Breaking News

ଜୁଆ ଆଡ୍ଡା ଉପରେ ହିଞ୍ଜିଳି ପୋଲିସ ର ଚଢ଼ାଉ 11ଯୁଆଡ଼ି ସହ ବହୁ ସାମାନ ଜବତ ||   (26-Aug-2026)       ||      ଅଭିନେତା ଗୋବିନ୍ଦା ଓ ସ୍ତ୍ରୀ ସୁନିତା ଙ୍କୁ ଛାଡ଼ ପତ୍ର ବିବାଦ ନେଇ ମାଇଁଙ୍କୁ ସାହାଯ୍ୟ କଲେ ଗୋବିନ୍ଦା ଙ୍କ ଭାଣଜି |    (26-Aug-2026)       ||      ନଦୀରେ ପସି ଡ଼ଙ୍ଗା ପାଖକୁ ଯାଉଥିଲା ବେଳେ ବୃଦ୍ଧ ଙ୍କୁ ଟାଣିନେଲା କୁମ୍ଭୀର ||   (26-Aug-2026)       ||      ଶବ ଦାହ ପାଇଁ ଅସୁବିଧା ଶ୍ମଶାନ ଚାରିପଟେ2ଫୁଟ ଖାଲ |    (26-Aug-2026)       ||      ଛତିଶ ଗଡ଼ ବନ ବିଭାଗ ର ଚଢ଼ାଉ, ଲକ୍ଷା ଧିକ ଟଙ୍କାର କାଠ ଜବତ |   (26-Aug-2026)       ||      ସନ୍ତୋଷ ସିଂ ସାଲୁଜା ଙ୍କ ମତ M M D R ବିଲ ପ୍ରତ୍ୟହାର ନ କଲେ ଶାସକ ଦଳ ଏମପି ଓ ଏମ ଏ ଏଲ ଙ୍କ ଘର କୁ ଘେରାଉ କରିବ କଂଗ୍ରେସ |   (26-Aug-2026)       ||      ଜିଓ କମ୍ପାନୀ ର ଜବରଦସ୍ତ ଅଫର, 49 ଟଙ୍କାରେ ଅନ ଲିମିଟେଡ଼ ଡାଟା |   (26-Aug-2026)       ||      ଚାକିରୀ ଦେବା ନାଁ ରେ ଦେଢ଼ କୋଟି ଚଳୁ, ପାଞ୍ଚ ବ୍ୟକ୍ତି ଙ୍କୁ ଗିରଫ କଲା ବୈଦ୍ୟନାଥ ପୁର ପୋଲିସ ||   (25-Aug-2026)       ||      ଏଥର ମାଣ୍ଡିଆ, ଚାଉଳ ରେ ତିଆରି ରାକ୍ଷୀ ଷ୍ଟଲ ରେ ମହିଳାଙ୍କ ପ୍ରବଳ ଭିଡ଼ ||   (25-Aug-2026)       ||      ହାଟ ଡିହି ଶିକ୍ଷା ଜିଲ୍ଳାରେ ପ୍ରମୋସନହୋଇ ପ୍ରଧାନ ଶିକ୍ଷକ ହେଲେ 57 ଜଣ ଶିକ୍ଷକ ||   (25-Aug-2026)       ||      ଆବାସ ଯୋଜନା ପାଈଁ ଲାଞ୍ଚନେଇଥିବା ଅଭିଯୋଗ ରେ ପୂର୍ବତନ ପିଇଓ ଙ୍କୁ 4ବର୍ଷ ଦଣ୍ଡା ଦେଶ ଦେଲେ କୋର୍ଟ |    (25-Aug-2026)       ||      ଦାଦନ ଯାଇ ନିଖୋଜ ଥିବା ପୁଅର ବାଟ ଚାହିଁ ବସି ଛନ୍ତି ପରିବାର ଲୋକ ||   (25-Aug-2026)       ||      ଗଣ୍ଡଳା ଗାଁ ପୋଖରୀ ନିଲାମକୁ ବାତିଲ ପାଈଁ ଗ୍ରାମବାସୀ ବିଡ଼ିଓ ଓ ସରପଞ୍ଚ ଙ୍କୁ ଦେଲେ ଦାବିପତ୍ର ||   (25-Aug-2026)       ||      କନ୍ଧମାଳ ରେ ଦାଦନ ଶ୍ରମିକ ତଥ୍ୟ ସଂଗ୍ରହ ଆପ ଉନ୍ମୋଚିତ |    (25-Aug-2026)       ||      ଗୋଲିଆ ଆଦର୍ଶ ବିଦ୍ୟାଳୟ ରେ ଛାତ୍ର ଆଶୁ ତୋଷ ବିଶୋଇ ଙ୍କ ସଫଳତା |   (25-Aug-2026)       ||      ମରଣ ଯନ୍ତା ସାଜିଛି ଖୋର୍ଦ୍ଧା ଗୁରୁଜଙ୍ଗଟାଙ୍ଗୀ ସାହି ନୂଆଙ୍ଗା ରାସ୍ତା |   (25-Aug-2026)       ||      ବେଗୁନିଆପଡା ଜନତା ହାଇସ୍କୁଲ ଛାତ୍ରୀ ନିବାସ ଅବ୍ୟବସ୍ଥା ଘେର ରେ |    (25-Aug-2026)       ||      ଶୁଣିଲାନି ପ୍ରଶାସନ, ଘର ଉଛେଦ ପରେ ଗଛ ମୂଳହିଁ ଭରସା |    (25-Aug-2026)       ||      ଅତିଶୀଘ୍ର ଶ୍ରୀମନ୍ଦିର ରେ ଆରମ୍ଭ ହେବ ଧାଡି ଦର୍ଶନ |    (25-Aug-2026)       ||      ଛେଳି ଚୋରିକରି ବୋଲରା ଗାଡ଼ିରେ ନେଉଥିଲା ବେଳେ ପୋଲିସ ଦ୍ୱାରାତିନି ଗିରଫ ||   (25-Aug-2026)       ||     

ଖଲ୍ଲିକୋଟ ଶିଶୁ ବିକାଶ ବିଦ୍ୟା ମନ୍ଦିର ର ବାର୍ଷିକ ଉତ୍ସବ ଅନୁଷ୍ଠିତ |

13-Jan-2025

ଖଲ୍ଲିକୋଟ ଶିଶୁ ବିକାଶ ବିଦ୍ୟା ମନ୍ଦିରର ବାର୍ଷିକ ଉତ୍ସବ ଅନୁଷ୍ଠିତ,

ଓଡିଶା ଜନମତ , ଖଲ୍ଲିକୋଟ, ମାଧବ ବେହେରା, 13/01/:

ଖଲ୍ଲିକୋଟ : ଭାରତୀୟ ଶିକ୍ଷା ଓ ଗବେଷଣା ପ୍ରତିଷ୍ଠାନ ଦ୍ବାରା ପରିଚାଳିତ ଖଲ୍ଲିକୋଟ ସ୍ଥିତ ଶିଶୁ ବିକାଶ ବିଦ୍ୟା ମନ୍ଦିରର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ସାମ୍ବାଦିକ ତଥା ସମାଜସେବୀ ଏବଂ ଶିଶୁ ବିକାଶ ବିଦ୍ୟା ମନ୍ଦିରର ଉପସଭାପତି ଅଶୋକ କୁମାର ତ୍ରିପାଠୀ ଅଧ୍ୟକ୍ଷତା କରିଥିବା ବେଳେ ମୂଖ୍ୟ ଅତିଥି ଭାବରେ ଖଲ୍ଲିକୋଟ ବ୍ଳକ ଉପାଧ୍ୟକ୍ଷାଙ୍କ ପ୍ରତିନିଧି କାଳୁରାମ ମହାରଣା ଯୋଗ ଦେଇଥିଲେ।  ଭାରତୀୟ ଶିକ୍ଷା ଓ ଗବେଷଣା ପ୍ରତିଷ୍ଠାନର ରାଜ୍ୟ ସଂପାଦକ ବିଷ୍ଣୁ ପ୍ରସାଦ ଆଚାର୍ଯ୍ୟ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିବା ବେଳେ ମୂଖ୍ୟ ବକ୍ତା ଭାବରେ କେଶପୁର ମହାବିଦ୍ୟାଳୟର ଓଡ଼ିଆ  ଅଧ୍ୟାପକ ବିଷ୍ଣୁ ପ୍ରସାଦ ଦାସ ଯୋଗ ଦେଇଥିଲେ । ଅନୁଷ୍ଠାନର ସଂପାଦକ ଭାଗିରଥି ସ୍ବାଇଁ ବାର୍ଷିକ ବିବରଣୀ ପାଠ କରିଥିଲେ।  ସିଆରସିସି ଡକ୍ଟର ଦ୍ବାରିକା ନାଥ ମହାରଣା ମଞ୍ଚ ପରିଚାଳନା କରିଥିବା ବେଳେ ସହ ସଂପାଦକ ରୋହିତ ସ୍ବାଇଁ ମଞ୍ଚ ପରିଚାଳନାରେ ସହଯୋଗ କରିଥିଲେ । ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀ ଓ ମାତୃ ଭାରତୀ ପ୍ରତିଯୋଗିତାରେ କୃତୀତ୍ବ ଅର୍ଜନ କରିଥିବା ମାଆ ମାନଙ୍କୁ ଅତିଥି ମାନେ ମାନପତ୍ର ଓ ପୁରସ୍କାର ପ୍ରଦାନ କରିଥିଲେ। ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।  ଅଭିଭାବକ , ଛାତ୍ରଛାତ୍ରୀ  ଓ ଭଦ୍ରବ୍ୟକ୍ତି ଉପସ୍ଥିତ ରହି କାର୍ଯ୍ଯକ୍ରମକୁ ଉପଭୋଗ କରିଥିଲେ। ଗୁରୁ ମାଆ ମାନେ ଦୀପ ମନ୍ତ୍ର ଗାନ କରିବା ସହ ପ୍ରାରମ୍ଭିକ ସଂଗୀତ ଗାନ କରିଥିଲେ ଓ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

News Comment

You Might Also Like

BACK TO TOP