Breaking News

ଚୀନର ନେପାଳକୁ ସତର୍କ ବାଣୀ ପୁଣି ତିନିଦିନ ମଧ୍ୟରେ ବନ୍ୟା ଆଶଙ୍କା |   (28-Aug-2026)       ||      ପ୍ରେମିକ ଙ୍କ କାର ରେ ଚୁମ୍ବନ ଦେଲେ ପ୍ରେମିକା, ଅଧିକାରୀ ଙ୍କୁ ଅର୍ଥ ଦେଇ ହଟ ହଟା ହେଲେ ପ୍ରେମିକ |   (28-Aug-2026)       ||      ରାୟଗଡା ରେ ଭାରତୀୟ ମଜୁଦୁର ସଂଘ ର ରାଷ୍ଟ୍ରୀୟ ପର୍ଯ୍ୟାବରଣ ଦିବସ ପାଳିତ |   (28-Aug-2026)       ||      ମୁଖ୍ୟମନ୍ତ୍ରୀ ଙ୍କ ଦ୍ୱାରା ବାହୁଦା ବନ୍ଦର, ଓ ଶିଳ୍ପ ନିବେଶ ଦ୍ୱାରା ବଦଳିବ ଗରିବଙ୍କ ଭାଗ୍ୟ |   (28-Aug-2026)       ||      ରକ୍ଷା ବନ୍ଧନ ର ପୌରାଣିକ ମତ, ଓ ଶିକ୍ଷଣୀୟ କଥା |   (28-Aug-2026)       ||      ମନ୍ଦିର ସମନ୍ବିତ ଉର୍ନ୍ନତି କରଣ ସକାଶେ ବିଧାୟକ ଙ୍କ ପ୍ରସ୍ତୁତି ବୈଠକ |    (28-Aug-2026)       ||      ଶକ୍ତିଶ୍ରୀ ସେଲ ପକ୍ଷରୁ ଆଇନ ସଚେତନତା କର୍ମଶାଳା ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଅନୁଷ୍ଠିତ ||   (28-Aug-2026)       ||      "ନିଶାମୁକ୍ତ ଓଡିଶା ଅଭିଯାନ ` ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ପାଳିତ ||   (28-Aug-2026)       ||      2026 ର ଶ୍ରେଷ୍ଠ ଅଧକ୍ଷ ଭାବେ ଶାରଳା ସଂସ୍କୃତ ମହାବିଦ୍ୟାଳୟ ଅଧକ୍ଷଙ୍କୁ ସମ୍ମାନିତ |   (28-Aug-2026)       ||      ରୀତିନୀତି ଅନୁଯାୟୀ ଗହ୍ମାପର୍ବ ମାହାଳହାଟ ଜଗନ୍ନାଥ ମନ୍ଦିର ରେ ଅନୁଷ୍ଠିତ |   (28-Aug-2026)       ||      4ଦଶନ୍ଧି ଧରି ଅସୁବିଧା ରେ ଥିବା ବିସ୍ଥାପିତ ଙ୍କ ସମସ୍ୟା ର ସମାଧାନ କଲେ ମୁଖ୍ୟମନ୍ତ୍ରୀ ||   (28-Aug-2026)       ||      ବରଗଡ଼ ଜିଲ୍ଲା ର ମାଆ, ଝିଅ ନେପାଳ ବନ୍ୟା ରେ ନିଖୋଜ, ସ୍ୱାମୀ ସୁରକ୍ଷିତ ||   (28-Aug-2026)       ||      ରକ୍ଷାବନ୍ଧନ ରେ 120 ଭାଇ ହାତରେ ନିଶା ମୁକ୍ତ ପାଇଁ ରାକ୍ଷୀ ବାନ୍ଧିଲେ 120 ଭଉଣୀ ||   (28-Aug-2026)       ||      ଯାତ୍ରା କରୁଥିଲା ବେଳେ ହଠାଥ ପେଣ୍ଡେଲ ରେ ଅସୁସ୍ଥ ହୋଇ ପଡିଲେ ପିୟୁଷ ତ୍ରିପାଠୀ ||   (28-Aug-2026)       ||      ପାଇକ ମାଳ ରେ ରାଜ୍ୟ ସ୍ତରୀୟ ଗହ୍ମା ପୂର୍ଣ୍ଣିମା ମହୋତ୍ସବ ଅନୁଷ୍ଠିତ ||   (28-Aug-2026)       ||      ଗୋପପୁର ଆଶ୍ରମ ରେ ମହିମା ଧର୍ମ ର ବିରାଟ ଧାର୍ମିକ ସମାବେଶ ଅନୁଷ୍ଠିତ ||   (28-Aug-2026)       ||      ଗୋପପୁର ଆଶ୍ରମ ରେ ମହିମା ଧର୍ମ ର ବିରାଟ ଧାର୍ମିକ ସମାବେଶ ଅନୁଷ୍ଠିତ ||   (28-Aug-2026)       ||      ନେପାଳ ବନ୍ୟା ରେ ବହୁତ ଓଡ଼ିଆ ଙ୍କୁ ଠାବ ମଧ୍ୟରେ ଖୋର୍ଦ୍ଧା ର ଦୁଇ ଦମ୍ପତି ଏବେବି ନିଖୋଜ ||   (28-Aug-2026)       ||      ଜମି ମାଲିକ ଙ୍କ ଅଜାଣତ ରେ ବିକ୍ରି ହୋଇଗଲା ଜମି, ଦୁଇ ଜଣ ନିଲମ୍ବିତ ||   (27-Aug-2026)       ||      କୌଣସି କଥାରେ ଉତ୍ୟକ୍ତ ସ୍ୱାମୀ ସ୍ତ୍ରୀକୁ ହତ୍ୟା କରି ସେମଧ୍ୟ କଲେ ଆତ୍ମ ହତ୍ୟା ||   (27-Aug-2026)       ||     

148 ଜନ ଓ ଏ ଏସ ଙ୍କ ବଦଳି କଲେ ରାଜ୍ୟ ସରକାର |

08-Jan-2025

ରାଜ୍ୟସରକାର ୧୪୮ ଓଏଏସ୍ ଅଫିସରଙ୍କୁ ବଦଳି କଲେ |

               (  69 ବ୍ଲକ ରେ ନୁଆଁ   ବିଡ଼ିଓ |

            ଓଡିଶା ଜନମତ  ବ୍ୟୁରୋ ,

ଭୁବନେଶ୍ୱର ୭/୧  : ରାଜ୍ୟ ସରକାର ଆଜି ଏକକାଳୀନ
୧୪୮ ଜଣ ବରିଷ୍ଠ ଓଏଏସ୍ ଅଫିସରଙ୍କୁ ବଦଳି କରିଛନ୍ତି । ଏଥିରେ ୬୯ଟି ବ୍ଲକରେ ନୂଆ ବିଡିଓଙ୍କୁ ଅବସ୍ଥାପିତ କରିଥିବା ବେଳେ  ବହୁ ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳଙ୍କର ମଧ୍ୟ ବଦଳି ହୋଇଛି । ଆଜି ମଙ୍ଗଳବାର ଏନେଇ ସାଧାରଣ ପ୍ରଶାସନ ବିଭାଗ, ପଂଚାୟତିରାଜ ବିଭାଗ ଓ ରାଜସ୍ୱ ବିଭାଗ ପକ୍ଷରୁ ଭିନ୍ନ ଭିନ୍ନ ବିଜ୍ଞପ୍ତି ଜାରି ହୋଇଛି । ସାଧାରଣପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ପୁରୀ ଅତିରିକ୍ତ ଜିଲ୍ଲାପାଳ ବରିଷ୍ଠ ଓଏଏସ୍ କୈଳାସ ଚନ୍ଦ୍ର ନାୟକଙ୍କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର  ଅତିରିକ୍ତ ସଚିବ ଭାବେ ବଦଳି ହୋଇଛି । ସେହିପରି ଅନୁଗୁଳ ଜିଲ୍ଲା ପରିଷଦ କାର୍ଯ୍ୟନିର୍ବାହୀ ଅଧୂକାରୀ ବରିଷ୍ଠ ଓଏଏସ୍ ଅଫିସର ହେମନ୍ତ କୁମାର ସିଂଙ୍କୁ ବାଲେଶ୍ଵର ଅତିରିକ୍ତ ଜିଲ୍ଲାପାଳ ଭାବେ ଅବସ୍ଥାପିତ କରାଯାଇଛି । ରାୟଗଡ଼ା ଅତିରିକ୍ତ ଜିଲ୍ଲାପାଳ ଭାସ୍କର ରାଇତୋଙ୍କୁ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ଅତିରିକ୍ତ ସଚିବ, ଲଙ୍କେଶ୍ଵର ଅମାତଙ୍କୁ ରାଉରକେଲା ଉନ୍ନୟନ ପ୍ରାଧୂକରଣର ସଚିବ, ନବୀନ ଚନ୍ଦ୍ର ନାଏକଙ୍କୁ ରାୟଗଡ଼ା ଅତିରିକ୍ତ ଜିଲ୍ଲାପାଳ,  ଦୌଲତ ଚନ୍ଦ୍ରକାରଙ୍କୁ ଖଣି ଓ ଇସ୍ପାତ ବିଭାଗର ଅତିରିକ୍ତ ସଚିବ, ଶୁଭେନ୍ଦ୍ର କୁମାର ସାମଲଙ୍କୁ ଭଦ୍ରକ ଅତିରିକ୍ତ ଜିଲ୍ଲାପାଳ, ଲଗ୍ନଜିତ୍ ରାଉତଙ୍କୁ ନୟାଗଡ଼ ଜିଲ୍ଲା ପରିଷଦ କାର୍ଯ୍ୟନିର୍ବାହୀ ଅଧୂକାରୀ, ରୋଜିନା ପରିଡ଼ା ଙ୍କୁ କେନ୍ଦ୍ରାପଡ଼ା ଅତିରିକ୍ତ ଜିଲ୍ଲାପାଳ, ଅଜାମ୍ବର ମହାନ୍ତିଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲା ପରିଷଦ କାର୍ଯ୍ୟନିର୍ବାହୀ ଅଧୂକାରୀ, ରାଜେନ୍ଦ୍ର ମିଞ୍ଜଙ୍କୁ ଦେବଗଡ଼ ଜିଲ୍ଲା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ, ଅଶୋକ କୁମାର ଭୋଇଙ୍କୁ  ସମ୍ବଲପୁର ଅତିରିକ୍ତ ଜିଲ୍ଲାପାଳ, ସରୋଜ କୁମାର ମିଶ୍ରଙ୍କୁ ଉତ୍ତରାଞ୍ଚଳ ଆରଡିସି କାର୍ଯ୍ୟାଳୟରେ ଅତିରିକ୍ତ ସଚିବ, ଶରତ ଚନ୍ଦ୍ର ମହାପାତ୍ରଙ୍କୁ ପୁରୀ ଅତିରିକ୍ତ ଜିଲ୍ଲାପାଳ, ମାୟାଧର ବେହେରାଙ୍କୁ ଅନୁଗୁଳ  ଉପଜିଲ୍ଲାପାଳ, ଶିବାନନ୍ଦ ସ୍ଵାଇଁଙ୍କୁ ଯାଜପୁର ଅତି ଅତିରିକ୍ତ ଜିଲ୍ଲାପାଳ, ଦିଲ୍ଲୀପ କୁମାର ମହାରଣାଙ୍କୁ ଭଦ୍ରକ ଅତିରିକ୍ତ ଜିଲ୍ଲାପାଳ, ସୁଶାନ୍ତ କୁମାର ପତିଙ୍କୁ ଗଜପତି ଅତିରିକ୍ତ ଜିଲ୍ଲାପାଳ, ଦିପ୍ତି ରଞ୍ଜନ ସେଠୀଙ୍କୁ ଢେଙ୍କାନାଳ ଜିଲ୍ଲା ପରଷଦ କାର୍ଯ୍ୟନିର୍ବାହୀ ଅଧିକାରୀ, ବରଣ୍ୟନ୍ଦୁ ମହାନ୍ତିଙ୍କୁ ବାଲେଶ୍ବର ଜିଲ୍ଲା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ, ବିଶ୍ୱଜିତ୍ ବର୍ମନiଙ୍କୁ ନବରଙ୍ଗପୁରଅତିରିକ୍ତଜିଲ୍ଲା ପାଳ, ସଂଯୁକ୍ତା ମାଝୀଙ୍କୁ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଯୁଗ୍ମ ସଚିବ, ଈଶ୍ଵର ଚନ୍ଦ୍ର ନାଏକଙ୍କୁ ସମ୍ବଲପୁର ଅତିରିକ୍ତ ଜିଲ୍ଲାପାଳ, ବେଣୁଧର ଶବରଙ୍କୁ କୋରାପୁଟ ଜିଲ୍ଲା ପରିଷଦ କାର୍ଯ୍ୟନିର୍ବାହୀ ଅଧୂକାରୀ, ଦେବଦତ୍ତ ମହାନ୍ତଙ୍କୁ  ଅନୁଗୁଳ ଜିଲ୍ଲା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ, ପ୍ରଭାସ କୁମାର ବେହୁରାଙ୍କୁ ହିନ୍ଦୋଳ ଉପଜିଲ୍ଲାପାଳ, ରବୀନ୍ଦ୍ର କୁମାର ପଟେଲଙ୍କୁ ପାଲ ଲହଡ଼ା ଉପଜିଲ୍ଲାପାଳ, ଦୟାସିନ୍ଧୁ ପରିଡ଼ାଙ୍କୁ ବାରିପଦା ଉପଜିଲ୍ଲାପାଳ, ପଦ୍ମଚରଣ  ସାହୁଙ୍କୁ ଖୋର୍ଦ୍ଧା ଉପ ଜିଲ୍ଲାପାଳ, ଶିବାଶୀଷ ବରାଳଙ୍କୁ ଛତ୍ରପୁର ଉପ ଜିଲ୍ଲାପାଳ, ପ୍ରେମଲାଲ ହିଆଲଙ୍କୁ କୋରାପୁଟ ଉପଜିଲ୍ଲାପାଳ ଓ ସ୍ନେହପ୍ରଭା ମାଝୀଙ୍କୁ କୋରାପୁଟ ଆଇଟିଡିଏ ପ୍ରକଳ୍ପ ଅଧୂକାରୀ ଭାବେ ବଦଳି ହୋଇଛି 1ଏବଂ ଗଞ୍ଜାମ ପୁରୁଷୋତ୍ତମପୁର ବିଡ଼ିଓ ମନୋଜ କୁମାର ନାୟକ ଙ୍କୁ ନୟାଗଡ଼ ରଣପୁର ବଦଳି ହୋଉଛି  |

News Comment

You Might Also Like

BACK TO TOP