Breaking News

ଗଙ୍ଗାଧର ସାହୁ ବିଜ୍ଞାନ ମହା ବିଦ୍ୟାଳୟ ର ପ୍ରତିଷ୍ଠାତା ଙ୍କ ଦେହାନ୍ତ ||   (30-Apr-2026)       ||      କେଶପୁର ସ୍ନାତକ ମହାବିଦ୍ୟାଳୟ ଠାରେ ଏକ ଦିବସୀୟ ପାଠ ଚକ୍ର ଅନୁଷ୍ଠିତ |    (30-Apr-2026)       ||      ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ଅବସର କାଳୀନ ସଭା ଅନୁଷ୍ଠିତ |    (30-Apr-2026)       ||      ପୋଲସରା ପିଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ ରେ ଅବସର କାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ |   (30-Apr-2026)       ||      ଖଲ୍ଲିକୋଟ ର ବିଭିନ୍ନ ସ୍ଥାନରେ 4ଗୋଟି ପ୍କକଳ୍ପ ର ଭିତ୍ତିପ୍ରସ୍ତର ସ୍ଥାପନ କଲେ ଯୋଜନା ବୋର୍ଡ ଅଧକ୍ଷ ପୂର୍ଣ୍ଣିଚନ୍ଦ୍ର ସେଠୀ ||   (30-Apr-2026)       ||      ଖଲ୍ଲିକୋଟ ଡି ଆଇ ଇ ଟି ରେ ନିମନ୍ତେ ଉତ୍କର୍ଷ କେନ୍ଦ୍ର ନିମନ୍ତେ ଭିତ୍ତିପ୍ରସ୍ତର ସ୍ଥାପନ କଲେ ବିଧାୟକ ଓ ଜିଲ୍ଲପାଳ |    (30-Apr-2026)       ||      ଖଲ୍ଲିକୋଟ କୋର୍ଟ ପରିଷର ରେ ଆଇନ ଜୀବି ଙ୍କୁ ଆକ୍ରମଣ |    (30-Apr-2026)       ||      କୋଦଳା ସ୍ନାତକ ମହା ବିଦ୍ୟାଳୟ ରେ ଶିକ୍ଷା ବିଭାଗୀୟ ପାଠଚକ୍ର ଓବିଦାୟ କାଳୀନ ସଭା ଅନୁଷ୍ଠିତ |    (30-Apr-2026)       ||      ପୋଲସରା ଆକାଶ ଜେନା ହତ୍ୟା ଘଟଣା ରେ ଆଉ ପାଞ୍ଚ ଜଣ ଗିରଫ ସହ ବାଇକ ଓଖଣ୍ଡା ଜବତ କଲା ପୋଲିସ |    (29-Apr-2026)       ||      କନ୍ଧମାଳ ଜିଲ୍ଳାରେ ସାମ୍ୱାଦିକ ସୁରକ୍ଷା ଓ ସହାୟତା ଦାବିରେ ତାତିଲେ ସାମ୍ବାଦିକମାନେ |    (29-Apr-2026)       ||      ପର୍ଯ୍ୟଟନ ସଚିବ ବଳବନ୍ତ ସିଂ ଶରଣ ଶ୍ରୀକ୍ଷେତ୍ର ମାରଦା ମନ୍ଦିର ପରିଦର୍ଶନ କଲେ |    (29-Apr-2026)       ||      ବାଲିଘାଇ ଆକାଶ ଜେନା ମୃତ୍ୟୁ ଘଟଣା ରେ ଆଉଜଣେ ଗିରଫ |   (28-Apr-2026)       ||      ମାଲତେନ୍ତୁଳିଆ ଗ୍ରାମର ରାଜଦୀପ ହତ୍ୟା ଘଟଣାରେ ଆଉଜଣେ ଗିରଫ |   (28-Apr-2026)       ||      ଓକିଲ ସଙ୍ଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ |   (28-Apr-2026)       ||      ବିଦ୍ୟୁତ ଆଘାତ ରେ ମୃତ ପରିବାର କୁ ରେଡ଼କ୍ରସ ପାଣ୍ଠିରୁ ସହାୟତା ପ୍ରଦାନ |    (28-Apr-2026)       ||      ବ୍ରାହ୍ମଣୀ ଗାଁ ବନାଞ୍ଚଳ ରେ ହାତୀପଲ, ବନ ବିଭାଗ ପକ୍ଷରୁ ଏଥିପାଇଁ ସଚେତନତା ଜାରି |   (28-Apr-2026)       ||      ଖାଜିପଲି ଗ୍ରାମରେ ସମସ୍ତଙ୍କ ସହଯୋଗ ରେ ସ୍ୱଚ୍ଛ ସେବାକାର୍ଯ୍ୟ ଆରମ୍ଭ    (28-Apr-2026)       ||      ପୋଲସରା ର ବିଭିନ୍ନ ଶିକ୍ଷାନୁଷ୍ଠାନ ରେ ସ୍ୱାଭିମାନ ଦିବସ ପାଳିତ |   (28-Apr-2026)       ||      ବାଲିଗୁଡା ରେ ନେଟୱାର୍କ ଅସୁବିଧା ଯୋଗୁଁ, ଇଣ୍ଟେର ନେଟ ସେବା ବ୍ୟାହତ କାରଣରୁ ଲୋକେ ହନ୍ତସନ୍ତ |    (28-Apr-2026)       ||      କୋଦଳା ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ର ରେ ସ୍ୱାସ୍ଥ୍ୟ ସେବା ବିପର୍ଯ୍ୟସ୍ତ |    (27-Apr-2026)       ||     

ଇଂରେଜି ନୂଆଁ ବର୍ଷ ରେ ମନ୍ଦିର ଓ ପର୍ଯ୍ୟଟନ ସ୍ଥଳୀ ରେ ଭିଡ଼ |

01-Jan-2025

ଇଂରାଜୀ ନୂଆବର୍ଷରେ ମନ୍ଦିର ଓ ପର୍ଯ୍ୟଟନ ସ୍ଥଳୀରେ ଭିଡ଼,

ଓଡିଶା ଜନମତ, ବାଲିଗୁଡା,୦୧/୧୨: ସଞ୍ଜୟ କୁମାର ପାଣିଗ୍ରାହୀ:

  ଇଂରାଜୀ ନୂଆବର୍ଷ ଅବସରରେ ବୁଧବାର କନ୍ଧମାଳ ଜିଲାର ବିଭିନ୍ନ ମନ୍ଦିର ଏବଂ ପର୍ଯ୍ୟଟନ ସ୍ଥଳୀରେ ଲୋକଙ୍କ ଭିଡ଼ ଦେଖିବାକୁ ମିଳିଛି। ବର୍ଷର ପ୍ରଥମ ଦିନ ଦେବାଦେବୀଙ୍କୁ ଦର୍ଶନ କରି ଆଶିଷ ଲଭିବାକୁ ସକାଳୁ ମନ୍ଦିର ମାନଙ୍କରେ ଭକ୍ତଙ୍କ ଭିଡ଼ ଜମିଥିଲା। କନ୍ଧମାଳ ଜିଲ୍ଲାର ବିଭିନ୍ନ ଆରାଧ୍ୟା ଦେବୀ ମା’ ପାଟଖଣ୍ଡା, ବରାଳ ଦେବୀ, ବଲସ କୁମ୍ପା, ଡୁଙ୍ଗୀ ପୀଠ ସମେତ ଶ୍ରୀ ଜଗନ୍ନାଥ ମନ୍ଦିର, ହନୁମାନ ମନ୍ଦିର, ଧବଳେଶ୍ୱର ମନ୍ଦିର ଭଳି ବିଭିନ୍ନ ଦେବା ଦେବୀ ପୀଠରେ ସକାଳୁ ଭକ୍ତଙ୍କ ଭିଡ଼ ଲାଗିଥିଲା। ଏତଦ ବ୍ୟତୀତ ବିଭିନ୍ନ ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡି, ଲୁଦୁ ଜଳ ପ୍ରପାତ, ସହିତ ନିକଟସ୍ଥ ପାର୍କରେ ବର୍ଷର ପ୍ରଥମ ଦିନଟି ପରିବାର, ସାଙ୍ଗସାଥିଙ୍କ ସହ ଖୁସି ମନେଇବାକୁ ବହୁ ଦୂର ଦୂରାନ୍ତରୁ ଲୋକେ ଆସି ବୁଲୁଥିବା ପରିଲକ୍ଷିତ ହୋଇଛି। ଆଜି କାର୍ଯ୍ୟ ଦିବସ ହେଇଥିଲେ ମଧ୍ୟ ସରକାରୀ ତଥା ବେସରକାରୀ କାର୍ଯ୍ୟାଳୟ ମାନଙ୍କରେ  ଉପସ୍ଥାନ କମ୍ ରହିଛି। ଆଜି ଇଂରାଜୀ ନୂଆ ବର୍ଷର ପ୍ରଥମ ଦିନ ହିଁ ବୁଧବାର ହୋଇଥିବାରୁ ଆମିଷ ପ୍ରିୟ ଜନସାଧାରଣଙ୍କ ପାଇଁ ବହୁତ ଖୁସିର ଦିନ ହୋଇଥିଲା l ସକାଳୁ ସକାଳୁ ଦେଶୀ ମଟନ,  ଚିକେନ, ମାଛ, ଅଣ୍ଡା ଓ ଶୁଖୁଆ ଦୋକାନରେ ଏବଂ ନିରାମିଷ ଜନସାଧାରଣ ଙ୍କ ପାଇଁ ଛତୁ ପନିର ଦୋକାନରେ ମଧ୍ୟ ପ୍ରବଳ ଭିଡ଼ ଜମିଥିବା ଦେଖିବାକୁ ମିଳିଥିଲା l ଏତଦ ବ୍ୟତୀତ ବିଭିନ୍ନ ମନ୍ଦିର ଓ ପର୍ଯ୍ୟଟନ କ୍ଷେତ୍ର ଭଳି ବିଭିନ୍ନ ସ୍ଥାନରେ ଏକତ୍ରିତ  ଭୋଜି ଭାତର ଆସର ଜମି ଥିବା ଦେଖିବାକୁ ମିଳିଥିଲା l

News Comment

You Might Also Like

BACK TO TOP