Breaking News

ଜମି ମାଲିକ ଙ୍କ ଅଜାଣତ ରେ ବିକ୍ରି ହୋଇଗଲା ଜମି, ଦୁଇ ଜଣ ନିଲମ୍ବିତ ||   (27-Aug-2026)       ||      କୌଣସି କଥାରେ ଉତ୍ୟକ୍ତ ସ୍ୱାମୀ ସ୍ତ୍ରୀକୁ ହତ୍ୟା କରି ସେମଧ୍ୟ କଲେ ଆତ୍ମ ହତ୍ୟା ||   (27-Aug-2026)       ||      ବେଗୁନିଆପଡା ଶାଳବଣ ଠାରେ ଯୁବକ ଙ୍କୁ ମରଣାନ୍ତକ ଆକ୍ରମଣ |   (27-Aug-2026)       ||      ତେଜୋ ରାତି ଦୋକାନରୁ ମଦ ଜବତ କରି ଦୁଇ ଜଣଙ୍କୁ ଗିରଫ କଲା ପୋଲିସ |   (27-Aug-2026)       ||      ସିନ୍ଧୁ -ଉର୍ମି ସାହିତ୍ୟ ସଂସଦ ଦ୍ୱାରା ରାକ୍ଷୀ ପୂର୍ଣ୍ଣିମା ପାଳିତ |    (27-Aug-2026)       ||      ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ଶ୍ରୀ ଶ୍ରୀ ସ୍ୱାମୀ ଚିଦାନନ୍ଦ ସରସ୍ବତୀ ଶିଶୁମନ୍ଦିର ପ୍ରାଙ୍ଗଣ ରେ ଅନୁଷ୍ଠିତ |    (27-Aug-2026)       ||      ରାୟଗଡା ପେଣ୍ଟା ଶିବ ମନ୍ଦିର ଚୋରି ଘଟଣା ର ଫର୍ଦ୍ଦାଫାସ କଲା ଚାନ୍ଦିଲି ପୋଲିସ |    (27-Aug-2026)       ||      ବିପୁଳ ସୁନା ରୁପା ଜବତ ସହ ଦୁଇ ଜଣଙ୍କୁ ଅଟକରଖି ବଲାଙ୍ଗୀର ପୋଲିସ ର ଖରଯୋଡ଼ା ଗାଁରେଚଢ଼ାଉ ||   (27-Aug-2026)       ||      ମୁଖ୍ୟମନ୍ତ୍ରୀ ବସ ପଡିଗଲା ମେଗା ପ୍ରକଳ୍ପ ପାଇଁ ଖୋଳା ଯାଇଥିବା ଗାତ ରେ |    (27-Aug-2026)       ||      କଲ୍ୟାଣ ସିଂହପୁର ବ୍ଲକରେ ପଞ୍ଜିକରଣ ଅବ୍ୟବସ୍ଥାରେ ହନ୍ତ ସନ୍ତ ଚାଷୀ ||   (27-Aug-2026)       ||      ଶିକ୍ଷନୁଷ୍ଠାନ ରୁ 75 ଲକ୍ଷରୁ ଉର୍ଦ୍ଧ ଟଙ୍କା ହେର ଫେର କରି ଭିଜିଲାନ୍ସ ଦ୍ୱାରା ଗିରଫ ହେଲେ କଲେଜ ଅଧ୍ୟାପକ ||   (27-Aug-2026)       ||      ତଳ କୋର୍ଟ ରେ ଫାଶୀ ଦଣ୍ଡ ପାଇଥିବା ଆସାମୀକୁ ଜୀବନ ଦାନ ଡେଇ 35 ବର୍ଷ ସଜ୍ଜା ଦେଲେ ହାଇକୋର୍ଟ |    (27-Aug-2026)       ||      ଡକାୟତି ଯୋଜନା କୁ ପଣ୍ଡ କଲା କଟକଚାଉଳିଆ ଗଞ୍ଜ ପୋଲିସ |    (27-Aug-2026)       ||      ରାଜ୍ୟର ସର୍ବଶ୍ରେଷ୍ଟ ଏନଏସି ରୂପେ ମାନ୍ୟତା ପାଇଲା ଆଠଗଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦ |    (27-Aug-2026)       ||      ଧାନ ମଣ୍ଡିରେ ଚାଷୀ ଙ୍କ ନାମ ପଞ୍ଜିକରଣ ହେଉ ନଥିବାରୁ ନବ ନିର୍ମାଣ କୃଷକ ସଂଘ ର ଆନ୍ଦୋଳନ ଦାବି ||   (27-Aug-2026)       ||      ଅଚାନକ ନେପାଳ ବନ୍ୟା ରେ 160 ମୃତ ଓ 750 ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି |   (27-Aug-2026)       ||      ହାତୀ ଓଟୋ ମା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ରକ୍ଷା ବନ୍ଧନ ଓବୃକ୍ଷ ରୋପଣ କାର୍ଯ୍ୟ ଅନୁଷ୍ଠିତ |   (27-Aug-2026)       ||      ପଦ୍ମ ଦଳର ଅଣଦେଖାରେ ଅତିଷ୍ଟ ଦୁଇ ପୂର୍ବତନ ବିଜେଡି ମନ୍ତ୍ରୀ, ପ୍ରଦୀପ ଓ ସମୀର |    (27-Aug-2026)       ||      ରାକ୍ଷୀ ପୂର୍ଣ୍ଣିମା ହେଉଛି, ଭାଇ ଭଉଣୀ ଙ୍କ ଅତୁଟ ସମ୍ପର୍କ ଓ ସୁରକ୍ଷା ପ୍ରଦାନର ପ୍ରତୀକ | |   (27-Aug-2026)       ||      ଆସନ୍ତା କାଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କ ଗଞ୍ଜାମ ଗ୍ରସ୍ତ |    (26-Aug-2026)       ||     

ଜାତୀୟ ଯୁବ ଦିବସ ରେ ଯୁବ ସମାଜ କୁ କ୍ରାନ୍ତିର ଆହ୍ୱାନ, |

12-Jan-2025

ଜାତୀୟ ଯୁବ ଦିବସରେ ଯୁବ ସମାଜକୁ କ୍ରାନ୍ତି ର ଆହ୍ବାନ,

"ଯୁବ ସମାଜ ସଚେତନ ହେଲେ ନିଶାମୁକ୍ତ ଭାରତ ଗଠନ ସମ୍ଭବ "

                  ଓଡିଶା ଜନମତ  ବ୍ୟୁରୋ,

ବ୍ରହ୍ମପୁର ତା ୧୨.୦୧.୨୦୨୫ -୧୬୨ତମ ସ୍ବାମୀବିବେକାନନ୍ଦ ଙ୍କ ଜୟନ୍ତୀ ଯଥା ଜାତୀୟ ଯୁବ ଦିବସ ଅବସରରେ "ଯୁବ ସମାଜ ସଚେତନ ହେଲେ ନିଶାମୁକ୍ତ ଭାରତ ଗଠନ ସମ୍ଭବ "ଏହି ବାର୍ତ୍ତା ଯୁବ ସମାଜକୁ ସଂକଳ୍ପ ନେବା ପାଇଁ ବ୍ରହ୍ମା ନଗର ସ୍ଥିତ ଅଗ୍ରଣୀ ସାମାଜିକ ଅନୁଷ୍ଠାନ କ୍ରାନ୍ତି ଉଦ୍ୟମରେ ଏମ. କେ.ସି.ଜି. ମେଡିକାଲ କଲେଜ ସମ୍ମୁଖ ଠାରୁ ବିଜୁ ପଟ୍ଟନାୟକ ସଂସ୍କୃତି ଭବନ, ବ୍ରହ୍ମପୁର ପର୍ଯ୍ୟନ୍ତ ରାଷ୍ଟ୍ରୀୟ  ନିର୍ମାଣ ସକାଶେ ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟ ଯୁବକ ଯୁବତୀ ମାନଙ୍କୁ ନେଇ ଏକ ସୁସଜ୍ଜିତ ସ୍ବାମୀଜୀଙ୍କ ରଥ ବ୍ରହ୍ମପୁର ସହର ପରିକ୍ରମା କରିବା ସହ ସ୍ୱାମୀଜୀ ଙ୍କ ବାଣୀ ଯୁବ ସମାଜକୁ ଆହ୍ବାନ କରିବା ସହ ପ୍ରେରଣା ଯୋଗା ଇଥିଲା। ପ୍ରାରମ୍ଭରେ ସମସ୍ତ ଅତିଥି ମାନଙ୍କ ଦ୍ଵାରା ଏମ. କେ.ସି.ଜି. ମେଡିକାଲ କଲେଜ ପରିସରରେ ଥିବା ସ୍ୱାମୀଜୀଙ୍କ ପ୍ରତିମୂର୍ତ୍ତି ସମ୍ମୁଖ ରେ ପ୍ରଦୀପ ପ୍ରଜ୍ବଳନ ସହ ପୁଷ୍ପମାଳ ଅର୍ପଣ କରିଥିଲେ। ଏହି ଅବସରରେ ବି. ଏମ. ସି ପୂର୍ବତନ ମେୟର ଶିବ ଶଙ୍କର ଦାସ, ମହାନ୍ ସଙ୍ଘ ସଭାପତି ସୁଶାନ୍ତ କୁମାର ସାବତ ,ହୋଲି ଇନଷ୍ଟିଚ୍ୟୁଟ ଅଫ ଟେକ୍ନୋଲଜି ର ଚେୟାରମେନ ରାଜେନ୍ଦ୍ର କୁମାର ପଣ୍ଡା ଅତିଥି ରୂପେ  ଯୋଗଦେଇ ସମାଜରେ ଯୁବକମାନେ ସଚେତନ ହୋଇ ରାଷ୍ଟ୍ର ନିର୍ମାଣରେ ଭାଗିଦାରୀ ହୋଇ ଉତ୍ତମ ରାଷ୍ଟ୍ର ଗଠନ କରିବା ପାଇଁ ଆହ୍ବାନ  ଦେଇ ସ୍ୱାମୀଜୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ କର୍ତ୍ତବ୍ୟ ନିଷ୍ଟା ଓ ଦୃଢ଼ ବିଶ୍ବାସ ଦ୍ଵାରା ଦେଶର ପରିବର୍ତ୍ତନ ସମ୍ଭବ ବୋଲି ମତ ପ୍ରକାଶ କରିଥିଲେ।କ୍ରାନ୍ତିର କାର୍ଯ୍ୟ ନିର୍ବାହୀ ନିର୍ଦ୍ଦେଶକ ଡ.ଦେବା ନନ୍ଦ ଦାଶଙ୍କ ପ୍ରତ୍ୟକ୍ଷ ତତ୍ତ୍ଵା ବଧାନ ରେ ଜୟନ୍ତୀ ଓ ପଦଯାତ୍ରା କାର୍ଯକ୍ରମରେ  ସମାଜରେ ସଚେତନ ଅଭାବରୁ ଯୁବକ ମାନେ କିପରି ନିଶାଗ୍ରସ୍ତ ହୋଇ , ତମାଖୁ ଜାତୀୟ ଦ୍ରବ୍ୟ ଖାଇ କୁପରିଣାମ ଭୋଗୁ ଅଛନ୍ତି, ଏହାର ଯଥାଶିଘ୍ର ବନ୍ଦ କରି ଯୁବ ସମାଜ ସୁରକ୍ଷା ପାଇଁ ଆହ୍ବାନ କରିଥିଲେ।
ଏହି ପଦଯାତ୍ରାରେ ବିଭିନ୍ନ ସମାଜସେବୀ ଅନୁଷ୍ଟାନର ସ୍ବେଛାସେବୀମାନଙ୍କ ସହ , ସାମନ୍ତରାୟ ଏକାଡେମୀ, ହୋଲି ଇନଷ୍ଟିଚ୍ୟୁଟ ଅଫ ଟେକ୍ନୋଲଜି, ଆର୍ୟାନ ଗୁରୁକୂଳ, କେ.ସି. ପବ୍ଲିକ ସ୍କୁଲ,ବେଦବ୍ୟାସ କଲେଜ, ଜ୍ଞାନ ବିକାଶ ଇଂଲିଶ ମିଡ଼ିଅମ୍ ସ୍କୁଲଏବଂ ରାଜୀବ ମେମୋ ରିଆଲ ଇନଷ୍ଟିଚ୍ୟୁଟ ଅଫ ଟେକ୍ନୋଲଜି ର ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସହ ପ୍ରାୟ ୯୦୦ ଯୁବକ ଯୁବତୀ ଯୋଗଦେଇ ଶୋଭାଯାତ୍ରାରେ ସ୍ବାମୀଜୀଙ୍କ ଉଦ୍ଦେଶ୍ୟରେ ସ୍ଲୋଗାନ ଦେଇଥିଲେ।
ପରିଶେଷରେ ହିଲିପାଟଣା ସ୍ଥିତ ବିଜୁ ପଟ୍ଟନାୟକ ସଂସ୍କୃତି ଭବନ ସମ୍ମୁଖରେ ସ୍ବାମୀ ବିବେକାନନ୍ଦଙ୍କ ଜୟନ୍ତୀ ସମାରୋହରେ କ୍ରାନ୍ତି ଅନୁଷ୍ଠାନର ଡ.ଦେବାନନ୍ଦ ଦାଶ ଅଧ୍ୟକ୍ଷତାରେ ଏକ ଆଧ୍ୟାତ୍ମିକ ସମାବେଶ ଅନୁଷ୍ଠିତ ହୋଇଥିଲା। ଏଥିରେ ଅତିଥି ରୁପେ ବ୍ରହ୍ମପୁର ପ୍ରେସ କ୍ଲବ ର ସମ୍ପାଦକ ପ୍ରହ୍ଲାଦ ସାହୁ,ସହ ସମ୍ପାଦକ ଗୋପାଳ ରେଡ୍ଡୀ ଓ ସାମନ୍ତରାୟ ଏକାଡେମୀ ର ନିର୍ଦ୍ଦେଶକ ଦେବେଶ ସାମନ୍ତରାୟ ପ୍ରମୁଖ ଯୋଗ ଦେଇ ସ୍ୱାମୀଜୀଙ୍କ ଯୁବ ସମାଜ ପ୍ରତି ଗୁରୁତ୍ଵ କୁ ସରଳ ଭାଷାରେ ବୁଝାଇଥିଲେ। କ୍ରାନ୍ତି ଅନୁଷ୍ଠାନର ଡ.ଦାଶ ଉପସ୍ଥିତ ଯୁବକ ଯୁବତୀମାନଙ୍କୁ ସଚେତନ ମାଧ୍ୟମରେ "ନିଶାକୁ ନା, ନିଶା ସେବନ କ୍ୟାନସର କାରଣ...
ନିଶା ଛାଡନ୍ତୁ, ଜୀବନ ବାଛନ୍ତୁ।"ସହ ନିଶା ମୁକ୍ତ ଭାରତ ଗଠନ ପାଇଁ ସଂକଳ୍ପ କରାଇଥିଲେ। ଉକ୍ତକାର୍ଯ୍ୟକ୍ରମ କୁ କ୍ରାନ୍ତି ଅନୁଷ୍ଟାନର ନିର୍ମଳା ଦାଶ, ଦେବରାଜ ରାଉତ, ସରୋଜକୁମାରସାହୁ,ପୂର୍ଣ୍ଣଚନ୍ଦ୍ରସାହୁ,ବି.ସଞ୍ଜୟ ପାତ୍ର , ଅନିଲ କୁମାର ସେଠୀ ଓ ଚିନ୍ମୟାନନ୍ଦ ଦାଶ  ସମେତ ଆଇ. ଏସ. ଆର. ଡି ପ୍ରଭାତ କୁମାର ପାଢ଼ୀ ସହ ଅନ୍ୟାନ୍ୟ କର୍ମକର୍ତ୍ତା, ସଖୀ (ୱାନ ଗ୍ରୁପ ସେଣ୍ଟର) ଓ କ୍ରାନ୍ତି ଅନୁଷ୍ଠାନର ସମସ୍ତ କର୍ମକର୍ତ୍ତା ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ।

News Comment

You Might Also Like

BACK TO TOP