Breaking News

ହଳଦିଆ ପଦର ବସଷ୍ଟାଣ୍ଡ ଠାରେ ଥିବା ହୁଣ୍ଡାଇ କାର ସୋରୁମ ଜଳିଗଲା |    (29-Aug-2026)       ||      କେରଳର କାଜିଆ ଲିଜ ମେଜୋ ପାଇଲେ "ମିସ ୟୁନିଭରସିଟି ଇଣ୍ଡିଆ ` ମୁକୁଟ ||   (29-Aug-2026)       ||      ମମତା ରାଜନୀତିରୁ କେବେବି ସନ୍ୟାସ ନେବେ ନାହିଁ, ବରଂ ବିଜେପି କୁ ତଳି ତଳାନ୍ତ ନକଲା ଯାଏଁ ସେ ଶାନ୍ତିରେ ରହିବେନି ||   (29-Aug-2026)       ||      ବୟ ଫ୍ରେଣ୍ଡ ର କାର କୁ ହଜାର ହଜାର ଚୁମ୍ବନ ଦେବା ପରେ ପୋଲିସ କୁ ଅର୍ଥ ଗଣିଲା ପ୍ରେମିକ |    (29-Aug-2026)       ||      ଚୀନର ନେପାଳକୁ ସତର୍କ ବାଣୀ ପୁଣି ତିନିଦିନ ମଧ୍ୟରେ ବନ୍ୟା ଆଶଙ୍କା |   (28-Aug-2026)       ||      ପ୍ରେମିକ ଙ୍କ କାର ରେ ଚୁମ୍ବନ ଦେଲେ ପ୍ରେମିକା, ଅଧିକାରୀ ଙ୍କୁ ଅର୍ଥ ଦେଇ ହଟ ହଟା ହେଲେ ପ୍ରେମିକ |   (28-Aug-2026)       ||      ରାୟଗଡା ରେ ଭାରତୀୟ ମଜୁଦୁର ସଂଘ ର ରାଷ୍ଟ୍ରୀୟ ପର୍ଯ୍ୟାବରଣ ଦିବସ ପାଳିତ |   (28-Aug-2026)       ||      ମୁଖ୍ୟମନ୍ତ୍ରୀ ଙ୍କ ଦ୍ୱାରା ବାହୁଦା ବନ୍ଦର, ଓ ଶିଳ୍ପ ନିବେଶ ଦ୍ୱାରା ବଦଳିବ ଗରିବଙ୍କ ଭାଗ୍ୟ |   (28-Aug-2026)       ||      ରକ୍ଷା ବନ୍ଧନ ର ପୌରାଣିକ ମତ, ଓ ଶିକ୍ଷଣୀୟ କଥା |   (28-Aug-2026)       ||      ମନ୍ଦିର ସମନ୍ବିତ ଉର୍ନ୍ନତି କରଣ ସକାଶେ ବିଧାୟକ ଙ୍କ ପ୍ରସ୍ତୁତି ବୈଠକ |    (28-Aug-2026)       ||      ଶକ୍ତିଶ୍ରୀ ସେଲ ପକ୍ଷରୁ ଆଇନ ସଚେତନତା କର୍ମଶାଳା ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଅନୁଷ୍ଠିତ ||   (28-Aug-2026)       ||      "ନିଶାମୁକ୍ତ ଓଡିଶା ଅଭିଯାନ ` ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ପାଳିତ ||   (28-Aug-2026)       ||      2026 ର ଶ୍ରେଷ୍ଠ ଅଧକ୍ଷ ଭାବେ ଶାରଳା ସଂସ୍କୃତ ମହାବିଦ୍ୟାଳୟ ଅଧକ୍ଷଙ୍କୁ ସମ୍ମାନିତ |   (28-Aug-2026)       ||      ରୀତିନୀତି ଅନୁଯାୟୀ ଗହ୍ମାପର୍ବ ମାହାଳହାଟ ଜଗନ୍ନାଥ ମନ୍ଦିର ରେ ଅନୁଷ୍ଠିତ |   (28-Aug-2026)       ||      4ଦଶନ୍ଧି ଧରି ଅସୁବିଧା ରେ ଥିବା ବିସ୍ଥାପିତ ଙ୍କ ସମସ୍ୟା ର ସମାଧାନ କଲେ ମୁଖ୍ୟମନ୍ତ୍ରୀ ||   (28-Aug-2026)       ||      ବରଗଡ଼ ଜିଲ୍ଲା ର ମାଆ, ଝିଅ ନେପାଳ ବନ୍ୟା ରେ ନିଖୋଜ, ସ୍ୱାମୀ ସୁରକ୍ଷିତ ||   (28-Aug-2026)       ||      ରକ୍ଷାବନ୍ଧନ ରେ 120 ଭାଇ ହାତରେ ନିଶା ମୁକ୍ତ ପାଇଁ ରାକ୍ଷୀ ବାନ୍ଧିଲେ 120 ଭଉଣୀ ||   (28-Aug-2026)       ||      ଯାତ୍ରା କରୁଥିଲା ବେଳେ ହଠାଥ ପେଣ୍ଡେଲ ରେ ଅସୁସ୍ଥ ହୋଇ ପଡିଲେ ପିୟୁଷ ତ୍ରିପାଠୀ ||   (28-Aug-2026)       ||      ପାଇକ ମାଳ ରେ ରାଜ୍ୟ ସ୍ତରୀୟ ଗହ୍ମା ପୂର୍ଣ୍ଣିମା ମହୋତ୍ସବ ଅନୁଷ୍ଠିତ ||   (28-Aug-2026)       ||      ଗୋପପୁର ଆଶ୍ରମ ରେ ମହିମା ଧର୍ମ ର ବିରାଟ ଧାର୍ମିକ ସମାବେଶ ଅନୁଷ୍ଠିତ ||   (28-Aug-2026)       ||     

ସପ୍ତମ ତମ ଶିକ୍ଷକ ସୌରଭ ସମ୍ମାନ ପ୍ରଦାନ ଉତ୍ସବ ଅନୁଷ୍ଠିତ |

07-Jan-2025

୭ମତମ ଶିକ୍ଷକ ସୌରଭ ସମ୍ମାନ ପ୍ରଦାନ ଉତ୍ସବ ଅନୁଷ୍ଠିତ,

ଓଡିଶା ଜନମତ ,ହର ପ୍ରସାଦ ପାଢ଼ୀ,ବୁଗୁଡ଼ା :ତା୦୭/୦୧/ ୨୫ : ସ୍ଥାନୀୟ ଶିକ୍ଷକ ଭବନ ପରିସରରେ ଅବସରପ୍ରାପ୍ତ ପ୍ରାଥମିକ ଶିକ୍ଷକ ନ୍ଯାସ ପକ୍ଷରୁ ସପ୍ତମତମ ଶିକ୍ଷକ ସୌରଭ ସମ୍ମାନ ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ନ୍ଯାସସଭାପତିବିଶ୍ବମୋହନ ମିଶ୍ରଙ୍କ ପୌରୋହିତ୍ଯରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ମୁଖ୍ୟ ବକ୍ତା ଭାବେ ଅବସରପ୍ରାପ୍ତ ବିଇଓ ନୀଳମାଧବ ଷଡଙ୍ଗି , ସମ୍ମାନିତ ଅତିଥି ଭାବେ କେ.ନୀଳମାଧବ ଆଚାରୀ,  ପଞ୍ଚାୟତ ସମିତି ଉପାଧ୍ୟକ୍ଷ ମାନସ ରଞ୍ଜନ ପ୍ରଧାନ, ଭାରପ୍ରାପ୍ତ ବିଡିଓ ତାପସ ରାଉତ, ଅବସରପ୍ରାପ୍ତ ବିଦ୍ୟାଳୟ ଉପପରିଦର୍ଶକ ପ୍ରଫୁଲ କୁମାର ପଟ୍ଟନାୟକ ପ୍ରମୁଖ ଯୋଗ ଦେଇଥିଲେ । କାର୍ଯ୍ଯକାରୀ ସଭାପତି ହରେ କୃଷ୍ଣ ପାତ୍ରଙ୍କ ସଂଯୋଜନାରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମ ଅବସରରେ ଅବସରପ୍ରାପ୍ତ ଶିକ୍ଷକ ନନ୍ଦ କିଶୋର ମିଶ୍ର, ଚନ୍ଦ୍ର ଶେଖର ଦାଶ , ଚନ୍ଦ୍ରମଣି ଗୌଡ, ଲମ୍ବୋଦର ମିଶ୍ର, ଘନଶ୍ୟାମ ବାରିକ, ନାରାୟଣ ଗନ୍ତାୟତ, ସୁବାସ ଚନ୍ଦ୍ର ପଟ୍ଟନାୟକ, ସୁବାସ ଚନ୍ଦ୍ର ମହାନ୍ତି, ଶ୍ଯାମ ସୁନ୍ଦର ନାୟକ, ସୁବାସ ଚନ୍ଦ୍ର ନାୟକ, ମଦନ ମୋହନ ଦୋରା, ପ୍ରଫୁଲ କୁମାର ଖାଡ଼ଙ୍ଗା, ଆର୍ତ୍ତତ୍ରାଣ ରଥ ପ୍ରମୁଖ ୧୩ ଜଣଙ୍କୁ ଶିକ୍ଷକ ସୌରଭ ସମ୍ମାନରେ ସମ୍ମାନିତ କରାଯାଇଥିଲା । ଏଥି ସହ ପୂର୍ବରୁ ଆୟୋଜିତ ପ୍ରବନ୍ଧ ଲିଖନ , ଚିତ୍ରାଙ୍କନ, ଦେଶାତ୍ମବୋଧକ ସଙ୍ଗୀତ ଗାନ ଓ ସାଧାରଣଜ୍ଞାନ ଆଦି ପ୍ରତିଯୋଗିତାର କୃତି ଛାତ୍ରଛାତ୍ରୀଙ୍କୁ ପ୍ରମାଣପତ୍ର ସହ ପୁରସ୍କୃତ କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମର ପ୍ରାରମ୍ଭରେ ଅନନ୍ତ କର ବେଦପାଠ ଏବଂ ସମ୍ପାଦକ ପ୍ରକାଶ ଚନ୍ଦ୍ର ରଥ ବିବରଣୀ ପାଠ କରିଥିବା ବେଳେ ପରିଶେଷରେ ଉପସଭାପତି ବିପିନ ବିହାରୀ ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ ।

News Comment

You Might Also Like

BACK TO TOP