Breaking News

ପୋଲସରା ଆକାଶ ଜେନା ହତ୍ୟା ଘଟଣା ରେ ଆଉ ପାଞ୍ଚ ଜଣ ଗିରଫ ସହ ବାଇକ ଓଖଣ୍ଡା ଜବତ କଲା ପୋଲିସ |    (29-Apr-2026)       ||      କନ୍ଧମାଳ ଜିଲ୍ଳାରେ ସାମ୍ୱାଦିକ ସୁରକ୍ଷା ଓ ସହାୟତା ଦାବିରେ ତାତିଲେ ସାମ୍ବାଦିକମାନେ |    (29-Apr-2026)       ||      ପର୍ଯ୍ୟଟନ ସଚିବ ବଳବନ୍ତ ସିଂ ଶରଣ ଶ୍ରୀକ୍ଷେତ୍ର ମାରଦା ମନ୍ଦିର ପରିଦର୍ଶନ କଲେ |    (29-Apr-2026)       ||      ବାଲିଘାଇ ଆକାଶ ଜେନା ମୃତ୍ୟୁ ଘଟଣା ରେ ଆଉଜଣେ ଗିରଫ |   (28-Apr-2026)       ||      ମାଲତେନ୍ତୁଳିଆ ଗ୍ରାମର ରାଜଦୀପ ହତ୍ୟା ଘଟଣାରେ ଆଉଜଣେ ଗିରଫ |   (28-Apr-2026)       ||      ଓକିଲ ସଙ୍ଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ |   (28-Apr-2026)       ||      ବିଦ୍ୟୁତ ଆଘାତ ରେ ମୃତ ପରିବାର କୁ ରେଡ଼କ୍ରସ ପାଣ୍ଠିରୁ ସହାୟତା ପ୍ରଦାନ |    (28-Apr-2026)       ||      ବ୍ରାହ୍ମଣୀ ଗାଁ ବନାଞ୍ଚଳ ରେ ହାତୀପଲ, ବନ ବିଭାଗ ପକ୍ଷରୁ ଏଥିପାଇଁ ସଚେତନତା ଜାରି |   (28-Apr-2026)       ||      ଖାଜିପଲି ଗ୍ରାମରେ ସମସ୍ତଙ୍କ ସହଯୋଗ ରେ ସ୍ୱଚ୍ଛ ସେବାକାର୍ଯ୍ୟ ଆରମ୍ଭ    (28-Apr-2026)       ||      ପୋଲସରା ର ବିଭିନ୍ନ ଶିକ୍ଷାନୁଷ୍ଠାନ ରେ ସ୍ୱାଭିମାନ ଦିବସ ପାଳିତ |   (28-Apr-2026)       ||      ବାଲିଗୁଡା ରେ ନେଟୱାର୍କ ଅସୁବିଧା ଯୋଗୁଁ, ଇଣ୍ଟେର ନେଟ ସେବା ବ୍ୟାହତ କାରଣରୁ ଲୋକେ ହନ୍ତସନ୍ତ |    (28-Apr-2026)       ||      କୋଦଳା ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ର ରେ ସ୍ୱାସ୍ଥ୍ୟ ସେବା ବିପର୍ଯ୍ୟସ୍ତ |    (27-Apr-2026)       ||      ପୋଲସରା ବାଲିଘାଇ ରେ ବଡ଼ ଭାଇର ବାହାଘର ପ୍ରୋସେସନ ରେ ସାନଭାଇକି କିଛି ବଚଷା କୁନେଇ ସଙ୍ଘବଦ୍ଧ ଆକ୍ରମଣ ରେ ମୃତ୍ୟୁ ପରେ ରାସ୍ତା ରୋକ |    (26-Apr-2026)       ||      କାରକୁ ବଞ୍ଚେଇବାକୁ ଯାଇ ବସ ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲେ 40ରୁ ଉର୍ଦ୍ଧ ଯାତ୍ରୀ |   (26-Apr-2026)       ||      ପର୍ଯ୍ୟଟନ ସଚିବ ଙ୍କ ଜଉଗଡ଼ ଓ ତାରା ତାରିଣୀ ମନ୍ଦିର ଦର୍ଶନ |    (25-Apr-2026)       ||      ରୁଣ ଭାର ଯୋଗୁଁ ବେକରେ ରଶି ଲଗାଇ ବୃଦ୍ଧ ଦମ୍ପତି ଙ୍କ ଆତ୍ମ ହତ୍ୟା |   (25-Apr-2026)       ||      ନୂତନ ଗୁରୁଣ୍ଠି ରେ ମଙ୍ଗଳା ମାଆଙ୍କ ନୂତନ ମଦିର ଓ ବିଗ୍ରହ ପ୍ରତିଷ୍ଠା ଓ ପୂର୍ଣ୍ଣାହୁତି ଶେଷ |    (25-Apr-2026)       ||      ପ୍ରଥମ ଥର କରି ବାଲିଗୁଡା ବନ ଖଣ୍ଡ ରୁ ରଥ ତିଆରି ପାଈଁ ପୁରୀ କାଠ ଗଲା |    (25-Apr-2026)       ||      ବିଜ୍ଞାନ ମହା ବିଦ୍ୟାଳୟ ରେ ପାଳିତ ହେଲା ବିଶ୍ୱ ମେଲେରିଆ ଦିବସ |    (25-Apr-2026)       ||      ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଛାତ୍ରୀ ଆତ୍ମ ସୁରକ୍ଷା ତାଲିମ ଶିବିର ଉଦଯାପିତ |    (25-Apr-2026)       ||     

ଖଲ୍ଲିକୋଟ ରେ33ତମ ଜାତୀୟ ସଡକ ସୁରକ୍ଷା ମାସ ପାଳିତ |

06-Jan-2025

ଖଲ୍ଲିକୋଟ ରେ 33ତମ ଜାତୀୟ ସଡ଼କ ସୁରକ୍ଷା ମାସ ପାଳିତ ,

ଓଡିଶା ଜନମତ, ଖଲ୍ଲିକୋଟ, ମାଧବବେହେରା,ତା-06/01

ଖଲ୍ଲିକୋଟ ରାମଚନ୍ଦ୍ର ବିଜ୍ଞାନ ମହାବିଦ୍ୟାଳୟ ର ଜାତୀୟ ସେବା ଯୋଜନା ଜାତୀୟ ସମାଇଶିକ୍ଷାର୍ଥୀ ବାହିନୀ ଓ ଖଲ୍ଲିକୋଟ ପୋଲିସ ଓ ଗଞ୍ଜାମ ଜିଲ୍ଲା ପରିବହନ କର୍ତ୍ତୃପକ୍ଷ  ମିଳିତ ଭାବେ ଖଲ୍ଲିକୋଟ ଠାରେ 33 ତମ ଜାତୀୟ ସଡ଼କ ସୁରକ୍ଷା ମାସ ପାଳିତ ହୋଇଛି |ଏକ ବିରାଟ ଶୋଭାଯାତ୍ରା ରେ ଆର ସି ଏମ କଲେଜ ର ସମସ୍ତ ଛାତ୍ର ଛାତ୍ରୀ ହାତରେ ପ୍ଲାକାର୍ଡ ଧରି ଯମ, ଚିତ୍ରଗୁପ୍ତ, ଧରିତ୍ରୀ ମାତା ବେଶ ରେ ସଜ୍ଜିତ ହୋଇ ଏକ ଖୁଦ୍ର ନାଟଜ ମାଧ୍ୟମ ରେ ସଚେତନ କରିଥିଲେ |ଏ ଉପଲକ୍ଷେ ଖଲ୍ଲିକୋଟ ଆର ସି ଏମ କଲେଜ ପରିସର ରେ ଆୟୋଜିତ ସଚେତନ ସଭାରେ ଗଞ୍ଜାମ ପରିବହନ ବିଭାଗ ଅଧିକାରୀ ମାନସ କୁମାର ସାହୁ, ଏମ ଭି ଆଇ  ରବୀନ୍ଦ୍ର ଜେନା ଖଲ୍ଲିକୋଟ ଥାନା ଅଧିକାରୀ ରମେଶ କୁମାର ସାହୁ, କଲେଜ ଅଧକ୍ଷ ଡ଼ଃ, ସୁରେନ୍ଦ୍ର କୁମାର ସ୍ୱାଇଁ ଓ ଏନ ଏସ ଏସ ଅଧିକାରୀ ଡ଼ଃ ଅଲେଖ ଚନ୍ଦ୍ର ମହାନ୍ତି ପ୍ରମୁଖ ଭାଷଣ ଦେଇ ସଡ଼କ ସୁରକ୍ଷା ସମ୍ପର୍କରେ ଯୁବକ ଛାତ୍ରମାନଙ୍କୁ ସଚେତନ କରାଇଥିଲେ |

News Comment

You Might Also Like

BACK TO TOP