Breaking News

ଗଙ୍ଗାଧର ସାହୁ ବିଜ୍ଞାନ ମହା ବିଦ୍ୟାଳୟ ର ପ୍ରତିଷ୍ଠାତା ଙ୍କ ଦେହାନ୍ତ ||   (30-Apr-2026)       ||      କେଶପୁର ସ୍ନାତକ ମହାବିଦ୍ୟାଳୟ ଠାରେ ଏକ ଦିବସୀୟ ପାଠ ଚକ୍ର ଅନୁଷ୍ଠିତ |    (30-Apr-2026)       ||      ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ଅବସର କାଳୀନ ସଭା ଅନୁଷ୍ଠିତ |    (30-Apr-2026)       ||      ପୋଲସରା ପିଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ ରେ ଅବସର କାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ |   (30-Apr-2026)       ||      ଖଲ୍ଲିକୋଟ ର ବିଭିନ୍ନ ସ୍ଥାନରେ 4ଗୋଟି ପ୍କକଳ୍ପ ର ଭିତ୍ତିପ୍ରସ୍ତର ସ୍ଥାପନ କଲେ ଯୋଜନା ବୋର୍ଡ ଅଧକ୍ଷ ପୂର୍ଣ୍ଣିଚନ୍ଦ୍ର ସେଠୀ ||   (30-Apr-2026)       ||      ଖଲ୍ଲିକୋଟ ଡି ଆଇ ଇ ଟି ରେ ନିମନ୍ତେ ଉତ୍କର୍ଷ କେନ୍ଦ୍ର ନିମନ୍ତେ ଭିତ୍ତିପ୍ରସ୍ତର ସ୍ଥାପନ କଲେ ବିଧାୟକ ଓ ଜିଲ୍ଲପାଳ |    (30-Apr-2026)       ||      ଖଲ୍ଲିକୋଟ କୋର୍ଟ ପରିଷର ରେ ଆଇନ ଜୀବି ଙ୍କୁ ଆକ୍ରମଣ |    (30-Apr-2026)       ||      କୋଦଳା ସ୍ନାତକ ମହା ବିଦ୍ୟାଳୟ ରେ ଶିକ୍ଷା ବିଭାଗୀୟ ପାଠଚକ୍ର ଓବିଦାୟ କାଳୀନ ସଭା ଅନୁଷ୍ଠିତ |    (30-Apr-2026)       ||      ପୋଲସରା ଆକାଶ ଜେନା ହତ୍ୟା ଘଟଣା ରେ ଆଉ ପାଞ୍ଚ ଜଣ ଗିରଫ ସହ ବାଇକ ଓଖଣ୍ଡା ଜବତ କଲା ପୋଲିସ |    (29-Apr-2026)       ||      କନ୍ଧମାଳ ଜିଲ୍ଳାରେ ସାମ୍ୱାଦିକ ସୁରକ୍ଷା ଓ ସହାୟତା ଦାବିରେ ତାତିଲେ ସାମ୍ବାଦିକମାନେ |    (29-Apr-2026)       ||      ପର୍ଯ୍ୟଟନ ସଚିବ ବଳବନ୍ତ ସିଂ ଶରଣ ଶ୍ରୀକ୍ଷେତ୍ର ମାରଦା ମନ୍ଦିର ପରିଦର୍ଶନ କଲେ |    (29-Apr-2026)       ||      ବାଲିଘାଇ ଆକାଶ ଜେନା ମୃତ୍ୟୁ ଘଟଣା ରେ ଆଉଜଣେ ଗିରଫ |   (28-Apr-2026)       ||      ମାଲତେନ୍ତୁଳିଆ ଗ୍ରାମର ରାଜଦୀପ ହତ୍ୟା ଘଟଣାରେ ଆଉଜଣେ ଗିରଫ |   (28-Apr-2026)       ||      ଓକିଲ ସଙ୍ଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ |   (28-Apr-2026)       ||      ବିଦ୍ୟୁତ ଆଘାତ ରେ ମୃତ ପରିବାର କୁ ରେଡ଼କ୍ରସ ପାଣ୍ଠିରୁ ସହାୟତା ପ୍ରଦାନ |    (28-Apr-2026)       ||      ବ୍ରାହ୍ମଣୀ ଗାଁ ବନାଞ୍ଚଳ ରେ ହାତୀପଲ, ବନ ବିଭାଗ ପକ୍ଷରୁ ଏଥିପାଇଁ ସଚେତନତା ଜାରି |   (28-Apr-2026)       ||      ଖାଜିପଲି ଗ୍ରାମରେ ସମସ୍ତଙ୍କ ସହଯୋଗ ରେ ସ୍ୱଚ୍ଛ ସେବାକାର୍ଯ୍ୟ ଆରମ୍ଭ    (28-Apr-2026)       ||      ପୋଲସରା ର ବିଭିନ୍ନ ଶିକ୍ଷାନୁଷ୍ଠାନ ରେ ସ୍ୱାଭିମାନ ଦିବସ ପାଳିତ |   (28-Apr-2026)       ||      ବାଲିଗୁଡା ରେ ନେଟୱାର୍କ ଅସୁବିଧା ଯୋଗୁଁ, ଇଣ୍ଟେର ନେଟ ସେବା ବ୍ୟାହତ କାରଣରୁ ଲୋକେ ହନ୍ତସନ୍ତ |    (28-Apr-2026)       ||      କୋଦଳା ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ର ରେ ସ୍ୱାସ୍ଥ୍ୟ ସେବା ବିପର୍ଯ୍ୟସ୍ତ |    (27-Apr-2026)       ||     

ନେହୁରୁ ଯୁବକେନ୍ଦ୍ର ପକ୍ଷରୁ କ୍ଲଷ୍ଟର ସ୍ତରୀୟ କ୍ରୀଡା ପ୍ରତିଯୋଗିତା |

31-Dec-2024

ନେହେରୁ ଯୁବକେନ୍ଦ୍ର ପକ୍ଷରୁ କ୍ଲଷ୍ଟର ସ୍ତରୀୟ କ୍ରୀଡା ପ୍ରତିଯୋଗିତା 
----------------------------------------
               ଓଡିଶା ଜନମତ  ବ୍ୟୁରୋ,

ଗଞ୍ଜାମ :29.12--ନେହେରୁ ଯୁବକେନ୍ଦ୍ର ପକ୍ଷରୁ ଗଞ୍ଜାମ ସହର ସ୍ଥିତ ମିନି ଷ୍ଟାଡିୟମ
ରେ କ୍ଲଷ୍ଟର ସ୍ତରୀୟ କ୍ରୀଡା ସମାବେଶ ଅନୁଷ୍ଠିତ ହୋଇଯାଇଛି l 
ସ୍ଥାନୀୟ ଅଞ୍ଚଳର ଅଗ୍ରଣୀ ସ୍ବେଛାସେବୀ ଅନୁଷ୍ଠାନ ଦିଗଦର୍ଶନ ଫାଉଣ୍ଡେସନ ଆନୁକୂଲ୍ୟରେ ଆୟୋଜିତ କାର୍ଯ୍ୟକ୍ରମରେ ଅନୁଷ୍ଠାନର ପରିଚାଳକ ନିର୍ଦ୍ଧେଶକା ସୁଶ୍ରୀ ବିଜୟଲକ୍ଷ୍ମୀ ମହାଙ୍କୁଡ଼ ଙ୍କ ତତ୍ୱାବଧାନରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l କ୍ଲଷ୍ଟର ବିଭିନ୍ନ ପ୍ରାନ୍ତରୁ ଶତାଧିକ  ଯୁବକ ଓ ଯୁବତୀ, ଛାତ୍ର ଛାତ୍ରୀ ସମୂହ ଖେଳାଳି ଯୋଗଦେଇ   ତାଏକୋଣ୍ଡ, କବାଡି, ଫୁଟବଲ,ସ୍ଲୋ ସାଇକେଲ, ବ୍ୟାଟ ବିଟେନ ଓ 100 ମିଟର ଦୌଡ଼ ପ୍ରତିଯୋଗିତା ରେ ଭାଗ ନେଇ ନିଜ ନିଜର ଶେଷ୍ଠ କ୍ରୀଡା ପ୍ରଦର୍ଶନ କରିଥିଲେ l 
ଉଦଯାପନି ସମାବେଶର ମୁଖ୍ୟ ଅତିଥିଭାବେ ଭାବେ ନେହେରୁ ଯୁବକେନ୍ଦ୍ର ଜିଲ୍ଲା ସଂଯୋଜକ ଅକ୍ଷର ଭାସ୍କର ନିପାଣେ, ଅଧ୍ୟାପକ ଗିରିଶ କୁମାର ଆଚାର୍ଯ୍ୟ,ଅଧ୍ୟାପକ ହର୍ଷ ବର୍ଦ୍ଧନ ରଣା , ସମ୍ବାଦିକ ସୁଧିର କୁମାର ନାହାକ ପ୍ରମୁଖ ସମ୍ମାନିତ ଅତିଥିଭାବେ ଯୋଗ ଦେଇ  କୃତି ପ୍ରତିଯୋଗୀ ମାନଙ୍କୁ ସମ୍ମାନିତ କରିଥିଲେ lପ୍ରାରମ୍ଭ ରେ ଗଞ୍ଜାମ ପ୍ରେସ କ୍ଳବର  ସଭାପତି ଶବର କୁମାର ତରାଇ ଓ ମିଡ଼ିଆ ହାଉସ ର ସଭାପତି ଦୁର୍ଗା ମାଧବ ପାଣିଗ୍ରାହି ସ୍ୱତନ୍ତ୍ର ଅତିଥିଭାବେ ଯୋଗଦେଇ କ୍ରୀଡା ମହୋତ୍ସବର ଶୁଭ ଉଦଘାଟନ କରିଥିଲେ l ପ୍ରେସ କ୍ଳବ ସମ୍ପାଦକ ବିଦ୍ୟାଧର ସାହୁ, କୋଷାଧକ୍ଷ ପ୍ରଦୀପ କୁମାର ପଣ୍ଡା, ବଟକୃଷ୍ଣ ରାଉଳ, ସମ୍ବାଦିକ ମିଥୁନ କୁମାର ବାରିକି ପ୍ରମୁଖ ସମ୍ମାନିତ ଅତିଥିଭାବେ ଯୋଗଦେଇ ଖେଳାଳୀ ମାନଙ୍କୁ ଉତ୍ସାହିତ କରିଥିଲେ l ଅନୁଷ୍ଠାନ ଉପ ସଭାପତି  ରାକେଶ କୁମାର ନାୟକ, ସହ ସମ୍ପାଦକ ସୁଦର୍ଶନ ପାଢ଼ୀ, ମହା ପ୍ରସାଦ ମହାପାତ୍ର, ସୁନିଲ କୁମାର ବେହେରା, ରାଧା ରମଣ ପାଢ଼ୀ ପ୍ରମୁଖ କାର୍ଯ୍ୟକ୍ରମ ସୁପରିଚାଳନା ରେ ସହଯୋଗ କରିଥିଲେ l

News Comment

You Might Also Like

BACK TO TOP