Breaking News

ଗଙ୍ଗାଧର ସାହୁ ବିଜ୍ଞାନ ମହା ବିଦ୍ୟାଳୟ ର ପ୍ରତିଷ୍ଠାତା ଙ୍କ ଦେହାନ୍ତ ||   (30-Apr-2026)       ||      କେଶପୁର ସ୍ନାତକ ମହାବିଦ୍ୟାଳୟ ଠାରେ ଏକ ଦିବସୀୟ ପାଠ ଚକ୍ର ଅନୁଷ୍ଠିତ |    (30-Apr-2026)       ||      ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ଅବସର କାଳୀନ ସଭା ଅନୁଷ୍ଠିତ |    (30-Apr-2026)       ||      ପୋଲସରା ପିଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ ରେ ଅବସର କାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ |   (30-Apr-2026)       ||      ଖଲ୍ଲିକୋଟ ର ବିଭିନ୍ନ ସ୍ଥାନରେ 4ଗୋଟି ପ୍କକଳ୍ପ ର ଭିତ୍ତିପ୍ରସ୍ତର ସ୍ଥାପନ କଲେ ଯୋଜନା ବୋର୍ଡ ଅଧକ୍ଷ ପୂର୍ଣ୍ଣିଚନ୍ଦ୍ର ସେଠୀ ||   (30-Apr-2026)       ||      ଖଲ୍ଲିକୋଟ ଡି ଆଇ ଇ ଟି ରେ ନିମନ୍ତେ ଉତ୍କର୍ଷ କେନ୍ଦ୍ର ନିମନ୍ତେ ଭିତ୍ତିପ୍ରସ୍ତର ସ୍ଥାପନ କଲେ ବିଧାୟକ ଓ ଜିଲ୍ଲପାଳ |    (30-Apr-2026)       ||      ଖଲ୍ଲିକୋଟ କୋର୍ଟ ପରିଷର ରେ ଆଇନ ଜୀବି ଙ୍କୁ ଆକ୍ରମଣ |    (30-Apr-2026)       ||      କୋଦଳା ସ୍ନାତକ ମହା ବିଦ୍ୟାଳୟ ରେ ଶିକ୍ଷା ବିଭାଗୀୟ ପାଠଚକ୍ର ଓବିଦାୟ କାଳୀନ ସଭା ଅନୁଷ୍ଠିତ |    (30-Apr-2026)       ||      ପୋଲସରା ଆକାଶ ଜେନା ହତ୍ୟା ଘଟଣା ରେ ଆଉ ପାଞ୍ଚ ଜଣ ଗିରଫ ସହ ବାଇକ ଓଖଣ୍ଡା ଜବତ କଲା ପୋଲିସ |    (29-Apr-2026)       ||      କନ୍ଧମାଳ ଜିଲ୍ଳାରେ ସାମ୍ୱାଦିକ ସୁରକ୍ଷା ଓ ସହାୟତା ଦାବିରେ ତାତିଲେ ସାମ୍ବାଦିକମାନେ |    (29-Apr-2026)       ||      ପର୍ଯ୍ୟଟନ ସଚିବ ବଳବନ୍ତ ସିଂ ଶରଣ ଶ୍ରୀକ୍ଷେତ୍ର ମାରଦା ମନ୍ଦିର ପରିଦର୍ଶନ କଲେ |    (29-Apr-2026)       ||      ବାଲିଘାଇ ଆକାଶ ଜେନା ମୃତ୍ୟୁ ଘଟଣା ରେ ଆଉଜଣେ ଗିରଫ |   (28-Apr-2026)       ||      ମାଲତେନ୍ତୁଳିଆ ଗ୍ରାମର ରାଜଦୀପ ହତ୍ୟା ଘଟଣାରେ ଆଉଜଣେ ଗିରଫ |   (28-Apr-2026)       ||      ଓକିଲ ସଙ୍ଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ |   (28-Apr-2026)       ||      ବିଦ୍ୟୁତ ଆଘାତ ରେ ମୃତ ପରିବାର କୁ ରେଡ଼କ୍ରସ ପାଣ୍ଠିରୁ ସହାୟତା ପ୍ରଦାନ |    (28-Apr-2026)       ||      ବ୍ରାହ୍ମଣୀ ଗାଁ ବନାଞ୍ଚଳ ରେ ହାତୀପଲ, ବନ ବିଭାଗ ପକ୍ଷରୁ ଏଥିପାଇଁ ସଚେତନତା ଜାରି |   (28-Apr-2026)       ||      ଖାଜିପଲି ଗ୍ରାମରେ ସମସ୍ତଙ୍କ ସହଯୋଗ ରେ ସ୍ୱଚ୍ଛ ସେବାକାର୍ଯ୍ୟ ଆରମ୍ଭ    (28-Apr-2026)       ||      ପୋଲସରା ର ବିଭିନ୍ନ ଶିକ୍ଷାନୁଷ୍ଠାନ ରେ ସ୍ୱାଭିମାନ ଦିବସ ପାଳିତ |   (28-Apr-2026)       ||      ବାଲିଗୁଡା ରେ ନେଟୱାର୍କ ଅସୁବିଧା ଯୋଗୁଁ, ଇଣ୍ଟେର ନେଟ ସେବା ବ୍ୟାହତ କାରଣରୁ ଲୋକେ ହନ୍ତସନ୍ତ |    (28-Apr-2026)       ||      କୋଦଳା ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ର ରେ ସ୍ୱାସ୍ଥ୍ୟ ସେବା ବିପର୍ଯ୍ୟସ୍ତ |    (27-Apr-2026)       ||     

ଡିଭାଇଡର ଅଧପାନ୍ତରିଆ ଯୋଗୁଁ ଘଟୁଛି ଦୁର୍ଘଟଣା,ବଢ଼ୁଛି ଜନ ଅସନ୍ତୋଷ |

02-Jan-2025

      ଡିଭାଇଡର ଅଧପନ୍ତରିଆ ବଢୁଛି ଜନ ଅସନ୍ତୋଷ,

ଓଡିଶା ଜନମତ, ବୁଗୁଡ଼ା, ହରପ୍ରସାଦ ପାଢ଼ୀ : ତା ୦୨/୦୧/୨୪ : ବୁଗୁଡ଼ା ସହରର ସୌନ୍ଦର୍ଯ୍ୟକରଣ ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଇ ଅଜସ୍ର ଟଙ୍କା ଖର୍ଚ୍ଚ କରାଯାଉଥିବା ବେଳେ ରାସ୍ତା ର ସୌନ୍ଦର୍ଯ୍ୟକରଣ ସହ ଟ୍ରାଫିକ ନିୟନ୍ତ୍ରଣ ପାଇଁ ରାସ୍ତାରେ ହୋଇଥିବା ଡିଭାଇ ଡର ବ୍ୟବସ୍ଥା ଅଧପନ୍ତରିଆ ରହିଥିବାରୁ ସାଧାରଣରେ ତୀବ୍ର ଅସନ୍ତୋଷ ଦେଖା ଦେଇଛି । ପ୍ରଥମ କରି ୨୦୧୪-୧୫ ଆର୍ଥିକ ବର୍ଷରେ ବୁଗୁଡ଼ା ସହର ଦେଇ ଯାଇଥିବା ୩୩ନଂ ରାଜ୍ୟ ରାଜପଥରେ ଡିଭାଇଡର ବ୍ୟବସ୍ଥା ହୋଇଥିଲା । ତେବେ କେବଳ ମଦନ ମୋହନ ଛକ ଠାରୁ ସିନେମା ହଲ୍ ଛକ ପର୍ଯ୍ୟନ୍ତ ଡିଭାଇଡର ନିର୍ମାଣ ହୋଇଥିଲେ ହେଁ ହାଇସ୍କୁଲ ଛକ ଠାରୁ ବଡ଼ଶଙ୍ଖ ପର୍ଯ୍ୟନ୍ତ ରାସ୍ତାରେ ଡିଭାଇଡର ବ୍ୟବସ୍ଥା କରିବା ପାଇଁ ପ୍ରସ୍ତାବ ଥିଲେ ସୁଦ୍ଧା ତାହା ଆଜି ପର୍ଯ୍ୟନ୍ତ କାର୍ଯ୍ୟକାରୀ ନହୋଇ ଶୀତଳ ଭଣ୍ଡାରରେ ପଡି ରହିଛି । ବିଭାଗୀୟ କର୍ତ୍ତୃପକ୍ଷ ରାସ୍ତାର ସଂକୀର୍ଣ୍ଣତା ଯୋଗୁଁ ଡିଭାଇ ଡର ହୋଇପାରୁ ନଥିବା ଦର୍ଶାଉଥିବା ବେଳେ ପୋଲ ସରା ସହରର ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ପ୍ରାୟ ୩ କିମି ରାସ୍ତାରେ ଡିଭାଇଡର ବ୍ୟବସ୍ଥା ହୋଇଥିଲେ ହେଁ ସେହି ଏକା ନିର୍ବାଚନ ମଣ୍ଡଳୀରେ ଆସୁଥିବା ବୁଗୁଡ଼ା ସହର ପ୍ରତି ବୈମାତୃକ ମନୋଭାବ କାହିଁକି ବୋଲି ସାଧାରଣରେ ପ୍ରଶ୍ନ ଉଠିଛି । ଏଥି ସହ ଡିଭାଇ ଡର ବ୍ୟବସ୍ଥା କରିବା ଦିଗରେ ସ୍ଥାନୀୟ ନେତାଗଣଙ୍କ ପ୍ରତିଶ୍ରୁତି ଏବେ ପ୍ରତାରଣା ପାଲଟିଥିବା ବେଳେ ସେମା ନଙ୍କ ଅପାରଗତାକୁ ନେଇ ସାଧାରଣରେ ସମାଲୋଚନା ଜୋର ଧରିଛି । ଏଣୁ, ଏହି ଅସମ୍ପୂର୍ଣ ଡିଭାଇଡରକୁ ସମ୍ପୂର୍ଣ କରିବା ପାଇଁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଓ ସ୍ଥାନୀୟ ପ୍ରଶା ସନ ତୁରନ୍ତ ପଦକ୍ଷେପ ନେବାକୁ ସାଧାରଣରେ ଦୃଢ ଦାବି ହେଉଛି ।

News Comment

You Might Also Like

BACK TO TOP