Breaking News

ପାଇକ ମାଳ ରେ ରାଜ୍ୟ ସ୍ତରୀୟ ଗହ୍ମା ପୂର୍ଣ୍ଣିମା ମହୋତ୍ସବ ଅନୁଷ୍ଠିତ ||   (28-Aug-2026)       ||      ଗୋପପୁର ଆଶ୍ରମ ରେ ମହିମା ଧର୍ମ ର ବିରାଟ ଧାର୍ମିକ ସମାବେଶ ଅନୁଷ୍ଠିତ ||   (28-Aug-2026)       ||      ଗୋପପୁର ଆଶ୍ରମ ରେ ମହିମା ଧର୍ମ ର ବିରାଟ ଧାର୍ମିକ ସମାବେଶ ଅନୁଷ୍ଠିତ ||   (28-Aug-2026)       ||      ନେପାଳ ବନ୍ୟା ରେ ବହୁତ ଓଡ଼ିଆ ଙ୍କୁ ଠାବ ମଧ୍ୟରେ ଖୋର୍ଦ୍ଧା ର ଦୁଇ ଦମ୍ପତି ଏବେବି ନିଖୋଜ ||   (28-Aug-2026)       ||      ଜମି ମାଲିକ ଙ୍କ ଅଜାଣତ ରେ ବିକ୍ରି ହୋଇଗଲା ଜମି, ଦୁଇ ଜଣ ନିଲମ୍ବିତ ||   (27-Aug-2026)       ||      କୌଣସି କଥାରେ ଉତ୍ୟକ୍ତ ସ୍ୱାମୀ ସ୍ତ୍ରୀକୁ ହତ୍ୟା କରି ସେମଧ୍ୟ କଲେ ଆତ୍ମ ହତ୍ୟା ||   (27-Aug-2026)       ||      ବେଗୁନିଆପଡା ଶାଳବଣ ଠାରେ ଯୁବକ ଙ୍କୁ ମରଣାନ୍ତକ ଆକ୍ରମଣ |   (27-Aug-2026)       ||      ତେଜୋ ରାତି ଦୋକାନରୁ ମଦ ଜବତ କରି ଦୁଇ ଜଣଙ୍କୁ ଗିରଫ କଲା ପୋଲିସ |   (27-Aug-2026)       ||      ସିନ୍ଧୁ -ଉର୍ମି ସାହିତ୍ୟ ସଂସଦ ଦ୍ୱାରା ରାକ୍ଷୀ ପୂର୍ଣ୍ଣିମା ପାଳିତ |    (27-Aug-2026)       ||      ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ଶ୍ରୀ ଶ୍ରୀ ସ୍ୱାମୀ ଚିଦାନନ୍ଦ ସରସ୍ବତୀ ଶିଶୁମନ୍ଦିର ପ୍ରାଙ୍ଗଣ ରେ ଅନୁଷ୍ଠିତ |    (27-Aug-2026)       ||      ରାୟଗଡା ପେଣ୍ଟା ଶିବ ମନ୍ଦିର ଚୋରି ଘଟଣା ର ଫର୍ଦ୍ଦାଫାସ କଲା ଚାନ୍ଦିଲି ପୋଲିସ |    (27-Aug-2026)       ||      ବିପୁଳ ସୁନା ରୁପା ଜବତ ସହ ଦୁଇ ଜଣଙ୍କୁ ଅଟକରଖି ବଲାଙ୍ଗୀର ପୋଲିସ ର ଖରଯୋଡ଼ା ଗାଁରେଚଢ଼ାଉ ||   (27-Aug-2026)       ||      ମୁଖ୍ୟମନ୍ତ୍ରୀ ବସ ପଡିଗଲା ମେଗା ପ୍ରକଳ୍ପ ପାଇଁ ଖୋଳା ଯାଇଥିବା ଗାତ ରେ |    (27-Aug-2026)       ||      କଲ୍ୟାଣ ସିଂହପୁର ବ୍ଲକରେ ପଞ୍ଜିକରଣ ଅବ୍ୟବସ୍ଥାରେ ହନ୍ତ ସନ୍ତ ଚାଷୀ ||   (27-Aug-2026)       ||      ଶିକ୍ଷନୁଷ୍ଠାନ ରୁ 75 ଲକ୍ଷରୁ ଉର୍ଦ୍ଧ ଟଙ୍କା ହେର ଫେର କରି ଭିଜିଲାନ୍ସ ଦ୍ୱାରା ଗିରଫ ହେଲେ କଲେଜ ଅଧ୍ୟାପକ ||   (27-Aug-2026)       ||      ତଳ କୋର୍ଟ ରେ ଫାଶୀ ଦଣ୍ଡ ପାଇଥିବା ଆସାମୀକୁ ଜୀବନ ଦାନ ଡେଇ 35 ବର୍ଷ ସଜ୍ଜା ଦେଲେ ହାଇକୋର୍ଟ |    (27-Aug-2026)       ||      ଡକାୟତି ଯୋଜନା କୁ ପଣ୍ଡ କଲା କଟକଚାଉଳିଆ ଗଞ୍ଜ ପୋଲିସ |    (27-Aug-2026)       ||      ରାଜ୍ୟର ସର୍ବଶ୍ରେଷ୍ଟ ଏନଏସି ରୂପେ ମାନ୍ୟତା ପାଇଲା ଆଠଗଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦ |    (27-Aug-2026)       ||      ଧାନ ମଣ୍ଡିରେ ଚାଷୀ ଙ୍କ ନାମ ପଞ୍ଜିକରଣ ହେଉ ନଥିବାରୁ ନବ ନିର୍ମାଣ କୃଷକ ସଂଘ ର ଆନ୍ଦୋଳନ ଦାବି ||   (27-Aug-2026)       ||      ଅଚାନକ ନେପାଳ ବନ୍ୟା ରେ 160 ମୃତ ଓ 750 ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି |   (27-Aug-2026)       ||     

ଜଗଦଳପୁର ରେ ଧାନ ମଣ୍ଡି ଉଦ ଘାଟିତ |

11-Jan-2025

ଜଗଦଳପୁର ରେ ସଂଗ୍ରାମ ମହିଳା ଆତ୍ମ ସହାୟକ ସଙ୍ଘ ପକ୍ଷରୁ ଧାନମଣ୍ଡି ଉଦଘାଟିତ

            ଓଡିଶା ଜନମତ  ବ୍ୟୁରୋ,

କୁକୁଡାଖଣ୍ଡି ବ୍ଲକ ଅନ୍ତର୍ଗତ ଜଗଦଳପୁର ଗ୍ରାମରେ ଶୁକ୍ରବାର ସଂଗ୍ରାମ ମହିଳା ଆତ୍ମ ସହାୟକ ଗୋଷ୍ଠୀ ଦ୍ୱାରା ଚଳିତବର୍ଷ ଖରିପ ଋତୁ ଧାନ କ୍ରୟ ନେଇ ସରକାରଙ୍କ ନିୟମ ମୁତାବକ ଅନୁଯାଇ l ଧାନ କ୍ରୟ ନିମନ୍ତେ ସମସ୍ତ ପ୍ରସ୍ତୁତି ଆରମ୍ଭ ହୋଇଥିବା  ଜଣାପଡିଛି l ଆଜି ବ୍ଲକ ଭାରପ୍ରାପ୍ତ ଅଧକ୍ଷା ବିଷ୍ନୁପ୍ରିୟା ପାତ୍ର ମଣ୍ଡି କୁ ଉଦ୍ଘାଟନ କରିଥିବା ବେଳେ ଏଥିରେ ସରପଞ୍ଚ କ୍ରାନ୍ତି କୁମାରୀ ଦେବୀ, ସମିତିସଭ୍ୟ ରବୀନ୍ଦ୍ରନାଥ ପାତ୍ର, ଙ୍କ ସମେତ ଦିଗପହଣ୍ଡି ନିୟନ୍ତ୍ରିତ ବଜାର କମିଟିର ଅଧିକାରୀ ମାନେ ଉପସ୍ଥିତ ଥିବା ବେଳେ ଏଥିରେ ଗ୍ରାମର ଚାଷୀ ଏସ.ଆପ୍ପନା ପାତ୍ର, କେ.ଗଣେଶ, ସୁଦର୍ଶନ ସାହୁ, ପି.ବାସୁଦେବ, କେ. ବିଜୟ କୁମାର, ଏସ. ନରସିଂହ ପାତ୍ର, ଙ୍କ ସମେତ ବହୁ ଚାଷୀ ଉପସ୍ଥିତ ରହି ମଣ୍ଡି ଶୁଭାରମ୍ଭ ହୋଇଥିଲା l

News Comment

You Might Also Like

BACK TO TOP