Breaking News

ରକ୍ଷା ବନ୍ଧନ ର ପୌରାଣିକ ମତ, ଓ ଶିକ୍ଷଣୀୟ କଥା |   (28-Aug-2026)       ||      ମନ୍ଦିର ସମନ୍ବିତ ଉର୍ନ୍ନତି କରଣ ସକାଶେ ବିଧାୟକ ଙ୍କ ପ୍ରସ୍ତୁତି ବୈଠକ |    (28-Aug-2026)       ||      ଶକ୍ତିଶ୍ରୀ ସେଲ ପକ୍ଷରୁ ଆଇନ ସଚେତନତା କର୍ମଶାଳା ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଅନୁଷ୍ଠିତ ||   (28-Aug-2026)       ||      "ନିଶାମୁକ୍ତ ଓଡିଶା ଅଭିଯାନ ` ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ପାଳିତ ||   (28-Aug-2026)       ||      2026 ର ଶ୍ରେଷ୍ଠ ଅଧକ୍ଷ ଭାବେ ଶାରଳା ସଂସ୍କୃତ ମହାବିଦ୍ୟାଳୟ ଅଧକ୍ଷଙ୍କୁ ସମ୍ମାନିତ |   (28-Aug-2026)       ||      ରୀତିନୀତି ଅନୁଯାୟୀ ଗହ୍ମାପର୍ବ ମାହାଳହାଟ ଜଗନ୍ନାଥ ମନ୍ଦିର ରେ ଅନୁଷ୍ଠିତ |   (28-Aug-2026)       ||      4ଦଶନ୍ଧି ଧରି ଅସୁବିଧା ରେ ଥିବା ବିସ୍ଥାପିତ ଙ୍କ ସମସ୍ୟା ର ସମାଧାନ କଲେ ମୁଖ୍ୟମନ୍ତ୍ରୀ ||   (28-Aug-2026)       ||      ବରଗଡ଼ ଜିଲ୍ଲା ର ମାଆ, ଝିଅ ନେପାଳ ବନ୍ୟା ରେ ନିଖୋଜ, ସ୍ୱାମୀ ସୁରକ୍ଷିତ ||   (28-Aug-2026)       ||      ରକ୍ଷାବନ୍ଧନ ରେ 120 ଭାଇ ହାତରେ ନିଶା ମୁକ୍ତ ପାଇଁ ରାକ୍ଷୀ ବାନ୍ଧିଲେ 120 ଭଉଣୀ ||   (28-Aug-2026)       ||      ଯାତ୍ରା କରୁଥିଲା ବେଳେ ହଠାଥ ପେଣ୍ଡେଲ ରେ ଅସୁସ୍ଥ ହୋଇ ପଡିଲେ ପିୟୁଷ ତ୍ରିପାଠୀ ||   (28-Aug-2026)       ||      ପାଇକ ମାଳ ରେ ରାଜ୍ୟ ସ୍ତରୀୟ ଗହ୍ମା ପୂର୍ଣ୍ଣିମା ମହୋତ୍ସବ ଅନୁଷ୍ଠିତ ||   (28-Aug-2026)       ||      ଗୋପପୁର ଆଶ୍ରମ ରେ ମହିମା ଧର୍ମ ର ବିରାଟ ଧାର୍ମିକ ସମାବେଶ ଅନୁଷ୍ଠିତ ||   (28-Aug-2026)       ||      ଗୋପପୁର ଆଶ୍ରମ ରେ ମହିମା ଧର୍ମ ର ବିରାଟ ଧାର୍ମିକ ସମାବେଶ ଅନୁଷ୍ଠିତ ||   (28-Aug-2026)       ||      ନେପାଳ ବନ୍ୟା ରେ ବହୁତ ଓଡ଼ିଆ ଙ୍କୁ ଠାବ ମଧ୍ୟରେ ଖୋର୍ଦ୍ଧା ର ଦୁଇ ଦମ୍ପତି ଏବେବି ନିଖୋଜ ||   (28-Aug-2026)       ||      ଜମି ମାଲିକ ଙ୍କ ଅଜାଣତ ରେ ବିକ୍ରି ହୋଇଗଲା ଜମି, ଦୁଇ ଜଣ ନିଲମ୍ବିତ ||   (27-Aug-2026)       ||      କୌଣସି କଥାରେ ଉତ୍ୟକ୍ତ ସ୍ୱାମୀ ସ୍ତ୍ରୀକୁ ହତ୍ୟା କରି ସେମଧ୍ୟ କଲେ ଆତ୍ମ ହତ୍ୟା ||   (27-Aug-2026)       ||      ବେଗୁନିଆପଡା ଶାଳବଣ ଠାରେ ଯୁବକ ଙ୍କୁ ମରଣାନ୍ତକ ଆକ୍ରମଣ |   (27-Aug-2026)       ||      ତେଜୋ ରାତି ଦୋକାନରୁ ମଦ ଜବତ କରି ଦୁଇ ଜଣଙ୍କୁ ଗିରଫ କଲା ପୋଲିସ |   (27-Aug-2026)       ||      ସିନ୍ଧୁ -ଉର୍ମି ସାହିତ୍ୟ ସଂସଦ ଦ୍ୱାରା ରାକ୍ଷୀ ପୂର୍ଣ୍ଣିମା ପାଳିତ |    (27-Aug-2026)       ||      ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ଶ୍ରୀ ଶ୍ରୀ ସ୍ୱାମୀ ଚିଦାନନ୍ଦ ସରସ୍ବତୀ ଶିଶୁମନ୍ଦିର ପ୍ରାଙ୍ଗଣ ରେ ଅନୁଷ୍ଠିତ |    (27-Aug-2026)       ||     

ଟାଟା ମୋଟର୍ସ ରେ ଚାକିରି ଦେବା ନାମରେ ଠକେଇ ମାମଲା ରେ ପ୍ରଦୀପ ପାଣିଗ୍ରାହୀ ଙ୍କୁ ଆଶ୍ବସ୍ତି |

08-Jan-2025

ପ୍ରଦୀପ ପାଣିଗ୍ରାହୀଙ୍କୁ ଆଶ୍ୱସ୍ତି, ଟାଟା ମୋଟର୍ସ ରେ ଚାକିରି  ଦେବା ନାମରେ  ହୋଇଥିବା କେଶ ମାମଲା ରେ  |

       ଓଡିଶା ଜନମତ  ବ୍ୟୁରୋ,

ବ୍ରହ୍ମପୁର: ବହୁଚର୍ଚ୍ଚିତ ଟାଟା କଂପାନିରେ ଚାକିରିଦେବା ନାମରେ ଠକେଇ ମାମଲାରେ ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣିଗ୍ରାହୀଙ୍କୁ ଆଶ୍ୱସ୍ତି ମିଳିଛି। ଏମ୍‌ପି/ ଏସ୍ଏଲ୍‌ଏ କୋର୍ଟରେ ସାଂସଦ ଶ୍ରୀ ପାଣିଗ୍ରାହୀଙ୍କୁ ୨ଟି ମାମଲାରେ ଆଶ୍ବସ୍ତି ମିଳିଛି। ଏଥ୍ ସହିତ ଅଭୟ ପାଠକ ଓ ତାଙ୍କର ପୁଅ ଆକାଶ ପାଠକ ଙ୍କୁ ମଧ୍ୟ ଆଶ୍ୱସ୍ତି ମିଳିଛି। ଆଜି କୋର୍ଟରୁ ଏହି ୩ ଜଣଙ୍କୁ ଆଶ୍ୱସ୍ତି ମିଳିଥିବା ବେଳେ ଅନ୍ୟ ୩ଟି ମାମଲରେ ଆସନ୍ତାକାଲି ଶୁଣାଣି ହେବ। ସୂଚନାଯୋଗ୍ୟ, ଟାଟା ମୋଟର୍ସରେ ଚାକିରି କରେଇଦେବା ନାଁରେ ଠକେଇ ମାମଲାରୁ ପୂର୍ବରୁ ୫ ଜଣ ଏତଲାକାରୀ ଓହରି ଯାଇ ଛନ୍ତି। ସାଂସଦ ପ୍ରଦୀପ ପାଣିଗ୍ରାହୀ କୌଣସି ଟଙ୍କା ନେଇ ନଥିବା ବ୍ରହ୍ମପୁର ଜେଏମ୍‌ଏଫ୍‌ସି କୋର୍ଟରେ ୫ ଜଣ କହିଛନ୍ତି । ଗତମାସ ୧୮ ତାରିଖରେ ୩ ଜଣ ଓ ୧୦ ତାରିଖ ଦିନ ୨ ଜଣ ଏତଲାକାରୀ ( ଲକ୍ଷ୍ମୀଧର ନାୟକ ଓ ପ୍ରଭାତ କୁମାର ନାୟକ) କହିଥିଲେ ଯେ, ପ୍ରଦୀପଙ୍କୁ କୌଣସି ପ୍ରକାର ଅର୍ଥ ନେଣଦେଣ ହୋଇ ନାହିଁ । ଗତମାସ ୧୦ ତାରିଖରେ ୨ ଜଣ ଅଭିଯୋଗକାରୀ ସେମାନଙ୍କୁ ବିଜେଡି ଓ ପ୍ରଶାସନର ଚାପ ଯୋଗୁଁ ଏଭଳି ଏତଲା ଦେଇଥିଲେ ବୋଲି ମାଜିଷ୍ଟ୍ରେଟଙ୍କ ଆଗରେ ପ୍ରଦୀପଙ୍କ ଓକିଲ କହିଥିଲେ। ସାଂସଦ ଓ ବିଧାୟକଙ୍କ ମାମଲା ବିଚାରଣା ପାଇଁ ରହିଥ‌ିବା ସ୍ୱତନ୍ତ୍ର କୋର୍ଟ ତଥା ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍ (ଗ୍ରାମାଞ୍ଚଳ) ଜୁଏଲ୍ ପଟ୍ଟନାୟକଙ୍କ କୋର୍ଟରେ ଏହି ମାମଲାର ବିଚାରଣା ଆରମ୍ଭ ହୋଇଛି। ପ୍ରଥମ ଦିନରେ ଗୋଳନ୍ଥରା ଥାନାରେ ରୁଜୁ ହୋଇଥ‌ିବା ଦୁଇଟି ଟଙ୍କା ଠକେଇ ମାମଲା ଜିଆର– ୨୨୨୫/୨୦ର ଏତଲାକାରୀ ଲକ୍ଷ୍ମୀଧର ନାୟକ ଓ ଜିଆର–୬୨/୨୧ର ଏତଲାକାରୀ ପ୍ରଭାତ ନାୟକ ନିଜର ସାକ୍ଷ୍ୟ ଦେଇଥିଲେ।  ବିଜେଡିର କିଛି ଲୋକ ପ୍ରଦୀପ ଙ୍କ ବିରୁଦ୍ଧରେ କହିବା ପାଇଁ ଲୋକମାନଙ୍କୁ  ଧମକ ଦେଇ ମିଛ କହି କେଶ ୠଜୁକରିଥିବା ଘଟଣା ଜର୍ଜ ଶୁଣିଲା ପରେ ପ୍ରଦୀପ ଙ୍କୁ ଟିକିଏ ଆଶ୍ବସ୍ତି ମିଳିଛି  |;ମିଛ କେଶ ରେ ତାଙ୍କୁ ଛନ୍ଦି ଡିଆ ଯାଇଥିଲା , ତାଙ୍କର କହିବା କଥା ସତ୍ୟର ସବୁବେକେ ଜୟ ହୋଇ ଥାଏ  |

News Comment

You Might Also Like

BACK TO TOP