Breaking News

ଶକ୍ତିଶ୍ରୀ ସେଲ ପକ୍ଷରୁ ଆଇନ ସଚେତନତା କର୍ମଶାଳା ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଅନୁଷ୍ଠିତ ||   (28-Aug-2026)       ||      "ନିଶାମୁକ୍ତ ଓଡିଶା ଅଭିଯାନ ` ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ପାଳିତ ||   (28-Aug-2026)       ||      2026 ର ଶ୍ରେଷ୍ଠ ଅଧକ୍ଷ ଭାବେ ଶାରଳା ସଂସ୍କୃତ ମହାବିଦ୍ୟାଳୟ ଅଧକ୍ଷଙ୍କୁ ସମ୍ମାନିତ |   (28-Aug-2026)       ||      ରୀତିନୀତି ଅନୁଯାୟୀ ଗହ୍ମାପର୍ବ ମାହାଳହାଟ ଜଗନ୍ନାଥ ମନ୍ଦିର ରେ ଅନୁଷ୍ଠିତ |   (28-Aug-2026)       ||      4ଦଶନ୍ଧି ଧରି ଅସୁବିଧା ରେ ଥିବା ବିସ୍ଥାପିତ ଙ୍କ ସମସ୍ୟା ର ସମାଧାନ କଲେ ମୁଖ୍ୟମନ୍ତ୍ରୀ ||   (28-Aug-2026)       ||      ବରଗଡ଼ ଜିଲ୍ଲା ର ମାଆ, ଝିଅ ନେପାଳ ବନ୍ୟା ରେ ନିଖୋଜ, ସ୍ୱାମୀ ସୁରକ୍ଷିତ ||   (28-Aug-2026)       ||      ରକ୍ଷାବନ୍ଧନ ରେ 120 ଭାଇ ହାତରେ ନିଶା ମୁକ୍ତ ପାଇଁ ରାକ୍ଷୀ ବାନ୍ଧିଲେ 120 ଭଉଣୀ ||   (28-Aug-2026)       ||      ଯାତ୍ରା କରୁଥିଲା ବେଳେ ହଠାଥ ପେଣ୍ଡେଲ ରେ ଅସୁସ୍ଥ ହୋଇ ପଡିଲେ ପିୟୁଷ ତ୍ରିପାଠୀ ||   (28-Aug-2026)       ||      ପାଇକ ମାଳ ରେ ରାଜ୍ୟ ସ୍ତରୀୟ ଗହ୍ମା ପୂର୍ଣ୍ଣିମା ମହୋତ୍ସବ ଅନୁଷ୍ଠିତ ||   (28-Aug-2026)       ||      ଗୋପପୁର ଆଶ୍ରମ ରେ ମହିମା ଧର୍ମ ର ବିରାଟ ଧାର୍ମିକ ସମାବେଶ ଅନୁଷ୍ଠିତ ||   (28-Aug-2026)       ||      ଗୋପପୁର ଆଶ୍ରମ ରେ ମହିମା ଧର୍ମ ର ବିରାଟ ଧାର୍ମିକ ସମାବେଶ ଅନୁଷ୍ଠିତ ||   (28-Aug-2026)       ||      ନେପାଳ ବନ୍ୟା ରେ ବହୁତ ଓଡ଼ିଆ ଙ୍କୁ ଠାବ ମଧ୍ୟରେ ଖୋର୍ଦ୍ଧା ର ଦୁଇ ଦମ୍ପତି ଏବେବି ନିଖୋଜ ||   (28-Aug-2026)       ||      ଜମି ମାଲିକ ଙ୍କ ଅଜାଣତ ରେ ବିକ୍ରି ହୋଇଗଲା ଜମି, ଦୁଇ ଜଣ ନିଲମ୍ବିତ ||   (27-Aug-2026)       ||      କୌଣସି କଥାରେ ଉତ୍ୟକ୍ତ ସ୍ୱାମୀ ସ୍ତ୍ରୀକୁ ହତ୍ୟା କରି ସେମଧ୍ୟ କଲେ ଆତ୍ମ ହତ୍ୟା ||   (27-Aug-2026)       ||      ବେଗୁନିଆପଡା ଶାଳବଣ ଠାରେ ଯୁବକ ଙ୍କୁ ମରଣାନ୍ତକ ଆକ୍ରମଣ |   (27-Aug-2026)       ||      ତେଜୋ ରାତି ଦୋକାନରୁ ମଦ ଜବତ କରି ଦୁଇ ଜଣଙ୍କୁ ଗିରଫ କଲା ପୋଲିସ |   (27-Aug-2026)       ||      ସିନ୍ଧୁ -ଉର୍ମି ସାହିତ୍ୟ ସଂସଦ ଦ୍ୱାରା ରାକ୍ଷୀ ପୂର୍ଣ୍ଣିମା ପାଳିତ |    (27-Aug-2026)       ||      ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ଶ୍ରୀ ଶ୍ରୀ ସ୍ୱାମୀ ଚିଦାନନ୍ଦ ସରସ୍ବତୀ ଶିଶୁମନ୍ଦିର ପ୍ରାଙ୍ଗଣ ରେ ଅନୁଷ୍ଠିତ |    (27-Aug-2026)       ||      ରାୟଗଡା ପେଣ୍ଟା ଶିବ ମନ୍ଦିର ଚୋରି ଘଟଣା ର ଫର୍ଦ୍ଦାଫାସ କଲା ଚାନ୍ଦିଲି ପୋଲିସ |    (27-Aug-2026)       ||      ବିପୁଳ ସୁନା ରୁପା ଜବତ ସହ ଦୁଇ ଜଣଙ୍କୁ ଅଟକରଖି ବଲାଙ୍ଗୀର ପୋଲିସ ର ଖରଯୋଡ଼ା ଗାଁରେଚଢ଼ାଉ ||   (27-Aug-2026)       ||     

ବୁଗୁଡ଼ା ବିରଞ୍ଚି ନାରାୟଣ ମନ୍ଦିର ରେ ଶାମ୍ବ ଦଶମୀ ବ୍ରତ ପାଳିତ,

09-Jan-2025

ଶ୍ରୀ ବିରଞ୍ଚି ନାରାୟଣ ମନ୍ଦିରରେ ଶାମ୍ବ ଦଶମୀ ପର୍ବ ପାଳିତ,

ଓଡିଶା ଜନମତ , ବୁଗୁଡ଼ା, ହର ପ୍ରାସାଦ ପାଢ଼ୀ, ତା ୦୯/୦୧/୨୫ :
ସ୍ଥାନୀୟ ଶ୍ରୀ ବିରଞ୍ଚିନାରାୟଣ ମନ୍ଦିରରେ ଶାମ୍ବ ଦଶମୀ ପର୍ବ ଶ୍ରଦ୍ଧାଳୁଙ୍କ
ଗହଣରେ ପାଳିତ ହୋଇ ଯାଇଛି । ଏ ଅବସରରେପ୍ରତ୍ୟୁଷରୁ ମଙ୍ଗଳ  ଆଳତି, ଅବକାଶ ନୀତି, ବାଲ ସୂର୍ଯ୍ୟପୂଜା, ତ୍ରିକାଳ ପୂଜା ନୀତି ଅନୁଷ୍ଠିତ ହୋଇଥୁଲା।ମଧ୍ୟାହ୍ନରେ ପୁରୋହିତ ଚିତ୍ତ ରଞ୍ଜନ ମିଶ୍ରଙ୍କତତ୍ତ୍ୱାବଧାନ ରେ ବୈଷ୍ଣବ ଚରଣ ଦାଶ, ଚିନ୍ମୟ ଦାଶ,ଶିବ ପ୍ରସାଦ ଦାଶ, ଶ୍ରୀକାନ୍ତ ମିଶ୍ର  ପ୍ରମୁଖଯୋଗ ଦେଇ ହୋମ କାର୍ଯ୍ୟ ସମ୍ପାଦନ କରିଥିଲା ବେଳେ
ମହନ୍ତ ଭକ୍ତରାମ ଦାସ ହୋମ କର୍ତ୍ତା ଭାବେ ଦାୟିତ୍ୱନିର୍ବାହ କରିଥିଲେ । ତ୍ରିକାଳସନ୍ଧ୍ୟାରେ ଚନ୍ଦ୍ର ପୂଜା,ଆଳତି, ରାଜ ଭୋଗ, ବଡ ସିଙ୍ଘାର ନୀତି ଆଦି ପୂଜକଉମାକାନ୍ତ ଦାଶଙ୍କ ଦ୍ବାରା ଯଥାବିଧି ପ୍ରକାରେ ସମ୍ପନ୍ନହୋଇଥିଲା । ଉକ୍ତ ପର୍ବ ପାଳନ ଅବସରରେ ଚର୍ମ
ରୋଗରୁ ମୁକ୍ତି ପାଇବା ପାଇଁ ମାନସିକଧାରୀଙ୍କ ସମାବେଶ ଦେଖିବାକୁ ମିଳିଥିଲା ।

News Comment

You Might Also Like

BACK TO TOP