Breaking News

ଜମି ମାଲିକ ଙ୍କ ଅଜାଣତ ରେ ବିକ୍ରି ହୋଇଗଲା ଜମି, ଦୁଇ ଜଣ ନିଲମ୍ବିତ ||   (27-Aug-2026)       ||      କୌଣସି କଥାରେ ଉତ୍ୟକ୍ତ ସ୍ୱାମୀ ସ୍ତ୍ରୀକୁ ହତ୍ୟା କରି ସେମଧ୍ୟ କଲେ ଆତ୍ମ ହତ୍ୟା ||   (27-Aug-2026)       ||      ବେଗୁନିଆପଡା ଶାଳବଣ ଠାରେ ଯୁବକ ଙ୍କୁ ମରଣାନ୍ତକ ଆକ୍ରମଣ |   (27-Aug-2026)       ||      ତେଜୋ ରାତି ଦୋକାନରୁ ମଦ ଜବତ କରି ଦୁଇ ଜଣଙ୍କୁ ଗିରଫ କଲା ପୋଲିସ |   (27-Aug-2026)       ||      ସିନ୍ଧୁ -ଉର୍ମି ସାହିତ୍ୟ ସଂସଦ ଦ୍ୱାରା ରାକ୍ଷୀ ପୂର୍ଣ୍ଣିମା ପାଳିତ |    (27-Aug-2026)       ||      ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ଶ୍ରୀ ଶ୍ରୀ ସ୍ୱାମୀ ଚିଦାନନ୍ଦ ସରସ୍ବତୀ ଶିଶୁମନ୍ଦିର ପ୍ରାଙ୍ଗଣ ରେ ଅନୁଷ୍ଠିତ |    (27-Aug-2026)       ||      ରାୟଗଡା ପେଣ୍ଟା ଶିବ ମନ୍ଦିର ଚୋରି ଘଟଣା ର ଫର୍ଦ୍ଦାଫାସ କଲା ଚାନ୍ଦିଲି ପୋଲିସ |    (27-Aug-2026)       ||      ବିପୁଳ ସୁନା ରୁପା ଜବତ ସହ ଦୁଇ ଜଣଙ୍କୁ ଅଟକରଖି ବଲାଙ୍ଗୀର ପୋଲିସ ର ଖରଯୋଡ଼ା ଗାଁରେଚଢ଼ାଉ ||   (27-Aug-2026)       ||      ମୁଖ୍ୟମନ୍ତ୍ରୀ ବସ ପଡିଗଲା ମେଗା ପ୍ରକଳ୍ପ ପାଇଁ ଖୋଳା ଯାଇଥିବା ଗାତ ରେ |    (27-Aug-2026)       ||      କଲ୍ୟାଣ ସିଂହପୁର ବ୍ଲକରେ ପଞ୍ଜିକରଣ ଅବ୍ୟବସ୍ଥାରେ ହନ୍ତ ସନ୍ତ ଚାଷୀ ||   (27-Aug-2026)       ||      ଶିକ୍ଷନୁଷ୍ଠାନ ରୁ 75 ଲକ୍ଷରୁ ଉର୍ଦ୍ଧ ଟଙ୍କା ହେର ଫେର କରି ଭିଜିଲାନ୍ସ ଦ୍ୱାରା ଗିରଫ ହେଲେ କଲେଜ ଅଧ୍ୟାପକ ||   (27-Aug-2026)       ||      ତଳ କୋର୍ଟ ରେ ଫାଶୀ ଦଣ୍ଡ ପାଇଥିବା ଆସାମୀକୁ ଜୀବନ ଦାନ ଡେଇ 35 ବର୍ଷ ସଜ୍ଜା ଦେଲେ ହାଇକୋର୍ଟ |    (27-Aug-2026)       ||      ଡକାୟତି ଯୋଜନା କୁ ପଣ୍ଡ କଲା କଟକଚାଉଳିଆ ଗଞ୍ଜ ପୋଲିସ |    (27-Aug-2026)       ||      ରାଜ୍ୟର ସର୍ବଶ୍ରେଷ୍ଟ ଏନଏସି ରୂପେ ମାନ୍ୟତା ପାଇଲା ଆଠଗଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦ |    (27-Aug-2026)       ||      ଧାନ ମଣ୍ଡିରେ ଚାଷୀ ଙ୍କ ନାମ ପଞ୍ଜିକରଣ ହେଉ ନଥିବାରୁ ନବ ନିର୍ମାଣ କୃଷକ ସଂଘ ର ଆନ୍ଦୋଳନ ଦାବି ||   (27-Aug-2026)       ||      ଅଚାନକ ନେପାଳ ବନ୍ୟା ରେ 160 ମୃତ ଓ 750 ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି |   (27-Aug-2026)       ||      ହାତୀ ଓଟୋ ମା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ରକ୍ଷା ବନ୍ଧନ ଓବୃକ୍ଷ ରୋପଣ କାର୍ଯ୍ୟ ଅନୁଷ୍ଠିତ |   (27-Aug-2026)       ||      ପଦ୍ମ ଦଳର ଅଣଦେଖାରେ ଅତିଷ୍ଟ ଦୁଇ ପୂର୍ବତନ ବିଜେଡି ମନ୍ତ୍ରୀ, ପ୍ରଦୀପ ଓ ସମୀର |    (27-Aug-2026)       ||      ରାକ୍ଷୀ ପୂର୍ଣ୍ଣିମା ହେଉଛି, ଭାଇ ଭଉଣୀ ଙ୍କ ଅତୁଟ ସମ୍ପର୍କ ଓ ସୁରକ୍ଷା ପ୍ରଦାନର ପ୍ରତୀକ | |   (27-Aug-2026)       ||      ଆସନ୍ତା କାଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କ ଗଞ୍ଜାମ ଗ୍ରସ୍ତ |    (26-Aug-2026)       ||     

କୁନୀ,କୁନୀ ପିଲାଙ୍କ ବିଜ୍ଞାନ ପ୍ରଦର୍ଶନୀ |

11-Jan-2025

ମନ ମୋହିଲା କୁନି କୁନି ପିଲା ମାନଙ୍କ ବିଜ୍ଞାନ ପ୍ରଦର୍ଶନୀ,

ଓଡିଶା ଜନମତ ବ୍ୟୁରୋ,

କଥାରେ ଅଛି ଆଜିର ଶିଶୁ  ଆସନ୍ତା କାଲି ଦେଶର ଭବିଷ୍ୟତ।ତେଣୁ ଗୋଟାଏ ଶିଶୁ କୁ ଯେପରି ଠିକ ଶିକ୍ଷ ମିଳିବ ଓ ଜଣେ ସୁନାଗରିକ ହେବ ସେଥିପାଇଁ ଶିକ୍ଷା ବିଭାଗ ଓ ସରକାର ସବୁବେଳେ ବିଦ୍ୟାଳୟ ମାନଙ୍କରେ ଏସବୁ କ୍ଷେତ୍ରରେ ଧ୍ୟାନ ଦେବାକୁ ବିଭିନ୍ନ ନିତି ନିୟମ କରିଛନ୍ତି।ତେଣୁ ବିଦ୍ୟାଳୟ ମାନଙ୍କରେ ଛାତ୍ରଛାତ୍ରୀ ମାନଙ୍କ ଅନ୍ତନିହିତ ଗୁଣର ବିକାଶ ପାଇଁ ଅନେକ ସମୟରେ ବିଜ୍ଞାନ ପ୍ରଦର୍ଶନୀ, ବିଭିନ୍ନ ପ୍ରତିଯୋଗୀତ ସବୁ କରିଥାନ୍ତି।ଏହି ପରିପ୍ରେକ୍ଷୀରେ ଭଞ୍ଜନଗର  ଦିବ୍ୟ ଶକ୍ତି ସ୍କୁଲ ଠାରେ ବିଜ୍ଞାନ ଓ ଚିତ୍ର କଳା ପ୍ରଦର୍ଶନୀ ଅନୁଷ୍ଠିତ ହୋଇଥିଲା।ଏଥିରେ ୧୨୦ ରୁ ଉର୍ଦ୍ଧ ଛାତ୍ରଛାତ୍ରୀ ଭାଗ ନେଇ ନିଜର ପ୍ରତିଭା ଦେଖାଇ ଥିଲେ।ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ବିଭିନ୍ନ ମୋଡେଲ ନିଜର ଶ୍ରେଣୀ ଶିକ୍ଷକଙ୍କ ତତ୍ୱଅବଧାନ ରେ ପ୍ରଦର୍ଶନ କରିଥିଲେ।ଆଜିର ଏହି ପ୍ରତିଯୋଗିତା କୁ ସମାଜସେବୀ ସନ୍ତୋଷ ପଟ୍ଟନାୟକ, ଶିକ୍ଷୟତ୍ରୀ ବାସନ୍ତୀ ପାଣିଗ୍ରାହୀ, ଶିକ୍ଷକ ଦିଗାମ୍ବର ପ୍ରଧାନ ବିଚାରପତି ଭାବେ ଯୋଗଦେଇ ଥିଲେ।ପ୍ରତିଯୋଗିତାରେ ଭାଗ ନେଇଥିବା ଛାତ୍ରଛାତ୍ରୀ ମାନଙ୍କୁ ସମ୍ନାନିତ କରିବାର ବ୍ୟବସ୍ଥା କରିବା ସହ ଜିଲ୍ଲା ସ୍ତରୀୟ ପ୍ରତିଯୋଗିତାରେ ଅଂଶ ଗ୍ରହଣ ପାଇଁ ସୁଯୋଗ ଦିଆଯିବ ବୋଲି ବିଦ୍ୟାଳୟ ପ୍ରଧାନ ଶିକ୍ଷୟତ୍ରୀ ସୂଚନା ଦେଇଛନ୍ତି।

News Comment

You Might Also Like

  ଶି‍କ୍ଷା ଓ ନିଯୁକ୍ତି  

ସ୍ୱାଧୀନତା ଦିବସ ରେ ମେଧା ସମ୍ମାନ |

BACK TO TOP