Breaking News

ସାରାରାଜ୍ୟରେ ପନିର ପରେ ମିଠା ଦୋକାନ ରେ ଚଢ଼ାଉ କରୁଛି ଖାଦ୍ୟ କଣ୍ଟ୍ରୋଲ ବିଭାଗ |    (26-Aug-2026)       ||      ଜୁଆ ଆଡ୍ଡା ଉପରେ ହିଞ୍ଜିଳି ପୋଲିସ ର ଚଢ଼ାଉ 11ଯୁଆଡ଼ି ସହ ବହୁ ସାମାନ ଜବତ ||   (26-Aug-2026)       ||      ଅଭିନେତା ଗୋବିନ୍ଦା ଓ ସ୍ତ୍ରୀ ସୁନିତା ଙ୍କୁ ଛାଡ଼ ପତ୍ର ବିବାଦ ନେଇ ମାଇଁଙ୍କୁ ସାହାଯ୍ୟ କଲେ ଗୋବିନ୍ଦା ଙ୍କ ଭାଣଜି |    (26-Aug-2026)       ||      ନଦୀରେ ପସି ଡ଼ଙ୍ଗା ପାଖକୁ ଯାଉଥିଲା ବେଳେ ବୃଦ୍ଧ ଙ୍କୁ ଟାଣିନେଲା କୁମ୍ଭୀର ||   (26-Aug-2026)       ||      ଶବ ଦାହ ପାଇଁ ଅସୁବିଧା ଶ୍ମଶାନ ଚାରିପଟେ2ଫୁଟ ଖାଲ |    (26-Aug-2026)       ||      ଛତିଶ ଗଡ଼ ବନ ବିଭାଗ ର ଚଢ଼ାଉ, ଲକ୍ଷା ଧିକ ଟଙ୍କାର କାଠ ଜବତ |   (26-Aug-2026)       ||      ସନ୍ତୋଷ ସିଂ ସାଲୁଜା ଙ୍କ ମତ M M D R ବିଲ ପ୍ରତ୍ୟହାର ନ କଲେ ଶାସକ ଦଳ ଏମପି ଓ ଏମ ଏ ଏଲ ଙ୍କ ଘର କୁ ଘେରାଉ କରିବ କଂଗ୍ରେସ |   (26-Aug-2026)       ||      ଜିଓ କମ୍ପାନୀ ର ଜବରଦସ୍ତ ଅଫର, 49 ଟଙ୍କାରେ ଅନ ଲିମିଟେଡ଼ ଡାଟା |   (26-Aug-2026)       ||      ଚାକିରୀ ଦେବା ନାଁ ରେ ଦେଢ଼ କୋଟି ଚଳୁ, ପାଞ୍ଚ ବ୍ୟକ୍ତି ଙ୍କୁ ଗିରଫ କଲା ବୈଦ୍ୟନାଥ ପୁର ପୋଲିସ ||   (25-Aug-2026)       ||      ଏଥର ମାଣ୍ଡିଆ, ଚାଉଳ ରେ ତିଆରି ରାକ୍ଷୀ ଷ୍ଟଲ ରେ ମହିଳାଙ୍କ ପ୍ରବଳ ଭିଡ଼ ||   (25-Aug-2026)       ||      ହାଟ ଡିହି ଶିକ୍ଷା ଜିଲ୍ଳାରେ ପ୍ରମୋସନହୋଇ ପ୍ରଧାନ ଶିକ୍ଷକ ହେଲେ 57 ଜଣ ଶିକ୍ଷକ ||   (25-Aug-2026)       ||      ଆବାସ ଯୋଜନା ପାଈଁ ଲାଞ୍ଚନେଇଥିବା ଅଭିଯୋଗ ରେ ପୂର୍ବତନ ପିଇଓ ଙ୍କୁ 4ବର୍ଷ ଦଣ୍ଡା ଦେଶ ଦେଲେ କୋର୍ଟ |    (25-Aug-2026)       ||      ଦାଦନ ଯାଇ ନିଖୋଜ ଥିବା ପୁଅର ବାଟ ଚାହିଁ ବସି ଛନ୍ତି ପରିବାର ଲୋକ ||   (25-Aug-2026)       ||      ଗଣ୍ଡଳା ଗାଁ ପୋଖରୀ ନିଲାମକୁ ବାତିଲ ପାଈଁ ଗ୍ରାମବାସୀ ବିଡ଼ିଓ ଓ ସରପଞ୍ଚ ଙ୍କୁ ଦେଲେ ଦାବିପତ୍ର ||   (25-Aug-2026)       ||      କନ୍ଧମାଳ ରେ ଦାଦନ ଶ୍ରମିକ ତଥ୍ୟ ସଂଗ୍ରହ ଆପ ଉନ୍ମୋଚିତ |    (25-Aug-2026)       ||      ଗୋଲିଆ ଆଦର୍ଶ ବିଦ୍ୟାଳୟ ରେ ଛାତ୍ର ଆଶୁ ତୋଷ ବିଶୋଇ ଙ୍କ ସଫଳତା |   (25-Aug-2026)       ||      ମରଣ ଯନ୍ତା ସାଜିଛି ଖୋର୍ଦ୍ଧା ଗୁରୁଜଙ୍ଗଟାଙ୍ଗୀ ସାହି ନୂଆଙ୍ଗା ରାସ୍ତା |   (25-Aug-2026)       ||      ବେଗୁନିଆପଡା ଜନତା ହାଇସ୍କୁଲ ଛାତ୍ରୀ ନିବାସ ଅବ୍ୟବସ୍ଥା ଘେର ରେ |    (25-Aug-2026)       ||      ଶୁଣିଲାନି ପ୍ରଶାସନ, ଘର ଉଛେଦ ପରେ ଗଛ ମୂଳହିଁ ଭରସା |    (25-Aug-2026)       ||      ଅତିଶୀଘ୍ର ଶ୍ରୀମନ୍ଦିର ରେ ଆରମ୍ଭ ହେବ ଧାଡି ଦର୍ଶନ |    (25-Aug-2026)       ||     

ଗଞ୍ଜାମ ସହର ରେ ଥିବା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ବାର୍ଷିକ କ୍ରୀଡା ପାଇଁ ପ୍ରସ୍ତୁତି ବୈଠକ |

13-Jan-2025

ଗଞ୍ଜାମ ସହର ରେ ଥିବା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ବାର୍ଷିକ ଉତ୍ସବ ପାଇଁ ପ୍ରସ୍ତୁତି,

ଓଡିଶା ଜନ ମତ, ଗଞ୍ଜାମ, ବଟକୃଷ୍ଣ  ରାଉଳ, 13,,/01:

ଗଞ୍ଜାମ ର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର ବାର୍ଷିକ ଉତ୍ସବ ନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି ଏହି ଉତ୍ସବ କୁ ନେଇ କୁନିକୁନି ଛାତ୍ର ଛାତ୍ରୀ ଙ୍କ ମନ ଉଚ୍ଚାଆ ଉଲ୍ଲାସ ମୁଖର ଦେଖିବାକୁ ମିଳିଛି ଏହି ବାର୍ଷିକ ଉତ୍ସବ ଅନୁଷ୍ଠାନ ର ଚବିଶି ତମ ବାର୍ଷିକ ଉତ୍ସବ ହେବାକୁ ଯାଉଥିବା ବେଳେ ଏହି ବର୍ଷ ଟିକେ ନିଆରା ଢଙ୍ଗ ରେ ହେବାକୁ ଯାଉଛି ବୋଲି ଅନୁଷ୍ଠାନ ର କିରାଣୀ ରବୀନ୍ଦ୍ର ମହାନ୍ତି କହିଛନ୍ତି ଆସନ୍ତା ତେଇଶି ତାରିଖ ରେ ଏହି ଉତ୍ସବ ଅନୁଷ୍ଠିତ ହେବ ଏହି ବାର୍ଷିକ ଉତ୍ସବ ରେ ଓଡିଶାର ଖଣିଜ ମନ୍ତ୍ରୀ ତଥା ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନା ବ୍ରହ୍ମପୁର ସାସଂଦ ପ୍ରଦୀପ ପାଣିଗ୍ରାହୀ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ପୂର୍ବତନ ଉପବାଚସ୍ପତି ରାମ ଚନ୍ଦ୍ର ପଣ୍ଡା ଯୋଗ ଦେବେ ବୋଲି ଅନୁଷ୍ଠାନ ପକ୍ଷରୁ ସୂଚନା ମିଳିଛି ଏହିପରି ପେକ୍ଷୀରେ ସମସ୍ତ ଶିଶୁ ମାନଙ୍କ ଅଭିଭାବକ ମିଡ଼ିଆ ସ୍ଥାନୀୟ ପୋଲିସ ପ୍ରଶାସନ ସ୍ଥାନୀୟ ପ୍ରଶାସନ ଙ୍କୁ ନିମନ୍ତ୍ରୀତ କରାଯିବ ଏବଂ କ୍ରୀଡା ଅଧୟନ ରେ କୃତି ଛତ୍ରୀ ଛାତ୍ର ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କାର ବିତରଣ କରାଯିବ ଓ ଶିଶୁ ଙ୍କ ଅଭିଭାବକ ମାନଙ୍କୁ ସନମାନିତ କରାଯିବ ବୋଲି ଅନୁଷ୍ଠାନ ପକ୍ଷରୁ ସୂଚନା ମିଳିଛି |

News Comment

You Might Also Like

BACK TO TOP