Breaking News

ରାୟଗଡା ରେ ଭାରତୀୟ ମଜୁଦୁର ସଂଘ ର ରାଷ୍ଟ୍ରୀୟ ପର୍ଯ୍ୟାବରଣ ଦିବସ ପାଳିତ |   (28-Aug-2026)       ||      ମୁଖ୍ୟମନ୍ତ୍ରୀ ଙ୍କ ଦ୍ୱାରା ବାହୁଦା ବନ୍ଦର, ଓ ଶିଳ୍ପ ନିବେଶ ଦ୍ୱାରା ବଦଳିବ ଗରିବଙ୍କ ଭାଗ୍ୟ |   (28-Aug-2026)       ||      ରକ୍ଷା ବନ୍ଧନ ର ପୌରାଣିକ ମତ, ଓ ଶିକ୍ଷଣୀୟ କଥା |   (28-Aug-2026)       ||      ମନ୍ଦିର ସମନ୍ବିତ ଉର୍ନ୍ନତି କରଣ ସକାଶେ ବିଧାୟକ ଙ୍କ ପ୍ରସ୍ତୁତି ବୈଠକ |    (28-Aug-2026)       ||      ଶକ୍ତିଶ୍ରୀ ସେଲ ପକ୍ଷରୁ ଆଇନ ସଚେତନତା କର୍ମଶାଳା ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଅନୁଷ୍ଠିତ ||   (28-Aug-2026)       ||      "ନିଶାମୁକ୍ତ ଓଡିଶା ଅଭିଯାନ ` ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ପାଳିତ ||   (28-Aug-2026)       ||      2026 ର ଶ୍ରେଷ୍ଠ ଅଧକ୍ଷ ଭାବେ ଶାରଳା ସଂସ୍କୃତ ମହାବିଦ୍ୟାଳୟ ଅଧକ୍ଷଙ୍କୁ ସମ୍ମାନିତ |   (28-Aug-2026)       ||      ରୀତିନୀତି ଅନୁଯାୟୀ ଗହ୍ମାପର୍ବ ମାହାଳହାଟ ଜଗନ୍ନାଥ ମନ୍ଦିର ରେ ଅନୁଷ୍ଠିତ |   (28-Aug-2026)       ||      4ଦଶନ୍ଧି ଧରି ଅସୁବିଧା ରେ ଥିବା ବିସ୍ଥାପିତ ଙ୍କ ସମସ୍ୟା ର ସମାଧାନ କଲେ ମୁଖ୍ୟମନ୍ତ୍ରୀ ||   (28-Aug-2026)       ||      ବରଗଡ଼ ଜିଲ୍ଲା ର ମାଆ, ଝିଅ ନେପାଳ ବନ୍ୟା ରେ ନିଖୋଜ, ସ୍ୱାମୀ ସୁରକ୍ଷିତ ||   (28-Aug-2026)       ||      ରକ୍ଷାବନ୍ଧନ ରେ 120 ଭାଇ ହାତରେ ନିଶା ମୁକ୍ତ ପାଇଁ ରାକ୍ଷୀ ବାନ୍ଧିଲେ 120 ଭଉଣୀ ||   (28-Aug-2026)       ||      ଯାତ୍ରା କରୁଥିଲା ବେଳେ ହଠାଥ ପେଣ୍ଡେଲ ରେ ଅସୁସ୍ଥ ହୋଇ ପଡିଲେ ପିୟୁଷ ତ୍ରିପାଠୀ ||   (28-Aug-2026)       ||      ପାଇକ ମାଳ ରେ ରାଜ୍ୟ ସ୍ତରୀୟ ଗହ୍ମା ପୂର୍ଣ୍ଣିମା ମହୋତ୍ସବ ଅନୁଷ୍ଠିତ ||   (28-Aug-2026)       ||      ଗୋପପୁର ଆଶ୍ରମ ରେ ମହିମା ଧର୍ମ ର ବିରାଟ ଧାର୍ମିକ ସମାବେଶ ଅନୁଷ୍ଠିତ ||   (28-Aug-2026)       ||      ଗୋପପୁର ଆଶ୍ରମ ରେ ମହିମା ଧର୍ମ ର ବିରାଟ ଧାର୍ମିକ ସମାବେଶ ଅନୁଷ୍ଠିତ ||   (28-Aug-2026)       ||      ନେପାଳ ବନ୍ୟା ରେ ବହୁତ ଓଡ଼ିଆ ଙ୍କୁ ଠାବ ମଧ୍ୟରେ ଖୋର୍ଦ୍ଧା ର ଦୁଇ ଦମ୍ପତି ଏବେବି ନିଖୋଜ ||   (28-Aug-2026)       ||      ଜମି ମାଲିକ ଙ୍କ ଅଜାଣତ ରେ ବିକ୍ରି ହୋଇଗଲା ଜମି, ଦୁଇ ଜଣ ନିଲମ୍ବିତ ||   (27-Aug-2026)       ||      କୌଣସି କଥାରେ ଉତ୍ୟକ୍ତ ସ୍ୱାମୀ ସ୍ତ୍ରୀକୁ ହତ୍ୟା କରି ସେମଧ୍ୟ କଲେ ଆତ୍ମ ହତ୍ୟା ||   (27-Aug-2026)       ||      ବେଗୁନିଆପଡା ଶାଳବଣ ଠାରେ ଯୁବକ ଙ୍କୁ ମରଣାନ୍ତକ ଆକ୍ରମଣ |   (27-Aug-2026)       ||      ତେଜୋ ରାତି ଦୋକାନରୁ ମଦ ଜବତ କରି ଦୁଇ ଜଣଙ୍କୁ ଗିରଫ କଲା ପୋଲିସ |   (27-Aug-2026)       ||     

ଅବକାରୀ ବିଭାଗ ଦ୍ୱାରା ଚଢ଼ାଉ ଦୁଈ ବ୍ୟକ୍ତି ଗିରଫ |

08-Jan-2025

ଅବକାରୀ ଧରପଗଡ଼ : ଦୁଇ ଗିରଫ,

            ଓଡିଶା ଜନମତ ବ୍ୟୁରୋ,,

ଭଞ୍ଜନଗର,8/01:
ଭଞ୍ଜନଗର ଅବକାରୀ ବିଭାଗ ପକ୍ଷରୁ ପେଟ୍ରୋଲିଂ କରାଯାଉ ଥିବା ସମୟରେ ନିଧୂଆପଲ୍ଲୀ ଛକରୁ ଗଞ୍ଜେଇ ଚାଲାଣ କରି ବା ଅଭିଯୋଗରେ ଜଣକୁ ଗିରଫ କରି କୋର୍ଟ କୋର୍ଟ ଚାଲାଣ କରାଯାଇଥିବା ଅବକାରୀ ଓଆଇସି,ଏସ୍‌ଆଇ ଅଲିଭା ମାଝୀ ସୂଚନା ଦେଇଛନ୍ତି । ଅଭି ଯୁକ୍ତ ଜଣକ ହେଲେ କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ବିଜୟ ମଲ୍ଲିକ। ସେ ଏକ ବସ୍ତାରେ ଗଞ୍ଜେଇ ଚାଲାଣ କରୁଥିବା  ଖବର  ପାଇ ଅବକାରୀ ଟିମ୍ ଚଢାଉ କରି ତା ନିକଟରୁ ୧୦ କେଜି ଗଞ୍ଜେଇ ଜବତ କରିବା ସହ କେସ୍ ନମ୍ବର ୭୫ ରେ ଏକ ମାମଲା ରୁଜୁ କରି ଅଭିଯୁକ୍ତକୁ କୋର୍ଟ ଚାଲାଣ କରିଥିବା ସୁଶ୍ରୀ ମାଝୀ ସୂଚନା ଦେଇଛନ୍ତି। ଏଥିରେଅବକାରୀ ଅଧୂକାରୀଡମ୍ବୁରୁଧରହରିଜନ , ଏଏସ୍‌ଆଇ ବହୁମୂଲ୍ୟପରିଜା, ସନାତନ ` ନାହାକ, କୃଷ୍ଣଚନ୍ଦ୍ର ସେଠୀ, ଜଗନ୍ନାଥ ମହାପାତ୍ର, ସୁବଳ ପ୍ରଧାନ ପ୍ରମୁଖ ଚଢ଼ା ଉରେ ସାମିଲ ରହିଥିଲେ। ଏଥିସହ ବଡକୋଦଣ୍ଡା ଗ୍ରାମରେ ମଧ୍ଯ ଚଢାଉ କରି ଜଣେ ଅଭିଯୁକ୍ତଙ୍କ ସମେତ ୮୦ ଲିଟର ଆଡି ମଦ ସହ ଏକ ସ୍କୁଟି ଜବତ କରିଥିବା ସେ ସୂଚନା ଦେଇଛନ୍ତି।

News Comment

You Might Also Like

BACK TO TOP