Breaking News

ପାଇକ ମାଳ ରେ ରାଜ୍ୟ ସ୍ତରୀୟ ଗହ୍ମା ପୂର୍ଣ୍ଣିମା ମହୋତ୍ସବ ଅନୁଷ୍ଠିତ ||   (28-Aug-2026)       ||      ଗୋପପୁର ଆଶ୍ରମ ରେ ମହିମା ଧର୍ମ ର ବିରାଟ ଧାର୍ମିକ ସମାବେଶ ଅନୁଷ୍ଠିତ ||   (28-Aug-2026)       ||      ଗୋପପୁର ଆଶ୍ରମ ରେ ମହିମା ଧର୍ମ ର ବିରାଟ ଧାର୍ମିକ ସମାବେଶ ଅନୁଷ୍ଠିତ ||   (28-Aug-2026)       ||      ନେପାଳ ବନ୍ୟା ରେ ବହୁତ ଓଡ଼ିଆ ଙ୍କୁ ଠାବ ମଧ୍ୟରେ ଖୋର୍ଦ୍ଧା ର ଦୁଇ ଦମ୍ପତି ଏବେବି ନିଖୋଜ ||   (28-Aug-2026)       ||      ଜମି ମାଲିକ ଙ୍କ ଅଜାଣତ ରେ ବିକ୍ରି ହୋଇଗଲା ଜମି, ଦୁଇ ଜଣ ନିଲମ୍ବିତ ||   (27-Aug-2026)       ||      କୌଣସି କଥାରେ ଉତ୍ୟକ୍ତ ସ୍ୱାମୀ ସ୍ତ୍ରୀକୁ ହତ୍ୟା କରି ସେମଧ୍ୟ କଲେ ଆତ୍ମ ହତ୍ୟା ||   (27-Aug-2026)       ||      ବେଗୁନିଆପଡା ଶାଳବଣ ଠାରେ ଯୁବକ ଙ୍କୁ ମରଣାନ୍ତକ ଆକ୍ରମଣ |   (27-Aug-2026)       ||      ତେଜୋ ରାତି ଦୋକାନରୁ ମଦ ଜବତ କରି ଦୁଇ ଜଣଙ୍କୁ ଗିରଫ କଲା ପୋଲିସ |   (27-Aug-2026)       ||      ସିନ୍ଧୁ -ଉର୍ମି ସାହିତ୍ୟ ସଂସଦ ଦ୍ୱାରା ରାକ୍ଷୀ ପୂର୍ଣ୍ଣିମା ପାଳିତ |    (27-Aug-2026)       ||      ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ଶ୍ରୀ ଶ୍ରୀ ସ୍ୱାମୀ ଚିଦାନନ୍ଦ ସରସ୍ବତୀ ଶିଶୁମନ୍ଦିର ପ୍ରାଙ୍ଗଣ ରେ ଅନୁଷ୍ଠିତ |    (27-Aug-2026)       ||      ରାୟଗଡା ପେଣ୍ଟା ଶିବ ମନ୍ଦିର ଚୋରି ଘଟଣା ର ଫର୍ଦ୍ଦାଫାସ କଲା ଚାନ୍ଦିଲି ପୋଲିସ |    (27-Aug-2026)       ||      ବିପୁଳ ସୁନା ରୁପା ଜବତ ସହ ଦୁଇ ଜଣଙ୍କୁ ଅଟକରଖି ବଲାଙ୍ଗୀର ପୋଲିସ ର ଖରଯୋଡ଼ା ଗାଁରେଚଢ଼ାଉ ||   (27-Aug-2026)       ||      ମୁଖ୍ୟମନ୍ତ୍ରୀ ବସ ପଡିଗଲା ମେଗା ପ୍ରକଳ୍ପ ପାଇଁ ଖୋଳା ଯାଇଥିବା ଗାତ ରେ |    (27-Aug-2026)       ||      କଲ୍ୟାଣ ସିଂହପୁର ବ୍ଲକରେ ପଞ୍ଜିକରଣ ଅବ୍ୟବସ୍ଥାରେ ହନ୍ତ ସନ୍ତ ଚାଷୀ ||   (27-Aug-2026)       ||      ଶିକ୍ଷନୁଷ୍ଠାନ ରୁ 75 ଲକ୍ଷରୁ ଉର୍ଦ୍ଧ ଟଙ୍କା ହେର ଫେର କରି ଭିଜିଲାନ୍ସ ଦ୍ୱାରା ଗିରଫ ହେଲେ କଲେଜ ଅଧ୍ୟାପକ ||   (27-Aug-2026)       ||      ତଳ କୋର୍ଟ ରେ ଫାଶୀ ଦଣ୍ଡ ପାଇଥିବା ଆସାମୀକୁ ଜୀବନ ଦାନ ଡେଇ 35 ବର୍ଷ ସଜ୍ଜା ଦେଲେ ହାଇକୋର୍ଟ |    (27-Aug-2026)       ||      ଡକାୟତି ଯୋଜନା କୁ ପଣ୍ଡ କଲା କଟକଚାଉଳିଆ ଗଞ୍ଜ ପୋଲିସ |    (27-Aug-2026)       ||      ରାଜ୍ୟର ସର୍ବଶ୍ରେଷ୍ଟ ଏନଏସି ରୂପେ ମାନ୍ୟତା ପାଇଲା ଆଠଗଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦ |    (27-Aug-2026)       ||      ଧାନ ମଣ୍ଡିରେ ଚାଷୀ ଙ୍କ ନାମ ପଞ୍ଜିକରଣ ହେଉ ନଥିବାରୁ ନବ ନିର୍ମାଣ କୃଷକ ସଂଘ ର ଆନ୍ଦୋଳନ ଦାବି ||   (27-Aug-2026)       ||      ଅଚାନକ ନେପାଳ ବନ୍ୟା ରେ 160 ମୃତ ଓ 750 ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି |   (27-Aug-2026)       ||     

ଖଲ୍ଲିକୋଟ ଡ଼ି ଆଇ ଇ ଟି ଠାରେ ଦୁଈ ଦିନିଆ ସିଲ ସମ୍ପର୍କିତ ପାଠ ଚକ୍ର ଉଦ ଘାଟିତ |

10-Jan-2025

ଖଲ୍ଲିକୋଟ :  ଡି.ଆଇ.ଇ.ଟି. (ଗଂଜାମ) ଠାରେ ଦୁଇ ଦିନିଆ ସିଲ୍  ସମ୍ପର୍କୀତ ପାଠଚକ୍ର ଉଦଘାଟିତ | 
     **************************************
ଓଡିଶା ଜନମତ, ଖଲ୍ଲିକୋଟ,  ମାଧବ ବେହେରା,10/1 ;

ଶିକ୍ଷାର ପ୍ରାଣକେନ୍ଦ୍ର ସାବ୍ୟସ୍ତ ହେଉଥିବା ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ, ଗଂଜାମ, ଖଲ୍ଲିକୋଟ ଠାରେ   ଦୁଇଦିନ ଧରି ହେବାକୁ ଥିବା ସିଲ୍ ବିଷୟକ ପାଠଚକ୍ରକୁ ଗଞ୍ଜାମ ଜିଲ୍ଲା  ଶିକ୍ଷା ଅଧିକାରୀ ଶ୍ରୀମତୀ ଅମିତା ପଟ୍ଟନାୟକ ଜଗତର ନାଥ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରଦୀପ ପ୍ରଜ୍ଜ୍ୱଳନ କରି ଶୁଭୋଦ୍ଘାଟନ କରିଅଛନ୍ତି । ଏହି ଅବସରରେ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ନୟାଗଡ଼ର ଅଧ୍ୟକ୍ଷ ବିଜୟ କୁମାର ତ୍ରିପାଠୀ, ସି.ଟି. ମହାବିଦ୍ୟାଳୟର ବରିଷ୍ଠ ଅଧ୍ୟାପକ ଅଜୟ କୁମାର ପେଣ୍ଠୋଇ, ପ୍ରଶିକ୍ଷଣ ପ୍ରତିଷ୍ଠାନ ନିମାପଡ଼ାର ଭାରପ୍ରାପ୍ତ ଅଧ୍ୟକ୍ଷ ଡକ୍ଟର ପ୍ରଭାକର ତ୍ରିପାଠୀ ପ୍ରମୁଖ ଅତିଥି ଭାବରେ ଯୋଗଦେଇ ସାମାଜିକ ଆବେଗିକ ନୈତିକ ଶିକ୍ଷା ବିଷୟ ଆଧାରିତ ସାରଗର୍ଭକ ବକ୍ତବ୍ୟ ପ୍ରଦାନ କରିଥିଲେ । ଆୟୋଜିତ ପାଠଚକ୍ରରେ ପ୍ରତିଷ୍ଠାନର ଅଧ୍ୟକ୍ଷ ତଥା ବିଶିଷ୍ଟ ଶିକ୍ଷାବିତ୍ ଡକ୍ଟର ସନ୍ତୋଷ କୁମାର ପରିଡ଼ା ସମସ୍ତଙ୍କୁ ସ୍ୱାଗତ ଅଭିନନ୍ଦନ ଜଣାଇ ଶିକ୍ଷକଙ୍କ ଗୁରୁ ଦାୟିତ୍ବ ସାମାଜିକ ପ୍ରତିବଦ୍ଧତା, ଆବେଗ ପ୍ରବଣତା, ନୈତିକତାର ସ୍ଥାନ, ପାଠଚକ୍ର ଆୟୋଜନ ପଛରେ ଥିବା ପ୍ରକୃତ ଲକ୍ଷ୍ୟ ଆଭିମୁଖ୍ୟ ସମ୍ପର୍କୀତ ସ୍ୱତନ୍ତ୍ର ବକ୍ତବ୍ୟ ଉପସ୍ଥାପନ କରିଥିଲେ । ଅନୁଷ୍ଠିତ ଜିଲ୍ଲାସ୍ତରୀୟ ପାଠଚକ୍ରରେ ଗଂଜାମ ଜିଲ୍ଲାର ଆସିକା, ବେଗୁନିଆ ପଡ଼ା, ବେଲଗୁଣ୍ଠା, ଭଂଜନଗର, ବୁଗୁଡ଼ା, ଛତ୍ରପୁର, ଚିକିଟି, ଧରାକୋଟ, ଦିଗପହଣ୍ଡି, ଗଂଜାମ, ହିଞ୍ଜିଳିକାଟୁ, ଜଗନ୍ନାଥ ପ୍ରସାଦ, କବିସୂର୍ଯ୍ୟନଗର, ଖଲ୍ଲିକୋଟ, କୁକୁଡାଖଣ୍ଡି, ପାତ୍ରପୁର, ପୋଲସରା, ପୁରୁଷୋତ୍ତମ ପୁର, ରଙ୍ଗେଇଲୁଣ୍ଡା, ସାନଖେମୁଣ୍ଡି, ଶେରଗଡ଼, ସୋରଡ଼ା ବ୍ଲକରୁ ଜଣେ ଲେଖାଏଁ ପ୍ରତିନିଧି ସ୍ଥାନୀୟ ଶିକ୍ଷକ ସ୍ବରଚିତ ଗବେଷଣା ଧର୍ମୀ ସନ୍ଦର୍ଭ ଉପସ୍ଥାପନ କରିବାର ବ୍ୟବସ୍ଥା ରହିଛି । କାର୍ଯ୍ୟକ୍ରମରେ ଗଂଜାମ ଜିଲ୍ଲାର ସମସ୍ତ ବ୍ଲକର ଗୋଷ୍ଠୀ ଶିକ୍ଷା ଅଧିକାରୀ, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଉପସ୍ଥିତ ଥିଲେ । କାର୍ଯ୍ୟକ୍ରମର ସଂଯୋଜନା ଦାୟିତ୍ବ ତୁଲାଇଛନ୍ତି ପ୍ରଶିକ୍ଷିକା ଶ୍ରୀମତୀ ସରୋଜିନୀ ମିଶ୍ର । ଆୟୋଜିତ ପାଠଚକ୍ରରେ ପ୍ରତିଷ୍ଠାନର ପ୍ରଶିକ୍ଷକ ଅଭିରାମ ବିଶ୍ୱାଳ, ଦେବେନ୍ଦ୍ର କୁମାର ସାହୁ, ବିଷ୍ଣୁ ନାରାୟଣ ଜେନା, ମୁକ୍ତିକାନ୍ତ ବେହେରା, ନବୀନ ପରମାଣିକ, ସୁକୁଲେଇ ଟୁଡୁ, ଜିତେନ୍ଦ୍ର କୁମାର ପଣ୍ଡା, ପ୍ରଶିକ୍ଷିକା ଡକ୍ଟର ନୀହାରିକା ସାମନ୍ତରାୟ, ଶ୍ରୀମତୀ ନିବେଦିତା ପାଢ଼ୀ, ପ୍ରଜ୍ଞା ପରମିତା, ଲିପି ଶ୍ରୀ ଦେବୀ, ଜୟନ୍ତୀ ବେହେରା, କଲ୍ୟାଣୀ କୁମାରୀ ଗୈାଡ, ଭାବିଲିତା ନାୟକ, ଗାୟତ୍ରୀ ସ୍ୱାଇଁ, ଅନୁପମା ଦାସ, ବବିତା ସିଂ ନାୟକଙ୍କ ସମେତ ବରିଷ୍ଠ ସେକ୍ସନ ଅଧିକାରୀ ପ୍ରବେଶ କୁମାର ପଟ୍ଟନାୟକ, କନିଷ୍ଠ କିରାଣୀ ଆଶିଷ ରଞ୍ଜନ ସେଠୀ, ନିରୂପମା ପ୍ରଧାନ, କମ୍ପ୍ୟୁଟର ସହାୟକ ମନୋରଞ୍ଜନ ବାରିକ, ପ୍ରତିଷ୍ଠାନର କର୍ମଚାରୀ ଜୟଶଙ୍କର ଗୈାଡ, ସୁକାନ୍ତି ସେଠୀ, ଚନ୍ଦ୍ର ନାୟକ ପ୍ରମୁଖ ପାଠଚକ୍ର ପରିଚାଳନାରେy ସହଯୋଗ କରିଥିଲେ । ଏହି ପାଠଚକ୍ର ଆସନ୍ତା କାଲି ଉଦଯାପିତ ହେବ ବୋଲି ପ୍ରତିଷ୍ଠାନର ଅଧ୍ୟକ୍ଷଙ୍କ ତରଫରୁ ପ୍ରକାଶ ପାଇଛି ।

News Comment

You Might Also Like

BACK TO TOP