Breaking News

ପୋଲସରା ଆକାଶ ଜେନା ହତ୍ୟା ଘଟଣା ରେ ଆଉ ପାଞ୍ଚ ଜଣ ଗିରଫ ସହ ବାଇକ ଓଖଣ୍ଡା ଜବତ କଲା ପୋଲିସ |    (29-Apr-2026)       ||      କନ୍ଧମାଳ ଜିଲ୍ଳାରେ ସାମ୍ୱାଦିକ ସୁରକ୍ଷା ଓ ସହାୟତା ଦାବିରେ ତାତିଲେ ସାମ୍ବାଦିକମାନେ |    (29-Apr-2026)       ||      ପର୍ଯ୍ୟଟନ ସଚିବ ବଳବନ୍ତ ସିଂ ଶରଣ ଶ୍ରୀକ୍ଷେତ୍ର ମାରଦା ମନ୍ଦିର ପରିଦର୍ଶନ କଲେ |    (29-Apr-2026)       ||      ବାଲିଘାଇ ଆକାଶ ଜେନା ମୃତ୍ୟୁ ଘଟଣା ରେ ଆଉଜଣେ ଗିରଫ |   (28-Apr-2026)       ||      ମାଲତେନ୍ତୁଳିଆ ଗ୍ରାମର ରାଜଦୀପ ହତ୍ୟା ଘଟଣାରେ ଆଉଜଣେ ଗିରଫ |   (28-Apr-2026)       ||      ଓକିଲ ସଙ୍ଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ |   (28-Apr-2026)       ||      ବିଦ୍ୟୁତ ଆଘାତ ରେ ମୃତ ପରିବାର କୁ ରେଡ଼କ୍ରସ ପାଣ୍ଠିରୁ ସହାୟତା ପ୍ରଦାନ |    (28-Apr-2026)       ||      ବ୍ରାହ୍ମଣୀ ଗାଁ ବନାଞ୍ଚଳ ରେ ହାତୀପଲ, ବନ ବିଭାଗ ପକ୍ଷରୁ ଏଥିପାଇଁ ସଚେତନତା ଜାରି |   (28-Apr-2026)       ||      ଖାଜିପଲି ଗ୍ରାମରେ ସମସ୍ତଙ୍କ ସହଯୋଗ ରେ ସ୍ୱଚ୍ଛ ସେବାକାର୍ଯ୍ୟ ଆରମ୍ଭ    (28-Apr-2026)       ||      ପୋଲସରା ର ବିଭିନ୍ନ ଶିକ୍ଷାନୁଷ୍ଠାନ ରେ ସ୍ୱାଭିମାନ ଦିବସ ପାଳିତ |   (28-Apr-2026)       ||      ବାଲିଗୁଡା ରେ ନେଟୱାର୍କ ଅସୁବିଧା ଯୋଗୁଁ, ଇଣ୍ଟେର ନେଟ ସେବା ବ୍ୟାହତ କାରଣରୁ ଲୋକେ ହନ୍ତସନ୍ତ |    (28-Apr-2026)       ||      କୋଦଳା ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ର ରେ ସ୍ୱାସ୍ଥ୍ୟ ସେବା ବିପର୍ଯ୍ୟସ୍ତ |    (27-Apr-2026)       ||      ପୋଲସରା ବାଲିଘାଇ ରେ ବଡ଼ ଭାଇର ବାହାଘର ପ୍ରୋସେସନ ରେ ସାନଭାଇକି କିଛି ବଚଷା କୁନେଇ ସଙ୍ଘବଦ୍ଧ ଆକ୍ରମଣ ରେ ମୃତ୍ୟୁ ପରେ ରାସ୍ତା ରୋକ |    (26-Apr-2026)       ||      କାରକୁ ବଞ୍ଚେଇବାକୁ ଯାଇ ବସ ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲେ 40ରୁ ଉର୍ଦ୍ଧ ଯାତ୍ରୀ |   (26-Apr-2026)       ||      ପର୍ଯ୍ୟଟନ ସଚିବ ଙ୍କ ଜଉଗଡ଼ ଓ ତାରା ତାରିଣୀ ମନ୍ଦିର ଦର୍ଶନ |    (25-Apr-2026)       ||      ରୁଣ ଭାର ଯୋଗୁଁ ବେକରେ ରଶି ଲଗାଇ ବୃଦ୍ଧ ଦମ୍ପତି ଙ୍କ ଆତ୍ମ ହତ୍ୟା |   (25-Apr-2026)       ||      ନୂତନ ଗୁରୁଣ୍ଠି ରେ ମଙ୍ଗଳା ମାଆଙ୍କ ନୂତନ ମଦିର ଓ ବିଗ୍ରହ ପ୍ରତିଷ୍ଠା ଓ ପୂର୍ଣ୍ଣାହୁତି ଶେଷ |    (25-Apr-2026)       ||      ପ୍ରଥମ ଥର କରି ବାଲିଗୁଡା ବନ ଖଣ୍ଡ ରୁ ରଥ ତିଆରି ପାଈଁ ପୁରୀ କାଠ ଗଲା |    (25-Apr-2026)       ||      ବିଜ୍ଞାନ ମହା ବିଦ୍ୟାଳୟ ରେ ପାଳିତ ହେଲା ବିଶ୍ୱ ମେଲେରିଆ ଦିବସ |    (25-Apr-2026)       ||      ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଛାତ୍ରୀ ଆତ୍ମ ସୁରକ୍ଷା ତାଲିମ ଶିବିର ଉଦଯାପିତ |    (25-Apr-2026)       ||     

ଭାଗବତ ଟୁଙ୍ଗୀ ସୁରକ୍ଷା ସମିତି ର ମାସିକ ବୈଠକ ଅନୁଷ୍ଠିତ ||

05-Jan-2025

       ଭାଗବତ ଟୁଙ୍ଗି ସୁରକ୍ଷା ସମିତି ର ମାସିକ ବୈଠକ,

                  ଓଡିଶା ଜନମତ ବ୍ୟୁରୋ,

ତା ୦୫/୦୧/୨୦୧୫ ରିଖ ରବିବାର ଗଂଜାମ ଜ଼ିଲ୍ଲା ଭାଗବତ ଟୁଙ୍ଗି ସୁରକ୍ଷା ସମିତି ର ମାସିକ ବୈଠକ ସଭାପତି ମହନ୍ତ ଶ୍ରୀ ହରିହର ଦାସ ମହାରାଜଙ୍କ ଅଧ୍ୟକ୍ଷତା ରେ  ଲୋଚାପଡ଼ା ସ୍ଥିତ ସିଦ୍ଧ ବାବା ଭାଗବତ ଆଶ୍ରମ ଠାରେ ଅନୁଷ୍ଠିତ ହୋଇଯାଇଛି. ବୈଠକରେ ଉପସ୍ଥିତ ସଦସ୍ୟ ମାନେ ସମିତିର ପଞ୍ଜି କରଣ,ଜ଼ିଲ୍ଲା ର ପ୍ରତ୍ୟୋକ ବ୍ଲକ ରେ ଭାଗବତ ଟୁଙ୍ଗି ସ୍ଥାପନ ସରକାରଙ୍କ ଠାରୁ ଭାଗବତ ଟୁଙ୍ଗି ସୁରକ୍ଷା ପାଇଁ ଅନୁଦାନ ସଂଗ୍ରହ  ପ୍ରଭୃତି  ବିଷୟରେ  ବିସ୍ତୃତ ଆଲୋଚନା କରାଯାଇଥିଲା, ମହନ୍ତ ଶ୍ରୀ ରାମକୃଷ୍ଣ ଦାସ ମହାରାଜଙ୍କ ସଂଯୋଜନାରେ ପରିଚାଳିତ ବୈଠକରେ ଉପସଭାପତି ଗୋପାଳକୃଷ୍ଣ ପାଢ଼ୀ  ସାଧରଣ ସମ୍ପାଦକ ଶ୍ରୀ କୈଳାଶ ଚନ୍ଦ୍ର ପାଣିଗ୍ରାହୀ ,ବିପିନ ବିହାରୀ ସାହୁ ,ସୁଶାନ୍ତ କୁମାର ମହାରଣା,ତ୍ରିନାଥ ପାତ୍ର, ଭିକି ସ୍ୱାଇଁ ପ୍ରମୁଖ ଉପସ୍ତିତି ରହି ଆଲୋଚନା ରେ ଅଂଶ ଗ୍ରହଣ କରିଥିଲେ  |

News Comment

You Might Also Like

BACK TO TOP