Breaking News

ଏମ ଏମ ଡି ଆର ସଂଶୋଧନ ବିଲ ଓଡିଶା ତଥା ଆଦିବାସୀ ବିରୋଧ |    (29-Aug-2026)       ||      ଅଢ଼େଇ ବର୍ଷ ପରେ ପୁରୁଣା ହତ୍ୟା ମାମଲାରେ ଦୁଇ ଗିରିଫ |    (29-Aug-2026)       ||      ବସ ଭାଙ୍ଗିବା, ବଟି ମାଗିବା ଓ ହେଲପର କୁ ଆକ୍ରମଣ କରିବା ଅଭିଯୋଗ ରେ ତିନି ଗିରିଫ |   (29-Aug-2026)       ||      ପାରଳାଖେମୁଣ୍ଡି ଏମ କେ ସିଜି ରେ ପୋଷ, ପୋଷ୍କ ଏବଂ ନିଶାନିବାରଣ ଉପରେ କର୍ମଶାଳା ||   (29-Aug-2026)       ||      ହଳଦିଆ ପଦର ବସଷ୍ଟାଣ୍ଡ ଠାରେ ଥିବା ହୁଣ୍ଡାଇ କାର ସୋରୁମ ଜଳିଗଲା |    (29-Aug-2026)       ||      କେରଳର କାଜିଆ ଲିଜ ମେଜୋ ପାଇଲେ "ମିସ ୟୁନିଭରସିଟି ଇଣ୍ଡିଆ ` ମୁକୁଟ ||   (29-Aug-2026)       ||      ମମତା ରାଜନୀତିରୁ କେବେବି ସନ୍ୟାସ ନେବେ ନାହିଁ, ବରଂ ବିଜେପି କୁ ତଳି ତଳାନ୍ତ ନକଲା ଯାଏଁ ସେ ଶାନ୍ତିରେ ରହିବେନି ||   (29-Aug-2026)       ||      ବୟ ଫ୍ରେଣ୍ଡ ର କାର କୁ ହଜାର ହଜାର ଚୁମ୍ବନ ଦେବା ପରେ ପୋଲିସ କୁ ଅର୍ଥ ଗଣିଲା ପ୍ରେମିକ |    (29-Aug-2026)       ||      ଚୀନର ନେପାଳକୁ ସତର୍କ ବାଣୀ ପୁଣି ତିନିଦିନ ମଧ୍ୟରେ ବନ୍ୟା ଆଶଙ୍କା |   (28-Aug-2026)       ||      ପ୍ରେମିକ ଙ୍କ କାର ରେ ଚୁମ୍ବନ ଦେଲେ ପ୍ରେମିକା, ଅଧିକାରୀ ଙ୍କୁ ଅର୍ଥ ଦେଇ ହଟ ହଟା ହେଲେ ପ୍ରେମିକ |   (28-Aug-2026)       ||      ରାୟଗଡା ରେ ଭାରତୀୟ ମଜୁଦୁର ସଂଘ ର ରାଷ୍ଟ୍ରୀୟ ପର୍ଯ୍ୟାବରଣ ଦିବସ ପାଳିତ |   (28-Aug-2026)       ||      ମୁଖ୍ୟମନ୍ତ୍ରୀ ଙ୍କ ଦ୍ୱାରା ବାହୁଦା ବନ୍ଦର, ଓ ଶିଳ୍ପ ନିବେଶ ଦ୍ୱାରା ବଦଳିବ ଗରିବଙ୍କ ଭାଗ୍ୟ |   (28-Aug-2026)       ||      ରକ୍ଷା ବନ୍ଧନ ର ପୌରାଣିକ ମତ, ଓ ଶିକ୍ଷଣୀୟ କଥା |   (28-Aug-2026)       ||      ମନ୍ଦିର ସମନ୍ବିତ ଉର୍ନ୍ନତି କରଣ ସକାଶେ ବିଧାୟକ ଙ୍କ ପ୍ରସ୍ତୁତି ବୈଠକ |    (28-Aug-2026)       ||      ଶକ୍ତିଶ୍ରୀ ସେଲ ପକ୍ଷରୁ ଆଇନ ସଚେତନତା କର୍ମଶାଳା ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଅନୁଷ୍ଠିତ ||   (28-Aug-2026)       ||      "ନିଶାମୁକ୍ତ ଓଡିଶା ଅଭିଯାନ ` ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ପାଳିତ ||   (28-Aug-2026)       ||      2026 ର ଶ୍ରେଷ୍ଠ ଅଧକ୍ଷ ଭାବେ ଶାରଳା ସଂସ୍କୃତ ମହାବିଦ୍ୟାଳୟ ଅଧକ୍ଷଙ୍କୁ ସମ୍ମାନିତ |   (28-Aug-2026)       ||      ରୀତିନୀତି ଅନୁଯାୟୀ ଗହ୍ମାପର୍ବ ମାହାଳହାଟ ଜଗନ୍ନାଥ ମନ୍ଦିର ରେ ଅନୁଷ୍ଠିତ |   (28-Aug-2026)       ||      4ଦଶନ୍ଧି ଧରି ଅସୁବିଧା ରେ ଥିବା ବିସ୍ଥାପିତ ଙ୍କ ସମସ୍ୟା ର ସମାଧାନ କଲେ ମୁଖ୍ୟମନ୍ତ୍ରୀ ||   (28-Aug-2026)       ||      ବରଗଡ଼ ଜିଲ୍ଲା ର ମାଆ, ଝିଅ ନେପାଳ ବନ୍ୟା ରେ ନିଖୋଜ, ସ୍ୱାମୀ ସୁରକ୍ଷିତ ||   (28-Aug-2026)       ||     

ଛତିଶଗଡ଼ ସାମ୍ବାଦିକ ହତ୍ୟା ଅଭିଯୁକ୍ତ ଗିରଫ |

06-Jan-2025

ଛତିଶ ଗଡ଼ ସାମ୍ବାଦିକ ହତ୍ୟା ଘଟଣାର ଫର୍ଦାଫାଶ,
(ମାଷ୍ଟର ମାଇଣ୍ଡ ନିଜ ପୁତୁରା ସହ ୩ ଗିରଫ |

                ଓଡିଶା  ଜନମତ ବ୍ୟୁରୋ,

ଛତିଶଗଡ,  : ଛତିଶଗଡ ସାମ୍ବାଦିକ ମୁକେଶ ଚନ୍ଦ୍ରାକର ହତ୍ୟା ମାମଲାରେ ପୁଲିସ୍ ୩ ଜଣଙ୍କୁ ଗିରଫ କରିଛି। ରାସ୍ତା ନିର୍ମାଣରେ ଦୁର୍ନୀତି ବିରୋଧ ରେ ଖବର ପ୍ରସାରଣ କରି ବାରୁ ଜାତୀୟ ଗଣମାଧ୍ୟମର ଜଣେ ସାମ୍ବାଦିକଙ୍କୁ ହତ୍ୟା କରାଯାଇଛି। ଛତିଶଗଡ଼ର
ବିଜାପୁର ଜିଲାରେ  ଏହି ଘଟଣା ଘଟିଛି। ପୁଲିସ ଜଣେ ଠିକାଦାରଙ୍କ ବାସଭବନ ପରିସରରେ ଥୂବା ସେଫଟିକ ଟାଙ୍କିରୁ ସାମ୍ବାଦିକଙ୍କ ମୃତଦେହ ଜବତ କରିଛି। ହତ୍ୟାର ଶିକାର ହୋଇଥିବା ସାମ୍ବାଦିକ ହେଲେ ମୁକେଶ ଚନ୍ଦ୍ରାକର । ସେ ବସ୍ତର ଜଙ୍କସନ ନାମକ ନିଜର ଏକ ୟୁଟ୍ୟୁବ ଚ୍ୟାନେଲ ଚଳାଉଥିବା ବେଳେ ଏକ ଜାତୀୟ ଗଣମାଧ୍ୟମରେ ବି ସାମ୍ବାଦିକତା କରୁଥିଲେ। ଚନ୍ଦ୍ରାକର ଗତ ୧ ତାରିଖ ରାତିରୁ ନିଖୋଜ ଥିଲେ। ତାଙ୍କ ବଡ଼ ଭାଇ ୟୁକେଶ ଚନ୍ଦ୍ରାକର ଏ ନେଇ ଥାନାରେ ଅଭିଯୋଗ କରିଥିଲେ। ଏହା ପରେ ପୁଲିସ ତାଙ୍କୁ ଖୋଜିବା ଆରମ୍ଭ କରିଥିଲା। ମୁକେଶଙ୍କ ମୋବା ଇଲ ନମ୍ବରର ବୈଷୟିକ ଯାଞ୍ଚ କରାଯିବା ପରେ ଶେଷ ଥର ପାଇଁ ତାଙ୍କ ଲୋକେସନ ଜଣେ ଠିକାଦାରଙ୍କ ବାସ ଭବନ ପରି ସର ଥିଲା ବୋଲି ଜଣା ପଡ଼ିଥିଲା। ଏହା ପରେ ପୁଲିସ ସମ୍ପୃକ୍ତ ଠିକାଦାରଙ୍କ ବାସଭବନକୁ ଯାଇ ଯାଞ୍ଚ କରି ଥିଲା। ଶେଷରେ ପୁଲିସ୍ ଏହି ଘଟଣାରେ ପୁତୁରା ରୀତେଶ ଚନ୍ଦ୍ରାକର  ଙ୍କ ସମେତ ୩ ଜଣଙ୍କୁ  ଗିରଫ କରିଛି।

News Comment

You Might Also Like

BACK TO TOP