Breaking News

ମନ୍ଦିର ସମନ୍ବିତ ଉର୍ନ୍ନତି କରଣ ସକାଶେ ବିଧାୟକ ଙ୍କ ପ୍ରସ୍ତୁତି ବୈଠକ |    (28-Aug-2026)       ||      ଶକ୍ତିଶ୍ରୀ ସେଲ ପକ୍ଷରୁ ଆଇନ ସଚେତନତା କର୍ମଶାଳା ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଅନୁଷ୍ଠିତ ||   (28-Aug-2026)       ||      "ନିଶାମୁକ୍ତ ଓଡିଶା ଅଭିଯାନ ` ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ପାଳିତ ||   (28-Aug-2026)       ||      2026 ର ଶ୍ରେଷ୍ଠ ଅଧକ୍ଷ ଭାବେ ଶାରଳା ସଂସ୍କୃତ ମହାବିଦ୍ୟାଳୟ ଅଧକ୍ଷଙ୍କୁ ସମ୍ମାନିତ |   (28-Aug-2026)       ||      ରୀତିନୀତି ଅନୁଯାୟୀ ଗହ୍ମାପର୍ବ ମାହାଳହାଟ ଜଗନ୍ନାଥ ମନ୍ଦିର ରେ ଅନୁଷ୍ଠିତ |   (28-Aug-2026)       ||      4ଦଶନ୍ଧି ଧରି ଅସୁବିଧା ରେ ଥିବା ବିସ୍ଥାପିତ ଙ୍କ ସମସ୍ୟା ର ସମାଧାନ କଲେ ମୁଖ୍ୟମନ୍ତ୍ରୀ ||   (28-Aug-2026)       ||      ବରଗଡ଼ ଜିଲ୍ଲା ର ମାଆ, ଝିଅ ନେପାଳ ବନ୍ୟା ରେ ନିଖୋଜ, ସ୍ୱାମୀ ସୁରକ୍ଷିତ ||   (28-Aug-2026)       ||      ରକ୍ଷାବନ୍ଧନ ରେ 120 ଭାଇ ହାତରେ ନିଶା ମୁକ୍ତ ପାଇଁ ରାକ୍ଷୀ ବାନ୍ଧିଲେ 120 ଭଉଣୀ ||   (28-Aug-2026)       ||      ଯାତ୍ରା କରୁଥିଲା ବେଳେ ହଠାଥ ପେଣ୍ଡେଲ ରେ ଅସୁସ୍ଥ ହୋଇ ପଡିଲେ ପିୟୁଷ ତ୍ରିପାଠୀ ||   (28-Aug-2026)       ||      ପାଇକ ମାଳ ରେ ରାଜ୍ୟ ସ୍ତରୀୟ ଗହ୍ମା ପୂର୍ଣ୍ଣିମା ମହୋତ୍ସବ ଅନୁଷ୍ଠିତ ||   (28-Aug-2026)       ||      ଗୋପପୁର ଆଶ୍ରମ ରେ ମହିମା ଧର୍ମ ର ବିରାଟ ଧାର୍ମିକ ସମାବେଶ ଅନୁଷ୍ଠିତ ||   (28-Aug-2026)       ||      ଗୋପପୁର ଆଶ୍ରମ ରେ ମହିମା ଧର୍ମ ର ବିରାଟ ଧାର୍ମିକ ସମାବେଶ ଅନୁଷ୍ଠିତ ||   (28-Aug-2026)       ||      ନେପାଳ ବନ୍ୟା ରେ ବହୁତ ଓଡ଼ିଆ ଙ୍କୁ ଠାବ ମଧ୍ୟରେ ଖୋର୍ଦ୍ଧା ର ଦୁଇ ଦମ୍ପତି ଏବେବି ନିଖୋଜ ||   (28-Aug-2026)       ||      ଜମି ମାଲିକ ଙ୍କ ଅଜାଣତ ରେ ବିକ୍ରି ହୋଇଗଲା ଜମି, ଦୁଇ ଜଣ ନିଲମ୍ବିତ ||   (27-Aug-2026)       ||      କୌଣସି କଥାରେ ଉତ୍ୟକ୍ତ ସ୍ୱାମୀ ସ୍ତ୍ରୀକୁ ହତ୍ୟା କରି ସେମଧ୍ୟ କଲେ ଆତ୍ମ ହତ୍ୟା ||   (27-Aug-2026)       ||      ବେଗୁନିଆପଡା ଶାଳବଣ ଠାରେ ଯୁବକ ଙ୍କୁ ମରଣାନ୍ତକ ଆକ୍ରମଣ |   (27-Aug-2026)       ||      ତେଜୋ ରାତି ଦୋକାନରୁ ମଦ ଜବତ କରି ଦୁଇ ଜଣଙ୍କୁ ଗିରଫ କଲା ପୋଲିସ |   (27-Aug-2026)       ||      ସିନ୍ଧୁ -ଉର୍ମି ସାହିତ୍ୟ ସଂସଦ ଦ୍ୱାରା ରାକ୍ଷୀ ପୂର୍ଣ୍ଣିମା ପାଳିତ |    (27-Aug-2026)       ||      ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ଶ୍ରୀ ଶ୍ରୀ ସ୍ୱାମୀ ଚିଦାନନ୍ଦ ସରସ୍ବତୀ ଶିଶୁମନ୍ଦିର ପ୍ରାଙ୍ଗଣ ରେ ଅନୁଷ୍ଠିତ |    (27-Aug-2026)       ||      ରାୟଗଡା ପେଣ୍ଟା ଶିବ ମନ୍ଦିର ଚୋରି ଘଟଣା ର ଫର୍ଦ୍ଦାଫାସ କଲା ଚାନ୍ଦିଲି ପୋଲିସ |    (27-Aug-2026)       ||     

କୁନୀ ଝିଅ କୀର୍ତ୍ତି ମୟୀ ଙ୍କ ଇଣ୍ଡିଆ ବୁକ ଅଫ ରେକଡ଼ |

09-Jan-2025

କୁନି ଝିଅ କ୍ରିତ୍ତୀମୟୀଙ୍କ ଇଣ୍ଡିଆ ବୁକ୍ ଅଫ୍ ରେକର୍ଡ
,
              ଓଡିଶା ଜନମତ ବ୍ୟୁରୋ,

ସୋର : ସୋର ଜାତୀୟ ରାଜପଥ ନିକଟସ୍ଥ ଲକ୍ଷ୍ମୀନାରାୟଣ ପଥର ଖୋଦେଇ ସେବା ସମବାୟ କେନ୍ଦ୍ରର ପ୍ରସ୍ତର ଶିଳ୍ପୀ ଖଗପତି ସାମଲଙ୍କ ସାଡ଼େ ୩ ବର୍ଷର କୁନି ଝିଅ କ୍ରିର୍ତ୍ତୀମୟୀ ୧୨ ମିନିଟରେ ୨୫୦ ପ୍ରଶ୍ନର ସଠିକ୍ ଉତ୍ତର ଦେଇ ଇଣ୍ଡିଆ ବୁକ୍ ଅଫ୍ ରେକର୍ଡ଼ରେ ନାମ ସ୍ଥାନ ପାଇଛନ୍ତି। ଗତ ନଭେମ୍ବର ମାସ ୧୫ ତାରିଖରେ ହୋଇଥିବା ଆଭାସୀ ପ୍ରଶ୍ନବେଳେ କ୍ରିତ୍ତୀ ୧୨ ମିନିଟରେ ଶିବ ତାଣ୍ଡବ ସୂତ୍ର, ହନୁମାନ ଚାଳିଶା, ବିଷ୍ଣୁ ସହସ୍ରନାମ, ୫ଟା ରାଇମସ, ୨୮ଟି ରାଜ୍ୟ, ୮ଟା କେନ୍ଦ୍ରଶାସିତ ଅଞ୍ଚଳ, ସାତ ଦିନ, ୧୨ ମାସ, ୧୧ଟା ଜାତୀୟ ଚିହ୍ନ, ୧୭ଟି ଫଳ, ୩୬ଟି ପଶୁ ୧୨ଟି ରଙ୍ଗ, ୧୦ଟି ଚଢ଼େଇ, ୧୦ଟି ଫୁଲ, ୨୦ ପ୍ରକାର ପନିପରିବା, ୨୬ ଅକ୍ଷର ଅନର୍ଗଳ ଭାବେ କହି ଏହି ରେକର୍ଡ଼ କରିବାର ଦକ୍ଷତା ଅର୍ଜନ କରିଛନ୍ତି। ତାଙ୍କୁ ଗତ ସପ୍ତାହରେ ସାର୍ଟିଫିକେଟ୍, ବହି, ପଦକ, ବେଚ୍, ପେନ୍ ଆଦି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡ଼ ତରଫରୁ ପୁରସ୍କାର ସ୍ୱରୂପ ପ୍ରଦାନ କରାଯାଇଛି।

News Comment

You Might Also Like

BACK TO TOP