Breaking News

ଗଙ୍ଗାଧର ସାହୁ ବିଜ୍ଞାନ ମହା ବିଦ୍ୟାଳୟ ର ପ୍ରତିଷ୍ଠାତା ଙ୍କ ଦେହାନ୍ତ ||   (30-Apr-2026)       ||      କେଶପୁର ସ୍ନାତକ ମହାବିଦ୍ୟାଳୟ ଠାରେ ଏକ ଦିବସୀୟ ପାଠ ଚକ୍ର ଅନୁଷ୍ଠିତ |    (30-Apr-2026)       ||      ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ଅବସର କାଳୀନ ସଭା ଅନୁଷ୍ଠିତ |    (30-Apr-2026)       ||      ପୋଲସରା ପିଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ ରେ ଅବସର କାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ |   (30-Apr-2026)       ||      ଖଲ୍ଲିକୋଟ ର ବିଭିନ୍ନ ସ୍ଥାନରେ 4ଗୋଟି ପ୍କକଳ୍ପ ର ଭିତ୍ତିପ୍ରସ୍ତର ସ୍ଥାପନ କଲେ ଯୋଜନା ବୋର୍ଡ ଅଧକ୍ଷ ପୂର୍ଣ୍ଣିଚନ୍ଦ୍ର ସେଠୀ ||   (30-Apr-2026)       ||      ଖଲ୍ଲିକୋଟ ଡି ଆଇ ଇ ଟି ରେ ନିମନ୍ତେ ଉତ୍କର୍ଷ କେନ୍ଦ୍ର ନିମନ୍ତେ ଭିତ୍ତିପ୍ରସ୍ତର ସ୍ଥାପନ କଲେ ବିଧାୟକ ଓ ଜିଲ୍ଲପାଳ |    (30-Apr-2026)       ||      ଖଲ୍ଲିକୋଟ କୋର୍ଟ ପରିଷର ରେ ଆଇନ ଜୀବି ଙ୍କୁ ଆକ୍ରମଣ |    (30-Apr-2026)       ||      କୋଦଳା ସ୍ନାତକ ମହା ବିଦ୍ୟାଳୟ ରେ ଶିକ୍ଷା ବିଭାଗୀୟ ପାଠଚକ୍ର ଓବିଦାୟ କାଳୀନ ସଭା ଅନୁଷ୍ଠିତ |    (30-Apr-2026)       ||      ପୋଲସରା ଆକାଶ ଜେନା ହତ୍ୟା ଘଟଣା ରେ ଆଉ ପାଞ୍ଚ ଜଣ ଗିରଫ ସହ ବାଇକ ଓଖଣ୍ଡା ଜବତ କଲା ପୋଲିସ |    (29-Apr-2026)       ||      କନ୍ଧମାଳ ଜିଲ୍ଳାରେ ସାମ୍ୱାଦିକ ସୁରକ୍ଷା ଓ ସହାୟତା ଦାବିରେ ତାତିଲେ ସାମ୍ବାଦିକମାନେ |    (29-Apr-2026)       ||      ପର୍ଯ୍ୟଟନ ସଚିବ ବଳବନ୍ତ ସିଂ ଶରଣ ଶ୍ରୀକ୍ଷେତ୍ର ମାରଦା ମନ୍ଦିର ପରିଦର୍ଶନ କଲେ |    (29-Apr-2026)       ||      ବାଲିଘାଇ ଆକାଶ ଜେନା ମୃତ୍ୟୁ ଘଟଣା ରେ ଆଉଜଣେ ଗିରଫ |   (28-Apr-2026)       ||      ମାଲତେନ୍ତୁଳିଆ ଗ୍ରାମର ରାଜଦୀପ ହତ୍ୟା ଘଟଣାରେ ଆଉଜଣେ ଗିରଫ |   (28-Apr-2026)       ||      ଓକିଲ ସଙ୍ଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ |   (28-Apr-2026)       ||      ବିଦ୍ୟୁତ ଆଘାତ ରେ ମୃତ ପରିବାର କୁ ରେଡ଼କ୍ରସ ପାଣ୍ଠିରୁ ସହାୟତା ପ୍ରଦାନ |    (28-Apr-2026)       ||      ବ୍ରାହ୍ମଣୀ ଗାଁ ବନାଞ୍ଚଳ ରେ ହାତୀପଲ, ବନ ବିଭାଗ ପକ୍ଷରୁ ଏଥିପାଇଁ ସଚେତନତା ଜାରି |   (28-Apr-2026)       ||      ଖାଜିପଲି ଗ୍ରାମରେ ସମସ୍ତଙ୍କ ସହଯୋଗ ରେ ସ୍ୱଚ୍ଛ ସେବାକାର୍ଯ୍ୟ ଆରମ୍ଭ    (28-Apr-2026)       ||      ପୋଲସରା ର ବିଭିନ୍ନ ଶିକ୍ଷାନୁଷ୍ଠାନ ରେ ସ୍ୱାଭିମାନ ଦିବସ ପାଳିତ |   (28-Apr-2026)       ||      ବାଲିଗୁଡା ରେ ନେଟୱାର୍କ ଅସୁବିଧା ଯୋଗୁଁ, ଇଣ୍ଟେର ନେଟ ସେବା ବ୍ୟାହତ କାରଣରୁ ଲୋକେ ହନ୍ତସନ୍ତ |    (28-Apr-2026)       ||      କୋଦଳା ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ର ରେ ସ୍ୱାସ୍ଥ୍ୟ ସେବା ବିପର୍ଯ୍ୟସ୍ତ |    (27-Apr-2026)       ||     

ଜିରୋ ନାଇଟ ଉତ୍ସବ ପାଳନ ବେଳେ ଅଘଟନ, ଫାଙ୍କା ଗୁଳି ଚାଳନା ସହ ଛୁରା ମାଡ଼ |

01-Jan-2025

ଜିରୋ ନାଇଟ୍‌ ସେଲିବ୍ରେସନ୍ ବେଳେ ଅଘଟଣ, ଫାଙ୍କା ଗୁଳିଚାଳନା ସହ ଛୁରାମାଡ଼,

              **********************************
ଓଡିଶା  ଜନମତ  ବ୍ୟୁରୋ, ମାଧବ ବେହେରା,
ଖଲ୍ଲିକୋଟ   ୦୧।୦୧ : ଜିରୋ ନାଇଟ୍‌ର  ଅଘଟଣ । ଗଞ୍ଜାମ ଜିଲ୍ଲା ରମ୍ଭା ଥାନା ଖଲ୍ଲିକୋଟ ବ୍ଲକ ର ଗଣ୍ଡାପଲ୍ଲୀ ଓଡିଆର୍‌ପି କଲୋନିରେ ବ୍ଲାକ ଫାଇରିଂ ସହ ହୋଇଛି ଛୁରା ମାଡ଼ । ଯେଉଁଥିରେ ୪ ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । 
ଖବର ଅନୁଯାୟୀ, ବିଳମ୍ବିତ ରାତିରେ ନୂତନ ବର୍ଷକୁ ସ୍ୱାଗତ କରିବା ସମୟରେ ଗଣ୍ଡାପଲ୍ଲୀ ଓଡିଆର୍‌ପି କଲୋନୀରେ ଭଡ଼ା ରହୁଥିବା କିଛି ଯୁବକଙ୍କ ସହ ବାହାରୁ ଆସିଥିବା ଅନ୍ୟ ଯୁବକଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା । ପୂର୍ବଶତ୍ରୁତାକୁ ନେଇ ଫାଙ୍କା ଗୁଳିଚାଳନା ସହ ଛୁରାମାଡ଼ ମଧ୍ୟ ହୋଇଥିଲେ । ଯେଉଁଥିରେ ୪ ଜଣ ଗୁରୁତର ହୋଇଥିଲେ । ପ୍ରଥମ ତାଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ପରେ ଅବସ୍ଥା ଗୁରୁତର ଥିବାରୁ ବ୍ରହ୍ମପୁର ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି । ଅନ୍ୟପଟେ ଘଟଣା ସଂପର୍କରେ ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି । ତେବେ ପୋଲିସର ପ୍ରାଥମିକ ତଦନ୍ତରୁ ପ୍ରେମ ବ୍ୟାପାରକୁ ନେଇ ପୂର୍ବରୁ ବିବାଦ ହୋଇଥିଲା ବୋଲି ଜଣାପଡିଛି । ତେବେ ଗୁଳିକାଣ୍ଡ ଘଟାଇଥିବା ଯୁବକ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ଜଣାପଡିଛି   | ରମ୍ଭା ପୋଲିସ ଘଟଣା ସ୍ଥଳ ପରିଦର୍ଶନ କରି ଘଟଣା ସ୍ଥଳ ପରିଦର୍ଶନ କରି ତଦନ୍ତ ଆରମ୍ଭ କରିବା ସହ ଘଟଣା ରେ ସମ୍ପୃକ୍ତ ଥିବା ଆସାମୀ କୁ ଗିରଫ କରିବା ପାଇଁ ଉଦ୍ୟମ ଚଳାଇଥିବା ପ୍ରକାଶ |

News Comment

You Might Also Like

BACK TO TOP