Breaking News

ଅଢ଼େଇ ବର୍ଷ ପରେ ପୁରୁଣା ହତ୍ୟା ମାମଲାରେ ଦୁଇ ଗିରିଫ |    (29-Aug-2026)       ||      ବସ ଭାଙ୍ଗିବା, ବଟି ମାଗିବା ଓ ହେଲପର କୁ ଆକ୍ରମଣ କରିବା ଅଭିଯୋଗ ରେ ତିନି ଗିରିଫ |   (29-Aug-2026)       ||      ପାରଳାଖେମୁଣ୍ଡି ଏମ କେ ସିଜି ରେ ପୋଷ, ପୋଷ୍କ ଏବଂ ନିଶାନିବାରଣ ଉପରେ କର୍ମଶାଳା ||   (29-Aug-2026)       ||      ହଳଦିଆ ପଦର ବସଷ୍ଟାଣ୍ଡ ଠାରେ ଥିବା ହୁଣ୍ଡାଇ କାର ସୋରୁମ ଜଳିଗଲା |    (29-Aug-2026)       ||      କେରଳର କାଜିଆ ଲିଜ ମେଜୋ ପାଇଲେ "ମିସ ୟୁନିଭରସିଟି ଇଣ୍ଡିଆ ` ମୁକୁଟ ||   (29-Aug-2026)       ||      ମମତା ରାଜନୀତିରୁ କେବେବି ସନ୍ୟାସ ନେବେ ନାହିଁ, ବରଂ ବିଜେପି କୁ ତଳି ତଳାନ୍ତ ନକଲା ଯାଏଁ ସେ ଶାନ୍ତିରେ ରହିବେନି ||   (29-Aug-2026)       ||      ବୟ ଫ୍ରେଣ୍ଡ ର କାର କୁ ହଜାର ହଜାର ଚୁମ୍ବନ ଦେବା ପରେ ପୋଲିସ କୁ ଅର୍ଥ ଗଣିଲା ପ୍ରେମିକ |    (29-Aug-2026)       ||      ଚୀନର ନେପାଳକୁ ସତର୍କ ବାଣୀ ପୁଣି ତିନିଦିନ ମଧ୍ୟରେ ବନ୍ୟା ଆଶଙ୍କା |   (28-Aug-2026)       ||      ପ୍ରେମିକ ଙ୍କ କାର ରେ ଚୁମ୍ବନ ଦେଲେ ପ୍ରେମିକା, ଅଧିକାରୀ ଙ୍କୁ ଅର୍ଥ ଦେଇ ହଟ ହଟା ହେଲେ ପ୍ରେମିକ |   (28-Aug-2026)       ||      ରାୟଗଡା ରେ ଭାରତୀୟ ମଜୁଦୁର ସଂଘ ର ରାଷ୍ଟ୍ରୀୟ ପର୍ଯ୍ୟାବରଣ ଦିବସ ପାଳିତ |   (28-Aug-2026)       ||      ମୁଖ୍ୟମନ୍ତ୍ରୀ ଙ୍କ ଦ୍ୱାରା ବାହୁଦା ବନ୍ଦର, ଓ ଶିଳ୍ପ ନିବେଶ ଦ୍ୱାରା ବଦଳିବ ଗରିବଙ୍କ ଭାଗ୍ୟ |   (28-Aug-2026)       ||      ରକ୍ଷା ବନ୍ଧନ ର ପୌରାଣିକ ମତ, ଓ ଶିକ୍ଷଣୀୟ କଥା |   (28-Aug-2026)       ||      ମନ୍ଦିର ସମନ୍ବିତ ଉର୍ନ୍ନତି କରଣ ସକାଶେ ବିଧାୟକ ଙ୍କ ପ୍ରସ୍ତୁତି ବୈଠକ |    (28-Aug-2026)       ||      ଶକ୍ତିଶ୍ରୀ ସେଲ ପକ୍ଷରୁ ଆଇନ ସଚେତନତା କର୍ମଶାଳା ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଅନୁଷ୍ଠିତ ||   (28-Aug-2026)       ||      "ନିଶାମୁକ୍ତ ଓଡିଶା ଅଭିଯାନ ` ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ପାଳିତ ||   (28-Aug-2026)       ||      2026 ର ଶ୍ରେଷ୍ଠ ଅଧକ୍ଷ ଭାବେ ଶାରଳା ସଂସ୍କୃତ ମହାବିଦ୍ୟାଳୟ ଅଧକ୍ଷଙ୍କୁ ସମ୍ମାନିତ |   (28-Aug-2026)       ||      ରୀତିନୀତି ଅନୁଯାୟୀ ଗହ୍ମାପର୍ବ ମାହାଳହାଟ ଜଗନ୍ନାଥ ମନ୍ଦିର ରେ ଅନୁଷ୍ଠିତ |   (28-Aug-2026)       ||      4ଦଶନ୍ଧି ଧରି ଅସୁବିଧା ରେ ଥିବା ବିସ୍ଥାପିତ ଙ୍କ ସମସ୍ୟା ର ସମାଧାନ କଲେ ମୁଖ୍ୟମନ୍ତ୍ରୀ ||   (28-Aug-2026)       ||      ବରଗଡ଼ ଜିଲ୍ଲା ର ମାଆ, ଝିଅ ନେପାଳ ବନ୍ୟା ରେ ନିଖୋଜ, ସ୍ୱାମୀ ସୁରକ୍ଷିତ ||   (28-Aug-2026)       ||      ରକ୍ଷାବନ୍ଧନ ରେ 120 ଭାଇ ହାତରେ ନିଶା ମୁକ୍ତ ପାଇଁ ରାକ୍ଷୀ ବାନ୍ଧିଲେ 120 ଭଉଣୀ ||   (28-Aug-2026)       ||     

ଘରଭିତରେ ଶ୍ୱାସ ରୁଦ୍ଧ ହୋଇ ଗୋଟିଏ ପରିବାର ର ପାଞ୍ଚ ଜଣ ଙ୍କ ମୃତ୍ୟୁ |

07-Jan-2025

ଶ୍ବାସରୁଦ୍ଧ ହୋଇ ଘର ଭିତରେ ୫ ମୃତ,
(ହୃଦୟ ବିଦାରକ ଦୃଶ୍ୟ |

                       ଓଡିଶା ଜନମତ ବ୍ୟୁରୋ,

ଜାମ୍ମୁ,  : ବନ୍ଦ ଘରୁ ମିଳିଲା ୫ ଜଣଙ୍କ ମୃତଦେହ । ଶୋଇଥିବା ଅବସ୍ଥାରେ ଶ୍ଵାସରୁଦ୍ଧ ହୋଇ ଆଖବୁଜିଲେ ଗୋଟିଏ ପରିବାରର ୫ ଜଣ | ଜମ୍ମୁ-କଶ୍ମୀରର ରାଜଧାନୀ ଶ୍ରୀନଗରେ ଘଟିଛି ଏଭଳି କିଛି ହୃଦୟ ବିଦାରକ ଘଟଣା।
ସୂଚନା ଅନୁଯାୟୀ, ଶ୍ରୀନଗରର ପନ୍ଥେଥନ ଅଞ୍ଚଳ ରେ ରବିବାର ସନ୍ଧ୍ୟାରେ ଏହି ଘଟଣା ଘଟିଛି। ଜଣେ ବରିଷ୍ଠ ପୁଲିସ ଅଧିକାରୀ କହିଛନ୍ତି, ପ୍ରାଥମିକ ତଦନ୍ତରୁ ପନ୍ଥେଥନ ରେ ଭଡ଼ାରେ ରହୁଥ‌ିବା ପରିବାରର ପାଞ୍ଚ ଜଣ ଶ୍ଵାସରୁଦ୍ଧ ହୋଇ ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତକଙ୍କ ମଧ୍ୟରେ ସ୍ୱାମୀ, ସ୍ତ୍ରୀ ଓ ସେମାନଙ୍କ ତିନି ପିଲା ଅଛନ୍ତି । ଏହି ପରିବାର ପନ୍ଥେ ଥନ ରେ ଭଡ଼ାରେ ରହୁଥିଲେ। ଏମାନେ ମୁଖ୍ୟତଃ ବାରାମୂଳା ର ବାସିନ୍ଦା ଥିଲେ । ପୂରା ଅଞ୍ଚଳରେ ଅଧିକ ଥଣ୍ଡା ଜାରି ରହିଥ‌ିବାରୁ ଘରେ ସମସ୍ତେ କବାଟ ବନ୍ଦ କରି ଶୋଇଥିଲେ । ତେବେ ଘରେ ଜଳା ଯାଇଥିବା ନିଆଁ ଧୂଆଁରୁ ଶ୍ଵାସରୁଦ୍ଧ ହୋଇ ଏମାନଙ୍କ ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି । 
ଖବର ମିଳିବା  ପରେ ପୁଲିସ ଘଟଣାସ୍ଥଳରେ ଳରେ ପହଞ୍ଚି ସେମାନଙ୍କୁ ହସ୍ପିଟାଲ ନେଇଥିଲା, ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ପୀଡ଼ିତଙ୍କ ପରିଚୟ ଏକାଜ ଅହମ୍ମଦ ଭଟ୍ଟ (୩୮), ପତ୍ନୀ ସଲୀମା (୩୨) ଏବଂ ତାଙ୍କ ତିନି ସନ୍ତାନ, ଅରିବ
(୩), ହମଜା (୧୮) ଏହି ଏବଂ ଆଉ ଜଣେ ୧ ମାସର ଶିଶୁ । ଏହି ଘଟଣାକୁ ନେଇ ପୂରା ଅଞ୍ଚଳରେ ଆତଙ୍କ ଖେଳି ଯାଇଛି । ପୁଲିସ ପୂରା ମାମଲାର ତଦନ୍ତ ଜାରି ରଖିଛି । ସେପଟେ ମୁଖ୍ୟମନ୍ତ୍ରୀ ଓମର ଅବଦୁଲ୍ଲା ଓ ଉପ-ରାଜ୍ୟପାଳ ମନୋହ ସିହ୍ନା ଘଟଣାକୁ ନେଇ ଗଭୀର ଶୋକ ପ୍ରକାଶ କରି ଛନ୍ତି । ସେ ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା ଜଣାଇଛନ୍ତି ।
ମୁଖ୍ୟତଃ ଶୀତ ଦିନେ ଥଣ୍ଡାରୁ ବର୍ତ୍ତିବା ପାଇଁ ଲୋକେ ଘରେ ଗ୍ୟାସ୍ ହିଟର ଏବଂ କୋଇଲା ଜାଳି ବସନ୍ତି । ତେବେ ଏଥିରୁ କାର୍ବନ ମନୋଅକ୍ସାଇଡ୍ ଭଳି ବିଷାକ୍ତ ଗ୍ୟାସ୍ ନିର୍ଗତ ହୋଇ ଲୋକଙ୍କ ମୃତ୍ୟୁ ହୋଇଥାଏ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଶ୍ମୀର ଅଞ୍ଚଳରେ ଅଧିକ ତୁଷାରପାତ ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ତେଣୁ ଖୋଲା ଅଗ୍ନି ରଣ ବ୍ୟବହାର କରୁଥିବା ଲୋକଙ୍କୁ ଅଧିକାରୀମାନେ ସତର୍କ କରିଛନ୍ତି ଯେ ଶୋଇବା ଘରେ ଏଭଳି ରୁମ ହିଟର କିମ୍ବା କୋଇଲା ଜାଳି ଶୋଇବା ନିମନ୍ତେ  |

News Comment

You Might Also Like

BACK TO TOP