Breaking News

ପାଇକ ମାଳ ରେ ରାଜ୍ୟ ସ୍ତରୀୟ ଗହ୍ମା ପୂର୍ଣ୍ଣିମା ମହୋତ୍ସବ ଅନୁଷ୍ଠିତ ||   (28-Aug-2026)       ||      ଗୋପପୁର ଆଶ୍ରମ ରେ ମହିମା ଧର୍ମ ର ବିରାଟ ଧାର୍ମିକ ସମାବେଶ ଅନୁଷ୍ଠିତ ||   (28-Aug-2026)       ||      ଗୋପପୁର ଆଶ୍ରମ ରେ ମହିମା ଧର୍ମ ର ବିରାଟ ଧାର୍ମିକ ସମାବେଶ ଅନୁଷ୍ଠିତ ||   (28-Aug-2026)       ||      ନେପାଳ ବନ୍ୟା ରେ ବହୁତ ଓଡ଼ିଆ ଙ୍କୁ ଠାବ ମଧ୍ୟରେ ଖୋର୍ଦ୍ଧା ର ଦୁଇ ଦମ୍ପତି ଏବେବି ନିଖୋଜ ||   (28-Aug-2026)       ||      ଜମି ମାଲିକ ଙ୍କ ଅଜାଣତ ରେ ବିକ୍ରି ହୋଇଗଲା ଜମି, ଦୁଇ ଜଣ ନିଲମ୍ବିତ ||   (27-Aug-2026)       ||      କୌଣସି କଥାରେ ଉତ୍ୟକ୍ତ ସ୍ୱାମୀ ସ୍ତ୍ରୀକୁ ହତ୍ୟା କରି ସେମଧ୍ୟ କଲେ ଆତ୍ମ ହତ୍ୟା ||   (27-Aug-2026)       ||      ବେଗୁନିଆପଡା ଶାଳବଣ ଠାରେ ଯୁବକ ଙ୍କୁ ମରଣାନ୍ତକ ଆକ୍ରମଣ |   (27-Aug-2026)       ||      ତେଜୋ ରାତି ଦୋକାନରୁ ମଦ ଜବତ କରି ଦୁଇ ଜଣଙ୍କୁ ଗିରଫ କଲା ପୋଲିସ |   (27-Aug-2026)       ||      ସିନ୍ଧୁ -ଉର୍ମି ସାହିତ୍ୟ ସଂସଦ ଦ୍ୱାରା ରାକ୍ଷୀ ପୂର୍ଣ୍ଣିମା ପାଳିତ |    (27-Aug-2026)       ||      ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ଶ୍ରୀ ଶ୍ରୀ ସ୍ୱାମୀ ଚିଦାନନ୍ଦ ସରସ୍ବତୀ ଶିଶୁମନ୍ଦିର ପ୍ରାଙ୍ଗଣ ରେ ଅନୁଷ୍ଠିତ |    (27-Aug-2026)       ||      ରାୟଗଡା ପେଣ୍ଟା ଶିବ ମନ୍ଦିର ଚୋରି ଘଟଣା ର ଫର୍ଦ୍ଦାଫାସ କଲା ଚାନ୍ଦିଲି ପୋଲିସ |    (27-Aug-2026)       ||      ବିପୁଳ ସୁନା ରୁପା ଜବତ ସହ ଦୁଇ ଜଣଙ୍କୁ ଅଟକରଖି ବଲାଙ୍ଗୀର ପୋଲିସ ର ଖରଯୋଡ଼ା ଗାଁରେଚଢ଼ାଉ ||   (27-Aug-2026)       ||      ମୁଖ୍ୟମନ୍ତ୍ରୀ ବସ ପଡିଗଲା ମେଗା ପ୍ରକଳ୍ପ ପାଇଁ ଖୋଳା ଯାଇଥିବା ଗାତ ରେ |    (27-Aug-2026)       ||      କଲ୍ୟାଣ ସିଂହପୁର ବ୍ଲକରେ ପଞ୍ଜିକରଣ ଅବ୍ୟବସ୍ଥାରେ ହନ୍ତ ସନ୍ତ ଚାଷୀ ||   (27-Aug-2026)       ||      ଶିକ୍ଷନୁଷ୍ଠାନ ରୁ 75 ଲକ୍ଷରୁ ଉର୍ଦ୍ଧ ଟଙ୍କା ହେର ଫେର କରି ଭିଜିଲାନ୍ସ ଦ୍ୱାରା ଗିରଫ ହେଲେ କଲେଜ ଅଧ୍ୟାପକ ||   (27-Aug-2026)       ||      ତଳ କୋର୍ଟ ରେ ଫାଶୀ ଦଣ୍ଡ ପାଇଥିବା ଆସାମୀକୁ ଜୀବନ ଦାନ ଡେଇ 35 ବର୍ଷ ସଜ୍ଜା ଦେଲେ ହାଇକୋର୍ଟ |    (27-Aug-2026)       ||      ଡକାୟତି ଯୋଜନା କୁ ପଣ୍ଡ କଲା କଟକଚାଉଳିଆ ଗଞ୍ଜ ପୋଲିସ |    (27-Aug-2026)       ||      ରାଜ୍ୟର ସର୍ବଶ୍ରେଷ୍ଟ ଏନଏସି ରୂପେ ମାନ୍ୟତା ପାଇଲା ଆଠଗଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦ |    (27-Aug-2026)       ||      ଧାନ ମଣ୍ଡିରେ ଚାଷୀ ଙ୍କ ନାମ ପଞ୍ଜିକରଣ ହେଉ ନଥିବାରୁ ନବ ନିର୍ମାଣ କୃଷକ ସଂଘ ର ଆନ୍ଦୋଳନ ଦାବି ||   (27-Aug-2026)       ||      ଅଚାନକ ନେପାଳ ବନ୍ୟା ରେ 160 ମୃତ ଓ 750 ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି |   (27-Aug-2026)       ||     

ବୁଗୁଡ଼ା ମୁଖ୍ୟ ସଡକ କଡ଼ରୁ ମାଛ ମାର୍କେଟ ଉଠାଇଲା ଏନଏସି ପ୍ରଶାସନ

10-Jan-2025

ମୁଖ୍ଯ ସଡକ କଡରୁ ମାଛ ବେପାରୀଙ୍କୁ ହଟାଇଲା ଏନ୍ଏସି ପ୍ରଶାସନ,

ଓଡିଶା ଜନମତ, ବୁଗୁଡ଼ା, ହର ପ୍ରାସାଦ ପାଢ଼ୀ, ତା ୧୦/୦୧/୨୫ : 
ସ୍ଥାନୀୟ ମଦନ ମୋହନ ଛକ ନିକଟସ୍ଥ ବିରଞ୍ଚି ନାରାୟଣ ମାର୍କେଟ କମ୍ପ୍ଲେକ୍ସ-୧ ସମ୍ମୁଖ ରାସ୍ତା କଡରେ ଦୀର୍ଘ ଦିନ ଧରି ବସି ଆସୁଥିବା ମାଛ ବେପାରୀଙ୍କୁ ଆଜି ପ୍ରଶାସନ ହଟାଇଛି  । ସଂପୃକ୍ତ ମାଛ ବେପାରୀମାନେ ଏନ୍ଏସି ପକ୍ଷରୁ ନିର୍ମିତ ମାଛ ଓ ମାଂସ ବିକ୍ରୟ କେନ୍ଦ୍ରର ଅବ୍ଯବସ୍ଥାକୁ ଦର୍ଶାଇ ରାସ୍ତା କଡରେ ବିକ୍ରିବଟା କରୁଥିବାରୁ ଅଯଥା ଟ୍ରାଫିକ୍ ସମସ୍ୟା ଦେଖାଯିବା ସାଙ୍ଗକୁ ଦୁର୍ଗନ୍ଧରେ ନାକ ଫାଟି ପଡୁଥିଲା । ଏ ନେଇ ସାଧାରଣରେ ଅସନ୍ତୋଷ ଦେଖା ଦେଉଥିଲେ ମଧ୍ୟ ପ୍ରଶାସନିକ ଉଦାସୀନତା ଯୋଗୁଁ କୋଣସି ପ୍ରତିକାର ବ୍ଯବସ୍ଥା ହୋଇପାରୁନଥିଲା ।  ଏଭଳି ଅବ୍ଯବସ୍ଥା ପ୍ରତି ଜନସାଧାରଣଙ୍କ ଅସନ୍ତୋଷ ତୀବ୍ରତର ହେବା ଏବଂ ଏ ନେଇ ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ସହ ପ୍ରଶାସନକୁ ସମାଲୋଚନାର ଶିକାର ହେବାକୁ ପଡୁଥିଲା । ତେବେ ଏନ୍ଏସି ପ୍ରଶାସନ ହଠାତ୍ ଚିହିଁଙ୍କି ଉଠି ପୋଲିସ ପ୍ରଶାସନର ସହାୟତାରେ ଆଜି ସଂପୃକ୍ତ ମାଛ ବେପାରୀଙ୍କୁ ରାସ୍ତା କଡରୁ ହଟାଇ ମାଛ ଓ ମାଂସ ବିକ୍ରୟ କେନ୍ଦ୍ରକୁ ସ୍ଥାନାନ୍ତର କରିଥିଲା । ତେବେ ବହୁ ବିଳମ୍ବରେ ହେଲେ ସୁଦ୍ଧା ଏନ୍ଏସି ପ୍ରଶାସନର ଏତାଦୃଶ ପଦକ୍ଷେପକୁ ବିଭିନ୍ନ ମହଲରେ ସ୍ବାଗତ କରାଯାଇଥିବା ଜଣାଯାଇଛି ।

News Comment

You Might Also Like

BACK TO TOP