Breaking News

ବରଗଡ଼ ଜିଲ୍ଲା ର ମାଆ, ଝିଅ ନେପାଳ ବନ୍ୟା ରେ ନିଖୋଜ, ସ୍ୱାମୀ ସୁରକ୍ଷିତ ||   (28-Aug-2026)       ||      ରକ୍ଷାବନ୍ଧନ ରେ 120 ଭାଇ ହାତରେ ନିଶା ମୁକ୍ତ ପାଇଁ ରାକ୍ଷୀ ବାନ୍ଧିଲେ 120 ଭଉଣୀ ||   (28-Aug-2026)       ||      ଯାତ୍ରା କରୁଥିଲା ବେଳେ ହଠାଥ ପେଣ୍ଡେଲ ରେ ଅସୁସ୍ଥ ହୋଇ ପଡିଲେ ପିୟୁଷ ତ୍ରିପାଠୀ ||   (28-Aug-2026)       ||      ପାଇକ ମାଳ ରେ ରାଜ୍ୟ ସ୍ତରୀୟ ଗହ୍ମା ପୂର୍ଣ୍ଣିମା ମହୋତ୍ସବ ଅନୁଷ୍ଠିତ ||   (28-Aug-2026)       ||      ଗୋପପୁର ଆଶ୍ରମ ରେ ମହିମା ଧର୍ମ ର ବିରାଟ ଧାର୍ମିକ ସମାବେଶ ଅନୁଷ୍ଠିତ ||   (28-Aug-2026)       ||      ଗୋପପୁର ଆଶ୍ରମ ରେ ମହିମା ଧର୍ମ ର ବିରାଟ ଧାର୍ମିକ ସମାବେଶ ଅନୁଷ୍ଠିତ ||   (28-Aug-2026)       ||      ନେପାଳ ବନ୍ୟା ରେ ବହୁତ ଓଡ଼ିଆ ଙ୍କୁ ଠାବ ମଧ୍ୟରେ ଖୋର୍ଦ୍ଧା ର ଦୁଇ ଦମ୍ପତି ଏବେବି ନିଖୋଜ ||   (28-Aug-2026)       ||      ଜମି ମାଲିକ ଙ୍କ ଅଜାଣତ ରେ ବିକ୍ରି ହୋଇଗଲା ଜମି, ଦୁଇ ଜଣ ନିଲମ୍ବିତ ||   (27-Aug-2026)       ||      କୌଣସି କଥାରେ ଉତ୍ୟକ୍ତ ସ୍ୱାମୀ ସ୍ତ୍ରୀକୁ ହତ୍ୟା କରି ସେମଧ୍ୟ କଲେ ଆତ୍ମ ହତ୍ୟା ||   (27-Aug-2026)       ||      ବେଗୁନିଆପଡା ଶାଳବଣ ଠାରେ ଯୁବକ ଙ୍କୁ ମରଣାନ୍ତକ ଆକ୍ରମଣ |   (27-Aug-2026)       ||      ତେଜୋ ରାତି ଦୋକାନରୁ ମଦ ଜବତ କରି ଦୁଇ ଜଣଙ୍କୁ ଗିରଫ କଲା ପୋଲିସ |   (27-Aug-2026)       ||      ସିନ୍ଧୁ -ଉର୍ମି ସାହିତ୍ୟ ସଂସଦ ଦ୍ୱାରା ରାକ୍ଷୀ ପୂର୍ଣ୍ଣିମା ପାଳିତ |    (27-Aug-2026)       ||      ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ଶ୍ରୀ ଶ୍ରୀ ସ୍ୱାମୀ ଚିଦାନନ୍ଦ ସରସ୍ବତୀ ଶିଶୁମନ୍ଦିର ପ୍ରାଙ୍ଗଣ ରେ ଅନୁଷ୍ଠିତ |    (27-Aug-2026)       ||      ରାୟଗଡା ପେଣ୍ଟା ଶିବ ମନ୍ଦିର ଚୋରି ଘଟଣା ର ଫର୍ଦ୍ଦାଫାସ କଲା ଚାନ୍ଦିଲି ପୋଲିସ |    (27-Aug-2026)       ||      ବିପୁଳ ସୁନା ରୁପା ଜବତ ସହ ଦୁଇ ଜଣଙ୍କୁ ଅଟକରଖି ବଲାଙ୍ଗୀର ପୋଲିସ ର ଖରଯୋଡ଼ା ଗାଁରେଚଢ଼ାଉ ||   (27-Aug-2026)       ||      ମୁଖ୍ୟମନ୍ତ୍ରୀ ବସ ପଡିଗଲା ମେଗା ପ୍ରକଳ୍ପ ପାଇଁ ଖୋଳା ଯାଇଥିବା ଗାତ ରେ |    (27-Aug-2026)       ||      କଲ୍ୟାଣ ସିଂହପୁର ବ୍ଲକରେ ପଞ୍ଜିକରଣ ଅବ୍ୟବସ୍ଥାରେ ହନ୍ତ ସନ୍ତ ଚାଷୀ ||   (27-Aug-2026)       ||      ଶିକ୍ଷନୁଷ୍ଠାନ ରୁ 75 ଲକ୍ଷରୁ ଉର୍ଦ୍ଧ ଟଙ୍କା ହେର ଫେର କରି ଭିଜିଲାନ୍ସ ଦ୍ୱାରା ଗିରଫ ହେଲେ କଲେଜ ଅଧ୍ୟାପକ ||   (27-Aug-2026)       ||      ତଳ କୋର୍ଟ ରେ ଫାଶୀ ଦଣ୍ଡ ପାଇଥିବା ଆସାମୀକୁ ଜୀବନ ଦାନ ଡେଇ 35 ବର୍ଷ ସଜ୍ଜା ଦେଲେ ହାଇକୋର୍ଟ |    (27-Aug-2026)       ||      ଡକାୟତି ଯୋଜନା କୁ ପଣ୍ଡ କଲା କଟକଚାଉଳିଆ ଗଞ୍ଜ ପୋଲିସ |    (27-Aug-2026)       ||     

ଲଙ୍ଗଳେଶ୍ୱର ରେ ଆଞ୍ଚଳିକ କଳା ଓ ସାଂସ୍କୃତିକ ମହୋତ୍ସବ ଉଦଘାଟିତ |

10-Jan-2025

ଲଙ୍ଗଳେଶ୍ୱର ରେ  ରାଜ୍ୟସ୍ତରୀୟ  ଆଞ୍ଚଳିକ କଳା ଓ ସାଂସ୍କୃତିକ ମହୋତ୍ସବ ଉଦଘାଟିତ |

ଓଡିଶାଜନମତ,ଖଲ୍ଲିକୋଟ, 

ମାଧବ ବେହେରା,10/1:

ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ଲଙ୍ଗଳେଶ୍ୱର ସ୍ଥିତ ପଲ୍ଲୀ ବିକାଶ ପାଠାଗାର ତରଫରୁ ଆୟୋଜିତ ଏକ ରାଜ୍ୟ ସ୍ତରୀୟ  ଆଞ୍ଚଳିକ କଳା ଓ ସାଂସ୍କୃତିକ ମାହୋତ୍ସବ ଅନୁଷ୍ଠାନ ର ସଭାପତି ପ୍ରହଲ୍ଲାଦ ବହେରା ଙ୍କ ଅଧକ୍ଷତା ରେ ଅନୁଷ୍ଠିତ ହୋଇ ଯାଇଛି |ମହୋତ୍ସବ ର ଉଦ୍ଘାଟନୀ ଦିବସ ରେ ମ୍ମୁମ୍ବାଇଁ ରେ ପ୍ରତିଷ୍ଠିତ ଶାସ୍ତ୍ରୀୟ ସଂଗୀତ ଗୁରୁ ଜଗନ୍ନାଥ ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଦିନ କୁ ଦିନ ଶାସ୍ତ୍ରୀୟ ସଂଗୀତ ରେ ଆଧୁନିକତା ପ୍ରବେଶ ନେଇ କ୍ଷୋଭ ପ୍ରକାଶ କରିଥିବା ବେଳେ ଦକ୍ଷିଣ ଓଡିଶା ସାହିତ୍ୟ ପରିଷଦ ର ମହାସଚିବ ଓ ଦକ୍ଷିଣ ଓଡିଶା ର ବରିଷ୍ଟ ସାହିତ୍ୟ ସାଧକ ଦଣ୍ଡପାଣି ମହାପାତ୍ର ଆଠଗଡ଼ ମାଟି ର ପ୍ରାତଃ ସ୍ମରଣୀୟ କବି କବିସୂର୍ଯ୍ୟ ବଳଦେବ କୃତି ଆଜି ପ୍ରଥିବ କୋଣ ଅନୁ କୋଣ ରେ ପ୍ରତିବିମ୍ବିତ ହେଉଥିବା ସ୍ମରଣ କରି ଗଞ୍ଜାମ ର କଳା ସାହିତ୍ୟ ସମଗ୍ର ବିଶ୍ୱ ସାହିତ୍ୟ ସ୍ଥାନ ବହନ କରିଛି ବୋଲି ପ୍ରକାଶ କରିଥିଲେ | ଅନ୍ୟ ମାନଙ୍କ ମଧ୍ୟରେ ସମ୍ମାନିତ ବକ୍ତା ଭାବେ ଅବସରପ୍ରାପ୍ତ ସି ଆର ସି ସି ଭୋବନି ପଣ୍ଡା,ଦିଲ୍ଲୀପ ଆଚାର୍ଯ୍ୟ ଓ କୈରସୀ କଳା ନିକେତନ ର ନିର୍ଧେଶକ କମଳାକାନ୍ତ ମହାପାତ୍ର ପ୍ରମୁଖ ଯୋଗ ଦେଇ କଳାକାର ମାନେ ଭତ୍ତା ପଛରେ ନ ଗୋଡ଼ାଇ ଉତ୍କୃଷ୍ଟ କଳା ସାଧନା ରେ ବ୍ରତୀ ଓ ନିଷ୍ଟା ରଖିଲେ କଳା ସାଫଲ୍ୟ ବିମଣ୍ଡିତ ହେବ ବୋଲି ତାଙ୍କ ବକ୍ତବ୍ୟ ରେ ପ୍ରକାଶ କରିଥିଲେ |ଉକ୍ତ କାର୍ଯ୍ୟକ୍ରମ ଆଗାମୀ ଦୁଇ ଧରି ଜାରୀ ରହିବା ସହ ମୃଦଙ୍ଗ ଝାଞ୍ଜ, ଦାଶ କାଠିଆ, ଭଳି ବିଭିନ୍ନ ପାରମ୍ପରିକ କଳା ପ୍ରତିଯୋଗିତା ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଥିବା ପ୍ରକାଶ |

News Comment

You Might Also Like

BACK TO TOP