Breaking News

ପୋଲସରା ଆକାଶ ଜେନା ହତ୍ୟା ଘଟଣା ରେ ଆଉ ପାଞ୍ଚ ଜଣ ଗିରଫ ସହ ବାଇକ ଓଖଣ୍ଡା ଜବତ କଲା ପୋଲିସ |    (29-Apr-2026)       ||      କନ୍ଧମାଳ ଜିଲ୍ଳାରେ ସାମ୍ୱାଦିକ ସୁରକ୍ଷା ଓ ସହାୟତା ଦାବିରେ ତାତିଲେ ସାମ୍ବାଦିକମାନେ |    (29-Apr-2026)       ||      ପର୍ଯ୍ୟଟନ ସଚିବ ବଳବନ୍ତ ସିଂ ଶରଣ ଶ୍ରୀକ୍ଷେତ୍ର ମାରଦା ମନ୍ଦିର ପରିଦର୍ଶନ କଲେ |    (29-Apr-2026)       ||      ବାଲିଘାଇ ଆକାଶ ଜେନା ମୃତ୍ୟୁ ଘଟଣା ରେ ଆଉଜଣେ ଗିରଫ |   (28-Apr-2026)       ||      ମାଲତେନ୍ତୁଳିଆ ଗ୍ରାମର ରାଜଦୀପ ହତ୍ୟା ଘଟଣାରେ ଆଉଜଣେ ଗିରଫ |   (28-Apr-2026)       ||      ଓକିଲ ସଙ୍ଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ |   (28-Apr-2026)       ||      ବିଦ୍ୟୁତ ଆଘାତ ରେ ମୃତ ପରିବାର କୁ ରେଡ଼କ୍ରସ ପାଣ୍ଠିରୁ ସହାୟତା ପ୍ରଦାନ |    (28-Apr-2026)       ||      ବ୍ରାହ୍ମଣୀ ଗାଁ ବନାଞ୍ଚଳ ରେ ହାତୀପଲ, ବନ ବିଭାଗ ପକ୍ଷରୁ ଏଥିପାଇଁ ସଚେତନତା ଜାରି |   (28-Apr-2026)       ||      ଖାଜିପଲି ଗ୍ରାମରେ ସମସ୍ତଙ୍କ ସହଯୋଗ ରେ ସ୍ୱଚ୍ଛ ସେବାକାର୍ଯ୍ୟ ଆରମ୍ଭ    (28-Apr-2026)       ||      ପୋଲସରା ର ବିଭିନ୍ନ ଶିକ୍ଷାନୁଷ୍ଠାନ ରେ ସ୍ୱାଭିମାନ ଦିବସ ପାଳିତ |   (28-Apr-2026)       ||      ବାଲିଗୁଡା ରେ ନେଟୱାର୍କ ଅସୁବିଧା ଯୋଗୁଁ, ଇଣ୍ଟେର ନେଟ ସେବା ବ୍ୟାହତ କାରଣରୁ ଲୋକେ ହନ୍ତସନ୍ତ |    (28-Apr-2026)       ||      କୋଦଳା ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ର ରେ ସ୍ୱାସ୍ଥ୍ୟ ସେବା ବିପର୍ଯ୍ୟସ୍ତ |    (27-Apr-2026)       ||      ପୋଲସରା ବାଲିଘାଇ ରେ ବଡ଼ ଭାଇର ବାହାଘର ପ୍ରୋସେସନ ରେ ସାନଭାଇକି କିଛି ବଚଷା କୁନେଇ ସଙ୍ଘବଦ୍ଧ ଆକ୍ରମଣ ରେ ମୃତ୍ୟୁ ପରେ ରାସ୍ତା ରୋକ |    (26-Apr-2026)       ||      କାରକୁ ବଞ୍ଚେଇବାକୁ ଯାଇ ବସ ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲେ 40ରୁ ଉର୍ଦ୍ଧ ଯାତ୍ରୀ |   (26-Apr-2026)       ||      ପର୍ଯ୍ୟଟନ ସଚିବ ଙ୍କ ଜଉଗଡ଼ ଓ ତାରା ତାରିଣୀ ମନ୍ଦିର ଦର୍ଶନ |    (25-Apr-2026)       ||      ରୁଣ ଭାର ଯୋଗୁଁ ବେକରେ ରଶି ଲଗାଇ ବୃଦ୍ଧ ଦମ୍ପତି ଙ୍କ ଆତ୍ମ ହତ୍ୟା |   (25-Apr-2026)       ||      ନୂତନ ଗୁରୁଣ୍ଠି ରେ ମଙ୍ଗଳା ମାଆଙ୍କ ନୂତନ ମଦିର ଓ ବିଗ୍ରହ ପ୍ରତିଷ୍ଠା ଓ ପୂର୍ଣ୍ଣାହୁତି ଶେଷ |    (25-Apr-2026)       ||      ପ୍ରଥମ ଥର କରି ବାଲିଗୁଡା ବନ ଖଣ୍ଡ ରୁ ରଥ ତିଆରି ପାଈଁ ପୁରୀ କାଠ ଗଲା |    (25-Apr-2026)       ||      ବିଜ୍ଞାନ ମହା ବିଦ୍ୟାଳୟ ରେ ପାଳିତ ହେଲା ବିଶ୍ୱ ମେଲେରିଆ ଦିବସ |    (25-Apr-2026)       ||      ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଛାତ୍ରୀ ଆତ୍ମ ସୁରକ୍ଷା ତାଲିମ ଶିବିର ଉଦଯାପିତ |    (25-Apr-2026)       ||     

ଖଲ୍ଲିକୋଟ ବ୍ଲକ ସ୍ତରୀୟ ପ୍ରବାସୀ ଭାରତୀୟ ଦିବସ ପାଳନ ||

06-Jan-2025

ଖଲ୍ଲିକୋଟ ବ୍ଲକ୍ ସ୍ତରୀୟ ପ୍ରବାସୀ ଭାରତୀୟ ଦିବସ ପାଳିତ,

                ଓଡିଶା ଜନମତ ବ୍ୟୁରୋ,

ଖଲ୍ଲିକୋଟ ବ୍ଲକ୍ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ତରଫରୁ ବ୍ଲକ୍ ସ୍ତରୀୟ ପ୍ରବାସୀ ଭାରତୀୟ ଦିବସ  ୨୦୨୫ ସ୍ଥାନୀୟ ଶ୍ରୀମର୍ଦ୍ଦରାଜ ଉଚ୍ଚ ବିଦ୍ୟାଳୟ ସମ୍ମିଳନୀ କକ୍ଷରେ ଆନୁଷ୍ଠାନିକ ରୀତିରେ ଅନୁଷ୍ଠିତ ହୋଇଯାଇଛି ।
ଏହି ଅବସରରେ ଷଷ୍ଠୀ ଶ୍ରେଣୀ ଠାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ କ୍ଲଷ୍ଟର ସ୍ତରରେ ମନୋନୀତ ଛାତ୍ରଛାତ୍ରୀମାନଙ୍କୁ ନେଇ ପ୍ରବନ୍ଧ ଲିଖନ, କୁଇଜ୍, ପୋଷ୍ଟର ଉପସ୍ଥାପନ ଆଦି ବହୁବିଧ ପ୍ରତିଯୋଗିତାର ଆୟୋଜନ କରାଯାଇଥିଲା । ଏହି ପରିପ୍ରେକ୍ଷୀରେ ଅପରାହ୍ନରେ ଅନୁଷ୍ଠିତ ସ୍ୱତନ୍ତ୍ର ଉତ୍ସବରେ ସ୍ଥାନୀୟ ବିଧାୟକ ଶ୍ରୀଯୁକ୍ତ ପୂର୍ଣ୍ଣଚନ୍ଦ୍ର ସେଠୀ ମୁଖ୍ୟ ଅତିଥି, ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ସଦ୍ୟସ୍ମାନ ପଣ୍ଡା ମୁଖ୍ୟ ବକ୍ତା, ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ଗୋମତି ପ୍ରଧାନ, ଗୋପପୁର ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ପ୍ରକାଶ ଚନ୍ଦ୍ର ବେହେରା, ବ୍ଲକ୍ ଉପାଧ୍ୟକ୍ଷାଙ୍କ ପ୍ରତିନିଧି ଶ୍ରୀଯୁକ୍ତ କାଳୁ ମହାରଣା, ସମାଜସେବୀ ରମେଶ ପରିଡ଼ା ସମ୍ମାନୀତ ଅତିଥି ଭାବେ ଯୋଗ ଦେଇ ପ୍ରବାସୀ ଭାରତୀୟ ଦିବସ ପାଳନର ମହତ୍ତ୍ୱ, ପ୍ରୟୋଜନତା, ପ୍ରବାସୀଙ୍କ ଅବଦାନରେ  କିଭଳି ଆମ ଦେଶ ପରିପୁଷ୍ଟ ହୋଇଛି, ଦେଶ ବାହାରେ କାର୍ଯ୍ୟରତ ଆମ ଦେଶର ନାଗରିକଙ୍କ ମାତୃଭୂମି ପ୍ରତି ପ୍ରଚଣ୍ଡ ଆତ୍ମୀୟତା, ଦେଶ ପ୍ରଗତିରେ ପ୍ରବାସୀ ଭାରତୀୟଙ୍କ ସାମାଜିକ ଦାୟିତ୍ଵ ବୋଧ ସମ୍ପର୍କରେ ସାରସ୍ୱତ ବକ୍ତବ୍ୟ ପ୍ରଦାନ କରିଥିଲେ । ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ । ପ୍ରାକ୍ତନ ସି ଆର୍ ସି ସି ଶ୍ରୀଯୁକ୍ତ ଦୁର୍ଯ୍ୟୋଧନ ପଲାଇ କାର୍ଯ୍ୟକ୍ରମର ସଂଯୋଜନା କରିଥିବା ବେଳେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ସୁଶାନ୍ତ କୁମାର ନାୟକ, ସି ଆର୍ ସି ସି କୃଷ୍ଣଚନ୍ଦ୍ର ପରିଡ଼ା, ପ୍ରଶାନ୍ତ କୁମାର ସେଠୀ, ପ୍ରଜ୍ଞା କୁମାର ପଟ୍ଟନାୟକ, ପବିତ୍ର ବେହେରା ପ୍ରକାଶ ଚନ୍ଦ୍ର ସେଠୀ, ପବନା ସ୍ୱାଇଁ, ରାଜେନ୍ଦ୍ର ପ୍ରସାଦ ପଣ୍ଡା ସୁଶୀଳ କୁମାର ପଣ୍ଡା, ଲିପନ ପଣ୍ଡା, ପ୍ରମୋଦ କୁମାର ପ୍ରଧାନ, ନିରଞ୍ଜନ ଗୁରୁ, ଅନାଥ ବେହେରା, ନିରଞ୍ଜନ ସେଠୀ, ରବୀନ୍ଦ୍ର କୁମାର ନାହାକ, ଶୁଭେନ୍ଦୁ ରାଉତ ପ୍ରମୁଖ ପ୍ରବାସୀ ଭାରତୀୟ ଦିବସ ପାଳନ ଉତ୍ସବରେ ସହଯୋଗ କରିଥିଲେ । ଆୟୋଜିତ ଉତ୍ସବରେ ବହୁ ଶିକ୍ଷକ, ଶିକ୍ଷୟିତ୍ରୀ, ଶିକ୍ଷାବିତ୍, ବୁଦ୍ଧିଜୀବୀ ଉପସ୍ଥିତ ଥିଲେ । ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ଗୋମତି ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ ।

News Comment

You Might Also Like

BACK TO TOP