Apr-2026)       ||      ବ୍ରାହ୍ମଣୀ ଗାଁ ବନାଞ୍ଚଳ ରେ ହାତୀପଲ, ବନ ବିଭାଗ ପକ୍ଷରୁ ଏଥିପାଇଁ ସଚେତନତା ଜାରି |   (28-Apr-2026)       ||      ଖାଜିପଲି ଗ୍ରାମରେ ସମସ୍ତଙ୍କ ସହଯୋଗ ରେ ସ୍ୱଚ୍ଛ ସେବାକାର୍ଯ୍ୟ ଆରମ୍ଭ    (28-Apr-2026)       ||      ପୋଲସରା ର ବିଭିନ୍ନ ଶିକ୍ଷାନୁଷ୍ଠାନ ରେ ସ୍ୱାଭିମାନ ଦିବସ ପାଳିତ |   (28-Apr-2026)       ||      ବାଲିଗୁଡା ରେ ନେଟୱାର୍କ ଅସୁବିଧା ଯୋଗୁଁ, ଇଣ୍ଟେର ନେଟ ସେବା ବ୍ୟାହତ କାରଣରୁ ଲୋକେ ହନ୍ତସନ୍ତ |    (28-Apr-2026)       ||      କୋଦଳା ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ର ରେ ସ୍ୱାସ୍ଥ୍ୟ ସେବା ବିପର୍ଯ୍ୟସ୍ତ |    (27-Apr-2026)       ||     

ସାମ୍ବାଦିକ ଙ୍କ ପତ୍ନୀ ଙ୍କ ହୃଦଘାତ ରେ ମୃତ୍ୟୁ , ଅଞ୍ଚଳରେ ଶୋକର ଛାୟା |

30-Dec-2024

       ସାମ୍ବାଦିକଙ୍କ ପତ୍ନୀ ବିୟୋଗ,

                ଓଡିଶା ଜନମତ  ବ୍ୟୁରୋ,

ବୁଗୁଡା : ତା ୩୦/୧୨//୨୪ : ସ୍ଥାନୀୟ ସାମ୍ବାଦିକ ଅଭୟ ପ୍ରସାଦ ପାଣିଗ୍ରାହୀଙ୍କ ଧର୍ମପତ୍ନୀ ଭାଗ୍ଯଲତା ପାଣିଗ୍ରାହୀ(୬୨)ଙ୍କ ଦେହାନ୍ତରେ ଲକ୍ଷ୍ମୀପୁର ଗ୍ରାମରେ ଶୋକର ଛାୟା ଖେଳିଯାଇଛି। । ପ୍ରକାଶ ଯେ, ଆଜି ସକାଳେ ସେ ହୃଦଘାତ ର ଶିକାର ହୋଇଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ ବ୍ରହ୍ମପୁର ମେଡି କାଲକୁ ନିଆଯାଇଥିଲା । ସେଠାରେ ଚିକିତ୍ସାଧିନ ଅବସ୍ଥାରେ ସେ ଶେଷ ନିଶ୍ଵାସ ତ୍ୟାଗ କରିଥିଲେ। ମୃତ୍ଯୁ ଶଯ୍ୟା ନିକଟରେ ତାଙ୍କର ପୁଅ, ବୋହୁ ଓ ନାତି ନାତୁଣୀ ଉପସ୍ଥିତ ରହିଥିଲେ। ତାଙ୍କର ମର ଶରୀରକୁ ଲକ୍ଷ୍ମୀପୁର ଗ୍ରାମକୁ ଅଣାଯାଇଥିଲା ବେଳେ ସେଠାରେ ଗ୍ରାମବାସୀ ତାଙ୍କର ଅନ୍ତିମ ଦର୍ଶନ କରି ଥିଲେ। ପୁରୀ ସ୍ବର୍ଗଦ୍ବାରରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯାଇଥିଲା। ସେ ଜଣେ ଧର୍ମପରାୟଣା, ମେଳାପି ଓ ପରୋପକାରୀ ମହିଳା ଥିଲେ । ସ୍ବର୍ଗତା ଭାଗ୍ଯଲତାଙ୍କ ଦେହାନ୍ତରେ ସ୍ଥାନୀୟ ମିଡିଆ କ୍ଲବ ପକ୍ଷରୁ ମଧ୍ୟ ଶୋକ ପ୍ରକଟ ସହ ତାଙ୍କର ଅମର ଆତ୍ମାର ସଦଗତି କାମନା କରାଯାଇଛି।

News Comment

You Might Also Like

BACK TO TOP