Breaking News

ପୋଲସରା ଆକାଶ ଜେନା ହତ୍ୟା ଘଟଣା ରେ ଆଉ ପାଞ୍ଚ ଜଣ ଗିରଫ ସହ ବାଇକ ଓଖଣ୍ଡା ଜବତ କଲା ପୋଲିସ |    (29-Apr-2026)       ||      କନ୍ଧମାଳ ଜିଲ୍ଳାରେ ସାମ୍ୱାଦିକ ସୁରକ୍ଷା ଓ ସହାୟତା ଦାବିରେ ତାତିଲେ ସାମ୍ବାଦିକମାନେ |    (29-Apr-2026)       ||      ପର୍ଯ୍ୟଟନ ସଚିବ ବଳବନ୍ତ ସିଂ ଶରଣ ଶ୍ରୀକ୍ଷେତ୍ର ମାରଦା ମନ୍ଦିର ପରିଦର୍ଶନ କଲେ |    (29-Apr-2026)       ||      ବାଲିଘାଇ ଆକାଶ ଜେନା ମୃତ୍ୟୁ ଘଟଣା ରେ ଆଉଜଣେ ଗିରଫ |   (28-Apr-2026)       ||      ମାଲତେନ୍ତୁଳିଆ ଗ୍ରାମର ରାଜଦୀପ ହତ୍ୟା ଘଟଣାରେ ଆଉଜଣେ ଗିରଫ |   (28-Apr-2026)       ||      ଓକିଲ ସଙ୍ଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ |   (28-Apr-2026)       ||      ବିଦ୍ୟୁତ ଆଘାତ ରେ ମୃତ ପରିବାର କୁ ରେଡ଼କ୍ରସ ପାଣ୍ଠିରୁ ସହାୟତା ପ୍ରଦାନ |    (28-Apr-2026)       ||      ବ୍ରାହ୍ମଣୀ ଗାଁ ବନାଞ୍ଚଳ ରେ ହାତୀପଲ, ବନ ବିଭାଗ ପକ୍ଷରୁ ଏଥିପାଇଁ ସଚେତନତା ଜାରି |   (28-Apr-2026)       ||      ଖାଜିପଲି ଗ୍ରାମରେ ସମସ୍ତଙ୍କ ସହଯୋଗ ରେ ସ୍ୱଚ୍ଛ ସେବାକାର୍ଯ୍ୟ ଆରମ୍ଭ    (28-Apr-2026)       ||      ପୋଲସରା ର ବିଭିନ୍ନ ଶିକ୍ଷାନୁଷ୍ଠାନ ରେ ସ୍ୱାଭିମାନ ଦିବସ ପାଳିତ |   (28-Apr-2026)       ||      ବାଲିଗୁଡା ରେ ନେଟୱାର୍କ ଅସୁବିଧା ଯୋଗୁଁ, ଇଣ୍ଟେର ନେଟ ସେବା ବ୍ୟାହତ କାରଣରୁ ଲୋକେ ହନ୍ତସନ୍ତ |    (28-Apr-2026)       ||      କୋଦଳା ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ର ରେ ସ୍ୱାସ୍ଥ୍ୟ ସେବା ବିପର୍ଯ୍ୟସ୍ତ |    (27-Apr-2026)       ||      ପୋଲସରା ବାଲିଘାଇ ରେ ବଡ଼ ଭାଇର ବାହାଘର ପ୍ରୋସେସନ ରେ ସାନଭାଇକି କିଛି ବଚଷା କୁନେଇ ସଙ୍ଘବଦ୍ଧ ଆକ୍ରମଣ ରେ ମୃତ୍ୟୁ ପରେ ରାସ୍ତା ରୋକ |    (26-Apr-2026)       ||      କାରକୁ ବଞ୍ଚେଇବାକୁ ଯାଇ ବସ ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲେ 40ରୁ ଉର୍ଦ୍ଧ ଯାତ୍ରୀ |   (26-Apr-2026)       ||      ପର୍ଯ୍ୟଟନ ସଚିବ ଙ୍କ ଜଉଗଡ଼ ଓ ତାରା ତାରିଣୀ ମନ୍ଦିର ଦର୍ଶନ |    (25-Apr-2026)       ||      ରୁଣ ଭାର ଯୋଗୁଁ ବେକରେ ରଶି ଲଗାଇ ବୃଦ୍ଧ ଦମ୍ପତି ଙ୍କ ଆତ୍ମ ହତ୍ୟା |   (25-Apr-2026)       ||      ନୂତନ ଗୁରୁଣ୍ଠି ରେ ମଙ୍ଗଳା ମାଆଙ୍କ ନୂତନ ମଦିର ଓ ବିଗ୍ରହ ପ୍ରତିଷ୍ଠା ଓ ପୂର୍ଣ୍ଣାହୁତି ଶେଷ |    (25-Apr-2026)       ||      ପ୍ରଥମ ଥର କରି ବାଲିଗୁଡା ବନ ଖଣ୍ଡ ରୁ ରଥ ତିଆରି ପାଈଁ ପୁରୀ କାଠ ଗଲା |    (25-Apr-2026)       ||      ବିଜ୍ଞାନ ମହା ବିଦ୍ୟାଳୟ ରେ ପାଳିତ ହେଲା ବିଶ୍ୱ ମେଲେରିଆ ଦିବସ |    (25-Apr-2026)       ||      ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଛାତ୍ରୀ ଆତ୍ମ ସୁରକ୍ଷା ତାଲିମ ଶିବିର ଉଦଯାପିତ |    (25-Apr-2026)       ||     

ଭିର୍ଣ୍ଣକ୍ଷମ ମାନଙ୍କୁ ସମାଜର ମୁଖ୍ୟ ସ୍ରୋତ ରେ ସାମିଲ କରିବା ସମସ୍ତଙ୍କ ଗୁରୁ ଦାୟିତ୍ୱ ଅଟେ |

05-Jan-2025

ଭିନ୍ନକ୍ଷମ ମାନଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରିବା ସମସ୍ତଙ୍କ ଗୁରୁ ଦାୟିତ୍ବ,

                  ଓଡିଶା ଜନମତ ବ୍ୟୁରୋ,

ବ୍ରହ୍ମପୁର  ୫/୧
ଭିନ୍ନକ୍ଷମ ମାନଙ୍କ ଭିତରେ ଥିବା ପ୍ରତିଭା ଅନ୍ୟ ମାନଙ୍କ ପାଖରେ ବିରଳ। ଆଜି ଭିନ୍ନକ୍ଷମ ମାନେ, ପ୍ରସାଶନିକ, ନୃତ୍ୟ, କ୍ରୀଡା, ସଙ୍ଗୀତ, ବ୍ୟବସାୟ ସବୁ କ୍ଷେତ୍ର ରେ ନିଜର ପାରି ଦର୍ଶିତା ପ୍ରଦର୍ଶନ କରି ନିଜକୁ ଅନ୍ୟ ମାନଙ୍କ ସହ ସମକକ୍ଷ କରିପାରିଛନ୍ତି। ଏଣୁ ଭିନ୍ନକ୍ଷମ ମାନଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରିବା ସହ ନିଜେ କିପରି ସ୍ବାବଲମ୍ବୀ ଓ ରୋଜଗାରକ୍ଷମ ହୋଇ ପାରିବେ, ସେଥି ପ୍ରତି ପ୍ରଚେଷ୍ଟା କରିବା ଆମ ସମସ୍ତଙ୍କ ଗୁରୁ ଦାୟିତ୍ବ  ବୋଲି ଆଜି ପୋଲସରା ବ୍ଲକ ସ୍ଥିତ କଳମ୍ୱ ଗ୍ରାମ ରେ ଗଞ୍ଜାମ ଜିଲ୍ଲା ଶାରୀରିକ ଭିନ୍ନକ୍ଷମ କଲ୍ୟାଣ ମହାସଂଘ ପକ୍ଷରୁ ଭିନ୍ନକ୍ଷମ ମାନଙ୍କ ଅଧିକାର ସଚେତନତା କାର୍ଯ କ୍ରମରେ ମୁଖ୍ୟ ବକ୍ତା ଭାବେ ଯୋଗଦେଇ ବିଶିଷ୍ଟ ସମାଜସେବୀ ଶ୍ରୀ ସୁଶାନ୍ତ କୁମାର ସାବତ ମତବ୍ୟକ୍ତ କରିବା ସହ ଜନ ଜାଗରଣ ବିନା ନିଜ ଯନ୍ତ୍ରଣା, ଜନାର୍ଦ୍ଦନ ମଧ୍ୟ ଦୂର କରି ପାରିବେ ନାହିଁ" । ଏଣୁ ନିଜ ଅଧିକାର ପାଇବା ନିମନ୍ତେ ଏକାଠି ହୋଇ କାର୍ଯ୍ୟ କରିବା ଆବଶ୍ୟକ ବୋଲି ଆହ୍ବାନ ଦେଇଥିଲେ।ଅନୁଷ୍ଠାନ ର ସଭାପତି  ଭିନ୍ନକ୍ଷମ ଙ୍କ ନିମନ୍ତେ ଦୀର୍ଘ୍ ଚାରି ଦଶକ ଧରି କାର୍ଯ୍ୟକରୀ ଆସୁଥିବା ବିଶିଷ୍ଟ ସମାଜସେବୀ ଶ୍ରୀ କେ ଆନନ୍ଦ ରାଓ ଅଧ୍ୟକ୍ଷତା କରି ସରକାରୀ ଓ ବେସରକାରୀ ଯୋଜନା ମାଧ୍ୟମରେ ଭିନ୍ନକ୍ଷମ ମାନେ କିପରି ଆତ୍ମ ନିର୍ଭର ଶିଳ ହୋଇପାରିବେ ଓ ତାଙ୍କ ଅନୁଷ୍ଠାନ ସବୁବେଳେ ସବୁକ୍ଷେତ୍ରରେ ସେମାନଙ୍କ ସହ ରହିବ ବୋଲି ମତବ୍ୟକ୍ତ କରିଥିଲେ।
ଲୋକ ସେବକ ମଣ୍ଡଳ ଆଜୀବନ ସଦସ୍ୟ  ତଥା ବିଶିଷ୍ଟ ସମାଜସେବୀ ଶ୍ରୀ ରାଜେନ୍ଦ୍ର ଜେନା ମୁଖ୍ୟ ଅତିଥି ଭାବେ ଯୋଗଦେଇ ସମସ୍ତେ ନିଶା ଗୁଟଖା ଠାରୁ ଦୂରରେ ରହିବା ନିମନ୍ତେ ପରାମର୍ଶ ଦେବାସହ, ସଭାପତି କେ ଆନନ୍ଦ ବାବୁ ନିଜେ ଭିନ୍ନକ୍ଷମ ହୋଇ ମଧ୍ୟ ଦୀର୍ଘବର୍ଷ ଧରି ହଜାର ହଜାର ଭିନ୍ନକ୍ଷମ ଭାଇ ଭଉଣୀ ଙ୍କୁ ସହଯୋଗ କରୁଥିବା ଅତି ପ୍ରଶଂସନୀୟ ବୋଲି ମତବ୍ୟକ୍ତ କରିଥିଲେ। ସମ୍ମାନୀତ ଅତିଥି ଭାବେ ବିଶିଷ୍ଟ ଆଇନଜୀବୀ ଶ୍ରୀ ପୀତବାସ ପଣ୍ଡା ଯୋଗଦେଇ ଭିନ୍ନକ୍ଷମଙ୍କ ଭତ୍ତା ବୃଦ୍ଧି ସହ ଅନ୍ୟାନ୍ୟ ସୁବିଧା ଯୋଗାଇ ଦେବା ନିମନ୍ତେ ଦାବି କରିଥିଲେ।   ଅନ୍ୟତମ ସମ୍ମାନୀତ ଅତିଥିଭାବେ ଅଧ୍ୟାପକ  ଶ୍ରୀ ଚିତ୍ରସେନ ବେହେରାଶ୍ରୀ ଚନ୍ଦ୍ରଶେଖର ଗୌଡ଼ ଓ ଅଭିନେତା ଶ୍ରୀ ଧିରେନ ତ୍ରିପାଠୀ ଯୋଗ ଦେଇଥିଲେ। ଲୋକସେବକ ମଣ୍ଡଳ ଓ ଅନୁଷ୍ଠାନ ତରଫରୁ କମ୍ବଳ ଓ ହିୱିଲ ଚେୟେର, ଆଶା ବାଡି, ଶ୍ରାବଣ ଯନ୍ତ୍ର ଅତିଥି ମାନେ ପ୍ରଦାନ କରିଥିଲେ। ପ୍ରାୟ ତିନି ଶହ ରୁ ଅଧିକ ପ୍ରତିନିଧି ଅଂଶ ଗ୍ରହଣ କରିଥିଲେ। ଶେଷରେ  ଅଭାଗା ସାହୁ ଧନ୍ୟବାଦ୍ ପ୍ରଦାନ କରିଥିଲେ ।

News Comment

You Might Also Like

BACK TO TOP